ମଧ୍ୟାହ୍ନଭୋଜନ ଚାଉଳ ଚୋରି ଅଭିଯୋଗ
ରେମୁଣା, ୯।୮(ଡି.ଏନ.ଏ.)-ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନଭୋଜନ ପାଇଁ ଯୋଗାଇ ଦିଆଯାଉଥିବା ୫୦ କିଲୋ ଚାଉଳ ବ୍ୟାଗ୍ରୁ ୫ରୁ ୧୦ କିଲୋ ପର୍ଯ୍ୟନ୍ତ ଯୋଗାଣକାରୀ ସଂସ୍ଥା ଦ୍ୱାରା ହେରଫେର ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଥିଲା। ଗୁରୁବାର ବାଲେଶ୍ୱର ଜିଲା ରେମୁଣା ଥାନା ମନ୍ଦାରପୁର…
ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ନିରପେକ୍ଷ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ
ବାଲିଆପାଳ, ୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଇଡକୋଛକ ସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଢାବା ମାଲିକ ସାବୁଦ୍ଦିନ ଶାହାଙ୍କୁ ପୋଲିସ ଗିରଫ ନ କରିବା ବିଡମ୍ବନା। ଏହି ଘଟଣାରେ ସମ୍ପୃକ୍ତ ନ ଥିବା ନିରୀହ ଲୋକଙ୍କୁ ପୋଲିସ…
ପୃଥ୍ବୀ ଶ’ ଡୋପିଂ ମାମଲା: ବିସିସିଆଇର କାର୍ଯ୍ୟଧାରାକୁ ସମାଲୋଚନା
ନୂଆଦିଲ୍ଲୀ, ୯|୮ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଗୁରୁବାର ପୃଥ୍ବୀ ଶ’ ଡୋପିଂ ଉଲ୍ଲଂଘନ ମାମଲା ଉପରେ ଏହାର ଟାଇମ୍ ଲାଇନ୍ ପ୍ରକାଶ କରିଛି। ୧୯ ବର୍ଷୀୟ ଓପନରଙ୍କଠାରୁ ସାମ୍ପଲ ସଂଗ୍ରହ ଏବଂ ନ୍ୟାଶନାଲ ଡୋପ୍ ଟେଷ୍ଟିଂ ଲାବରେଟୋରି…
ଭାରତୀୟ ଆର୍ଚେରୀ ଆସୋସିଏଶନ ସସ୍ପେଣ୍ଡ
କୋଲକାତା, ୯ା୮ (ପି.ଟି.)-ବିଶ୍ୱ ଆର୍ଚେରି (ଡବ୍ଲ୍ୟୁଆଇ) ଗୁରୁବାର ଭାରତୀୟ ଆର୍ଚେରି ଆସୋସିଏଶନ (ଏଏଆଇ)କୁ ସସ୍ପେଣ୍ଡ କରିଛି। ଏଏଆଇରେ ଦୁଇ ପରସ୍ପର ବିରୋଧୀ ଗୋଷ୍ଠୀ ସମାନ୍ତରାଳ ନିର୍ବାଚନ କରିବା ଦ୍ୱାରା ବିଶ୍ୱ ଆର୍ଚେରିର ଗାଇଡ୍ଲାଇନ୍ ଭଙ୍ଗହୋଇଛି। ନିଷ୍ପତ୍ତି ସୋମବାରଠାରୁ କାର୍ଯ୍ୟକାରୀ ହେବ। କିନ୍ତୁ…
ପୁମା ସହ ଦୂତୀଙ୍କ ଚୁକ୍ତି
ନୂଆଦିଲ୍ଲୀ,୯।୮(ପି.ଟି.)-ଦେଶର ଦ୍ରୁତତମ ମହିଳା ଧାବିକା ତଥା ସ୍ପ୍ରିଣ୍ଟ କୁଇନ୍ ଦୂତୀ ଚାନ୍ଦ ଗ୍ଲୋବାଲ ସ୍ପୋଟର୍ସ କମ୍ପାନୀ ପୁମା ସହ ଚୁକ୍ତି କରିଛନ୍ତି। ଗୁରୁବାର ଏ ନେଇ ପୁମା ତରଫରୁ ଘୋଷଣା କରାଯାଇଛି। ପ୍ରଥମଥର ପାଇଁ ଦୂତୀ ଏଭଳି ବିଶ୍ୱସ୍ତରୀୟ ବ୍ରାଣ୍ଡ ସହ…
ଚାଇନାରେ କ୍ରିକେଟ ଲାଗି ରହିଛି ଗୋଟିଏ ଘାସ ପିଚ୍
ସାଙ୍ଘାଇ,୯।୮(ଏଏଫ୍ପି)- ଚାଇନାରେ ପ୍ରାୟ ନାଗରିକଙ୍କୁ କ୍ରିକେଟ କ୍ରୀଡ଼ା ବିଷୟରେ ଜଣାନାହିଁ। ୧.୪ ବିଲିୟନ ଜନସଂଖ୍ୟାଙ୍କ ଲାଗି ଗୋଟିଏ ଘାସ ପିଚ୍ ରହିଛି। ଏବେ ସେମାନେ ଫୁଟ୍ବଲ ପିଚ୍ରେ ପ୍ଲାଷ୍ଟିକ୍ ଉଇକେଟ ସହ ଖେଳିବା ଆରମ୍ଭ କରିଛନ୍ତି। ସେଠାରେ କ୍ରିକେଟ ଲାଗି ରହିଛି…
ଖବର ଦେବାକୁ ଡରୁଛି ଓସିଏ
କଟକ ଅଫିସ,୯ା୮-ଖବର ଦେବାକୁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଡରୁଛି। ବୟସ ଜାଲିଆତିଠାରୁ ଆରମ୍ଭ କରି ବାରମ୍ବାର ବେନିୟମ ଓ ଦୁର୍ନୀତିର ଅଭିଯୋଗ ଯୋଗୁ ଏହାର ଅଧିକାରୀମାନେ ବୋଧହୁଏ ଖବରଦାତାଙ୍କଠାରୁ ଦୂରତା ବଜାୟ ରଖୁଛନ୍ତି। ଲୁଚାଛପାରେ ସମସ୍ତ କାର୍ଯ୍ୟ ଆଗେଇ ନେଉଛନ୍ତି, ଫଳରେ…
ଭିଜା ଲାଗି ସାହାଯ୍ୟ ଲୋଡିଲେ ଦୂତୀ
ନୂଆଦିଲ୍ଲୀ,୯।୮(ପି.ଟି.):ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ ଯୋଗ୍ୟତା ହାସଲ ପାଇଁ ସ୍ପ୍ରିଣ୍ଟ କୁଇନ୍ ଦୂତୀ ଚାନ୍ଦ ୟୁରୋପରେ କେତୋଟି ରେସ୍ରେ ଭାଗ ନେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି। ତେବେ ଏଥିପାଇଁ ଭିଜା ପାଇବାରେ ସମସ୍ୟା ଉପୁଜିଛି। ଫଳରେ ସେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍.…
ଅମ୍ଲାଙ୍କ ସନ୍ନ୍ୟାସ
ଜୋହାନ୍ସବର୍ଗ,୯।୮- ଦକ୍ଷିଣ ଆଫ୍ରିକା ଦଳର ଓପନିଂ ବ୍ୟାଟ୍ସମ୍ୟାନ ହାସିମ ଅମ୍ଲା ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଗୁରୁବାର ଅବସର ଘୋଷଣା କରିଛନ୍ତି। ଏଥିସହ ତାଙ୍କ ୧୫ ବର୍ଷର ଲମ୍ବା କ୍ୟାରିୟର ଶେଷ ହୋଇଛି। ପ୍ରଥମତଃ ମୋତେ ଦକ୍ଷିଣ ଆଫ୍ରିକା ଦଳ ପକ୍ଷରୁ…
୩ ଲକ୍ଷ କୋଟିର ରାଷ୍ଟ୍ରାୟତ୍ତ ସମ୍ପତ୍ତି ବିକ୍ରି ଯୋଜନା
ନୂଆଦିଲ୍ଲୀ,୯-୮: କେନ୍ଦ୍ର ସରକାର ବ୍ୟବହାରରେ ଆସୁ ନ ଥିବା ପ୍ରାୟ ୩ ଲକ୍ଷ କୋଟି ଟଙ୍କାର ରାଷ୍ଟ୍ରାୟତ୍ତ ସମ୍ପତ୍ତି ବିକ୍ରି କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ଟ୍ରାନ୍ସମିଶନ ଲାଇନ, ଟେଲିକମ ଟାଓ୍ବାର, ଗ୍ୟାସ୍ ପାଇପଲାଇନ, ଏୟାରପୋର୍ଟର ସମ୍ପତ୍ତ ବିକ୍ରି କରାଯିବ। ବିଭିନ୍ନ ମନ୍ତ୍ରଣାଳୟ…
ଏଫ୍ପିଆଇଙ୍କ ସରଚାର୍ଜ ପ୍ରତ୍ୟାହାର ନେଇ ବିଚାର
ନୂଆଦିଲ୍ଲୀ,୯-୮: ବଜେଟରେ ସରଚାର୍ଜ ଘୋଷଣା ପରେ ବିଦେଶୀ ନିବେଶକ(ଏଫ୍ପିଆଇ) ଦେଶରୁ ନିଜର ନିବେଶ ପ୍ରତ୍ୟାହାର କରିବା ଆରମ୍ଭ କରିଛନ୍ତି। ଭାରତୀୟ ଷ୍ଟକ୍ ବଜାର ପାଇଁ ଏହା ଶୁଭସଙ୍କେତ ହୋଇ ନଥିବାରୁ ଏଫ୍ପିଆଇଙ୍କ ଉପରୁ ସରଚାର୍ଜ ପ୍ରତ୍ୟାହାର ପାଇଁ ଦାବି ହୋଇ ଆସୁଥିଲା।…
ସେନ୍ସେକ୍ସ ବୃଦ୍ଧି: ନିବେଶକ ମାଲାମାଲ୍
ମୁମ୍ବାଇ ୯-୮: କେନ୍ଦ୍ର ସରକାର ଫରେନ ପୋର୍ଟଫୋଲିଓ ଇନ୍ଭେଷ୍ଟର୍ସ(ଏଫ୍ପିଆଇ)ଙ୍କ ନିବେଶ ଉପରେ ବୃଦ୍ଧି କରିଥିବା ସରଚାର୍ଜକୁ ପ୍ରତ୍ୟାହାର କରିନେବେ ବୋଲି ବିଚାର କରୁଥିବା ସୂଚନା ମିଳିବା ପରେ ଗୁରୁବାର ଷ୍ଟକ୍ ମାର୍କେଟରେ ଉଭୟ ସେନ୍ସେକ୍ସ ଓ ନିଫ୍ଟିରେ ବୃଦ୍ଧି ଘଟିଥିଲା। ବମ୍ବେ…
Archives


