ଗେଲ୍ଙ୍କ ବିଶ୍ୱକପ ଅଭିଯାନ ଶେଷ
ଲୀଡ୍ସ, ୫।୭-ଓ୍ବେଷ୍ଟଇଣ୍ଡିଜ ଓପନର କ୍ରିସ ଗେଲ୍ଙ୍କ ବିଶ୍ୱକପ ଅଭିଯାନ ନୈରାଶ୍ୟର ସହ ଶେଷ ହୋଇଛି। ପ୍ରତିଯୋଗିତାରେ ଆଶାନୁରୂପ ପ୍ରଦର୍ଶନ କରି ନ ପାରି ଓ୍ବେଷ୍ଟଇଣ୍ଡିଜ ଲିଗ୍ ପର୍ଯ୍ୟାୟରୁ ବିଦାୟ ନେଇଛି। ଫଳରେ ଏହି ମେଗା ଇଭେଣ୍ଟରେ ବିସ୍ଫୋରକ ଓପନରଙ୍କ ଖେଳ ମଧ୍ୟ…
ଆଇସିସି ବିଶ୍ୱକପ୍: ଅସମ୍ଭବ ଫଳାଫଳ ଲକ୍ଷ୍ୟରେ ପାକିସ୍ତାନ
ଲଣ୍ଡନ,୫।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ରେ ପୂର୍ବତନ ଚାମ୍ପିୟନ ପାକିସ୍ତାନ ତା’ର ଶେଷ ଲିଗ୍ ମ୍ୟାଚ୍ରେ ଶୁକ୍ରବାର ବାଂଲାଦେଶକୁ ଭେଟିବାକୁ ଯାଉଛି। ସେମିଫାଇନାଲରେ ପହଞ୍ଚିବା ପାକିସ୍ତାନ ପାଇଁ ଏକପ୍ରକାର ଅସମ୍ଭବ ମନେହେଉଛି। ସେମିଫାଇନାଲକୁ ଉଠିବା ପାକିସ୍ତାନ ପାଇଁ ଏବେ କେବଳ ମାତ୍ର ଏକ…
ଲାମ୍ପାର୍ଡ ଚେଲ୍ସିର ମୁଖ୍ୟ କୋଚ୍
ଲାମ୍ପାର୍ଡ, ୫ା୭ (ଏଏଫ୍ପି)-ଫ୍ରାଙ୍କ୍ ଲାମ୍ପାର୍ଡ ଗୁରୁବାର ଚେଲ୍ସି ଫୁଟ୍ବଲ କ୍ଲବର ମୁଖ୍ୟକୋଚ୍ ଭାବେ ନିଯୁକ୍ତି ପାଇଛନ୍ତି। କ୍ଲବ ସହିତ ସେ ୩ ବର୍ଷିଆ ଚୁକ୍ତି କରିଛନ୍ତି। ଲାମ୍ପାର୍ଡ ଚେଲ୍ସିର ଅନ୍ୟତମ ମହାନ ଖେଳାଳି ବୋଲି ବିବେଚନା କରାଯାଉଛି। କ୍ଲବ ସହିତ ସେ…
ଆଇସିସି ବିଶ୍ୱକପ: ବିଜୟ ସହ ଓ୍ବେଷ୍ଟଇଣ୍ଡିଜର ଅଭିଯାନ ଶେଷ
ଲିଡ୍ସ,୫।୭(ପି.ଟି.)- ଦୁଇଥର ବିଶ୍ୱକପ୍ ଟାଇଟଲ ଜିତିଥିବା ଓ୍ବେଷ୍ଟଇଣ୍ଡିଜ ଏକ ସାନ୍ତ୍ୱନାମୂଳକ ବିଜୟ ସହ ଏଥର ଅଭିଯାନ ଶେଷ କରିଛି। ଲିଡ୍ସର ହେଡିଂଲେ ଗ୍ରାଉଣ୍ଡରେ ଗୁରୁବାର ଖେଳଯାଇଥିବା ଚଳିତ ବିଶ୍ୱକପ୍ର ୪୨ତମ ମ୍ୟାଚ୍ରେ ୨୩ ରନରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଟସ୍ ଜିତି…
ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପିତ;ଜିଡିପି ୭% ରହିବା ସମ୍ଭାବନା
ନୂଆଦିଲ୍ଲୀ,୫-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ବଜେଟ ଉପସ୍ଥାପନ କରିବେ। ଏହାର ଦିନକ ପୂର୍ବରୁ ପରମ୍ପରା ଅନୁଯାୟୀ ଗୁରୁବାର ସେ ସଂସଦରେ ୨୦୧୮-୧୯ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କେ.ଭି. ସୁବ୍ରମଣ୍ୟନଙ୍କ ଦ୍ୱାରା…
ଅର୍ଥନୈତିକ ସର୍ଭେ ରିପୋର୍ଟ;୫ ଲକ୍ଷ କୋଟି ଡଲାର ଅର୍ଥନୀତିର ସ୍ବପ୍ନ
ନୂଆଦିଲ୍ଲୀ,୫-୭: ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା କେ.ଭି.ସୁବ୍ରମଣ୍ୟନଙ୍କ ଦ୍ୱାରା ପ୍ରସ୍ତୁତ ୨୦୧୮-୧୯ ଅର୍ଥନୈତିକ ସର୍ଭେ ରିପୋର୍ଟ ଗୁରୁବାର ସଂସଦରେ ଉପସ୍ଥାପିତ ହୋଇଛି। ଦେଶକୁ ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ନିଯୁକ୍ତି, ବିକାଶ, ନିବେଶ ବୃଦ୍ଧି…
