Home

ଭାଜପା ମୁଖ୍ୟାଳୟରେ ବନ୍ଦ ହେଲା ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର

ନୂଆଦିଲ୍ଲୀ,୨।୯: ଭାଜପାର କେନ୍ଦ୍ରୀୟ ମୁଖ୍ୟାଳୟରେ ପ୍ଲାଷ୍ଟିକ ବୋତଲର ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଦଳର ସମସ୍ତ ନେତା ପାଣି ପିଇବା ପାଇଁ ତାଙ୍କ ରୁମ୍‌ରେ ଷ୍ଟିଲ ଜଗ୍‌ ଓ ପେପର କପ୍‌ ରଖାଯାଇଛି। ଏଥିସହ କାର୍ଯ୍ୟାଳୟରେ ଆସୁଥିବା ଲୋକମାନଙ୍କ ପାଇଁ…

ସର୍ବକାଳୀନ ରେକର୍ଡ: ୫ ଘଣ୍ଟାରେ ୫ ରୁ ୬ ଲକ୍ଷ ଭକ୍ତ ଲାଲ୍‌ବାଗ୍‌ ରାଜାଙ୍କୁ କଲେ ଦର୍ଶନ

ମୁମ୍ବାଇ,୨।୯:ଭାରତର ସବୁ ସ୍ଥାନରେ ଗଣେଶ ପୂଜା ଖୁବ ଧୁମଧାମରେ ପାଳନ କରାଯାଇଥାଏ। କିନ୍ତୁ ମହାରାଷ୍ଟ୍ରର ଗଣେଶ ପୂଜା ସାରା ବିଶରେ ପ୍ରସିଦ୍ଧ। ମହାରାଷ୍ଟ୍ରର ସବଠୁ ଆକର୍ଷଣୀୟ ହେଉଛି ‘ଲାଲବାଗ୍‌ ଚା ରାଜା’। ଏଠାରେ ଚଳିତବର୍ଷ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ୫…

ଆନନ୍ଦପୁର ଉତ୍ସବମୁଖର : ପୂଜା ପାଉଛନ୍ତି ବିଘ୍ନ ବିନାଶକ

ଆନନ୍ଦପୁର,୨।୯(ସ୍ବ.ପ୍ର.) : ବିଘ୍ନ ବିନାଶକ ଗଣପତିଙ୍କ ପୂଜାର୍ଚ୍ଚନା ପାଇଁ କେନ୍ଦୁଝର ଜିଲାର ଆନନ୍ଦପୁର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ କ୍ଲବରେ ରଙ୍ଗବେରଙ୍ଗର ତୋରଣ ସାଙ୍ଗକୁ ସୁସଜ୍ଜିତ ଗଣିପତିଙ୍କ ମୃଣ୍ମୟ ମୂର୍ତ୍ତି ଶ୍ରଦ୍ଧାଳୁମାନଙ୍କୁ ବେଶ୍‌ ଆକର୍ଷିତ କରିଛି। ସକାଳୁ ଛାତ୍ରୀଛାତ୍ର ନୂତନ…

ମୋଦି ଚା’ ବିକୁଥିବା ସ୍ଥାନ ହେବ ପର୍ଯ୍ୟଟନସ୍ଥଳୀ

ଅହମଦାବାଦ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଲାଦିନେ ଯେଉଁଠି ଚା’ ବିକୁଥିଲେ ସେହି ସ୍ଥାନଟି ଏବେ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇବାକୁ ଯାଉଛି। ଗୁଜରାଟର ବଡନଗର ରେଳ ଷ୍ଟେସନ ନିକଟରେ ଥିବା ଏକ ଛୋଟ ଚା’ ଦୋକାନଟିକୁ ନୂଆ ରୂପ ଦେବା ପାଇଁ ପ୍ରସ୍ତୁତି…

କୋଟଗଡ଼ରେ ଗଣେଶ ପୂଜା

କୋଟଗଡ଼,୨।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବଜାର, କୁମ୍ଭାରସାହି, ହାଇସ୍କୁଲ ଓ ଟାଉନ ଆଖପାଖରେ ଗଜାନନଙ୍କ ପୂଜା ଧୂମ୍‌ଧାମରେ ପାଳିତ ହେଉଛି। ମେଢ଼ଗୁଡ଼ିକରେ ଗଣେଶ ବିଭିନ୍ନ ରୂପରେ ବିରାଜମାନ କରିଛନ୍ତି। ସରକାରୀ ତଥା ବେସରକାରୀ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ର ଭକ୍ତି ସହକାରେ ଗଣପତିଙ୍କୁ ପୂଜାର୍ଚ୍ଚନା…

ମଧ୍ୟାହ୍ନ ଭୋଜନରେ ଲୁଣ,ରୁଟି ଦିଆଯିବା ଘଟଣା: ଭିଡିଓ ଉତ୍ତୋଳନ କରିଥିବା ଖବରଦାତାଙ୍କ ବିରୋଧରେ ମାମଲା ରୁଜୁ

ଲକ୍ଷ୍ନୌ,୨।୯: ଉତ୍ତର ପ୍ରଦେଶ ମିର୍ଜାପୁର ଜିଲାର ଏକ ସରକାରୀ ସ୍କୁଲରେ କିଛି ଦିନ ପୂର୍ବରୁ କେନ୍ଦ୍ର ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନା ବାଟବଣା ହୋଇଥିବା ଦୃଶ୍ୟ ସାମ୍ନାକୁ ଆସିଥିଲା। ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନରେ ଲୁଣ ଓ ରୁଟି ଦିଆଯାଉଥିବାର ଏକ ଭିଡିଓ…

ନିଆରା ଢଙ୍ଗରେ ଗଜାନନଙ୍କ ପୂଜା କରୁଛନ୍ତି ଶିଳ୍ପା

ବଲିଉଡ୍‌ ସେଲିବ୍ରିଟିମାନେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଅଗ୍ରପୂଜ୍ୟ ଗଜାନନଙ୍କ ପୂଜା କରୁଛନ୍ତି। ସେଲିବ୍ରିଟିଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ପୂର୍ବବର୍ଷ ଅପେକ୍ଷା ଏବର୍ଷ ଟିକେ ନିଆରା ଢଙ୍ଗରେ ପୂଜା କରୁଛନ୍ତି। ୧୦ ବର୍ଷ ଧରି ଶିଳ୍ପା ନିଜ ଘରେ ଧୂମ୍‌ଧାମରେ…

ଭାଜପା- ଟିଏମ୍‌ସି କର୍ମକର୍ତ୍ତା ମୁହାଁମୁହିଁ

କୋଲକାତା,୨।୯: ପଶ୍ଚିମବଙ୍ଗ ବାରାକପୁରରେ ସୋମବାର ଭାରତୀୟ ଜନତା ପାର୍ଟି(ଭାଜପା) ଓ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର କର୍ମୀମାନେ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଭାଜପାର ୨୫ କର୍ମକର୍ତ୍ତା ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ରବିବାର ଭାଜପା ଏମ୍‌ପି ଅର୍ଜୁନ ସିଂହଙ୍କ ଉପରେ ହୋଇଥିବା ଆକ୍ରମଣକୁ ବିରୋଧ…

ମୋଦିଙ୍କୁ ମିଳିବ ଆଉ ଏକ ସମ୍ମାନ

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱରେ ଜଣେ ପ୍ରଭାବଶାଳୀ ନେତା ଭାବେ ପରିଚିତ। ଏହା ତାଙ୍କୁ ମିଳିଥିବା ବିଭିନ୍ନ ଦେଶର ସମ୍ମାନ ପ୍ରମାଣିତ କରେ। ନିକଟରେ ସେ ୟୁଏଇ ଗସ୍ତ କରିଥିବା ବେଳେ ତାଙ୍କୁ ସେଠାକାର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଦି…

ଜେଲ୍‌ ଯିବେ ନାହିଁ ଚିଦାମ୍ବରମ

ନୂଆଦିଲ୍ଲୀ,୨।୯: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କର ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ତାଙ୍କ ଓକିଲ କପିଲ ଶିବ୍ବଲ କୋର୍ଟଙ୍କୁ ଅନୁରୋଧ କରିଥିଲେ କି ଚିଦାମ୍ବରଙ୍କୁ ଜେଲ୍‌ ପଠା ନ ଯାଇ ଗୃହବନ୍ଦୀ ଭାବେ ରଖାଯାଉ।…

ପୂର୍ବତନ ସରପଞ୍ଚଙ୍କ ପରଲୋକ

ଭଞ୍ଜନଗର,୨।୯(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ପଞ୍ଚାୟତର ପୂର୍ବତନ ସରପଞ୍ଚ ଲୋକନାଥ ପ୍ରଧାନ(୭୩)ଙ୍କ ସୋମବାର ସକାଳେ ପରଲୋକ ଘଟିଛି। ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବ୍ଲକ ଅଧ୍ୟକ୍ଷା ବିନ ଦଳବେହେରା ପ୍ରମୁଖ ଲୋକନାଥଙ୍କ ଶେଷ…

ସୁଶୀଲ ମୋଦିଙ୍କ ଅଜବ ଯୁକ୍ତି: ଶ୍ରାବଣ-ଭାଦ୍ରବ ମାସରେ ଦେଖାଦିଏ ଆର୍ଥିକ ମାନ୍ଦାବସ୍ଥା

ପାଟଣା,୨।୯: : ବିହାରର ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ଦେଶରେ ଆର୍ଥିକ ମାନ୍ଦାବସ୍ଥାକୁ ନେଇ ଅଜବ ମତ ଦେଇଛନ୍ତି। ସେ ଟୁଇଟରେ କହିଛନ୍ତି, ଶ୍ରାବଣ-ଭାଦ୍ରବ ମାସରେ ଦେଶରେ ମାନ୍ଦାବସ୍ଥା ଦେଖାଯାଇଥାଏ। ଏହି ଦୁଇମାସରେ ହିନ୍ଦୁ ଧର୍ମାବଲମ୍ବୀମାନେ କୌଣସି ନୂଆ କାମ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?