ଭୁବନ ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ବର୍ଷାପାଣି
ଭୁବନ, ୭।୮(ଡି.ଏନ୍.ଏ.)-ଲଘୁଚାପ ପ୍ରଭାବରେ ମଙ୍ଗଳବାର ସନ୍ଧ୍ୟାରେ ଭୁବନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଏହାର ସିଧାସଳଖ ପ୍ରଭାବ ପଡ଼ିଛି ସ୍ବାସ୍ଥ୍ୟସେବା ଉପରେ। ଡାକ୍ତରଖାନାରେ ବର୍ଷାଜଳ ପଶିଛି। ରାତି ୯ଟା ସୁଦ୍ଧା ରୋଗୀଙ୍କ ଓ୍ବାର୍ଡ, ଅପରେଶନ ଥିଏଟର, ଲେବର ରୁମ୍, ବାରଣ୍ଡାରେ ପାଣି…
କଂଗ୍ରେସ ଆଣିଲା ସଙ୍ଗିନ ଅଭିଯୋଗ: ‘କ୍ଷତିପୂରଣ ପାଇଁ ଲାଞ୍ଚ ମାଗୁଛନ୍ତି ଅଧିକାରୀ’
ଢେଙ୍କାନାଳ ଅଫିସ, ୭ା୮-ଢେଙ୍କାନାଳ ଦେଇ ଯାଇଥିବା ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ଆଣିଛି ଜିଲା କଂଗ୍ରେସ। କ୍ଷତିପୂରଣ ସମ୍ପର୍କିତ ତଥ୍ୟ ସାର୍ବଜନୀନ କରିବାକୁ ଦାବି କରି ମଙ୍ଗଳବାର ଦଳୀୟ କର୍ମକର୍ତ୍ତା ଜିଲାପାଳଙ୍କୁ ସ୍ମାରକପତ୍ର ଦେଇଛନ୍ତି।…
ଢେଙ୍କାନାଳରେ ବିଦେଶୀ ଆର୍କିଟେକ୍ଟ: ବଦଳିବ ବସ୍ତି ରୂପରେଖ
ଢେଙ୍କାନାଳ ଅଫିସ, ୭।୮-ରାଜ୍ୟ ସରକାରଙ୍କ ଜାଗା ମିଶନ ପାଇଲଟ୍ ପ୍ରୋଜେକ୍ଟରେ ସାମିଲ ହୋଇଛି ଢେଙ୍କାନାଳ ପୌରାଞ୍ଚଳ। ଏହାପରେ ସହରର ରୂପରେଖ ସାଙ୍ଗକୁ ଢାଞ୍ଚାଗତ ପରିବର୍ତ୍ତନ ଲାଗି ପ୍ରୟାସ ଆରମ୍ଭ ହୋଇଛି। ଏହି ଯୋଜନାରେ ଡ୍ରେନେଜ୍ ବ୍ୟବସ୍ଥା, ରାସ୍ତା ନିର୍ମାଣ, ବସ୍ତି ବାସିନ୍ଦାଙ୍କ…
ଆଇନଜୀବୀରୁ ବହିର୍ବ୍ୟାପାର ମନ୍ତ୍ରୀ
ନୂଆଦିଲ୍ଲୀ, ୭ା୮: ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତି ୧୧ଟାରେ ହୃଦ୍ଘାତରେ ପରଲୋକ ହୋଇଯାଇଛି। ବୁଧବାର ନୂଆଦିଲ୍ଲୀସ୍ଥିତ ଲୋଧିରୋଡ ଶବଦାହ ଗୃହରେ ଅନ୍ତିମ ସଂସ୍କାର କରାଯିବ। ଗାନ୍ଧୀଙ୍କ ପରେ ଦେଶର ଦ୍ୱିତୀୟ ମହିଳା…
ସୁଷମା ସ୍ବରାଜଙ୍କ ପରଲୋକ
ନୂଆଦିଲ୍ଲୀ,୭ା୮(ପି.ଟି.)- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା ୧୫ ମିନିଟରେ ଏମ୍ସର…
୧୨ନଂ ୱାର୍ଡବାସୀ ହୀନସ୍ତା
ଫୁଲବାଣୀ ଅଫିସ, ୭ା୮-ଗ୍ରାମାଞ୍ଚଳ ନୁହେଁ ସହରରେ ବି ଲୋକଙ୍କୁ ପାଣି ମିଳୁନି। ୬ ବର୍ଷ ହେଲା ପାଣି ଟାଙ୍କି ନିର୍ମାଣ ହୋଇଛି। ଖାଲି ରଙ୍ଗ ଲଗାଯାଇ ବିଲ୍ କରାଯାଉଛି। ହେଲେ ଲୋକେ କିପରି ପାଣି ପାଇବେ ସେଥିପ୍ରତି ଦୃଷ୍ଟି ଦିଆଯାଉନାହିଁ। ବାଲିଗୁଡା…
ରୋଗୀଙ୍କ ପାଇଁ ହେବ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ
ଛତ୍ରପୁର,୭ା୮(ଡି.ଏନ.ଏ.) -ପ୍ରତ୍ୟେକ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ ନିର୍ମାଣ କରାଯିବ। ଗୃହ ସଂଲଗ୍ନ ଶୌଚାଳୟ ରହିବ। ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ହେବ। ଏଥିରେ ଆବଶ୍ୟକ ପଙ୍ଖା ଓ ଟେଲିଭିଜନ ବ୍ୟବସ୍ଥା କରାଯିବା ସହ ରୋଗୀଙ୍କୁ ନେଇ ଆସୁଥିବା…
ଆସିଲା ଡେଙ୍ଗୁ, ଏଡିଶ ମଶାକୁ ଭୟ
ବ୍ରହ୍ମପୁର ଅଫିସ,୭ା୮-ବର୍ଷା ଆଗମନରେ ଆସିଯାଇଛି ଡେଙ୍ଗୁ ଋତୁ। ଜିଲାବାସୀଙ୍କୁ ଏବେ ଘାରିଛି ଚିନ୍ତା। ବିଶେଷକରି ବ୍ରହ୍ମପୁର ସହରରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଯୋଗୁ ଚିନ୍ତା ଆହୁରି ବଢିଯାଇଛି। କେଉଁଠି ନାଳ ଚୋକ ହୋଇ ରହିଛି ତ ଆଉ କେଉଁଠି ଅଳିଆ ଆବର୍ଜନା…
ଟାଟାଷ୍ଟିଲ କାର୍ଯ୍ୟାଳୟରେ ଜମିହରା ଗ୍ରାମବାସୀଙ୍କ ଦାବି ନେଇ ଆଲୋଚନା: ପ୍ରଶାସନ ନ ଆସିବାରୁ ହେଲାନି ସମାଧାନ
ଯୋଡ଼ା, ୭।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟାଷ୍ଟିଲ କମ୍ପାନୀର ଯୋଡା ଇଷ୍ଟ ଲୁହାପଥର ଖଣି ସମ୍ମୁଖରେ ଯୋଡା ଭୂୟଁା ବସ୍ତିର ଜମିହରା ମାନେ ବିଭିନ୍ନ ଦାବି ନେଇ ଜୁଲାଇ ୪ ତାରିଖରେ ଆନ୍ଦୋଳନ କରିଥିଲେ। ତେବେ ଏହାକୁ ସ୍ଥଗିତ କରାଯାଇଥିଲା। ଅଗଷ୍ଟ ୬ ତାରିଖରେ…
ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ
ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେବା ଘଟଣାକୁ ୪ଦିନ ବିତିଲାଣି। ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ବିଦ୍ୟାଳୟ ମୁଖ୍ୟ ଫାଟକ…
କ୍ୟାମ୍ପସ ସଫେଇ କରୁଛନ୍ତି ଅଧ୍ୟାପିକା ଅଧ୍ୟାପକ
ତିହିଡ଼ି,୭ା୮(ଡି.ଏନ.ଏ.)-ଅଧ୍ୟାପିକା ଅଧ୍ୟାପକମାନେ କ୍ୟାମ୍ପସରେ ଉପସ୍ଥିତ ରହି ଅବସର ସମୟରେ ଗବେଷଣା କାର୍ଯ୍ୟ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧାସ୍ଥିତ ବିରଞ୍ଚତ୍ନାରାୟଣ ମାଧବ ଅର୍ଜୁନ କଲେଜର ଗବେଷଣା ଲାଗି ଆବଶ୍ୟକ ସୁବିଧା ଓ ଭିତ୍ତିଭୂମି ନ ଥିବାରୁ…
ଖୋଲିଲା ସବୁ ଦିନିଆ ଅଭିଯୋଗ ପ୍ରକୋଷ୍ଠ
ବାରିପଦା ଅଫିସ,୭।୮- ଆୟତନ ଦୃଷ୍ଟିରୁ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ ଜିଲା। ଏହି ଜିଲାରେ ୨୬ଟି ବ୍ଲକ, ୨ଟି ମ୍ୟୁନିସିପାଲିଟି ଓ ୨ଟି ଏନଏସି ରହିଛି। ଆଦିବାସୀ ଅଧ୍ୟୁଷିତ ଜିଲା ହୋଇଥିବାରୁ ବିକାଶର ଚିହ୍ନ ଗ୍ରାମାଞ୍ଚଳରେ ପହଞ୍ଚି ପାରୁ ନ ଥିବା…
Archives


