Home

ଭକ୍ତର ଅନୁଭୂତି: ଭକ୍ତି ଭାବରେ ବନ୍ଧା କାଳିଆସାଆନ୍ତ, ଭାବକୁ ନିକଟ ସେ ଯେ ଅଭାବକୁ ଦୂର

ଶ୍ରୀଜଗନ୍ନାଥ ସଂସ୍କୃତି ସର୍ବଧର୍ମ ସମ୍ମନ୍ବୟର ପ୍ରତୀକ। ଭକ୍ତର ଭକ୍ତିଭାବରେ ବନ୍ଧା କାଳିଆସାଆନ୍ତ ହିଁ ଭକ୍ତର ଭଗବାନ । ତାଙ୍କ ପାଖରେ ନଥାଏ ଜାତିଧର୍ମର ଭେଦଭାବ। ସେ ଇଚ୍ଛାମୟ, କରୁଣାସାଗର କେବେ କାହାରିକୁ ନିରାଶ କରିନାହାନ୍ତି । ସେଥିପାଇଁ ତ ସେ ବଡ଼ଦେଉଳରୁ…

ସରକାରଙ୍କ ସମାଲୋଚନା କରୁଥିବା ଲୋକଙ୍କୁ କୁହାଯାଉଛି ରାଷ୍ଟ୍ର ବିରୋଧୀ: ଶବାନା ଆଜ୍‌ମୀ

ଇନ୍ଦୋର,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଅଭିନେତ୍ରୀ ଶବାନା ଆଜ୍‌ମୀ ପୁଣି ଥରେ ଟାର୍ଗେଟ୍‌ କରିଛନ୍ତି। ଇନ୍ଦୋରରେ ଆୟୋଜିତ ଏକ ସଭାରେ ଯୋଗଦେଇ କହିଛନ୍ତି ଯେ, ସମ୍ପ୍ରତି ସରକାରଙ୍କ ସମାଲୋଚନା କରୁଥିବା ଲୋକଙ୍କୁ ରାଷ୍ଟ୍ର ବିରୋଧୀ କୁହାଯାଉଛି। ଗଣତାନ୍ତ୍ରିକ ଦେଶରେ ଶାସକ…

ସ୍ବଚ୍ଛ ଭାରତ ମିଶନର ଅଳିଆ ରୂପ: ବାହାରକୁ ପାଇଖାନା, ଭିତରେ ଜାଳ ଭାଡି

କଟକ ଅଫିସ, ୭।୭: ଆସନ୍ତା ଅକ୍ଟୋବର ସୁଦ୍ଧା ଓଡ଼ିଶା ବାହ୍ୟ ମଳତ୍ୟାଗ ମୁକ୍ତ ରାଜ୍ୟ ହେବ ବୋଲି ରାଜ୍ୟ ସରକାର କେନ୍ଦ୍ରକୁ ପ୍ରତିଶ୍ରୁତି ଦେଇଛନ୍ତି। ଆସନ୍ତା ୩ମାସ ମଧ୍ୟରେ ଏହି ଲକ୍ଷ୍ୟ ପୂରଣ କରିବା ପାଇଁ ରାଜ୍ୟରେ ୧୦.୫ ଲକ୍ଷ ପାଇଖାନା…

ଲଗାଣ ବର୍ଷାରେ ବେହାଲ କଟକ: ଘରେ ପଶିଲା ପାଣି, ଜନଜୀବନ ଅସ୍ତବ୍ୟସ୍ତ

କଟକ ଅଫିସ,୭।୭: ଗତ ଦୁଇଦିନ ଲଗାଣ ବର୍ଷା ଯୋଗୁ କଟକର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ସହରର ସମସ୍ତ ଗଳିକନ୍ଦି ଓ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ବର୍ଷାଜଳ ଲହଡି ମାରୁଛି। ଏପରି କି କେତେକ ଲୋକଙ୍କ ଘରେ ପାଣି ପଶିଥିବା…

ନକଲି ସୁନାଗହଣା ପିନ୍ଧି ରେଲଓ୍ବେ ଷ୍ଟେଶନରେ ପଇଁତରା: ଯାତ୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ

ଭୁବନେଶ୍ୱର,୭।୭(ବ୍ୟୁରୋ): ବେଶଭୂଷା, କଥାବାର୍ତ୍ତା ପୂରା କୋଟିପତି ଭଳି। ବେକ, ହାତ ଓ ଆଙ୍ଗୁଠିରେ ଏକାଧିକ ନକଲି ସୁନା ଗହଣାରେ ଭର୍ତ୍ତି। ଷ୍ଟେଶନରେ ପଇଁତରା ମାରି ଯାତ୍ର୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ। ହେଲେ କେହି ତାଙ୍କୁ ସନ୍ଦେହ କରୁ ନ ଥିଲେ।…

କର୍ନାଟକ ଷଡ଼ଯନ୍ତ୍ର ପଛରେ ମୋଦି ସରକାର: କଂଗ୍ରେସର ଅଭିଯୋଗ

ନୂଆଦିଲ୍ଲୀ,୭ା୭(ଆଇଏଏନ୍‌ଏସ୍‌): କର୍ନାଟକ ଶାସକ ମେଣ୍ଟରୁ ୧୪ ବିଧାୟକ ଇସ୍ତଫା ଦେବା ଘଟଣାରେ କଂଗ୍ରେସ ଭାଜପାକୁ ଦୋଷାରୋପ କରିଛି। ଦଳବଦଳ ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଷଡ଼ଯନ୍ତ୍ର ଚଳାଇଥିବା କଂଗ୍ରେସ ମୁଖପାତ୍ର ରଣଦୀପ ସିଂ ସୁର୍ଜଓ୍ବୋଲା କହିଛନ୍ତି। ଭାଜପା ଆମ ବିଧାୟକମାନଙ୍କୁ…

ଟୋଲ୍‌ ପ୍ଲାଜା କର୍ମଚାରୀଙ୍କୁ ମାଡ଼ ମାରିଲେ ଭାଜପା ଏମ୍‌ପିଙ୍କ ଅଙ୍ଗରକ୍ଷୀ

ଆଗ୍ରା,୭ା୭: ଭାଜପା ନେତାମାନଙ୍କ ହିଂସାକାଣ୍ଡକୁ ବରଦାସ୍ତ କରାଯିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚେତାବନୀ ଦେବାର ୩ ଦିନ ପରେ ଦଳର ଜଣେ ଏମ୍‌ପିଙ୍କ ଉପସ୍ଥିତିରେ ତାଙ୍କ ଅଙ୍ଗରକ୍ଷୀ ଟୋଲ୍‌ ପ୍ଲାଜା କର୍ମଚାରୀଙ୍କୁ ମାଡ଼ ମାରିବା ସହ ଫାଙ୍କା ଗୁଳିଚାଳନା…

ମୁଖ୍ୟମନ୍ତ୍ରୀଙ୍କୁ ସମୀକ୍ଷା ରିପୋର୍ଟ ଦେଲେ ସବୁ ମନ୍ତ୍ରୀ

ଭୁବନେଶ୍ୱର, ୭।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାସରେ ସମସ୍ତ ମନ୍ତ୍ରୀଙ୍କୁ ପ୍ରତ୍ୟେକ ମାସ ୭ ତାରିଖ ପୂର୍ବରୁ ନିଜ ବିଭାଗର ସମୀକ୍ଷା ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ମନ୍ତ୍ରୀମାନେ ଭୁଲି ନାହାନ୍ତି।…

ଅମର୍ତ୍ତ୍ୟ ସେନ୍‌ଙ୍କୁ ଭାଜପାର ସମାଲୋଚନା

କୋଲକାତା,୭ା୭: ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍‌ ‘ଜୟ ଶ୍ରୀରାମ’ ପଶ୍ଚିମବଙ୍ଗର ସଂସ୍କୃତି ନୁହେଁ, ଏହା ଲୋକଙ୍କୁ ପିଟିବା ଲାଗି ଉଦ୍ଦିଷ୍ଟ ବୋଲି କହିବା ପରେ ଏହାକୁ ଭାଜପା ପକ୍ଷରୁ ସମାଲୋଚନା କରାଯାଇଛି। ପଶ୍ଚିମବଙ୍ଗ ଭାଜପା ମୁଖ୍ୟ…

ଅରୁଣ ବୋଥ୍ରା ହେଲେ ‘କ୍ରୁଟ’ ପରିଚାଳନା ନିର୍ଦ୍ଦେଶକ

ଭୁବନେଶ୍ୱର, ୭।୭(ବ୍ୟୁରୋ): ଓଡ଼ିଶା ପୋଲିସ ତଥା ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ବ୍ୟୁରୋ (ସିଆଇଡି), କ୍ରାଇମ୍‌ ବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଶନିବାର ଅତିରିକ୍ତ ଦାୟିତ୍ୱ ମିଳିଛି। ଏବେଠାରୁ ତାଙ୍କୁ କ୍ୟାପିଟାଲ ରିଜିଅନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ) ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଉଲ୍ଲେଖ…

ପାଟକୁରାରେ ଭାଜପା ନିଜସ୍ବ ଢଙ୍ଗରେ ଲଢ଼ି ଜିତିବ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୭।୭(ବ୍ୟୁରୋ): ପାଟକୁରା ନିର୍ବାଚନ ତାରିଖ ଘୋଷଣା ହେବାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିଜେଡି ରଣନୀତି ଅନୁଯାୟୀ ପ୍ରଚାର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଦଳର ମାଳମାଳ ବିଧାୟକ ପାଟକୁରାରେ ବର୍ତ୍ତମାନ ଡେରା ପକାଇ ସାରିଛନ୍ତି।…

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ମାମଲା: ଭାଜପାର ପୂର୍ବତନ ଏମ୍‌ପିଙ୍କ ସମେତ ୭ ଦୋଷୀ

ଅହମଦାବାଦ,୭ା୭(ପି.ଟି.): ୨୦୧୦ରେ ସୂଚନା ଅଧିକାର କର୍ମୀ ଅମିତ ଜେଠଓ୍ବାଙ୍କୁ ଗୁଳିକରି ହତ୍ୟା କରାଯିବା ଘଟଣାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଶନିବାର ଭାଜପାର ପୂର୍ବତନ ଏମ୍‌ପି ଦିନୁ ସୋଲାଙ୍କି ସମେତ ୭ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଗିର୍‌ ଜଙ୍ଗଲାଞ୍ଚଳରେ ବେଆଇନ ଖଣି ଖନନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri