Home

ସରକାରୀ ବିଭାଗ-ନିର୍ଦ୍ଦେଶାଳୟ ମିଶ୍ରଣ ପ୍ରସଙ୍ଗ: କର୍ମଚାରୀ ମହଲ ପ୍ରତିକ୍ରିୟା ଉପରେ ସରକାରଙ୍କ ନଜର

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ଥିବା ବିଭାଗଗୁଡିକ ସହ ସଂପୃକ୍ତ ନିର୍ଦ୍ଦେଶାଳୟ ମିଶ୍ରଣ ନେଇ ଗତ ୨୧ତାରିଖରେ ଜିଏ ଏଣ୍ଡ ପିଜି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହା ପରେ ଓଡ଼ିଶା ସଚିବାଳୟ ସେବା ସଂଘ(ଓଏସ୍‌ଏସ୍‌) କ୍ୟାଡରଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା…

ଏମାର ମଠ ଉଚ୍ଛେଦ ଜାରି: ମହନ୍ତଙ୍କୁ ନେଇ ବଢୁଛି ଉତ୍କଣ୍ଠା

ପୁରୀ ଅଫିସ, ୩୧ା୮: ବହୁଚର୍ଚ୍ଚିତ ଏମାର ମଠ ଭଙ୍ଗାକୁ ନେଇ ଦିନକୁ ଦିନ ନାନା ପ୍ରକାର ଚର୍ଚ୍ଚା ଚାଲିଛି। ତେବେ ଶୁକ୍ରବାର ବ୍ରିଟିଶ ଅମଳର ରଘୁନନ୍ଦନ ଲାଇବ୍ରେରି ମାଟିରେ ମିଶିଥିବା ବେଳେ ମଠର ୧୩ ଦୋକାନ ଘରକୁ ଉଚ୍ଛେଦ କରାଯାଇଛି। ହେଲେ…

ଶିଶୁପାଳଗଡ଼ କୀର୍ତ୍ତିରାଜି ବିପନ୍ନ: ଆଇନଜୀବୀଙ୍କ ପକ୍ଷରୁ ବିଡିଓ, ବିଏମ୍‌ସି କମିଶନରଙ୍କୁ ନୋଟିସ

ପୁରୁଣା ଭୁବନେଶ୍ୱର, ୩୧ା୮(ଡି.ଏନ.ଏ.): ବିଭାଗୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତା ମନୋଭାବ ଯୋଗୁ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ବିଭିନ୍ନ କୀର୍ତ୍ତିରାଜି ବିପନ୍ନ ହେବାକୁ ବସିଛି। ତନ୍ନମଧ୍ୟରୁ ଶିଶୁପାଳଗଡ ଅନ୍ୟତମ। ଏକଦା ୫୬୭ ଏକର ପରିମିତ ଅଞ୍ଚଳରେ ଗଡ ପରିସୀମା ଥିଲା ବୋଲି ଏଏସ୍‌ଆଇ ପକ୍ଷରୁ…

ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ବିଗ୍‌ ବ୍ୟାଙ୍ଗ୍‌ ଘୋଷଣା

ନୂଆଦିଲ୍ଲୀ,୩୧ା୮: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂର କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ମାସ ୨୩ରେ ବଡ଼ ଧରଣର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ତେବେ ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ଲକ୍ଷ୍ୟରେ…

ଓଡ଼ିଶୀରେ ଶିବ ତାଣ୍ଡବ ପରିବେଷଣ: ତିନିଜଣଙ୍କୁ ଜ୍ୟୋତି କଳାମନ୍ଦିର ଓଡ଼ିଶୀ ସମ୍ମାନ

ପୁରୁଣା ଭୁବନେଶ୍ୱର,୩୧ା୮ (ଡି.ଏନ.ଏ.): ଜ୍ୟୋତି କଳାମନ୍ଦିର ଏବଂ କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚର ମିଳିତ ଆୟୋଜନରେ ଜ୍ୟୋତି କଳାମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ସନ୍ଧ୍ୟାରେ ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୁରୁ ଜ୍ୟୋତି ରାଉତଙ୍କ…

ପୋଲିସର ଦକ୍ଷତା ମାପିବେ ଜନତା

ଭୁବନେଶ୍ୱର, ୩୧ା୮(ବ୍ୟୁରୋ): ପୋଲିସର ଦକ୍ଷତା ମାପିବେ ସାଧାରଣ ଜନତା। ଥାନାରେ ପୋଲିସର ଅଭିଯୋଗକାରୀଙ୍କ ପ୍ରତି ବ୍ୟବହାର କିଭଳି ରହୁଛି ଓ ତଦନ୍ତରେ ଅଭିଯୋଗକାରୀ କେତେ ସନ୍ତୁଷ୍ଟ ସେନେଇ ପୋଲିସକୁ ମାର୍କ ଦେବେ ଅଭିଯୋଗକାରୀ। ଯେଉଁ ଥାନା ବିରୋଧରେ ମାର୍କ ଆସିବ ସେହି…

‘କାମ କରିବାକୁ ଶପଥ ନେଉ ବିଏମ୍‌ସି’

ଭୁବନେଶ୍ୱର,୩୧ା୮: ସାରା ରାଜ୍ୟରେ ଶନିବାର ପାଳନ ହେବ ସ୍ବାୟତ୍ତ ଶାସନ ଦିବସ। ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ ହେବ। ରାଜଧାନୀ ଭୁବନେଶ୍ୱରରେ ଏନେଇ ଅନେକ କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି। ଲୋକଙ୍କୁ ଉନ୍ନତ ପୌରସେବା ଯୋଗାଇବାକୁ ଭୁବନେଶ୍ୱର ମହାନଗର…

ଡିଜିଟାଇଜେଶନ ହେବ ‘କଳାଭୂମି’ କଳାକୃତି: ସିଡାକ୍‌ ଏବଂ ‘ସିଏ ଆଣ୍ଡ୍‌ ଏ’ ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ପୂର୍ବ ଭାରତର ସର୍ବବୃହତ୍‌ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂଗ୍ରହାଳୟ ‘କଳାଭୂମି’ ଏହାର ନିଆରା କନ୍‌ସେପ୍ଟ ପାଇଁ ଦେଶବିଦେଶରେ ଲୋକପ୍ରିୟତା ହାସଲ କରିଥିବାବେଳେ ଏହାର ବିକାଶ ଲାଗି ଆଉ ଏକ ପଦକ୍ଷେପ ନେବାକୁ ଯାଉଛି ରାଜ୍ୟ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ…

ଆର୍ଥିକ ଗତିବିଧି ନେଇ ଧର୍ମେନ୍ଦ୍ରଙ୍କ ଆଲୋଚନା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରୁଷ ଗସ୍ତର ଦ୍ୱିତୀୟ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ବିଶ୍ୱର ଅଗ୍ରଣୀ ଇସ୍ପାତ୍‌ ଉପତ୍ାଦନକାରୀ ଏଭରାଜ୍‌ ଗ୍ରୁପର ସିଇଓ ଆଲେକ୍‌ଜାଣ୍ଡର ଫ୍ରୋଲୋଭ ଏବଂ ସ୍କୋଲ୍‌କୋଭୋ ଫାଉଣ୍ଡେଶନ ମୁଖ୍ୟ ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଆରକେଡି ଡିଭୋରକୋଡିକ୍‌ଙ୍କୁ ଭେଟିଛନ୍ତି। ଏହି…

ବିଳମ୍ବ ହେଲା ଠାକୁରଙ୍କ ନୀତିକାନ୍ତି

ପୁରୀ ଅଫିସ,୩୧ା୮: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ପ୍ରାଥମିକ ପର୍ଯ୍ୟାୟରେ ଜିଲା ପ୍ରଶାସନ ଅସୁରକ୍ଷିତ କୋଠା ଭାଙ୍ଗୁଛି। ଶୁକ୍ରବାର ଭଙ୍ଗାଯାଇଛି ବହୁ ଚର୍ଚ୍ଚିତ ଏମାର ମଠର ରଘୁନନ୍ଦନ ଲାଇବ୍ରେରୀ ଏବଂ ଦୋକାନ ଘର। ତେବେ ଏହି ଉଚ୍ଛେଦ ପାଇଁ…

ନିଷ୍କାସନ ହୋଇପାରୁନି ଆବର୍ଜନା ପାଣି: ପୂତ୍ତି ଗନ୍ଧମୟ ପରିବେଶରେ ଗଡତରାସ

ବନ୍ତଳା,୩୧।୮(ଡି.ଏନ.ଏ.) ଘର ଆଗରେ ଜମି ରହିଛି ବର୍ଷା, ଆବର୍ଜନା ପାଣି। ନିଷ୍କାସନର ବାଟ ନ ଥିବାରୁ ଏହା ଘରେ ପଶୁଛି। ଦୁର୍ଗନ୍ଧରେ ନାକ ଫାଟି ପଡୁଛି। ହେଲେ ଉପାୟ ନ ଥିବାରୁ ବାଧ୍ୟ ହୋଇ ସେହି ପାଣିରେ ପଶି ଯାତାୟାତ କରୁଛନ୍ତି…

କନ୍ୟା ଭ୍ରୂଣ ହତ୍ୟା ରୋକିବାକୁ ଗୁରୁତ୍ୱ: ପ୍ରସବ ବିବରଣୀ ଦେବେ ଘରୋଇ କ୍ଲିନିକ୍‌

ଅନୁଗୋଳ ଅଫିସ, ୩୧।୮ – ଜିଲାରେ ଚାଲୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକ ଓ ନର୍ସିଂହୋମରେ କଡାକଡି ପାଳନ ହେବ ଲିଙ୍ଗ ନିରୂପଣ ନିରୋଧୀ ସମ୍ପର୍କିତ ପିସିଆଣ୍ଡପିଏନ୍‌ଡିଟି ଆଇନ। ସମସ୍ତ ଘରୋଇ ପଞ୍ଜୀକୃତ କ୍ଲିନିକ୍‌ଗୁଡ଼ିକ ପ୍ରତିମାସ ଶେଷରେ ପ୍ରସବ ବିବରଣୀ ସମ୍ପୃକ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?