Home

କଣ୍ଟିଲୋବାସୀଙ୍କ ପାନୀୟ ଜଳ ମହାନଦୀର ଗୋଳିଆ ପାଣି

ଖଣ୍ଡପଡା,୮ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ଅନ୍ତର୍ଗତ କଣ୍ଟିଲୋ ନୀଳମାଧବଜୀଉ ପଯର୍‌ୟଟନ କ୍ଷେତ୍ର ଓ କଂସା ପିତ୍ତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଛି । ୧୫ ହଜାରରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ଏହି ରାଜସ୍ବ ଗ୍ରାମର ୨୫ଟି ୱାର୍ଡକୁ ନେଇ କଣ୍ଟିଲୋ…

ଟାଟା ସ୍ପଞ୍ଜ କାରଖାନା କର୍ତ୍ତୃପକ୍ଷ ଦୁଃଖ ଶୁଣିଲେନି: ଧାରଣାସ୍ଥଳରେ ସ୍ବାମୀଙ୍କୁ ଶ୍ରାଦ୍ଧ ଦେଲେ ମହିଳା

ଯୋଡ଼ା, ୮।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ କାରଖାନା ଫାଟକ ସମ୍ମୁଖରେ ଗତ ୮୩ ଦିନ ଧରି ଧାରଣାରେ ବସିଛନ୍ତି ବିଳାସୀ କାରୁଆ। ପୁଅ ଦୀପକ କାରୁଆ ବି ମାଆଙ୍କ ସହିତ ଏହି ଧାରଣାରେ ସାମିଲ ହୋଇଛନ୍ତି ା ହେଲେ…

ସାଇନ୍ସ ପାର୍କ ନିର୍ମାଣ ପାଇଁ କୁଳେଇପଦାରେ ଅନୁଧ୍ୟାନ

ଆରଡ଼ି, ୮।୮ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦା ପଡ଼ିଆରେ ନିର୍ମାଣ ହେବାକୁ ଥିବା ପ୍ରସ୍ତାବିତ ସାଇନ୍ସ ପାର୍କ ଯୋଜନା ଏବେ ରୂପରେଖ ନେବାକୁ ଯାଉଛି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କନିଷ୍ଠ ଯନ୍ତ୍ରୀ ବିପିନ କୁମାର…

ବର୍ଷାରେ ଧସିଲା ନଦୀବନ୍ଧ

ଭଣ୍ଡାରିପୋଖରୀ, ୮।୮ (ଡି.ଏନ.ଏ.) – ନଦୀବନ୍ଧ ନିର୍ମାଣ ଲାଗି ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ବିଭାଗୀୟ ଅଧିକାରୀଙ୍କ ଆବଶ୍ୟକ ତଦାରଖ ଅଭାବରୁ ଠିକାଦାର ମନଇଚ୍ଛା କାମ କରି ଚାଲି ଯାଉଛନ୍ତି। ବନ୍ୟାରେ ଲୋକଙ୍କୁ ସୁରକ୍ଷା ଦେବା…

ଆଉ ଆଶ୍ରୟସ୍ଥଳ ହେବନି ଜିଲାପାଳଙ୍କ କାର୍ଯ୍ୟାଳୟ ବାରଣ୍ଡା:ନିର୍ମାଣ ହେବ ରେଷ୍ଟଶେଡ୍‌

ବାରିପଦା ଅଫିସ,୮।୮- ଆଦିବାସୀ ଅଧ୍ୟୁଷିତ ତଥା ବଣପାହାଡ଼ ଘେରା ମୟୂରଭଞ୍ଜ ଜିଲାର ଅପହଞ୍ଚ ଇଲାକାରୁ ପ୍ରତିଦିନ ଜିଲାପାଳଙ୍କ ନିକଟକୁ ଗୁହାରି କରିବା ପାଇଁ ଲୋକେ ଆସିଥାନ୍ତି। ମାତ୍ର ଏଠାରେ ଖରା କିମ୍ବା ବର୍ଷାରେ ମୁଣ୍ଡ ଗୁଞ୍ଜିବାକୁ ଲୋକେ ଜାଗା ପାଇ ନ…

ହାର୍ଟଆଟାକ୍‌ ଓ ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୨ଥର…

ଛତୁରେ ବିଭିନ୍ନ ପୋଷକତ୍ବ ରହିଥାଏ। ଏହାକୁ ପ୍ରତିଦିନ ଖାଇଲେ ଶରୀରର ବହୁ ଉପକାର ହୁଏ। ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ଏହା ସହାୟକ ହୋଇଥାଏ । ଅଭ୍ୟାସ କରି ସପ୍ତାହରେ ୨ ଥର ଛତୁ ଖାଇଲେ ହାର୍ଟଆଟାକ୍‌ ଓ ଡାଇବେଟିସ୍‌…

ବାଘଲଟି ଜଳ ଭଣ୍ଡାରରେ ଫସିଥିବା ୪ ଜଣ ଉଦ୍ଧାର

ପାତ୍ରପୁର,୭।୮(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ତୁରୁବୁଡ଼ିଠାରେ ଥିବା ବାଘଲଟି ଜଳଭଣ୍ଡାରରେ ବୁଧବାର ଫସିଥିବା ୪ଜଣକୁ ଉଦ୍ଧାର କରିଛି ପାତ୍ରପୁର ଦମକଳ ବାହିନୀ। ସେମାନେ ହେଲେ ବେହେରାପୁଟୁ ଗ୍ରାମର ସବିତା କାର୍ଯୀ (୧୯), ନରସିଂହ କାର୍ଯୀ (୪୫), ଏଲଗଲ ଗ୍ରାମର ଦଣ୍ଡପାଣି କାର୍ଯୀ (୧୬),…

ଶ୍ୱାସରୋଗରୁ ଦୂରେଇ ରଖେ ଏହି ଫୁଲ…

ଅରଖଫୁଲର ଅନେକ ଔଷଧୀୟ ଗୁଣ ରହିଛି । ବିଭିନ୍ନ ରୋଗ ଦୂର କରିବାରେ ଏହା ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ଅରଖ ଗଛର ପତ୍ର ଓ ଫୁଲ ଶ୍ୱାସରୋଗ, ଡାଇବେଟିସ୍‌ ଆଦି ରୋଗକୁ ଭଲ କରିଥାଏ ବୋଲି କୁମାୟୁନ ଆୟୁର୍ବେଦ ବିଶ୍ୱବିଦ୍ୟାଳୟରେ…

ଟ୍ରାନ୍ସଫର୍ମର ଅଚଳ, ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଯୋଡ଼ା,୭।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଜଲହରି ପଞ୍ଚାୟତର ଜଲହରିଠାରେ ଟ୍ରାନ୍ସଫର୍ମର ଅଚଳ ଯୋଗୁ ୧୫ ଦିନ ଧରି ଗ୍ରାମବାସୀ ଅନ୍ଧାରରେ ରହିଥିବା ଅଭିଯୋଗ କରିଛନ୍ତି। ଏନେଇ ଗ୍ରାମବାସୀ ବିଦ୍ୟୁତ ବିଭାଗ କର୍ତ୍ତୃପକ୍ଷଙ୍କୁ ଲିଖିତ ଭାବେ ଜଣାଇଥିବା ପ୍ରକାଶ କରିଛନ୍ତି। ଜଲହରି,…

କାନ୍ଦିଲେ ଭେଙ୍କାୟା: କହିଲେ, ଏଥର ରାଖୀରେ ଖାଲି ରହିବ ହାତ

ନୂଆଦିଲ୍ଲୀ, ୭।୮: ଶୋକାକୁଳ ପରିବେଶ ମଧ୍ୟରେ ଦିଲ୍ଲୀର ଲୋଧି ରୋଡ ଶ୍ମଶାନ ଘାଟଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ୨୧ଟି ତୋପ ସଲାମୀର ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ କରାଯାଇଛି।…

ଶାହାରୁଖଙ୍କ ଝିଅ ସୁହାନା ଫିଲ୍ମରେ କରିବେ ଡେବ୍ୟୁ

ଶାହାରୁଖ ଖାନ୍‌ଙ୍କ ଝିଅ ସୁହାନା ଫିଲ୍ମରେ ଡେବ୍ୟୁ କରିବା ନେଇ ଚର୍ଚ୍ଚା ହୋଇ ଆସୁଥିଲା। କିନ୍ତୁ ଏକ ସାକ୍ଷାତକାରରେ ଶାହାରୁଖ ସ୍ପଷ୍ଟ କରିଥିଲେ କି, ତାଙ୍କ ଝିଅ ଫଲ୍ମରେ ଡେବ୍ୟୁ କରିବେ ସତ କିନ୍ତୁ ଏବେ ନୁହେଁ। ତେଣୁ ସୁହାନା କେବେ…

କାନ୍ଦିଲେ ୯୬ ବର୍ଷୀୟ ଧର୍ମପାଲ ଗୁଲାଟୀ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପାର୍ଥିବ ଶରୀର ଦେଖି କାନ୍ଦି ପକାଇଛନ୍ତି ଏମଡିଏଚ୍‌ କମ୍ପାନୀର ମାଲିକ ମହାଶୟ ଧର୍ମପାଲ ଗୁଲାଟୀ। ୯୬ବର୍ଷୀୟ ଗୁଲଟୀ ସୁଷମାଙ୍କ ଶେଷ ଦର୍ଶନ ପାଇଁ ଭାଜପା କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ତାଙ୍କୁ ଦେଖିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri