Home

୬ଟି ଗାଁକୁ ନିର୍ମାଣ ହେବ ରାସ୍ତା

ଦଶମନ୍ତପୁର, ୬ା୮(ଡି.ଏନ.ଏ.) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ବ୍ଲକ । ବଣ, ପାହାଡ, ପର୍ବତଘେରରେ ରହିଥିବା ବ୍ଲକର ଅନେକଗୁଡିଏ ଦୁର୍ଗମ ଅଞ୍ଚଳକୁ ଭଲ ରାସ୍ତାଟିଏ ନାହିଁ ା ଅଞ୍ଚଳବାସୀ ବାରମ୍ବାର ରାସ୍ତା ପାଇଁ ଗୁହାରି କରିଥିଲେ ମଧ୍ୟ…

ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ଆରମ୍ଭ

ଭୁବନେଶ୍ୱର, ୬।୮(କ୍ରୀଡ଼ା ପ୍ରତନିଧି)- ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୩୦ତମ ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ସୋମବାର ଆରମ୍ଭ ହୋଇଛି। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମଖ୍ୟ ଅତିଥିଭାବେ ଯୋଗଦେଇ ୟୁନିଟ-୬ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ପ୍ରତିଯୋଗିତାକୁ…

ଏସିଆ ରଗ୍‌ବୀ ସେଭେନ୍ସ ଟ୍ରଫି:ଭାରତୀୟ ମହିଳା ଦଳରେ ଓଡ଼ିଶାରୁ ୪

ଭୁବନେଶ୍ୱର, ୬ା୮ (ସ୍ପୋଟର୍‌ସ ବ୍ୟୁରୋ)- ଏସିଆ ରଗ୍‌ବୀ ସେଭେନ୍ସ ଟ୍ରଫି ଅଗଷ୍ଟ ୧୦ ଓ ୧୧ ଦୁଇ ଦିନ ଧରି ଇଣ୍ଡୋନେସିଆର ଜାକର୍ତ୍ତାସ୍ଥିତ ଜି.ବି.କେ. କମ୍ପ୍ଲେକ୍ସଠାରେ ଅନୁଷ୍ଠିତ ହେବ। ଏଥିଲାଗି ସୋମବାର ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ପରିସରରେ ରଗ୍‌ବୀ ଇଣ୍ଡିଆ ପକ୍ଷରୁ…

ମସ୍ତିଷ୍କକୁ ଚାପମୁକ୍ତ ରଖେ ଏହି ରସ…

ସକାଳୁ ଖାଲି ପେଟରେ ଲାଉ ରସ ପିିଇଲେ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟରଲସ୍ତର ହ୍ରାସ ପାଏ। ମେଦବହୁଳତା କ୍ଷେତ୍ରରେ ଏହା ମହୋଷଧୀ ଭଳି କାମ କରେ। ଲାଉ ରସରେ ପ୍ରଚୁର ପରିମାଣରେ ଭିଟାମିନ୍‌-‘ସି’, ଆଣ୍ଟି-ଅକ୍ସିଡାଣ୍ଟ, ଜିଙ୍କ୍‌ ପ୍ରଭୃତି ରହିଥାଏ। ନିୟମିତ…

ଏହି ମନ୍ଦିରରେ ବିଦେଶ ଯିବା ମନସ୍କାମନା ପୂର୍ଣ୍ଣ ହେଲେ ପ୍ରସାଦ ନୁହେଁ, ଚଢାଯାଏ ବିମାନ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ, ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଆମ ଦେଶରେ ଏଭଳି ଏକ ଗୁରୁଦ୍ୱାରା ରହିଛି, ଯେଉଁଠାରେ ଲୋକଙ୍କ ବିଦେଶ ଯିବା ମନସ୍କାମନା ପୂର୍ଣ୍ଣ ହେଲେ ପ୍ରସାଦ ସ୍ଥାନରେ ପ୍ଲାଷ୍ଟିକ୍‌ ବିମାନ ଭେଟି ଲାଗିଥାଏ। ପଞ୍ଜାବର ଜଳନ୍ଧର ଜିଲାରେ…

ମୁଖ ଦୁର୍ଗନ୍ଧ ଦୂର କରିବ ଅଦା ଚା’

ଅଦା ଚା’ ଥଣ୍ଡା କିମ୍ବା ବର୍ଷା ଦିନେ ବିଭିନ୍ନ ରୋଗରୁ ରକ୍ଷା କରିଥାଏ। ଏହି ଚା’ ସେବନ ଦ୍ୱାରା ଚିଡଚିଡାପଣ ଦୂରେଇଯାଏ। ଏବେ ଏକ ଗବେଷଣାରୁ ଜଣାପଡ଼ିଛି, ଅଦା ଚା’ ମୁଖ ଦୁର୍ଗନ୍ଧ ଦୂର କରିବାରେ ମଧ୍ୟ ବିଶେଷ ଭୂମିକା ନିର୍ବାହ…

ବଜ୍ରପାତରେ ଚାଷୀଙ୍କ ପ୍ରାଣ ଗଲା

ଭୋଗରାଇ, ୫।୮(ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ସୋମବାର ଅପରାହ୍ନରୁ ଉତ୍ତର ବାଲେଶ୍ୱରରେ ମଧ୍ୟମ ଧରଣର ବର୍ଷା ହୋଇଛି। ଭୋଗରାଇ ବ୍ଲକ କଲ୍ୟାଣପୁର ଗ୍ରାମରେ ବଜ୍ରପାତ ହେବାରୁ ଚାଷଜମିରେ କାମ କରୁଥିବା ସୁଜୟ ଦାସ (୩୫) ଗୁରୁତର ହୋଇପଡିଥିଲେ। ତାଙ୍କୁ ତୁରନ୍ତ ୧୦୮…

ଗାଡ଼ିରୁ ଖସି ଶ୍ରମିକଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୫।୮ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ତୋରତ ପୋଲ ଉପରେ ରବିବାର ରାତିରେ ଗାଡ଼ିରୁ ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଧାମନଗର ଥାନା ମୁସ୍ତାଫାପୁର ପଞ୍ଚାୟତ…

ରାଷ୍ଟ୍ରପତିଙ୍କ ଅଧିସୂଚନା: ଜମ୍ମୁ-କଶ୍ମୀରରେ ଲାଗୁ ହେଲା ଭାରତର ସମ୍ବିଧାନ

ନୂଆଦିଲ୍ଲୀ,୫ା୮(ପି.ଟି./ଆଇଏଏନ୍‌ଏସ୍‌): ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଜମ୍ମୁ-କଶ୍ମୀର ସରକାର ସମ୍ପର୍କିତ ସମ୍ବିଧାନ (ଜମ୍ମୁ-କଶ୍ମୀରରେ ଲାଗୁ) ନିର୍ଦ୍ଦେଶନାମା, ୨୦୧୯ ଜାରି କରିଛନ୍ତି। ଭାରତୀୟ ସମ୍ବିଧାନ ଏହି ରାଜ୍ୟରେ ଲାଗୁ ହେବ ବୋଲି ଏଥିରେ ଉଲ୍ଲେଖ ରହିଛି। ସଦ୍ୟ ଅଧିସୂଚନା ତତ୍କାଳ ରାଜ୍ୟର ସମ୍ବିଧାନ…

ଏହି ଗାଁରେ ଚଳେନି ଭାରତ ସରକାରଙ୍କ ଆଇନ…

ଭାରତରେ ରହିଛି ଏପରି ଏକ ଗାଁ ଯେଉଁଠି ଦେଶର ଆଇନ ବ୍ୟବସ୍ଥା ଚଳି ନ ଥାଏ। ହିମାଚଳପ୍ରଦେଶର କୁଲ୍ଲୁ ନିକଟରେ ଥିବା ଏହି ଗାଁର ନାମ ହେଉଛି ମଲାଣା। ଗାଁର ନିଜର ସଂସଦ ରହିଛି। ଗୋଟିଏ ହେଉଛି ଜ୍ୟେଷ୍ଠାଙ୍ଗ ଏବଂ ଅନ୍ୟଟି…

ମୋଦି ସାହସିକତାର ପଦକ୍ଷେପ ନେଇଛନ୍ତି: ମୋହନ ଭାଗବତ

ନୂଆଦିଲ୍ଲୀ, ୫।୮:କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଜମ୍ମୁ-କଶ୍ମୀର ପାଇଁ ସମ୍ବିଧାନରେ ଥିବା ସ୍ବତନ୍ତ୍ର ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ସରକାରରଙ୍କ ଏହି ନିଷ୍ପତ୍ତିକୁ କେଉଁଠି ସମର୍ଥନ ମିଳୁଥିବାବେଳେ ଆଉ କେଉଁଠି ଏହାକୁ ବିରୋଧ କରାଯାଉଛି। ମୋଦିଙ୍କ ଏହି ନିଷ୍ପତ୍ତିକୁ…

କୁକୁର ସହ ତୀର୍ଥ ଯାତ୍ରାରେ ଯାନ୍ତି ସାଧୁ

ସାଧାରଣତଃ ସାଧୁମାନେ ଏକାନ୍ତରେ ତୀର୍ଥଯାତ୍ରା କରିବାକୁ ପସନ୍ଦ କରିଥାନ୍ତି। କିନ୍ତୁ ରାଜସ୍ଥାନରେ ଜଣେ ଭିନ୍ନ ସାଧୁ ଅଛନ୍ତି। ସେ ଯେବେ ଯୁଆଡେ ତୀର୍ଥ ଯାତ୍ରା କରିବାକୁ ଯାନ୍ତି ସାଥିରେ ୩ ପାଳିତ କୁକୁରଙ୍କୁ ନିଜ ସହ ନେଇଯାନ୍ତି। ନିକଟରେ ସେ ଅମରନାଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri