Home

ବର୍ଷକ ମଧ୍ୟରେ ହୋଇନି ନୂତନ କାର୍ଯ୍ୟ

ଯାଜପୁର ଟାଉନ,୨ା୯(ଡିଏନଏ) : ଯାଜପୁର ପୌର ପରିଷଦ ୨୦୧୮ରେ ୧୫୦ବର୍ଷ ପୂର୍ତ୍ତି ପାଳନ କରିଛି। ମାତ୍ର ଏବେବି ସହରର ବିଭିନ୍ନ ସ୍ଥାନରେ ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଥିବା ଜଣାପଡ଼ିଛି। ସହରର ୧୫୦ବର୍ଷ ପୂର୍ତ୍ତି ପାଳନ ସମୟରେ ବିଭିନ୍ନ କାର୍ଯ୍ୟ ହାତକୁ…

ଅବ୍ୟବସ୍ଥା ଘେରରେ ବନ୍ଦସାହି ପ୍ରାଥମିକ ବିଦ୍ୟାଳୟ : ଗୋଟିଏ ଗୃହରେ ପଢ଼ୁଛନ୍ତି ୫ ଶ୍ରେଣୀର ଛାତ୍ରୀଛାତ୍ର

ଦଶରଥପୁର,୨ା୯(ଡିଏନ୍‌ଏ) : ଦଶରଥପୁର ବ୍ଲକ ଥାଲକୁଡି ପଞ୍ଚାୟତ ବନ୍ଧସାହି ପ୍ରାଥମିକ ବିଦ୍ୟାଳୟ ୧୯୬୯ ମସିହାରୁ ପ୍ରତିଷ୍ଠା ହୋଇଛି। ଏହି ବିଦ୍ୟାଳୟଟି ଦଳିତ ସାହିରେ ପ୍ରତିଷ୍ଠା କରାଯାଇଥିବାବେଳେ ଏଠାରେ ଶତକଡା ୯୨ଭାଗ ଛାତ୍ରୀଛାତ୍ର ଦଳିତ ବୋଲି ଜଣାଯାଇଛି। ହରିଜନ ଓ ଆଦିବାସୀ ପିଲାଙ୍କୁ…

ସଙ୍କଟରେ ‘ବ୍ୟାଙ୍କ ଅନ୍‌ ହୁଇଲ୍ସ’

ଭୁବନେଶ୍ୱର,୨ା୯: ରାଜ୍ୟର ଦୁର୍ଗମ ଅଞ୍ଚଳକୁ ବ୍ୟାଙ୍କ ସୁବିଧା ଯୋଗାଇ ଦେବା ସକାଶେ ରାଜ୍ୟ ସରକାର ଆରମ୍ଭ କରିଥିଲେ ‘ବ୍ୟାଙ୍କ ଅନ୍‌ ହୁଇଲ୍ସ’ ଯୋଜନା। ବହୁ ଆଡ଼ମ୍ବରରେ ଆରମ୍ଭ କରାଯାଇଥିବା ଏହି ଯୋଜନା ପ୍ରାୟ ୪ ବର୍ଷ ପରେ ବାଟ ହୁଡ଼ିଲାଣି। ଦୁର୍ଗମ…

ଅଟୱାଲରେ ପଡ଼ିଲା ତାଲା : ସଙ୍କଟରେ ଶ୍ରମିକ, କର୍ମଚାରୀଙ୍କ ଜୀବିକା

ଯାଜପୁର ଅଫିସ/ସୁକିନ୍ଦା (ଡି.ଏନ.ଏ.),୨ା୯ : ବିଭିନ୍ନ କାରଣରୁ ଦୁର୍ବଳ ଆର୍ଥିକ ସ୍ଥିତି ଦର୍ଶାଇ ଟାଟା ଷ୍ଟିଲ ଖଣି ଅଧୀନ ଅଟୱାଲ କାରଖାନାରେ ରବିବାର ତାଲା ପଡିଛି। ଏଥିଯୋଗୁ ପ୍ରାୟ ୩୫୦ ଜଣ ଶ୍ରମିକ ଓ କର୍ମଚାରୀଙ୍କ ପେଟପାଟଣା ବିପଦରେ ପଡିଛି। ଏଥିଯୋଗୁ…

ବହିଷ୍କୃତ ବରୀ ବିଜେଡି ସଭାପତିଙ୍କ ଖବରଦାତା ସମ୍ମିଳନୀ : ରାଜନୈତିକ ପାଣିପାଗ ପରିବର୍ତ୍ତନ ଚର୍ଚ୍ଚା

ବରୀ,୨ା୯(ସ୍ବ.ପ୍ର.): ବରୀ ବ୍ଲକ ବିଜେଡି ସଭାପତି ପଦରୁ ବହିଷ୍କୃତ ହୋଇଥିବା ଏସ୍‌.କେ ସଫିଉଦ୍ଦିନଙ୍କ ତତ୍ୱାବଧାନରେ ରବିବାର ବରୀ ଗ୍ରମାରେ ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଟ୍ରିପଲ୍‌ ତଲାକ ଓ ଜମ୍ମୁ କଶ୍ମରୀରୁ ୩୭୦ ଧାରା ଉଚ୍ଛେଦକୁ ନେଇ କେନ୍ଦ୍ର…

ଟ୍ରକ୍‌ ପଛକୁ ପିଟିଲା ଟ୍ରକ୍‌, ଜଣେ ଡ୍ରାଇଭର ଗୁରୁତର

କୋରେଇ,୨ା୯(ସ୍ବ.ପ୍ର.): ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଥାନା ଅନ୍ତର୍ଗତ ମହିନ୍ଦ୍ରା ଶୋରୁମ ସମ୍ମୁଖରେ ରବିବାର ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ସାଇକେଲ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଟ୍ରକ୍‌ ପଛରେ ଟ୍ରକ୍‌ ପିଟି ହୋଇଛି। ଏଥିରେ ଜଣେ ଚାଳକ ଗୁରୁତର…

ଯାଜପୁର ରୋଡ୍‌ରେ ଟ୍ରାଫିକ୍‌ ବିପର୍ଯ୍ୟସ୍ତ : ଟ୍ରାଫିକରେ୍‌ ଏକ ଘଣ୍ଟା ଫସିରହିଲା ଆମ୍ବୁଲାନ୍ସ

ଯାଜପୁର ରୋଡ,୨ା୯(ନି.ପ୍ର.)- ଯାଜପୁର ରୋଡ ସହରରେ ଟ୍ରାଫିକ ବ୍ୟବସ୍ଥା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ରେଳବାଇ ଫାଟକ ଘଣ୍ଟାଘଣ୍ଟା ଧରି ପଡିରହୁଥିବାରୁ ଟ୍ରାଫିକ ସମସ୍ୟାକୁ ଦ୍ୱିଗୁଣିତ କରୁଛି। ଯାଜପୁର ରୋଡ ଚିକିତ୍ସାଳୟକୁ ଯାତାୟାତ ପାଇଁ ରେଳବାଇ ଫାଟକ ରାସ୍ତା ମୁଖ୍ୟ ରାସ୍ତା…

ହଜିଯାଉଛି କୌଳିକ ବୃତ୍ତି

ପାଟଣା,୨।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଦୁର୍ଗାଦେଇପୁରର ବେହେରା ସାହି ଓ ଟାଇଁଶିରା ବେହେରା ସାହିର ଲୋକେ ଆଜି ବି ପାରମ୍ପରିକ ବୃତ୍ତି ଆପଣାଇ ବାଉଁଶରୁ ବିଭିନ୍ନ ସାମଗ୍ରୀ ତିଆରି କରି ଜୀବିକା ନିର୍ବାହ…

ଅଟୋ ସେକ୍ଟରରେ ମାନ୍ଦାବସ୍ଥା ପ୍ରଭାବ ଗମ୍ଭୀର: ଅଗଷ୍ଟରେ ମାରୁତି ବିକ୍ରି ୩୩% ହ୍ରାସ

ନୂଆଦିଲ୍ଲୀ,୨-୯: ଅଟୋ ସେକ୍ଟରକୁ ମାନ୍ଦାବସ୍ଥାରୁ ବାହାର କରି ଆଣିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପଦକ୍ଷେପ ଘୋଷଣା ହୋଇଥିଲେ ମଧ୍ୟ ଏହାର ପ୍ରଭାବ ସେଭଳି ଅନୁଭୁତ ହେଉ ନ ଥିବା ମନେ ହେଉଛି। କାରଣ ଦେଶର ସର୍ବବୃହତ କାର୍‌ ନିର୍ମାତା ମାରୁତି…

ପ୍ରଧାନମନ୍ତ୍ରୀଙ୍କ ସହ ଚନ୍ଦ୍ରୟାନ-୨ ଅବତରଣ ଦେଖିବେ ସରନ୍ୟା

ତାଳଚେର,୨ା୯(ନି.ପ୍ର.) ଆସନ୍ତା ୭ ତାରିଖରେ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମୁଖ୍ୟାଳୟରେ ଉପସ୍ଥିତ ରହି ମଧ୍ୟରାତ୍ରିର ଏହି ଅବତରଣ ଦୃଶ୍ୟକୁ ଦେଖିବେ। ତାଙ୍କ ସହ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ…

ନୂଅଁ।ଖାଇ, ସହର ବଜାର ଚଳଚଞ୍ଚଳ ସବୁସ୍ତରରେ ପ୍ରସ୍ତୁତି ଶେଷ

ନୂଆପଡା ଅଫିସ,୨ା୯ ପୂର୍ବବର୍ଷ ଭଳି ଭାଦ୍ରବ ମାସ ପଞ୍ଚମୀ ତିଥିରେ ସମଗ୍ର ପଶ୍ଚିମ ଓଡିଶାରେ ନୂଆଖାଇ ପାଇଁ ଦିନ ଧାର୍ଯ୍ୟ ହୋଇଛି । ଏଥିପାଇଁ ସବୁଠି ଏକ ପ୍ରକାର ପ୍ରସ୍ତୁତି ଶେଷ ହୋଇଯାଇଛି । ସହର ବଜାର ଚଳଚଞ୍ଚଳ ହୋଇପଡିଥିବାବେଳେ ଦୂରଦୂରାନ୍ତରୁ…

ଟେଷ୍ଟରେ ହ୍ୟାଟ୍ରିକ୍‌: ବୁମ୍‌ରା ତୃତୀୟ ଭାରତୀୟ

କିଙ୍ଗଷ୍ଟନ,୨।୯(ପି.ଟି.)- ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଶନିବାର ଦ୍ୱିତୀୟ ଦିବସରେ ପ୍ରଥମ ଇନିଂସରେ ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ବୁମ୍‌ରା ଏଥି ସହିତ ଟେଷ୍ଟରେ ତୃତୀୟ ଭାରତୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?