କଶ୍ମୀର ନିଷ୍ପତ୍ତି ନେଇ ଅନ୍ୟ ଦେଶକୁ ଜଣାଇଲା ଭାରତ
ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟ ବିଭାଜନ ସମ୍ପର୍କିତ ନିଷ୍ପତ୍ତି ଭାରତ ଜାତିସଂଘ ସୁରକ୍ଷା ପରିଷଦର ୫ ସଦସ୍ୟ ରାଷ୍ଟ୍ର ସମେତ ଅନ୍ୟ ଦେଶର ରାଷ୍ଟ୍ରଦୂତମାନଙ୍କୁ ଜଣାଇଦେଇଛି। ଏହା ଭାରତର ଆଭ୍ୟନ୍ତରୀଣ ନିଷ୍ପତ୍ତି। ଉକ୍ତ ଅଞ୍ଚଳକୁ ଉତ୍ତମ ଶାସନ…
କାଳିଆ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ହିତାଧିକାରୀ
ତିହିଡ଼ି, ୬।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକର ବିଭିନ୍ନ ପଞ୍ଚାୟତରେ କାଳିଆ ଯୋଜନାରେ ବହୁ ଅଯୋଗ୍ୟ ହିତାଧିକାରୀ ସାମିଲ ହୋଇଛନ୍ତି। ସେମାନେ ପ୍ରଥମ କିସ୍ତିରେ ୫ ହଜାର ଲେଖାଏ ଟଙ୍କା ପାଇସାରିଛନ୍ତି। ତେବେ ସେହି ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ…
୧୦ ରାଜ୍ୟକୁ ମିଳିଛି ସ୍ବତନ୍ତ୍ର ମାନ୍ୟତା
ନୂଆଦିଲ୍ଲୀ,୬ା୮: ଭାରତର ସମ୍ବିଧାନ କେବଳ ଜମ୍ମୁ-କଶ୍ମୀରକୁ ନୁହେଁ, ବରଂ ୧୦ ରାଜ୍ୟକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରିଛି। ସମ୍ବିଧାନର ଅନୁଚ୍ଛେଦ ୩୬୮ରେ ପ୍ରଦତ୍ତ କ୍ଷମତା ଅନୁସାରେ ପାର୍ଲାମେଣ୍ଟ ଅନୁଚ୍ଛେଦ ୩୭୧ରେ ଅନେକ ନିୟମ ଯୋଡ଼ିବା ସହ ବିଭିନ୍ନ ରାଜ୍ୟକୁ ସ୍ବତନ୍ତ୍ର କ୍ଷମତା…
କିପରି କାର୍ଯ୍ୟ କରିବ ନୂଆ କେନ୍ଦ୍ରଶାସିତ ଅଞ୍ଚଳ
ନୂଆଦିଲ୍ଲୀ,୬ା୮(ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ କେନ୍ଦ୍ର ସରକାର ଆଣିଥିବା ବିଲ୍ ସୋମବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହା ଆଇନରେ ପରିଣତ ହେଲେ ଜମ୍ମୁ-କଶ୍ମୀର ଏବଂ ଲଦାଖ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ହେବ। ଜମ୍ମୁ-କଶ୍ମୀର ପାଇଁ…
ମୋଦିଙ୍କ ମିଶନ ସଫଳ କରାଇଲେ ଶାହ
ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇବା ସହ ଏହାକୁ ଦୁଇଭାଗ କରିବା ଲାଗି ଜୁନ୍ ତୃତୀୟ ସପ୍ତାହରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅବଗଣନା ଆରମ୍ଭ କରିଥିଲେ। ଏଥିପାଇଁ ସେ ପିଏମ୍ଓରେ ଯୁଗ୍ମ ସଚିବ ଥିବା ୧୯୮୭ ବ୍ୟାଚ୍ର ଛତିଶଗଡ କ୍ୟାଡର ଆଇଏଏସ୍…
ଜମ୍ମୁ-କଶ୍ମୀର ହେବ ସର୍ବବୃହତ୍ କେନ୍ଦ୍ରଶାସିତ ଅଞ୍ଚଳ
ନୂଆଦିଲ୍ଲୀ,୬ା୮(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ଦୁଇ ଭାଗ କରିବା ସହ ୩୭୦ ଧାରା ଉଚ୍ଛେଦ କରିଛନ୍ତି। ଜମ୍ମୁ-କଶ୍ମୀର ଓ ଲଦାଖ୍କୁ ଅଲଗା କରାଯାଇ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳରେ ପରିଣତ କରାଯାଇଛି। ଏଥିସହ ଜମ୍ମୁ-କଶ୍ମୀର ଭାରତର ସବୁଠାରୁ ବଡ଼ କେନ୍ଦ୍ରଶାସିତ ଅଞ୍ଚଳ…
ବନ୍ଦେ ଭାରତରେ ନିଯୁକ୍ତ ହେଲେ ଟ୍ରେନ ହୋଷ୍ଟେସ
ନୂଆଦିଲ୍ଲୀ,୬-୮: ଦିଲ୍ଲୀରୁ ବାରାଣସୀକୁ ଚାଲୁଥିବା ସେମି ହାଇସ୍ପିଡ୍ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସରେ ଏଣିକି ଏୟାର ହୋଷ୍ଟେସ୍ଙ୍କ ଭଳି ଟ୍ରେନ ହୋଷ୍ଟେସ ଯାତ୍ରୀଙ୍କୁ ସେବା ଯୋଗାଇବେ। ଏହି ପାଇଲଟ ପ୍ରକଳ୍ପ ପାଇଁ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେଶନ(ଆଇଆର୍ସିଟିସି)କୁ ଦାୟିତ୍ୱ…
ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଦେଶବ୍ୟାପୀ ବିପୁଳ ସମର୍ଥନ
ନୂଆଦିଲ୍ଲୀ,୬ା୮(ପି.ଟି./ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ସୋମବାର ଉଚ୍ଛେଦ କରିଛନ୍ତି। ଏହାସହ ଜମ୍ମୁ-କଶ୍ମୀର ପାଇଁ ଥିବା ସ୍ବତନ୍ତ୍ର ସମ୍ବିଧାନ ଏବଂ ଅନୁଚ୍ଛେଦ ୩୫ଏ ସମେତ ଅନ୍ୟ ସମସ୍ତ ନିୟମ ସ୍ବତଃ ଉଚ୍ଛେଦ…
ରାଜ୍ୟରେ ଶିଳ୍ପ ବନ୍ଦର ପ୍ରଭାବ: ୮ବର୍ଷରେ ୯୩୯୦ଜଣ ଚାକିରି ହରାଇଛନ୍ତି
ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟର ଅନୂ୍ୟନ ୧୭ ଶିଳ୍ପ ୨୦୧୦ରୁ ୨୦୧୮ ମଧ୍ୟରେ ବନ୍ଦ ହୋଇଯିବା କାରଣରୁ ୯,୩୯୦ ଲୋକ ଚାକିରି ହରାଇଛନ୍ତି। ରାଜ୍ୟ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ ଏକ ଲିଖିତ ଉତ୍ତରରେ ଏହା ଦର୍ଶାଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ, ଲାଞ୍ଜିଗଡ଼…
କନ୍ଦାଖାଇ କଲେଜ ପକ୍ଷରୁ ସଫେଇ
କୃଷ୍ଣପ୍ରସାଦ,୬ା୮(ଡି.ଏନ.ଏ)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ କନ୍ଦାଖାଇ ବିଜ୍ଞାନ ଓ କଳା ମହାବିଦ୍ୟାଳୟର ଯୁକ୍ତ ୩ ଜାତୀୟ ସେବା ସଂସ୍ଥା ଏବଂ ଭାରତ ସ୍କାଉଟ୍ ଗାଇଡ୍ ମିଳିତ ଆନୁକୂଲ୍ୟରେ ସୋମବାର ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ମାଲୁଦ, ପଞ୍ଚୁଦୋଳ ପଡିଆସ୍ଥିତ ପଞ୍ଚମୁଖୀ ହନୁମାନଙ୍କ…
ଉଦ୍ଧାର ହାତୀ ଛୁଆଙ୍କୁ ନେଇ ଚିନ୍ତାରେ ବନ ବିଭାଗ
ଢେଙ୍କାନାଳ ଅଫିସ,୬ା୮ ଢେଙ୍କାନାଳ ଜିଲାରେ ବିଭିନ୍ନ ଜଙ୍ଗଲରୁ ଉଦ୍ଧାର ହେଉଥିବା ହାତୀ ଛୁଆଙ୍କୁ ନେଇ ବନ ବିଭାଗର ଚିନ୍ତା ବଢୁଛି। ଉଦ୍ଧାର ହାତୀ ଛୁଆଙ୍କୁ ସୁରକ୍ଷିତ ଭାବରେ ରଖିବା ପାଇଁ କପିଳାସ ଚିଡିଆଖାନାରେ ଥିବା ରେସକ୍ୟୁ ସେଣ୍ଟରରେ ୪ ହାତୀ ଥିବାରୁ…
ପଲିଥିନ ଯାଞ୍ଚ ସମୟରେ ଉତ୍ତେଜନା
ଅନୁଗୋଳ ଅଫିସ, ୬।୮ ପୌରପାଳିକା ପକ୍ଷରୁ ସୋମବାର ଅପରାହ୍ନରେ ସହରର ବ୍ଲକ ଛକରେ ଥିବା ବିଭିନ୍ନ ଫଳ ଦୋକାନରେ ପଲିଥିନ ଚଢ଼ାଉ କରାଯାଇଥିଲା। ଏହି ସମୟରେ ପଲିଥିନ ରଖିଥିବା ଅଭିଯୋଗରେ ଜଣେ ଛତୁ ବ୍ୟବସାୟୀଙ୍କ ଉପରେ ୫ ଶହ ଟଙ୍କା ଜରିମାନା…
Archives


