Home

କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରିବା ଘଟଣା: ବିଧାୟକ ସରୋଜ ମେହେରଙ୍କୁ ଜାମିନ

ଭୁବନେଶ୍ୱର, ୬।୭(ବ୍ୟୁରୋ): ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରାଇବା ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ଜାମିନ ମିଳିଛି। ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟ ବିଧାୟକଙ୍କୁ ଶନିବାର ଜାମିନ ପ୍ରଦାନ କରିଛନ୍ତି। ୨ ଜଣ ଜାମିନଦାର ଏବଂ…

ଏସ୍‌ଟିଏଫ୍‌ଙ୍କ ଏନ୍‌କାଉଣ୍ଟରରେ ୪ ମାଓବାଦୀ ନିହତ

ରାୟପୁର,୬।୭: ଛତିଶଗଡ଼ରେ ସ୍ପେଶାଲ ଟାସ୍କ୍‌ ଫୋର୍ସ(ଏସ୍‌ଟିଏଫ୍‌୍‌)ଙ୍କ ଏନ୍‌କାଉଣ୍ଟରରେ ୪  ମାଓବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ଧାମତାରୀ ଜିଲାର ମେଚକା ଜଙ୍ଗଲ ଅଞ୍ଚଳରେ ମାଓବାଦୀମାନେ ଲୁଚିଥିବା ଖବର ପାଇ ଏସ୍‌ଟିଏଫ୍‌୍‌ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ମାଓବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ…

୮୪ ବର୍ଷରେ ପାଦ ଦେଲେ ଦଲାଇ ଲାମା

ଧର୍ମଶାଳା,୬।୭: ବୌଦ୍ଧ ଧର୍ମଗୁରୁ ଦଲାଇ ଲାମା ଶନିବାର ୮୪ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୩୫ ଜୁଲାଇ ୬ରେ ଚାଇନାର ତାକତ୍‌ସେରଠାରେ ଜନ୍ମଗ୍ରହଣ କରିଥିଲେ। ମାତା ଦିକି ତେସରିଂ ଏବଂ ପିତା ଚୋକେୟଙ୍ଗ୍‌ ତେସରିଂ ତାଙ୍କର ନାମ କରଣ ଲାହାମୋ ଥୋଣ୍ଡୁପ୍‌…

ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦି

ବାରାଣସୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଦସ୍ୟତା ଅଭିଯାନ ପାଇଁ ଶନିବାର ବାରାଣସୀରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ବିମାନ ବନ୍ଦରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍‌ ବାହାଦୂର ଶାସ୍ତ୍ରୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ,…

ରାହୁଲଙ୍କ ଇସ୍ତଫା: ପାଟନାରେ ଲାଗିଲା କଂଗ୍ରେସକର୍ମୀଙ୍କ ମିଳିତ ଆତ୍ମଦାହ ପୋଷ୍ଟର

ପାଟନା,୬।୭: ରାହୁଲ ଗାନ୍ଧୀଙ୍କ ଇସ୍ତଫା ନେଇ ବିହାରର ପାଟନାରେ କଂଗ୍ରେସକର୍ମୀଙ୍କ ପକ୍ଷରୁ ମିଳିତ ଆତ୍ମଦାହ କରିବା ଲାଗି ପୋଷ୍ଟର ଲଗାଯାଇଛି। ରାହୁଲ ଇସ୍ତଫା ଫେରାଇ ନ ନେଲେ ୧୨ଜଣ କର୍ମୀ ଜୁଲାଇ ୧୧ରେ ମିଳିତ ଭାବେ ଆତ୍ମଦାହ କରିବେ ବୋଲି ପୋଷ୍ଟରରେ…

ବଜେଟର ପ୍ରଥମ ସାଇଡ୍‌ ଇଫେକ୍ଟ: ଲାଗୁ ହେଲା ବର୍ଦ୍ଧିତ ତୈଳ ଦର

ନୂଆଦିଲ୍ଲୀ,୬।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଥିଲେ। ଏଥିରେ ସେ ପେଟ୍ରୋଲ ଓ ଡିଜେଲରେ ଏକ ଟଙ୍କା ସେସ୍‌ ଓ ଏକ ଟଙ୍କା ଏକ୍ସାଇଜ୍‌ ଡ୍ୟୁଟି ବଢାଇବାକୁ ଘୋଷଣା କରିଥିଲେ। ତେବେ ଏହି ଘୋଷଣାର ୨୪ ଘଣ୍ଟା…

୭୨ବର୍ଷ ପରେ ପାକିସ୍ତାନରେ ଥିବା ହଜାରେ ବର୍ଷ ପୁରାତନ ଶିବ ମନ୍ଦିରରେ ଆରମ୍ଭ ହେଲା ପୂଜାର୍ଚ୍ଚନା

ଇସଲାମାବାଦ୍‌,୬।୭: ପାକିସ୍ତାନର ସିଆଲକୋଟ୍‌ଠାରେ ଥିବା ଏକ ହଜାର ବର୍ଷ ପୁରାତନ ଶିବ ମନ୍ଦିରରେ ୭୨ ବର୍ଷ ପରେ ପୁଣି ପୂଜାର୍ଚ୍ଚନା ଆରମ୍ଭ ହୋଇଛି। ମନ୍ଦିରକୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲା ଯାଇଛି। ୧୯୪୭ରେ ଦେଶ ବିଭାଜନ ସମୟରେ ମନ୍ଦିରକୁ ବନ୍ଦ କରି ଦିଆଯାଇଥିଲା।…

ଘୂର୍ଣ୍ଣିବଳୟ: ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷା

ଭୁବନେଶ୍ୱର, ୬ା୭(ବ୍ୟୁରୋ): ଓଡ଼ିଶା ଏବଂ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ଗଞ୍ଜାମ, ପୁରୀ,…

ପୁଲଓ୍ବାମାରେ ପୁଣି ଆଇଇଡି ବିସ୍ଫୋରଣ ପାଇଁ ଆତଙ୍କବାଦୀଙ୍କ ଯୋଜନା: ଗୋଇନ୍ଦା ରିପୋର୍ଟ

ଶ୍ରୀନଗର,୬।୭: ପୁଲଓ୍ବାମାରେ ପୁଣି ଥରେ ବିସ୍ଫୋରଣ ପାଇଁ ଆତଙ୍କବାଦୀ ଯୋଜନା କରିଛନ୍ତି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ପୁଲଓ୍ବାମାରେ ଆଇଇଡି ବିସ୍ଫୋରଣ ତଥା ସ୍ନାଇପରଙ୍କ ସହାୟତାରେ ଆକ୍ରମଣ କରାଯିବା ଲାଗି ଯୋଜନା କରାଯାଇଥିବା ରିପୋର୍ଟରେ…

ତେଜସ୍ବୀଙ୍କଠାରୁ ଅଲଗା ହୋଇନାହାଁନ୍ତି ତେଜପ୍ରତାପ

ପାଟନା,୬।୭: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜ ପ୍ରତାପ ଯାଦବ ଓ ତେଜସ୍ବୀ ଯାଦବଙ୍କୁ ନେଇ ନାନା କଳ୍ପନା ଜଳ୍ପନା ଲାଗି ରହିଛି। ପ୍ରଥମେ ବଡ ଭାଇ ତେଜ ପ୍ରତାପ କିଛିଦିନ ଘରୁ…

ମାନହାନି ମାମଲାରେ ପୁଣି କୋର୍ଟରେ ହାଜର ହେବେ ରାହୁଲ

ପାଟନା,୬।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ଦ୍ୱିତୀୟ ଥର ଲାଗି ରାହୁଲ ଗାନ୍ଧୀ ଏକ ମାନହାନି ମାମଲାରେ କୋର୍ଟରେ ହାଜର ହେବେ। ଶନିବାର ସେ ପାଟନା କୋର୍ଟରେ ହାଜର ହେବେ। ବିହାର ଉପ ମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି…

୨୦୨୧ ମାର୍ଚ୍ଚରେ ସରିବ ଓଡ଼ିଶା ଜନଗଣନା

ଭୁବନେଶ୍ୱର, ୬ା୭ (ବ୍ୟୁରୋ): ଓଡ଼ିଶାରେ ଜନଗଣନା ୨୦୨୧ ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ସଚିବାଳୟଠାରେ ଅନୁଷ୍ଠିତ ଏହି ବୈଠକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri