Home

୨ବର୍ଷର ପିଲା ପାଇଁ ହାରୀ ପୋଟରଙ୍କ କାହାଣୀରେ ଥିବା ଘର ତିଆରି କଲେ ଅଭିଭାବକ

ପିଲାମାନଙ୍କୁ ଭଗବାନଙ୍କ ରୂପ କୁହାଯାଇଥାଏ। ପ୍ରାୟ ଅଧିକାଂଶ ଘରର ବୟୋଜ୍ୟେଷ୍ଠମାନେ ପିଲାମାନଙ୍କ ଇଚ୍ଛା ପୂରଣ କରିଥାନ୍ତି। ସେମିତି ଏକ ଘଟଣା କାନାଡ଼ା ସହରରେ ଦେଖିବାକୁ ମିିଳିଛି। ୨ ବର୍ଷର ଜଣେ ଛୋଟ ପିଲାର ଇଚ୍ଛା ପୂରଣ କରିବାକୁ ଯାଇ ପରିବାର ଲୋକେ…

ମୋଦିଙ୍କ ନାଁ ନେବାରୁ ପାକିସ୍ତାନ ନେତାଙ୍କୁ ଲାଗିଲା କରେଣ୍ଟ

ଇସ୍‌ଲାମାବାଦ.୩୦।୮: ଏବେ ଭାରତ ନାଁ ନେଉ ନେଉ ପାକିସ୍ତାନକୁ ଲାଗିଲାଣି କରେଣ୍ଟ। ଶୁକ୍ରବାର ପାକିସ୍ତାନର ରେଲ ମନ୍ତ୍ରୀ ଶେଖ୍‌ ରସିଦ୍‌ ଅହମ୍ମଦ ଏକ ଜନସଭାକୁ ସମ୍ବୋଧନ ଦେବା ସମୟରେ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁ ଉଚ୍ଚାରଣ କରିଥିଲେ। ଆଉ ଏହି ସମୟରେ…

ଟ୍ରେନ୍‌ର ଭ୍ରମ ସୃଷ୍ଟି କରୁଛି ଏହି ସ୍କୁଲ, ଷ୍ଟେଶନ ପରି ସଜେଇ ହୋଇଛି ପାରିପାର୍ଶ୍ୱ

ରେଲ୍‌ଓ୍ବେ ଷ୍ଟେଶନ ତ ଦେଖିଥିବେ ନିଶ୍ଚିତ। କିନ୍ତୁ ଏମିତି ଏକ ସ୍କୁଲ ରହିଛି ଯାହା ଦେଖିବାକୁ ଅବିକଳ ରେଲ୍‌ଓ୍ବେ ଷ୍ଟେଶନ ପରି। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ରାଜସ୍ଥାନର ଅଲଓ୍ବର ସହରରେ ଏମିତି ସ୍କୁଲ ରହିଛି। ସ୍କୁଲର ନାମ ସରକାରୀ ଉଚ୍ଚ ମାଧ୍ୟମିକ…

ବଢିଲା ଚିଦାମ୍ବରମଙ୍କ ରିମାଣ୍ଡ ଅବଧି

ନୂଆଦିଲ୍ଲୀ,୩୦।୮: ଆସନ୍ତା ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ବଢିଲା ଚିଦାମ୍ବରମଙ୍କ ରିମାଣ୍ଡ ଅବଧି। ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଶୁକ୍ରବାର ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ। ଏହି ସମୟରେ ସିବିଆଇ ଚିଦାମ୍ବରମଙ୍କୁ ଆଉ ୫ ଦିନ…

କୋର୍ଟରେ ହାଜର ହେଲେ ଚିଦାମ୍ବରମ

ନୂଆଦିଲ୍ଲୀ,୩୦।୮: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ ଶୁକ୍ରବାର ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ ହାଜର ହୋଇଛନ୍ତି। ତେବେ ଶୁକ୍ରବାର ତାଙ୍କ ରିମାଣ୍ଡ ଅବଧି ସମାପ୍ତ ହେଉଥିବା ବେଳେ ସିବିଆଇ ଶୁଣାଣି ସମୟରେ ଚିଦାମ୍ବରମଙ୍କୁ ଆଉ ୫ ଦିନ…

ଦାରିଙ୍ଗବାଡ଼ି ଥାନା ନୂତନ ଆଇଆଇସି ଭାବେ କାର୍ଯ୍ୟରେ ଯୋଗଦେଲେ କୌଶିକ ମାଝି

ଦାରିଙ୍ଗବାଡ଼ି,୩୦।୮(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାରେ ନୂତନ ଆଇଆଇସି ଭାବେ କୌଶିକ ମାଝି ଗୁରୁବାର କାର୍ଯ୍ୟରେ ଯୋଗଦେଇଛନ୍ତି । ସେ ବ୍ରହ୍ମପୁର ଅଞ୍ଚଳର ବିଭିନ୍ନ ଥାନାରେ ଦୀର୍ଘ ୬ ବର୍ଷ ଧରି ସବ୍‌ଇନ୍ସପେକ୍ଟର ଏବଂ ଆଇଆଇସି ଭାବେ କାର୍ଯ୍ୟ କରିଛନ୍ତି। ସାଇବର…

ପାଥର୍ଲାରେ ଆଗୁଆ ନୂଆଁଖାଇ: ଗ୍ରାମଦେବତୀଙ୍କୁ ବରଣ କାର୍ଯ୍ୟଶେଷ

କେସିଙ୍ଗା,୩୦।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଥର୍ଲା ପଞ୍ଚାୟତର ପାଥର୍ଲା, ବାହାଦୂରପଦର, ଓ ପାଲଗାପଡ଼ା ଗ୍ରାମରେ ଶନିବାର ନୂଆଁଖାଇ ପର୍ବ ପାଳନ ହେବ। ଏ ନେଇ ପାଥର୍ଲା ଗ୍ରାମରେ ଆଗୁଆ ନୂଆଁଖାଇ ଲାଗି ଶୁକ୍ରବାର ଗ୍ରାମଦେବତୀଙ୍କ ବରଣ କାର୍ଯ୍ୟ ଶେଷ ହୋଇଛି।…

ଠକେଇ ମାମଲାରେ କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀଙ୍କ ନାଁରେ ଓ୍ବାରେଣ୍ଟ ଜାରି

ହାଇଦ୍ରାବାଦ,୩୦।୮: କଂଗ୍ରେସ ନେତ୍ରୀ ରେଣୁକା ଚୌଧୁରୀଙ୍କ ନାଁରେ ଜାମିନ ବିହିନ ଓ୍ବାରେଣ୍ଟ ଜାରି କରାଯାଇଛି। ୪ ବର୍ଷ ତଳର ଏକ ଠକେଇ ମାମଲାକୁ ନେଇ ରେଣୁକାଙ୍କ ନାଁରେ ଏହି ଓ୍ବାରେଣ୍ଟ ଜାରି କରାଯାଇଥିବା ସୂଚନା ମିଳିଛି। ଏହି ମାମଲାରେ ପୂର୍ବରୁ ତାଙ୍କୁ…

ଜଳେଶ୍ବରରୁ ୬ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ବର, ୩୦।୮(ବ୍ୟୁରୋ): କଟକ ଅବକାରୀ ବିଭାଗର ଭ୍ରାମ୍ୟମାଣ ଫ୍ଲାଇଂ ସ୍କ୍ବାଡ୍‌ ତରଫରୁ ଅଚାନକ ଚଢ଼ାଉ କରାଯାଇ ଜଳେଶ୍ୱର ଷ୍ଟେଶନବଜାର କାଳୀମନ୍ଦିର ସମ୍ମୁଖରୁ ୧ଶହ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି…

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ଯବାନ ଆହତ

ବିଜାପୁର,୩୦।୮: ଛତିଶଗଡ଼ର ବିଜାପୁରରେ ଶୁକ୍ରବାର ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଆଇଇଡି ବସ୍ଫୋରଣରେ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍‌ଜି)ର ଜଣେ ହେଡ୍‌ କନଷ୍ଟେବଳ ଏଥିରେ ଆହତ ହୋଇଥିବା ପୋଲିସ କହିଛି। ତାଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ…

ଭାରରେ ବୁହାହେଲେ ଡଙ୍ଗରିଆ ମହିଳା

ମୁନିଗୁଡା, ୩୦।୮(ଡି.ଏନ୍‌.ଏ.): ରାୟଗଡା ଜିଲା ମୁନିଗୁଡାରେ ଶୁକ୍ରବାର ପୁଣି ଭାରରେ ବୁହାହେଲେ ଡଙ୍ଗରିଆ ମହିଳା। ଆମ୍ବୁଲାନ୍ସ ନ ପାଇବାରୁ ବାଧ୍ୟହୋଇ ଡେଙ୍ଗୁଣି ଗ୍ରାମରୁ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପର୍ଯ୍ୟନ୍ତ ପ୍ରାୟ ୧୫କିମି ଭାରରେ ବୋହି ଜଣେ ଡଙ୍ଗରିଆ ମହିଳା ରୋଗୀଙ୍କୁ ସମ୍ପର୍କୀୟ…

ଏବେ ଭଲ କାମ କରୁଥିବା ବ୍ୟକ୍ତିଙ୍କ ନାଁରେ ଜାରି ହେବ ଡାକ ଟିକେଟ: ମୋଦି

ନୂଆଦିଲ୍ଲୀ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୧୨ ଜଣ ଆୟୁଷ ବିଶେଷଜ୍ଞଙ୍କ ନାଁରେ ଡାକ ଟିକେଟ ଜାରି କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୁର୍ବେଦ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ସମୟରେ ସେ ଏହି ଡାକ ଟିକେଟ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?