ଆଜି ବଜେଟ ଉପସ୍ଥାପନ
ନୂଆଦିଲ୍ଲୀ,୫-୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶୁକ୍ରବାର ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ଦୀର୍ଘ ୪୯ ବର୍ଷ ପରେ ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ଭାବେ ସେ ବଜେଟ ଉପସ୍ଥାପନ କରିବାକୁ…
ପ୍ରୋଷ୍ଟେଟ୍ କ୍ୟାନ୍ସରରୁ ଦୂରେଇ ରହିବା ପାଇଁ ଦିନରେ ୩ ଥର ପିଅନ୍ତୁ ଏହାକୁ…
ନିୟମିତ ଗ୍ରୀନ୍ ଟି ପିଇବା ଦ୍ୱାରା ଶରୀର ସୁସ୍ଥ ରହିଥାଏ। ଦିନକୁ ୩ ଥର ଗ୍ରୀନ୍ ଟି ପିଇବା ଦ୍ୱାରା ପୁରୁଷମାନଙ୍କଠାରେ ଦେଖା ଦେଉଥିବା ପ୍ରୋଷ୍ଟେଟ୍ କ୍ୟାନ୍ସର ଦୂର ହୋଇଥାଏ ା ଇଟାଲୀର ମିଲାନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଏହା…
ଶରଧାବାଲିରେ ୩ ରଥ: ରତ୍ନବେଦୀରୁ ଜନ୍ମବେଦୀକୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଯାତ୍ରା
ଭୁବନେଶ୍ୱର, ୪।୭(ବ୍ୟୁରୋ): ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ। ବଳଦେବଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ପରେ ଶେଷରେ ବଡ଼ଠାକୁର ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିଛି। ଭାବମୟ ପରିବେଶରେ ଘଣ୍ଟ, କାହାଳୀ…
ଗୁଣ୍ଡିଚା ଆଗରେ ୨ ରଥ, ଗଡ଼ିଚାଲିଛି ନନ୍ଦିଘୋଷ
ଭୁବନେଶ୍ୱର, ୪।୭(ବ୍ୟୁରୋ): ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଇତିମଧ୍ୟରେ ଶ୍ରୀଗୁଣ୍ଡିଚା ମନ୍ଦିର ମଣ୍ଡପ ନିକଟରେ ଲାଗିଯାଇଛି ବଳଦେବଙ୍କ ତାଳଧ୍ୱଜ ରଥ। ପରେ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ବି ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚି ଯାଇଛି। ପଛରେ ଗହଳି ଲଗାଇ…
ବଳକା ତେଲର ବ୍ୟବହାର କରୁଛନ୍ତି କି? ହୋଇପାରେ ଏହିସବୁ ରୋଗ
ଭାରତୀୟ ଖାଦ୍ୟରେ ତେଲର ଭୂମିକା ଯଥେଷ୍ଟ ଅଧିକ। ପକୁଡ଼ି ତିଆରିଠୁ ନେଇ ଛୁଙ୍କ ଲଗାଇବା ପର୍ଯ୍ୟନ୍ତ ସବୁଥିରେ ତେଲର ବ୍ୟବହାର ହୁଏ। ଏହା ଖାଦ୍ୟର ସ୍ବାଦ ଏବଂ ବାସ୍ନା ବଢ଼ାଇଥାଏ। ଅନେକଙ୍କ ଘରେ ଥରେ ବ୍ୟବହୃତ ତେଲ ବଳିଗଲେ ତାକୁ ବାରମ୍ବାର…
ସୋସିଆଲ୍ ମିଡିଆରେ ଚହଳ ସୃଷ୍ଟି କରିଛନ୍ତି ୩ବର୍ଷୀୟ ଶିଶୁ ରୋଷେୟା
ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ଗତ କିଛି ଦିନ ହେବ ସୋସିଆଲ୍ ମିଡିଆରେ ୩ବର୍ଷୀୟ ଶିଶୁ ଚହଳ ସୃଷ୍ଟି କରିଛନ୍ତି। ଆମେରିକାର ରୋମନ୍ ବେଲ୍ଭିଲେ ପୁରା ଦୁନିଆକୁ ନିଜ ଅଦ୍ଭୁତ କାର୍ନାମା ଜରିଆରେ ଆଶ୍ଚର୍ଯ୍ୟଚକିତ କରିଦେଇଛନ୍ତି। ରୋମନ୍…
Archives


