ମଦ ଦୋକାନ ଉଚ୍ଛେଦ ଦାବି ଆନ୍ଦୋଳନରେ ବସିଥିବା ୬ ମହିଳା ଅସୁସ୍ଥ
ରାଜନଗର,୮।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ଭିତରଗଡ଼ ପଞ୍ଚାୟତରେ ନୂତନ ଭାବେ ଖୋଲା ଯାଇଥିବା ବିଦେଶୀ ମଦ ଦୋକାନ ଉଚ୍ଛେଦ ଦାବିରେ ଭିତରଗଡ଼ ପଞ୍ଚାୟତର ଶତାଧିକ ମହିଳା ବୁଧବାରଠାରୁ ଆନ୍ଦୋଳନ ଚଳାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଗୁରୁବାର ପୂର୍ବାହ୍ନରେ ୬ ଜଣ…
ଇମ୍ରାନଙ୍କ ଧମକ ପରେ ପଞ୍ଜାବରେ ସୁରକ୍ଷା ବ୍ୟବସ୍ଥା କଡାକଡି
ଜଳନ୍ଧର,୮।୮:ଭାରତ ସହ ସମସ୍ତ ପ୍ରକାର କୁଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତରେ ପୁଣି ପୁଲଓ୍ବାମା ଭଳି ଆକ୍ରମଣ ହେବ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଧମକ ଦେବା ପରେ ଭାରତରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।…
ହାତୀ ଆକ୍ରମଣରେ ଚାଷୀଙ୍କ ମୃତ୍ୟୁ
ବାଙ୍ଗିରିପୋଷି,୮।୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ଝାରପୋଖରୀଆ ଥାନା ଆମଡିହା ପଞ୍ଚାୟତର ଗୁଲୁବଣି ଠାରେ ଚାଷୀ ଦୁଗଡୁ ମାଝି (୫୫)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ରେଞ୍ଜର, ତହସିଲଦାର ଏବଂ ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି।
କାନ୍ଦିଲେ ଧର୍ମେନ୍ଦ୍ର
ଭାଜପାର ବରିଷ୍ଠ ନେତା ସୁଷମା ସ୍ବରାଜଙ୍କ ଆକସ୍ମିକ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ନେତାଙ୍କଠାରୁ ଆରମ୍ଭ କରି ବଲିଉଡ ଅଭିନେତା ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ବିଗତ ଦିନର ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର। ତାଙ୍କୁ…
୧୮ ବର୍ଷ ମଧ୍ୟରେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କଲେଣି ନବୀନ
ପାଟନା,୮।୮: ଅଚିହ୍ନା ମୃତଦେହର ସଂଗ୍ରହ କରି ସେଗୁଡ଼ିକର ଅନ୍ତିମ ସଂସ୍କାର କରିବା ହେଉଛି ବିହାର ପାଟନାର ଜଣେ ବ୍ୟକ୍ତିଙ୍କ ନିଶା। ସେ ହେଉଛନ୍ତି ନବୀନ ଶ୍ରୀବାସ୍ତବ। ଗତ ୧୮ ବର୍ଷ ମଧ୍ୟରେ ସେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କରିଛନ୍ତି।…
ଏହି ଖେଳାଳିଙ୍କ ହାତ ଧରିବାକୁ ଯାଉଛନ୍ତି ବଜରଙ୍ଗ ପୁନିଆ
ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ଭାରତୀୟ ରେସଲର୍ ବଜରଙ୍ଗ ପୁନିଆ। ସେ ଭାରତର ଲୋକପ୍ରିୟ ମହିଳା କୁସ୍ତି ଯୋଦ୍ଧା ସଙ୍ଗୀତା ଫୋଗଟ୍ଙ୍କୁ ବିବାହ କରିବାକୁ ଯାଉଛନ୍ତି। ବିବାହ ତାରିଖ ଏପର୍ଯ୍ୟନ୍ତ ନିର୍ଘଣ୍ଟ ହୋଇ ନ ଥିଲେ ମଧ୍ୟ ଉଭୟଙ୍କ…
ପଞ୍ଚାୟତ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ
ବରଗଡ଼ ଅଫିସ,୮।୮: ବରଗଡ଼ ପଞ୍ଚାୟତ ସମିତି ପରିସରରେ ଗୁରୁବାର ପଞ୍ଚାୟତ ଭବନର ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମଞ୍ଜୁ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ସାଧାରଣ ମଶାଠାରୁ ଭିନ୍ନ ଡେଙ୍ଗୁ ମଶା, କାମୁଡ଼ିବାର ୫ ଦିନ ପରେ ପଡ଼ିଥାଏ ଜଣା
ବର୍ଷାଋତୁରେ ଡେଙ୍ଗୁରୋଗର ଭୟ ବଢ଼ି ଯାଇଥାଏ। ଡେଙ୍ଗୁଜ୍ୱର ଜୁଲାଇରୁ ଅକ୍ଟୋବର ପର୍ଯ୍ୟନ୍ତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। କାରଣ ଏହି ସମୟରେ ମଶାବଂଶ ବୃଦ୍ଧି ଘଟିଥାଏ। ତେଣୁ ଏଥିରୁ ରକ୍ଷା ପାଇବା ପାଇଁ ସବୁଠୁ ଅଧିକ ସତର୍କତା ଅବଲମ୍ବନ ଜରୁରୀ। କହିରଖୁଛୁ,…
ଥରିଲା ଆଫଗାନିସ୍ତାନ ଓ ତାଇଓ୍ବାନ
କାବୁଲ/ତାଇପେଇ,୮।୮: ଆଫଗାନିସ୍ତାନ ଓ ତାଇଓ୍ବାନରେ ଗୁରୁବାର ଭୂକମ୍ପ ଅନୁଭୁତ ହୋଇଛି। ସକାଳ ୬ଟା ୧୫ରେ ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ଥିବା ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ପୂର୍ବ ଫାରଖାର ଅଞ୍ଚଳଠାରୁ…
କୂଅରେ ପଡ଼ି ଯୁବକଙ୍କ ପ୍ରାଣଗଲା
ସଜନାଗଡ଼,୮।୮(ଡି.ଏନ୍.ଏ.) : ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ଼ ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ସଜନାଗଡ଼ ଛକ ନିକଟ ୧୯ ନଂ ରାଜ୍ୟ ରାଜପଥ ପାଶର୍ବରେ ପୂର୍ଣ୍ଣଚନ୍ଦ୍ର ଖାଲପାଳିଆଙ୍କ ସାନ ପୁଅ ପରଭାସିଆ (୨୩) ଗୁରୁବାର ପୂର୍ବାହ୍ନରେ ଘରପାଶର୍ବରେ…
ତାପ୍ତି ନଦୀର ଜଳସ୍ତର ବୃଦ୍ଧି ଯୋଗୁ ଖୁସି ମନାଇଲେ ଲୋକେ
ବେତୁଲ,୮।୮: ମଧ୍ୟପ୍ରଦେଶର ବେତୁଲରେ ବହିଯାଇଛି ତାପ୍ତି ନଦୀ। ଚଳିତ ବର୍ଷାରେ ଏହାର ଜଳସ୍ତର ବୃଦ୍ଧି ପାଇଥିବାରୁ ଏଠାକାର ଲୋକେ ଖୁସି ମନାଇଛନ୍ତି। ତେବେ ଦୀର୍ଘ ୩ ବର୍ଷପରେ ଏହି ନଜୀର ଜଳସ୍ତର ବୃଦ୍ଧି ପାଇବା ସହ ଏହା ନିକଟରେ ଥିବା ତାପ୍ତି…
ସଙ୍କଟାପନ୍ନ ଅବସ୍ଥାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ଗୌର
ଭୋପାଳ,୮।୮: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ବାବୁଲାଲ ଗୌରଙ୍କର ସ୍ବାସ୍ଥ୍ୟାବସ୍ଥା ଭଲ ନାହିଁ ବୋଲି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁବାର ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସି ନ…
Archives


