ଆଜି ନୂଆଁଖାଇ, ପୁରପଲ୍ଲୀ ଉତ୍ସବମୁଖର
ସମ୍ବଲପୁର,୩।୯(ବ୍ୟୁରୋ): ମଙ୍ଗଳବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ପୁରପଲ୍ଲୀ ଉତ୍ସବମୁଖର ହୋଇଛି। ପରମ୍ପରା ଅନୁସାରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ଗଣପର୍ବ ପାଳିତ ହୋଇଥାଏ। ଇଷ୍ଟଦେବୀ ସମଲେଇଙ୍କ ନିକଟରେ ମଙ୍ଗଳବାର ନବାନ୍ନ ଭୋଗ ଲାଗିବ। ଏତଦ୍ବ୍ୟତୀତ ପଶ୍ଚିମ ଓଡ଼ିଶା…
ଥାପରଙ୍କ ସମେତ ୧୨ ପ୍ରଫେସରଙ୍କୁ ସିଭି ଦାଖଲ ନିର୍ଦ୍ଦେଶ
ନୂଆଦିଲ୍ଲୀ,୩ା୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଆଶିଷ ଦତ୍ତ, ଖ୍ୟାତନାମା ବୈଜ୍ଞାନିକ ଆର୍. ରାଜାରମଣ ଏବଂ ଐତିହାସିକ ରୋମିଲା ଥାପରଙ୍କ ସମେତ ୧୨ଜଣ ପୂର୍ବତନ ପ୍ରଫେସରଙ୍କ କାର୍ଯ୍ୟର ସମୀକ୍ଷା ଲାଗି ପ୍ରଶାସନ ସେମାନଙ୍କୁ ସିଭି (କରିକୁଲମ୍ ଭିଟା) ଦାଖଲ କରିବାକୁ…
ଫିଲ୍ମ ପାଇଁ ଅଫର ପ୍ରେରଣାଦାୟୀ: ତବୁ
ମୁମ୍ବାଇ: ଫିଲ୍ମ ପାଇଁ ଅଫର ମିଳିବା ପ୍ରେରଣାଦାୟକ ବୋଲି ବଲିଉଡ୍ ଅଭିନେତ୍ରୀ ତବୁ ପ୍ରକାଶ କରିଛନ୍ତି। ସେ ଅଧିକ ଆଶା କରୁ ନ ଥିଲେ ମଧ୍ୟ ବର୍ତ୍ତମାନ ଯେଉଁ କାର୍ଯ୍ୟ ମିଳିଛି ସେଥିରେ ସେ ଖୁସି ଥିବା କହିଛନ୍ତି। ଭବିଷ୍ୟତ ପାଇଁ…
ପାକିସ୍ତାନ ସହ ଆଲୋଚନାକୁ ଜୟଶଙ୍କରଙ୍କ ଖଣ୍ଡନ
ଲଣ୍ଡନ,୩ା୯(ପି.ଟି.): ପାକିସ୍ତାନ ଖୋଲାଖୋଲି ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଜାରି ରଖିଛି। ଆତଙ୍କବାଦୀଙ୍କୁ ନିଯୁକ୍ତି, ପ୍ରଶିକ୍ଷଣ ଓ ଆର୍ଥତ୍କ ସହାୟତା ଯୋଗାଇ ଆସୁଛି। ଏଥିରୁ ବିରତ ନ ହେବା ପର୍ଯ୍ୟନ୍ତ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହେବାର ପ୍ରଶ୍ନ ଉଠୁନାହିଁ ବୋଲି ବହିର୍ବ୍ୟାପାର ମନ୍ତ୍ରୀ…
ସୁପ୍ରିମ୍କୋର୍ଟରେ ଚିନ୍ମୟାନନ୍ଦ ମାମଲା: ଏସ୍ଆଇଟି ଗଠନ ଲାଗି ନିର୍ଦ୍ଦେଶ
ନୂଆଦିଲ୍ଲୀ, ୩ା୯(ପି.ଟି.): ଉତ୍ତରପ୍ରଦେଶର ଶାହ୍ଜାହାନ୍ପୁରରେ ଆଇନ ଛାତ୍ରୀ ନିଖୋଜ ହେବା ଓ ଏନେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଅଣାଯିବା ଘଟଣାରେ ଏସ୍ଆଇଟି (ସ୍ବତନ୍ତ୍ର ତଦନ୍ତକାରୀ ଟିମ୍) ଗଠନ କରିବାକୁ ସୁପ୍ରିମକୋର୍ଟ ସୋମବାର…
ଡାକ୍ତରଙ୍କୁ ପିଟି ହତ୍ୟା: ୨୧ ଗିରଫ
ଗୁଆହାଟୀ,୩ା୯: ଦେଶରେ ଗତ କିଛି ବର୍ଷ ମଧ୍ୟରେ ଭିଡ଼ ହିଂସା ବୃଦ୍ଧି ପାଇଛି। ଆସାମର ଜୋର୍ହାଟରେ ଥିତ୍ବା ଏକ ଚା’ ବଗିଚାରେ ଜଣେ ଡାକ୍ତରଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ପିଟି ହତ୍ୟା କରିଛନ୍ତି। ଏହି ଘଟଣାରେ ପୋଲିସ ୨୧ ଜଣଙ୍କୁ ଗିରଫ…
ପାକ୍ର ମିଛ ଦୋହରାଇବାକୁ କୁଳଭୂଷଣଙ୍କ ଉପରେ ଚାପ
ନୂଆଦିଲ୍ଲୀ,୩ା୯: କୁଳଭୂଷଣଙ୍କୁ ଦୂତାବାସ ମାଧ୍ୟମରେ ଆଇନଗତ ସହାୟତା ଯୋଗାଇଦେବା ପାଇଁ ସୁଯୋଗ ମିଳିଥିଲେ ହେଁ ତାଙ୍କୁ ପାକିସ୍ତାନର ମିଛ ଦୋହରାଇବା ପାଇଁ ଅତ୍ୟଧିକ ଚାପ ପକାଯାଇଥିବା ଜଣାପଡିଛି। ତାଙ୍କୁ ସୋମବାର ଭାରତୀୟ ଉପଉଚ୍ଚାୟୁକ୍ତ ଗୌରବ ଆହଲୁଓ୍ବାଲିଆ ଭେଟିଥିବାବେଳେ ଚାପ ପକାଯାଇଥିବା ଲକ୍ଷଣ…
ଗରିବଙ୍କ ରାଶନ ଖାଉଥିଲେ ଅଯୋଗ୍ୟ ହିତାଧିକାରୀ: ଧରାପକାଇଲା ଆଧାର
ଭୁବନେଶ୍ୱର,୩।୯(ବ୍ୟୁରୋ): ସରକାରଙ୍କ ଆଖିରେ ଆଙ୍ଗୁଠି ଗେଞ୍ଜି ଅଯୋଗ୍ୟ ହିତାଧିକାରୀ ଗତ ୪ବର୍ଷ ହେବ ଗରିବଙ୍କ ପାଇଁ ଆସିଥିବା ହଜାର ହଜାର କୁଇଣ୍ଟାଲ ଚାଉଳ, ଗହମ ଲୁଟି ନେଉଥିଲେ। ଗାଡ଼ି ଘୋଡ଼ା, କୋଠାଘର, ଏକର ଏକର ସମ୍ପତ୍ତି, ସରକାରୀ ଚାକିରି ଥିବା ଅଯୋଗ୍ୟ…
ଫୁଲ ତୋଳିବାକୁ ଯାଇ ପୋଖରୀରେ ବୁଡ଼ମଲେ ବୃଦ୍ଧ
ସୁକିନ୍ଦା,୩ା୯(ଡି.ଏନ୍.ଏ.)- ସୁକିନ୍ଦା ବ୍ଲକ ଆମ୍ପଳବା ଗ୍ରାମର ପଦ୍ମପୋଖରୀରେ ବୁଡି ରବିବାର ସନ୍ଧ୍ୟାରେ ଢେଙ୍କାନାଳ ଜିଲା ଭୁବନ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସେନାପତି ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ସୋମବାର ସକାଳେ ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ସହ ଖୁଖୁନ…
ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କ ଠାରୁ ଟଙ୍କା ନେବା ଭିଡିଓ ଭାଇରାଲ ପ୍ରସବ କରାଇଦେବା ପାଇଁ ନେଲେ ୫ ହଜାର
ନୟାଗଡ଼ ଅଫିସ,୩।୯-ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ଅଭିଯୋଗ ହେଉଛି। ଜଣେ ମହିଳାଙ୍କୁ ପ୍ରସବ କରାଇଦେବା ପାଇଁ ଡାକ୍ତର, ଆଟେଣ୍ଡାଣ୍ଟ ଓ ଆଶା ଦିଦି ମିଶି ୫୦୦୦ ଟଙ୍କା ନେଇଥିବା ଓ ଷ୍ଟିଚ୍ ଖୋଲିବା ପରେ ଆଉ ୨୦୦…
୪୫୦ ବର୍ଷର ନିଆରା ପରମ୍ପରା: ବୁଢ଼ା ଗଣେଶଙ୍କୁ ୧୫୧ ଥାଳି ଭୋଗ ସମର୍ପଣ
ଆରଡ଼ି, ୩।୯ (ଡି.ଏନ.ଏ.)- ଗଣେଶ ଚତୁର୍ଥୀରେ ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିର ବେଢ଼ାର ଦକ୍ଷିଣପାର୍ଶ୍ୱରେ ଥିବା ଶ୍ରୀ ବୁଢ଼ା ଗଣେଶଙ୍କୁ ସ୍ବତନ୍ତ୍ର ପୂଜା କରାଯାଇଛି। ଏଠାରେ ନିଆରା ପରମ୍ପରା ଅନୁଯାୟୀ ପ୍ରଭୁଙ୍କୁ ୧୫୧ ଥାଳି ଭୋଗ ସମର୍ପଣ କରାଯାଇଛି। ବିଧି…
ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ, ଆନ୍ଦୋଳନ ଡାକରା
ବ୍ରହ୍ମପୁର ଅଫିସ୍,୩ା୯-ଫୋରମ୍ ଫର୍ ଗଞ୍ଜାମର ଏକ ସାଧାରଣ ବୈଠକ ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନ ସଂଯୋଜକ ସୁଧୀର କୁମାର ରାଉତ ଏଥିରେ ଅଧ୍ୟକ୍ଷତା କରିଥିଲେ । ବୈଠକରେ ଜିଲାର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା। ବିଶେଷକରି ଜିଲାରେ…

