Home

ବର୍ଷାଦିନେ ରାସ୍ତା କାମ, ନାଳ ଖୋଳା

ଖଇରା, ୭।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ସବ୍‌ମାଇନର କେନାଲରେ ରାସ୍ତା ନିର୍ମାଣ ଓ ନାଳ ଖୋଳା କାର୍ଯ୍ୟକୁ ଚାଷୀ ଓ ଗ୍ରାମବାସୀ ବିରୋଧ କରି ମଙ୍ଗଳବାର କାର୍ଯ୍ୟ ବନ୍ଦ କରିଛନ୍ତି ା ବର୍ଷା ସମୟରେ ଏଭଳି ନିର୍ମାଣ କାର୍ଯ୍ୟ…

‘ଭିଜି’ ଟ୍ରଫି :ମୁମ୍ବାଇ ଦଳରେ ଅର୍ଜୁନ ତେନ୍ଦୁଲକର

ମୁମ୍ବାଇ, ୭ା୮ (ପି.ଟି.)-ଆଗାମୀ ‘ଭିଜି’ ଟ୍ରଫି ପାଇଁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁତ୍ର ଅର୍ଜୁନ ତେନ୍ଦୁଲକର ୧୫ ଜଣିଆ ମୁମ୍ବାଇ ଦଳରେ ସ୍ଥାନ ପାଇଛନ୍ତି। ଭିଜି ଟ୍ରଫି ଆନ୍ଧ୍ର ପ୍ରଦେଶରେ ଅଗଷ୍ଟ ୨୨ରୁ ଖେଳାଯିବ। ଅର୍ଜୁନ ହେଉଛନ୍ତି ଜଣେ ବାମହାତୀ…

ଡୁ’ପ୍ଲେସି ଦକ୍ଷିଣ ଆଫ୍ରିକା ଟେଷ୍ଟ ଅଧିନାୟକ

ଜୋହାନ୍ସ ବର୍ଗ, ୭ା୮(ଏଏଫ୍‌ପି)-ଅକ୍ଟୋବରରେ ଖେଳାଯିବାକୁଥିବା ଭାରତ ବିପକ୍ଷ ଟେଷ୍ଟ ସିରିଜରେ ଫାଫ୍‌ ଡୁ’ପ୍ଲେସି ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ଅଧିନାୟକ ଦାୟିତ୍ୱ ତୁଲାଇବେ। କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ)ର ନୂଆ କାର୍ଯ୍ୟକାରୀ ନିର୍ଦ୍ଦେଶକ (କ୍ରିକେଟ) କୋରି ଭାନ୍‌ ଜାଇଲ ମଙ୍ଗଳବାର ପ୍ରକାଶ…

ପ୍ରମୋଦ ଶ୍ରେଷ୍ଠ, ଶୁଭମ୍‌ ଇମର୍ଜିଂ

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି)-ବିଶ୍ୱ ଚାମ୍ପିୟନ ପାରା ବ୍ୟାଡ୍‌ମିଣ୍ଟନ ତାରକା ପ୍ରମୋଦ ଭଗତ ଚଳିତ ବର୍ଷର ସ୍ପୋଟର୍‌ସଲଗ୍‌ଅନ୍‌ ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେହିପରି ପାରା ବ୍ୟାଡ୍‌ମିଣ୍ଟନ କୋଚ୍‌ ଶିବ ପ୍ରସାଦ ଦାସ ଶ୍ରେଷ୍ଠ କୋଚ୍‌,…

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର: ପ୍ରମୋଦ ଶ୍ରେଷ୍ଠ କ୍ରୀଡ଼ାବିତ୍‌

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି)-ପାରା ଆଥଲେଟ୍‌ ପ୍ରମୋଦ ଭଗତ ୨୦୧୮ ମସିହା ପାଇଁ ବିଜୁ ପଟ୍ଟନାୟକ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ମଙ୍ଗଳବାର ପୁରସ୍କାର ପାଇଁ କମିଟି ବୈଠକ ବସି ଏହି ନିଷ୍ପତ୍ତି ନିଆ ଯାଇଛି। ମିଳିଥିବା ସୂଚନା ଅନୁସାରେ…

ଟି୨୦ ସିରିଜ: ଭାରତର କ୍ଲିନ୍‌ ସୁଇପ୍‌

ଗୁୟାନା, ୭।୮(ପି.ଟି.)- ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୫ଟି ବଲ୍‌ ବାକି ଥାଇ ୭ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ହରାଇଛି। ଏଥିସହ ଭାରତ ୩-୦ରେ…

ବିଶ୍ୱ ବ୍ୟାଡମିଣ୍ଟନ୍‌ ର଼୍ୟାଙ୍କିଙ୍ଗ୍‌: ନବମସ୍ଥାନକୁ ଉଠିଲେ ରାଙ୍କିରେଡ୍ଡୀ- ସେଟ୍ଟୀ

ନୂଆଦିଲ୍ଲୀ,୭।୮(ପି.ଟି.)- ସଦ୍ୟ ପ୍ରକାଶିତ ବିଶ୍ୱ ବ୍ୟାଡିମିଣ୍ଟନ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ପୁରୁଷ ଡବଲ୍ସ ଯୋଡି ସାତ୍ତିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଉନ୍ନତି କରିଛନ୍ତି। ଡବଲ୍ସ ର଼୍ୟାଙ୍କିଙ୍ଗ୍‌ରେ ଏହି ଯୋଡି ୭ଟି ସ୍ଥାନ ଉପରକୁ ଶ୍ରେଷ୍ଠ-୧୦ରେ ପ୍ରବେଶ କରିଛନ୍ତି। ଥାଇଲାଣ୍ଡ ଓପନ୍‌ରେ ଐତିହାସିକ…

ଡିଶ୍‌ ଟିଭି ସହ ମିଶିଯିବ ଏୟାରଟେଲ

ନୂଆଦିଲ୍ଲୀ,୭-୮:ଦେଶର ଦୁଇ ପ୍ରମୁଖ ଡିଟିଏଚ୍‌ କମ୍ପାନୀ ଚଳିତ ମାସ ଶେଷ ସୁଦ୍ଧା ମିଶିଯିବେ। ଏସେଲ ଗ୍ରୁପ୍‌ କମ୍ପାନୀ ଡିଶ୍‌ ଟିଭିକୁ ଖୁବଶୀଘ୍ର ଭାରତୀ ଏୟାରଟେଲ କିଣିବ। ମିଶ୍ରଣ ପରେ ଏୟାରଟେଲ ଡିଜିଟାଲ ଟିଭି ଦେଶର ସର୍ବବୃହତ ଡିଟିଏଚ୍‌ କମ୍ପାନୀ ହେବ। ଏହା…

ଇ-କମର୍ସ ନୀତିରେ ଖାଉଟିଙ୍କ ସୁରକ୍ଷାକୁ ଅଗ୍ରାଧିକାର;୧୪ ଦିନ ଭିତରେ ଦେବାକୁ ହେବ ରିଫଣ୍ଡ

ନୂଆଦିଲ୍ଲୀ,୭-୮: କେନ୍ଦ୍ର ସରକାର ଇତିମଧ୍ୟରେ ଇ-କମର୍ସ ଲାଗି ଗାଇଡଲାଇନ ଚିଠା ପ୍ରସ୍ତାବ ଜାରି କରିଛନ୍ତି। ଉପଭୋକ୍ତାଙ୍କ ହିତକୁ ଏଥିରେ ଅଗ୍ରାଧିକାର ଦିଆଯାଇଛି। ପ୍ରସ୍ତାବ ଅନୁଯାୟୀ ଅନ୍‌ଲାଇନ ସପିଂ କମ୍ପାନୀଗୁଡ଼ିକ ସାମଗ୍ରୀ ଏବଂ ସେବା ଯୋଗାଣ ଲାଗି ବିକ୍ରେତାଙ୍କ ସମ୍ପୂର୍ଣ୍ଣ ତଥ୍ୟ ନିଜ…

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ନିୟମ କୋହଳ

ମୁମ୍ବାଇ,୭-୮: ସାରା ଦେଶରେ କୋଟି କୋଟି ଜିରୋ ବାଲାନ୍ସ ଆକାଉଣ୍ଟଧାରୀ (ଜନଧନ ଆକାଉଣ୍ଟଧାରୀ)ଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ସେପ୍ଟେମ୍ବର ପହିଲାରୁ ନୂଆ ସୁବିଧା ଦେବାକୁ ଘୋଷଣା କରିଛନ୍ତି। କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ବ୍ୟାଙ୍କଗୁଡ଼ିକ ପାଇଁ ଏକ ନୂଆ ଆଡଭାଇଜାରୀ ଜାରି କରାଯାଇଛି।…

୫୯ ମିନିଟରେ ମିଳିବ ରିଟେଲ ଋଣ

ନୂଆଦିଲ୍ଲୀ,୭-୮: ଦେଶର ଅର୍ଥନୀତିକୁ ଗତିଶୀଳ କରିବାକୁ ହେଲେ ଚାହିଦା ବୃଦ୍ଧି କରିବାକୁ ହେବ। ଏହାକୁ ଦୃଷ୍ଟିରେ ରଖି ସରକାର ମାତ୍ର ୫୯ ମିନିଟରେ ରିଟେଲ ଋଣ ପ୍ରଦାନ କରିବାକୁ ବିଚାର କରୁଛନ୍ତି। ଅର୍ଥ ମନ୍ତ୍ରଣାଳୟ ସହ ବ୍ୟାଙ୍କ ମୁଖ୍ୟମାନଙ୍କ ବୈଠକରେ ଏ…

ଜେ ଆଣ୍ଡ କେ ବ୍ୟାଙ୍କ ସରକାରଙ୍କ ନିୟନ୍ତ୍ରଣକୁ ଆସିବ

ନୂଆଦିଲ୍ଲୀ,୭-୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟିବା ପରେ ଏବେ କେନ୍ଦ୍ର ସରକାର ଜେ ଆଣ୍ଡ କେ ବ୍ୟାଙ୍କକୁ ନିଜ ନିୟନ୍ତ୍ରଣକୁ ନେବେ। ବର୍ତ୍ତମାନ ଏହି ବ୍ୟାଙ୍କର ୬୦ ପ୍ରତିଶତ ଅଂଶଧନ ରାଜ୍ୟ ସରକାରଙ୍କ ନିକଟରେ ରହିଛି। ଏହା ରାଜ୍ୟର ସବୁଠାରୁ ପ୍ରମୁଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri