ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍ କରି କହିଲେ…
ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ ଆତ୍ମ ହତ୍ୟା କରିବା ଘଟଣା ଚର୍ଚ୍ଚା ର ବିଷୟ ପାଲଟିଛି। ଖନ୍ତାପ ଥାନା…
ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ
ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ ଉତ୍ସାହର ମାହୋଲ। ହେଲେ ଏହି ପର୍ବକୁ ପାଳନ ପାଇଁ ବିଭିନ୍ନ କାରଣରୁ ଅନେକଙ୍କ…
ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ
ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ପତ୍ର ସଂଖ୍ୟା ୨୪୫୦୯/ତା୨୯ା୦୮ା୨୦୨୬କୁ…
ଘରେ ଷଣ୍ଢ, ପଦାରେ ଛେଳି
ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା। ଏଥିରେ ଭାରତ ସମେତ ୧୬୪ ଦେଶ ଏହା ସପକ୍ଷରେ ଭୋଟ ଦେଇଥିବା ବେଳେ…
ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…
ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ କରିଥିବା ନିବେଦନକୁ ସୁପ୍ରିମକୋର୍ଟ ସୋମବାର ଅଗ୍ରାହ୍ୟ କରିଦେଇଛନ୍ତି। ନଭେମ୍ବର ୩୦ ସୁଦ୍ଧା ଚୂଡ଼ାନ୍ତ…
ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..
ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ କରୁଛି। ସୁନାବେଡା ଅଭୟାରଣ୍ୟ ଭିତରେ ଖରଳଧସ, ବେନିଆଧସ, ଗୋଧସ ଭଳି ଅନେକ ଜଳପ୍ରପାତ…
୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…
ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ ଏକ ପୂର୍ବରୁ ସାର୍ବଜନୀନ ହୋଇନଥିବା ଭିଡିଓ ମିଳିଛି । ଏଥିରେ ସେ ଭବିଷ୍ୟତର…
ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ
ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍ ରିସର୍ଚ୍ଚ ଇନ୍ ସ୍କିମ୍ ଏଣ୍ଡ୍ ପଲିସିଜ୍(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍(ବିଲଡିଂ ଲାଇଭହୁଡସ୍ ଥ୍ରୁ ଏଣ୍ଟରପ୍ରିନରସିପ୍ ଏଣ୍ଡ୍ ସ୍କିଲ୍ ଅଫ୍ ଏସ୍ଏଚ୍ଜି) ପକ୍ଷରୁ ବ୍ଲକ ସଂଯୋଜକ ଏବଂ ଜୀବିକା…
ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ
ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି। ୧୯୧୪ରେ ମାତ୍ର ୪୦ ଡିସିମିଲ ପରିମିତ ଜମିରେ ପ୍ରାଥମିକ ବିଦ୍ୟାଳୟ ଭାବେ ଆରମ୍ଭ…
ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ
ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ ମୃତ୍ୟୁ ପରେ ମଣିପୁରୀ ସମୁଦାୟର ଲୋକେ ଦିଲ୍ଲୀରେ କ୍ୟାଣ୍ଡେଲ୍ ମାର୍ଚ୍ଚ କରି ନ୍ୟାୟ…
୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପରିମାଣ ବଢିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି…
ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ
ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ, କାଦୋବାହାଲ ଗ୍ରାମର ପରମାନନ୍ଦ ରୋହିଦାସ, ଓ…

