Home

ମେହେବୁବା ମୁଫ୍‌ତି, ଓମାର ଅବଦୁଲ୍ଲାଙ୍କୁ ମିଳିଲା ପରିବାର ସଦସ୍ୟଙ୍କୁ ସାକ୍ଷାତ୍‌ କରିବାକୁ ଅନୁମତି

ନୂଆଦିଲ୍ଲୀ,୧।୯: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ସେଠାରେ ସ୍ଥିତି ସ୍ବାଭାବିକ ରଖିବାକୁ ସରକାର ସବୁ ପ୍ରକାର ଉଦ୍ୟମ ଜାରି ରଖିଛନ୍ତି। ଅନ୍ୟପଟେ ଏଠାରେ ନଜରବନ୍ଦୀଥିବା ନେତା ମେହେବୁବା ମୁଫତି ଓ ଓମାର ଅବଦୁଲ୍ଲାଙ୍କୁ ତାଙ୍କ ପରିବାର ସଦସ୍ୟଙ୍କ ସହ…

ଆଇଏସ୍‌ଆଇଠାରୁ ପାଣ୍ଠି ଯୋଗାଡ଼ କରୁଛନ୍ତି ଭାଜପା ଏବଂ ବଜରଙ୍ଗ ଦଳ: ଦିଗ୍‌ବିଜୟ ସିଂ

ନୂଆଦିଲ୍ଲୀ,୧।୯: କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଦିଗ୍‌ବିଜୟ ଅଭିଯୋଗ କରିଛନ୍ତି ଯେ, ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପାଇଁ ମୁସଲମାନ୍‌ଙ୍କ ଅପେକ୍ଷା ଅଣ-ମୁସଲମାନ୍‌ ଅଧିକ ଗୁପ୍ତଚର କାର୍ଯ୍ୟ କରୁଛନ୍ତି। ଭାଜପା ଏବଂ…

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌: ସ୍ବର୍ଣ୍ଣ ସହ ଯଶସ୍ବିନୀଙ୍କୁ ଅଲିମ୍ପିକ କୋଟା

ରିଓ ଡି ଜେନେରିଓ,୧।୯(ପି.ଟି.)- ଏଠାରେ ଚାଲିଥିବା ଚତୁର୍ଥ ଆଇଏସ୍‌ଏସ୍‌ଏଫ୍‌ ରାଇଫଲ/ ପିସ୍ତଲ ବଶ୍ୱକପ୍‌ରେ ଭାରତର ଯଶସ୍ବିନୀ ସିଂ ଦେସଓ୍ବାଲ ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏଥିସହିତ ସେ ପୂରା ଢ଼ଙ୍ଗରେ ଭାରତ ପାଇଁ…

ସ୍ବପ୍ନ ପୂରଣ କଲେ ଶିକ୍ଷକ: ଅବସର ଗ୍ରହଣ ପରେ ହେଲିକପ୍ଟରରେ ଗାଁକୁ ଫେରିଲେ

ଅଲଓ୍ବର,୧।୯: ରାଜସ୍ଥାନ ଅଲଓ୍ବରର ରମେଶ ଚାନ୍ଦ ମିନା ନାମକ ଜଣେ ଶିକ୍ଷକ ତାଙ୍କ ସ୍ବପ୍ନ ପୂରଣ କରିବା ଲାଗି ହେଲିକପ୍ଟରରେ ଯାତ୍ରା କରିଛନ୍ତି। କଥା ହେଲା ଶିକ୍ଷକ ଜଣକ ଅବସର ଗ୍ରହଣ କରିବା ପରେ ନିଜ ଗାଁକୁ ହେଲିକପ୍ଟରରେ ଫେରିଛନ୍ତି। ତେବେ…

ମୋବାଇଲ୍‌ ଫ୍ଲାଶ୍‌ ଲାଇଟ୍‌ରେ ଅପରେଶନ୍‌ କଲେ ଡାକ୍ତର; ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲକ୍ଷ୍ନୌ,୧।୯: ଡାକ୍ତର ଲୋକଙ୍କୁ ବିଭିନ୍ନ ରୋଗ ସମସ୍ୟାରୁ ମୁକ୍ତ କରିଥାନ୍ତି। ତେଣୁ ଡାକ୍ତରଙ୍କୁ କେତେକ ଭଗବାନ ବୋଲି କହିଥାନ୍ତି। ଜଣେ ଡାକ୍ତର ରୋଗୀଙ୍କ ଚିକିତ୍ସା ପାଇଁ ସମସ୍ତ ପ୍ରୟାସ କରିଥାନ୍ତି। ଏହାର ସଦ୍ୟତମ ଉଦାହରଣ ଉତ୍ତରପ୍ରଦେଶ ଶିକୋହାବାଦ୍‌ରେ ଦେଖିବାକୁ ମିଳିଛି। ଏଠାରେ…

ଟ୍ୟୁଶନ ଯିବାବେଳେ ଛାତ୍ରୀଙ୍କୁ ଅସଦାଚରଣ ମାମଲା: ପୋଲିସକୁ ଡେମୋ ଦେଖାଇଲେ ଅଭିଯୁକ୍ତ; ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

କଟକରୋଡ,୧ା୯(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଘଟିଥିବା ଏକ ଅସଦାରଚରଣ ଘଟଣାରେ ପୋଲିସ ଗିରଫ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ କଟକ ଜିଲା ବାଙ୍କୀ ଥାନା ଗୋପାଳପୁର ଅଞ୍ଚଳର ଦୀପକ ସାହୁ। ସେ ଶହୀଦ ନଗର ଥାନା ଅଧୀନ ଗଉଡ…

ଟ୍ରାଫିକ ଉଲ୍ଲଂଘନକାରୀ ଗାଡ଼ି ଚାଳକ ସାବଧାନ: କେଉଁ ନିୟମ ଉଲ୍ଲଂଘନ କଲେ କେତେ ଜରିମାନା ଜାଣନ୍ତୁ….

