ସକାଳୁ ଅଧାଗ୍ଲାସ୍ ତ୍ରିଫଳା ପାଣି…
ସକାଳୁ ନିତ୍ୟକର୍ମ ପରେ ତ୍ରିଫଳା ପାଣି ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ତ୍ରିଫଳା ପାଣିରେ ଲାକ୍ସାଟିଭ୍, ଭିଟାମିନ୍, ଖଣିଜ ଦ୍ରବ୍ୟ ଆଦି ପ୍ରଚୁର ପରିମାଣରେ ରହିଥାଏ। ହରିଡ଼ା, ବାହାଡ଼ା ଓ ଅଁଳାକୁ ଗୋଟା କିମ୍ବା ଚୂର୍ଣ୍ଣ କରି ରାତିରେ ଅଧାଗ୍ଲାସ୍…
ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼, ଭିତରକାଠ ନିକଟରେ ମହିଳାଙ୍କୁ ମାଡ଼ ଅଭିଯୋଗ
ପୁରୀ ଅଫିସ,୨ା୭: ୧୪ଦିନର ଅଣସର ବିଧି ପରେ ମଙ୍ଗଳବାର ନବଯୌବନ ରୂପରେ ଦର୍ଶନ ଦେଇଛନ୍ତି ଦରୁଦିଅଁ। ହଜାର ହଜାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବଯୌବନ ରୂପ ଦର୍ଶନ କରି କୃତାର୍ଥ ହୋଇଛନ୍ତି। ଅନୁକୂଳ ପାଗ ଯୋଗୁ ଭକ୍ତଙ୍କ ଭିଡ଼ ହୋଇଥିଲା। ଏହାକୁ ଦୃଷ୍ଟିରେ…
ଅକ୍ଟୋବର ପରେ ଦରମା ଦେଇପାରିବନି ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨-୭: ଘରୋଇ କ୍ଷେତ୍ରର ଏୟାର ଲାଇନ୍ସ କମ୍ପାନୀ ଜେଟ୍ ଏୟାରଓ୍ବେଜ୍ ଅର୍ଥ ସଙ୍କଟ କାରଣରୁ ବନ୍ଦ ହୋଇଯାଇଥିବା ବେଳେ ଏବେ ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆରେ ମଧ୍ୟ ସମାନ ସଙ୍କଟ ଦେଖାଦେଇଛି। କମ୍ପାନୀ ନିକଟରେ ଅକ୍ଟୋବର ପରେ କର୍ମଚାରୀଙ୍କୁ ଦରମା…
ଢେଙ୍କାନାଳଯୋଡା ଶିଶୁଙ୍କ ଚିକିତ୍ସା ପାଇଁ ୭ ଜଣିଆ ଡାକ୍ତରୀ ଟିମ୍: ଇକୋ ଟେଷ୍ଟରୁ ଗୋଟିଏ ହୃତପିଣ୍ଡ ଜଣାପଡ଼ିଲା
କଟକ ଅଫିସ, ୨।୭- ଢେଙ୍କାନାଳ ଯୋଡାଶିଶୁଙ୍କ ଚିକିତ୍ସା ପାଇଁ କଟକ ଶିଶୁଭବନରେ ୭ ଜଣିଆ ଡାକ୍ତରୀ ଦଳ ଗଠିତ ହୋଇଛି। ଶିଶୁ ଶଲ୍ୟ ବିଭାଗର ବରିଷ୍ଠ ପ୍ରଫେସର ଡାକ୍ତର ହିରଣ୍ୟ ମହାନ୍ତିଙ୍କ ନେତୃତ୍ୱରେ ଗଠିତ ଏହି ଟିମ୍ରେ ଶିଶୁ ସର୍ଜରୀ ବିଭାଗର…
ବନ ମହୋତ୍ସବରେ ସଂକଳ୍ପ:ମହାପ୍ରଭୁଙ୍କ ସେବା ପାଇଁ ପ୍ରାଚୀ ତଟରେ ହେବ ପଦ୍ମବନ ପ୍ରକଳ୍ପ
ଗୋପ/କାକଟପୁର, ୨।୭(ଡି.ଏନ୍.ଏ.)-୭୦ତମ ବନମୋହତ୍ସବ ଅବସରରେ ପୁରୀ ଜିଲା ଗୋପ ବ୍ଲକ ନୟାହାଟ ସ୍ଥିତ ପ୍ରାଚୀ ତଟରେ ପଦ୍ମବନ ପ୍ରକଳ୍ପ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଶ୍ରୀ ଜଗନ୍ନାଥ ସଂସ୍କୃତିର ଜୀବନରେଖା ପବିତ୍ର ପ୍ରାଚୀ ନଦୀ ଅବବାହିକାରେ ପୂର୍ବପରି ବନାଞ୍ଚଳ ସୃଷ୍ଟି, ମଧୁର ଜଳ…
ରଥଯାତ୍ରା ପାଇଁ ଟ୍ରାଫିକ୍ କଟକଣା: ଏନ୍ଏଚ୍ରେ ୨୪ ଘଣ୍ଟିଆ ପାଟ୍ରୋଲିଂ, ଦୁର୍ଘଟଣା ଗାଡ଼ି ଉଠାଇବା ପାଇଁ ରହିବ କ୍ରେନ୍
କଟକ ଅଫିସ, ୨।୭-ଆସନ୍ତା ୪ ତାରିଖରେ ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। କେବଳ ପୁରୀ ନୁହେଁ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳନ ହେବାକୁ ଯାଉଛି। କଟକରେ ରଥଯାତ୍ରା ପାଳନ ପାଇଁ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି କରାଯାଇଛି। ଏହା କିପରି…
ଚାନ୍ଦବାଲି ଗାଁକୁ ପଶିଲା ଜୁଆର ପାଣି: ନଦୀକୂଳବାସୀ ଆତଙ୍କିତ, ଖରିଫ ଫସଲ ବାଧାପ୍ରାପ୍ତ ହେବା ଆଶଙ୍କା
ଆରଡି, ୨ା୭(ଡି.ଏନ.ଏ.)-ବଙ୍ଗୋପସାଗରରେ ଲଘୁଚାପ ଅବପାତ ରୂପ ନେବା ପରେ ଚାନ୍ଦବାଲି ଜିଲାରେ ଲଗାଣବର୍ଷା ଲାଗି ରହିଛି। ଚାନ୍ଦବାଲି ବ୍ଲକରେ ସର୍ବାଧିକ ବର୍ଷା ହୋଇଛି। ମଙ୍ଗଳବାର ଅମାବାସ୍ୟା ଯୋଗୁ ସମୁଦ୍ର ଅତ୍ୟନ୍ତ ଜୁଆରିଆ ରହିଛି। ମୁହାଣ ଦେଇ ବୈତରଣୀକୁ ଅଧିକ ଜୁଆର ପାଣି…
କପାଳୀ କ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ
ବନ୍ତ,୨ା୭(ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକର କପାଳୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋସତ୍ବ ଅନୁଷ୍ଠିତ ହୋଇଯାଇଛି। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଯୌବନ ବେଶ ଦର୍ଶନ କରିଥିଲେ। ମଙ୍ଗଳବାର ସକାଳେ ଦିଅଁମାନେ ରନତ୍ବେଦିକୁ ବିଜେ କରିଥିଲେ। ଠାକୁରଙ୍କୁ ବିଭିନ୍ନ ଅଳଙ୍କାରରେ ସୁସଜ୍ଜିତ କରାଯାଇଥିଲା। ପୂଜକ ପଦ୍ମନାଭ…
କୂଳ ଲଙ୍ଘୁଛି ଜନନୀ ଯନ୍ତ୍ରଣା: ଖଟିଆରେ ୪ କି.ମି. ବୁହାହେଲେ ଗର୍ଭବତୀ ମା’, ପାହାଡରେ ଜନ୍ମଦେଲେ ଶିଶୁକନ୍ୟା
ନୂଆପଡା ଅଫିସ/ଖଡିଆଳ,୨ା୭: ଶିଶୁ, ମାତୃ ମୃତ୍ୟୁହାର କମାଇବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏଥିସକାଶେ ଆନୁଷ୍ଠାନିକ ପ୍ରସବ ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉଛି । ହେଲେ ନୂଆପଡ଼ା ଜିଲା ସଦର ମହକୁମାଠାରୁ ୮୦ କି.ମି. ଦୂର ଦୁର୍ଗମ…
ଏନ୍ସିଏ ଦାୟିତ୍ୱ ନେଇ ନାହାନ୍ତି ଡ୍ରାଭିଡ
ନୂଆଦିଲ୍ଲୀ, ୨ା୭ (ଏଏଫ୍ପି)-ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଜନିତ ସମସ୍ୟା ଯୋଗୁ ରାହୁଲ ଡ୍ରାଭିଡ ନ୍ୟାଶନାଲ କ୍ରିକେଟ ଏକାଡେମୀ (ଏନ୍ସିଏ)ର କ୍ରିକେଟମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିପାରୁ ନାହାନ୍ତି। ସେ ଜୁଲାଇ ୧ରେ ତାଙ୍କ ନୂଆ ଦାୟିତ୍ୱ ଗ୍ରହଣ କରିଥାନ୍ତେ। ଡ୍ରାଭିଡ ବର୍ତ୍ତମାନ…
ଶ୍ରୀନହରକୁ ବିଜେ ହେଲା ଖଡ଼ିପ୍ରସାଦ: ମହାପ୍ରଭୁଙ୍କର ହେଲା ବନକଲାଗି
ପୁରୀ ଅଫିସ, ୨ା୭: ଶ୍ରୀନହରକୁ ମଙ୍ଗଳବାର ଖଡ଼ି ପ୍ରସାଦ ବିଜେ କରାଯାଇଛି। ପୂର୍ବାହ୍ନରେ ଦତ୍ତମହାପାତ୍ର ସେବକ ଏବଂ ଦଇତାପତି ସେବକମାନେ ଶ୍ରୀନହରକୁ ଖଡ଼ି ପ୍ରସାଦ ବିଜେ କରାଇଥିଲେ। ପତି ମହାପାତ୍ର ସଂସ୍କାର କରିବା ପରେ ମହାପ୍ରଭୁଙ୍କୁ ଖଡ଼ି ପ୍ରସାଦ ଲାଗି ହୋଇଥିଲା।…
ଯେଉଁଠି ଟାର୍ଗେଟ୍ ପୂରଣ ନ କଲେ କର୍ମଚାରୀଙ୍କୁ ଲଣ୍ଡା ହୋଇ ବୁଲିବାକୁ ପଡ଼ିଥାଏ
ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଏଭଳି ଏକ କମ୍ପାନୀ ବିଷୟରେ ଏବେ ଶୁଣିବାକୁ ମିଳୁଛି, ଯେଉଁଠାରେ କର୍ମଚାରୀଙ୍କୁ କାମ ବିଳମ୍ବ ହେଲେ, ଟାର୍ଗେଟ୍ ପୂରା କରି ନ ପାରିଲେ ପରିସ୍ରା ପିଇବାକୁ ପଡିଥାଏ। କେବଳ ସେତିକି…
Archives


