ପାକିସ୍ତାନକୁ ଭାରତର ଜବାବ
ନୂଆଦିଲ୍ଲୀ,୯।୮: ମୋଦି ସରକାର ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପରେ ଭାରତ ପାକିସ୍ତାନ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ପାକିସ୍ତାନ ଭାରତ ସହ ବ୍ୟବସାୟୀକ ସମ୍ପର୍କ ସହ ରେଳ ସେବା, ଆକାଶ ପଥ ମଧ୍ୟ ବନ୍ଦ କରି ଦେଇଛି। ପାକିସ୍ତାନର ଏହି…
ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ, ଡି.ରାଜାଙ୍କୁ ଅଟକ ପ୍ରସଙ୍ଗ: ଓଡ଼ିଶା ରାଜ୍ୟ କମିଟିର ପ୍ରତିବାଦ
ଭୁବନେଶ୍ୱର,୯।୮(ବ୍ୟୁରୋ): ସିପିଆଇ(ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଏବଂ ସିପିଆଇ ସାଧାରଣ ସମ୍ପାଦକ ଡି.ରାଜାଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖିବାକୁ ବିରୋଧ କରିଛି ଦଳର ଓଡ଼ିଶା ରାଜ୍ୟ କମିଟି। ଏହା ଭାଜପାର ବେଆଇନ୍, ଅଗଣତାନ୍ତ୍ରିକତା, ଏକଛତ୍ରବାଦୀ ନୀତିକୁ ପ୍ରତିଫଳନ କରୁଛି ବୋଲି…
ସମଝୌତା ପରେ ଏବେ ଥର୍ ଏକ୍ସପ୍ରେସ୍କୁ ବନ୍ଦ କଲା ପାକିସ୍ତାନ
ନୂଆଦିଲ୍ଲୀ/ଇସଲାମାବାଦ,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ଗୁରୁବାର ପାକିସ୍ତାନ ସମଝୌତା ଏକ୍ସପ୍ରେସ୍ ବନ୍ଦ କରିଥିବା ବେଳେ ଶୁକ୍ରବାର ଥର୍ ଏକ୍ସପ୍ରେସକୁ ବନ୍ଦ କରି ଦେଇଛି। ଯୋଧପୁରରୁ କରାଚି…
ଜାଣନ୍ତୁ..ଅଗଷ୍ଟ ୧୫ରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ
ଭୁବନେଶ୍ୱର,୯।୮(ବ୍ୟୁରୋ): ଅଗଷ୍ଟ ୧୫, ସ୍ବାଧୀନତା ଦିବସ ଉପଲକ୍ଷେ ଶୁକ୍ରବାର ବିଭିନ୍ନ ସ୍ଥାନରେ ମନ୍ତ୍ରୀମାନଙ୍କ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଭୁବନେଶ୍ୱରସ୍ଥ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିବେ।…
ହସ୍ପିଟାଲରେ ଏଲ୍ଇଡି ଡିସ୍ପ୍ଲେ ବୋର୍ଡ ଉନ୍ମୋଚିତ, ମିଳିବ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସୂଚନା
ଭୁବନେଶ୍ୱର,୯।୮(ବ୍ୟୁରୋ): ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଜନସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସମସ୍ତ ଅପ୍ଡେଟ୍ ସୂଚନା ଲୋକଙ୍କ ନିକଟରେ ପହଞ୍ଚିବ। ଏଥି ନିମନ୍ତେ କ୍ୟାପିଟାଲ୍ ହସ୍ପିଟାଲ ସମେତ ରାଜ୍ୟର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଅନ୍ୟ ଡାକ୍ତରଖାନା…
ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ହେଲା କାଳ: ଅଟୋ ଓଲଟି ୭ ଛାତ୍ରୀଛାତ୍ର ଆହତ, ଜଣେ ଗୁରୁତର
ଚନ୍ଦ୍ରଗିରି,୯।୮(ଡି.ଏନ୍.ଏ.): ଗଜପତି ଜିଲା ମୋହନା ଥାନା ଜାଲିବାଡ଼ଇ ଗ୍ରାମ ନିକଟରେ ଶୁକ୍ରବାର ସକାଳେ ଏକ ଅଟୋ ଓଲଟି ପଡିବାରୁ ୮ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଗୁରୁତର ଛାତ୍ର ହେଲେ ଅଲିଫ ବୀର(୧୫)। ସେହିଭଳି ଆହତମାନେ…
ବିବାହ କରି ମଧ୍ୟ ଏହି ଅଭିନେତ୍ରୀଙ୍କ ପାଇଁ ପାଗଳ ଥିଲେ ଗାଙ୍ଗୁଲି
ଟିମ୍ ଇଣ୍ଡିଆରେ ‘ଦାଦା’ ନାମରେ ଜଣାଶୁଣା ପୂର୍ବତନ କ୍ରିକେଟ ଖେଳାଳି ସୌରଭ ଗାଙ୍ଗୁଲି ପଡିଆରେ ଯେତିକି ପ୍ରଭାବୀ, ବ୍ୟକ୍ତିଗତ ଜୀବନରେ ମଧ୍ୟ ସେତିକି ଲୋକପ୍ରିୟ। ଫେବୃୟାରୀ ୨୧, ୧୯୯୭ରେ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଡୋନା ରାୟଙ୍କୁ ସେ ବିବାହ କରିଥିଲେ। କିନ୍ତୁ…
ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ ଅଟକ
ଶ୍ରୀନଗର, ୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏବଂ ଉକ୍ତ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ସେଠାକୁ ଦଳୀୟ ଗସ୍ତରେ ଯାଇଥିବା ସିପିଆଇ(ଏମ୍) ମହାସଚିବ ସୀତାରାମ ୟେଚୁରୀଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖାଯାଇଛି। ଦଳର ନେତାଙ୍କ ସହ…
କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ଦାବିରେ ଆମରଣ ଅନଶନ
ବାସୁଦେବପୁର,୯।୮(ଡି.ଏନ୍.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନୂଆଗାଁ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟୀ ପଣ୍ଡାଙ୍କୁ ପଞ୍ଚାୟତରୁ ବଦଳି ଦାବିରେ ବ୍ଲକ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତର ସରପଞ୍ଚ ରଘୁନାଥ ମଳିକଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆମରଣ ଅନଶନରେ ବସିଛନ୍ତି। ସଂପୃକ୍ତ…
ମାନସିକ ବିକୃତ ମହିଳାଙ୍କୁ ଥଇଥାନ କେନ୍ଦ୍ରକୁ ପଠାଗଲା
ଧର୍ମଗଡ଼,୯।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ବୁଲୁଥିବା ଜଣେ ମାନସିକ ବିକୃତ ମହିଳାଙ୍କୁ ଧର୍ମଗଡ଼ସ୍ଥିତ ଏକ ଥଇଥାନ କେନ୍ଦ୍ରକୁ ଶୁକ୍ରବାର ହସ୍ତାନ୍ତର କରାଯାଇଛି। ମାନସିକ ବିକୃତି ଥିବା ଉକ୍ତ ମହିଳା ସହରର ବିଭିନ୍ନ ସ୍ଥାନରେ ଅଳିଆ ଆବର୍ଜନା କରିବା ସହ ବିଭିନ୍ନ…
୪ ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କଲା ଭାଜପା
ନୂଆଦିଲ୍ଲୀ, ୯।୮: ଦିଲ୍ଲୀ, ଝାଡଖଣ୍ଡ, ହରିୟାଣା ଏବଂ ମଧ୍ୟ ପ୍ରଦେଶରେ ଆଗାମୀ ଅକ୍ଟୋବରରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଭାଜପା। ଦଳ ପକ୍ଷରୁ ଏହି ୪ଟି ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି। ଭାଜପା ରାଷ୍ଟ୍ରୀୟ…
ମଧ୍ୟାହ୍ନଭୋଜନ ଖାଇ ୧୯ ଛାତ୍ରୀଛାତ୍ର ଅସୁସ୍ଥ :ଡାକ୍ତରଖାନାରେ ଭର୍ତ୍ତି
ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲା ଅଧିନସ୍ଥ ତିହିଡ଼ି ବ୍ଲକ ରାଜନଗର ପଞ୍ଚାୟତର ଚାରି ତରଫ ୟୁଜିଏମଇ ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇ ୧୯ ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ଅସୁସ୍ଥମାନେ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଛାତ୍ରୀଛାତ୍ରଙ୍କ ଅଭିଯୋଗ ମୁତାବକ, ସେମାନେ…
Archives