ଭୁବନେଶ୍ୱର, ୧ା୯(ବ୍ୟୁରୋ): ଗାଡ଼ି ଚାଳକମାନେ ସାବଧାନ। ଟ୍ରାଫିକ ନିୟମ ଉଲ୍ଲଂଘନ କଲେ ଆଉ ବରଦାସ୍ତ କରାଯିବ ନାହିଁ। ରବିବାରଠାରୁ ସାରା ଦେଶରେ ଲାଗୁ ହେଉଛି ସରକାରଙ୍କ ନୂଆ ମୋଟର ଯାନ ଆଇନ। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କଲେ ଦେବାକୁ ହେବ ୧୦…

ରାଜ୍ୟ ପାଇଁ ଗୌରବ: ବନ୍ଧବାହାଲ ଛାତ୍ର ଚିନ୍ମୟଙ୍କୁ ଇସ୍ରୋର ନିମନ୍ତ୍ରଣ; ଚନ୍ଦ୍ରଯାନ-୨ ଅବତରଣ ଦେଖିବେ

ଲଖନପୁର,୧ା୯(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବନ୍ଧବହାଲ ଡିଏଭି ପବ୍ଲିକ ସ୍କୁଲର ୮ମ ଶ୍ରେଣୀ ଛାତ୍ର ଚିନ୍ମୟ ଚୌଧୁରୀ ୱେବ୍‌ସାଇଟ୍‌ www.mygov.in ସ୍ପେସ୍‌ କୁଇଜ ୨୦୧୯ ପ୍ରତିଯୋଗିତାରେ ସର୍ବାଧିକ ନମ୍ବର ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ୭ ତାରିଖରେ ବେଙ୍ଗାଲୁରୁସ୍ଥିତ ଇଣ୍ଡିଆନ…

୭୫ ମିଟର ଉଚ୍ଛେଦ ପ୍ରସଙ୍ଗ: ଖୁବ୍‌ଶୀଘ୍ର ସରକାରଙ୍କୁ ରିପୋର୍ଟ ଦିଆଯିବ; ଦେବଦେବୀଙ୍କ ବିଜେସ୍ଥଳୀ, ଗାଦିଘର ସୁରକ୍ଷିତ ରଖାଯିବ

ପୁରୀ ଅଫିସ, ୧ା୯: ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱସ୍ଥ ୭୫ ମିଟର ପରିଧି ମଧ୍ୟରେ ଥିବା ସବୁ ନିର୍ମାଣ ଉଚ୍ଛେଦ କରାଯିବ। ଏହି ପରିସୀମା ମଧ୍ୟରେ ଥିବା ମଠ, ମନ୍ଦିରର ଗାଦିଘର ଏବଂ ଦେବଦେବୀଙ୍କ…

ଏମାର ମଠର କଥା: ଶ୍ରୀରାମାନୁଜଙ୍କୁ ନେଇ ଘଟିଥିଲା ବିସ୍ମୟକର ଘଟଣା

ପୁରୀ ଅଫିସ,୧ା୯: ଦ୍ୱାଦଶ ଶତାବ୍ଦୀର ଏମାର ମଠ ଭଙ୍ଗାଯାଉଛି। ଆଉ ଅଳ୍ପ ଦିନ ପରେ ଏହାର ନଁା ରହିବ ସିନା ହେଲେ ଚେହେରା ସମ୍ପୂର୍ଣ୍ଣ ବଦଳିଯିବ। ବିରାଟ କୋଠାର ଆକାର ସୀମିତ ରହିବ ଠାକୁରଙ୍କ ବିଜେସ୍ଥଳୀ, ପୂଜକ ଏବଂ ମହନ୍ତଙ୍କ ଛୋଟିଆ…

ସ୍ବର୍ଣ୍ଣ ବିଜେତା ଅଶ୍ୱତ୍ଥଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ବ୍ୟୁରୋ): ରୁଷିଆସ୍ଥିତ କାଜାନ୍‌ରେ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିବା ଏସ୍‌. ଅଶ୍ୱତ୍ଥ ନାରାୟଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନାରାୟଣଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର…

ମାଲକାନଗିରି ଜିଲା ଚିଠି: ପ୍ରହସନ ପାଲଟିଛି ଶିଶୁ ସୁରକ୍ଷା, ଶିଶୁ ଶ୍ରମିକ ଉଦ୍ଧାର ଯୋଜନା; କାହା ପାଖରେ ତଥ୍ୟ ନାହିଁ

ଦେଶରେ ଶିଶୁମାନଙ୍କ ସୁରକ୍ଷା, ଯତ୍ନ, ଖାଦ୍ୟପେୟ, ଶିକ୍ଷାଦାନ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ଜିଲାରେ ଶିଶୁମାନଙ୍କ ସୁରକ୍ଷା ପାଇଁ ଚାଇଲ୍ଡଲାଇନ୍‌, ଶିଶୁ ମଙ୍ଗଳ ସମିତି, ଜିଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ, ସମନ୍ବିତ ଶିଶୁ ବିକାଶ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?