ପ୍ରଥମ ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ
ଭୁବନେଶ୍ୱର,୬ା୭(ବ୍ୟୁରୋ): ବିଜେଡି ଶାସନର ପଞ୍ଚମ ପାଳି ଆରମ୍ଭ ହୋଇଛି। ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେଉଁ ବିଭାଗ ଯୋଜନାକୁ କିଭଳି କାର୍ଯ୍ୟକାରୀ…
ନବଜାତ ଶିଶୁଙ୍କୁ ଶୁଆଉଛନ୍ତି କି ମା’ବାପାଙ୍କ ମଝିରେ,ଜାଣନ୍ତୁ କ’ଣ ହୋଇଥାଏ ସମସ୍ୟା
ନବଜାତ ଶିଶୁଙ୍କୁ କେହି କେବେ ଏକୁଟିଆ ଛାଡି ନଥା’ନ୍ତି। ମା’ ମାନଙ୍କ ନଜର ସେମାନଙ୍କ ଉପରେ ସବୁ ସମୟରେ ରହିଥାଏ। ତେବେ ରାତିରେ ମଧ୍ୟ ମା’ କିମ୍ବା ବାପା ଶିଶୁ ପାଖରେ ଶୋଇଥାନ୍ତି। ତେବେ ଭାରତୀୟ ପରିବାରରେ ଏହା ଏକ ସାଧାରଣ…
ଭାଜପା ଆଭିମୁଖ୍ୟ ଉପରେ ନଜର
ଭୁବନେଶ୍ୱର, ୬ା୭(ବ୍ୟୁରୋ): ଗୁରୁବାର ନିର୍ବାଚନ କମିଶନ ପାଟକୁରା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ରେ ପାଟକୁରାରେ ଭୋଟ ହେବାକୁ ଥିବାବେଳେ ୨୪ରେ ହେବ ଗଣତି। ଏହି ଆସନ ହାତେଇବାକୁ ବିଜେଡି ଓ ଭାଜପା ଜୋର୍ଦାର ଉଦ୍ୟମ ଆରମ୍ଭ କରିଦେଇଛନ୍ତି।…
ଆଜି ଗର୍ଭଗୃହ ଯାଞ୍ଚ କରିବେ ବିଶେଷଜ୍ଞ
ପୁରୀ ଅଫିସ,୬ା୭: ଘୋଷଯାତ୍ରାରେ ଯାଇ ଏବେ ଆଡ଼ପମଣ୍ଡପରେ ମହାପ୍ରଭୁ। ନଅଦିନ ବ୍ୟାପୀ ଜନ୍ମବେଦିରେ ଅବସ୍ଥାନ କରିବେ। ଏହି ସମୟ ମଧ୍ୟରେ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ କରାଯିବ। ଗର୍ଭଗୃହର ପ୍ରଥମ ଓ ଦ୍ୱିତୀୟ ମହଲା ଯାଞ୍ଚ ଲାଗି ଶୁକ୍ରବାର ଭାରା ବନ୍ଧା କାମ…
ସିବିଆଇକୁ ୭୮୧ କୋଟିରୁ ଅଧିକ ଅର୍ଥ
ନୂଆଦିଲ୍ଲୀ, ୬।୭: ବିଭିନ୍ନ ହାଇ ପ୍ରୋଫାଇଲ ତଥା ସମ୍ବେଦନଶୀଳ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଚଳିତ ବଜେଟରେ ୭୮୧.୦୧ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ବର୍ଷ ଅପେକ୍ଷା ଏଥର ୨.୦୮ କୋଟି ଟଙ୍କା ଅଧିକ ମିଳିଛି।…
ଜନ୍ମବେଦିରେ ଚତୁର୍ଦ୍ଧାବିଗ୍ରହ
ପୁରୀ ଅଫିସ, ୬ା୭: ଜନ୍ମବେଦିରେ ଏବେ ଚତୁର୍ଦ୍ଧାବିଗ୍ରହ। ବଡ଼ଦାଣ୍ଡରେ ଦୁଇଦିନ ଭକ୍ତଙ୍କୁ ଦର୍ଶନ ଦେବା ପରେ ଶୁକ୍ରବାର ଆଡ଼ପମଣ୍ଡପକୁ ବିଜେ କରିଛନ୍ତି ମହାପ୍ରଭୁ। ଶନିବାରଠାରୁୁ ଜନ୍ମବେଦିରେ ଭକ୍ତଙ୍କୁ ଦର୍ଶନ ଦେବେ ବିଶ୍ୱନିୟନ୍ତା ଶ୍ରୀଜଗନ୍ନାଥ। ସେହିପରି ଆଡ଼ପ ଅବଢା ମଧ୍ୟ ମିଳିବ। ଭଉଣୀଭାଇଙ୍କୁ…
ପ୍ରତିଶ୍ରୁତିରେ କୃଷକ ନିରାଶ
ନୂଆଦିଲ୍ଲୀ,୬ା୭(ପି.ଟି.): ୨୦୨୨ରେ ସ୍ବାଧୀନତାର ୭୫ ବର୍ଷ ପାଳନ କରାଯିବ। ଏହି ଅବଧି ସୁଦ୍ଧା ଚାଷୀଙ୍କ ଆୟ ଦୁଇଗୁଣା କରିବା ପାଇଁ ଲକ୍ଷ୍ୟ ରଖିଥିବା କେନ୍ଦ୍ର ସରକାରଙ୍କ ୨୦୧୯-୨୦ ଆର୍ଥିକ ବର୍ଷର ବଜେଟ କୃଷକଙ୍କୁ ନିରାଶ କରିଛି। ବିଳମ୍ବିତ ମୌସୁମୀକୁ ନେଇ କୃଷକ…
‘ବଜେଟ ଗରିବଙ୍କୁ ସଶକ୍ତ କରିବ’
ନୂଆଦିଲ୍ଲୀ,୬ା୭(ପି.ଟି.): କେନ୍ଦ୍ର ବଜେଟ ନାଗରିକ ହିତୈଶୀ, ବିକାଶ ଅନୁକୂଳ ତଥା ଭବିଷ୍ୟତୋନ୍ମୁଖୀ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିହିତ କରିବା ସହ ଏହା ଦେଶର ଗରିବଙ୍କୁ ସଶକ୍ତ କରିବ ଏବଂ ଯୁବପିଢ଼ିଙ୍କ ଲାଗି ଉନ୍ନତ ଭବିଷ୍ୟତ ଯୋଗାଇଦେବ ବୋଲି କହିଛନ୍ତି। ଜନସାଧାରଣଙ୍କ…
ଏସ୍ସି ଓ ଏସ୍ଟି ହଷ୍ଟେଲରେ ଛାତ୍ରୀ ଗର୍ଭବତୀ ହେବା ଘଟଣା: ପୀଡ଼ିତାଙ୍କ ଠିକଣା ଦେଇ ହରଡ଼ଘଣାରେ ପୋଲିସ
ଭୁବନେଶ୍ୱର, ୬ା୭(ବ୍ୟୁରୋ): ରାଜଧାନୀର ଏକ ଅନୁସୂଚିତ ଜାତି ଓ ଜନଜାତି (ଏସ୍ସି ଓ ଏସ୍ଟି) ଛାତ୍ରୀ ନିବାସରେ ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଘଟଣାକୁ ନେଇ ବିବାଦରେ ଛନ୍ଦି ହୋଇଛି ପୋଲିସ। ଗଣମାଧ୍ୟମକୁ କମିଶନରେଟ ପୋଲିସ ପକ୍ଷରୁ ଦିଆଯାଇଥିବା ପ୍ରେସ୍ ରିଲିଜ୍ରେ…
ବିଜିୟୁ ଓ ଏମ୍ଏମ୍ୟୁ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ
ଭୁବନେଶ୍ୱର,୬ା୭(ବ୍ୟୁରୋ): ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ଓ ମାଲେସିଆସ୍ଥିତ ମଲ୍ଟି ମିଡିଆ ୟୁନିଭର୍ସିଟି (ଏମ୍ଏମ୍ୟୁ) ମଧ୍ୟରେ ଏକ ବୁଝାମଣା ସ୍ବାକ୍ଷରିତ ହୋଇଯାଇଛି। ବୁଝାମଣା ଅନୁସାରେ ଗବେଷଣା ସହ ଷ୍ଟୁଡେଣ୍ଟ ଫାକଲ୍ଟି ଏକ୍ସଚେଞ୍ଜ ପ୍ରୋଗ୍ରାମ ଜରିଆରେ ଉଭୟ ଶିକ୍ଷାନୁଷ୍ଠାନ ମିଳିତ ଭାବେ କାର୍ଯ୍ୟ…
ତନିଷ୍କର ରଥଯାତ୍ରା ଅଫର
ଭୁବନେଶ୍ୱର,୬ା୭: ଗ୍ରାହକଙ୍କ ରଥଯାତ୍ରା ଶପିଂକୁ ଅଧିକ ଆକର୍ଷଣୀୟ କରିବା ଲକ୍ଷ୍ୟରେ ଦେଶର ଭରସାଯୋଗ୍ୟ ଗହଣା ବ୍ରାଣ୍ଡ ତନିଷ୍କ ପକ୍ଷରୁ ରଥଯାତ୍ରା ଅଫର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଗ୍ରାହକ ସୁନା ଗହଣା ଗଢା ମୂଲ୍ୟରେ ୨୫ ପ୍ରତିଶତ ପର୍ଯ୍ୟନ୍ତ ରିହାତି ପାଇପାରିବେ।…
ପେଟ୍ରୋଲ, ଡିଜେଲରେ ମାଡ଼: ସବୁଥିରେ ଦର ବଢ଼ିବ
ନୂଆଦିଲ୍ଲୀ,୬।୭ (ପି.ଟି.): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ପାର୍ଲାମେଣ୍ଟରେ ଶୁକ୍ରବାର ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏନ୍ଡିଏ ସରକାରଙ୍କ ଦ୍ୱିତୀୟ ପାଳିରେ ପୂର୍ଣ୍ଣକାଳୀନ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ସୀତାରାମନ୍ ୨୭,୮୬,୩୪୯ କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ଖର୍ଚ୍ଚ ଅଟକଳ ପ୍ରସ୍ତାବ…
Archives


