Home

ପିଲା କେମିତି ରହିବେ ଫିଟ୍‌: ଆପଣାନ୍ତୁ ଏହି ଉପାୟ

କିଏ ଅଧିକ ମୋଟା ତ କିଏ ଆବଶ୍ୟକରୁ ଅଧିକ ପତଳା, ଆଉ ପୁଣି କାହାଠାରେ ଆଖିଠାରୁ ଆରମ୍ଭ କରି ଦେଖାଯାଉଛି ଅନେକ ସ୍ବାସ୍ଥ୍ୟ ସମସ୍ୟା। ଅଧିକାଂଶ ପିଲାଙ୍କଠାରେ ଏଭଳି ଲକ୍ଷଣ ବର୍ତ୍ତମାନ ଅଭିଭାବକଙ୍କ ପାଇଁ ପାଲଟିଛି ଚିନ୍ତାର କାରଣ। ଏମିତିରେ କେତେକ…

ଗାଜା ଷ୍ଟ୍ରିପରେ ପୁଣି ବୋମା ବର୍ଷା କଲା ଇସ୍ରାଏଲ: ୨୦୦ରୁ ଅଧିକ ପାଲେଷ୍ଟାନୀଙ୍କ ମୃତ୍ୟୁ

ଗାଜା,୧୮।୩: ଇସ୍ରାଏଲ ପୁଣି ଥରେ ଗାଜା ଷ୍ଟ୍ରିପରେ ଏକ ବଡ଼ ଆକ୍ରମଣ କରିଛି। ମଙ୍ଗଳବାର ସକାଳେ ଇସ୍ରାଏଲୀ ବିମାନ ଆକ୍ରମଣରେ ସମଗ୍ର ଗାଜା ଷ୍ଟ୍ରିପ ଥରି ଉଠିଥିଲା। ଇସ୍ରାଏଲର ଏହି ଆକ୍ରମଣ ଗତ ୧୫ ମାସ ମଧ୍ୟରେ ସବୁଠାରୁ ଭୟଙ୍କର ଆକ୍ରମଣ…

ମୋଦି ପୂର୍ବ ଜନ୍ମରେ ଛତ୍ରପତି ଶିବାଜୀ ମହାରାଜ ଥିଲେ: ଭାଜପା ଏମ୍‌ପିଙ୍କ ମନ୍ତବ୍ୟକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୧୮।୩: ଛତ୍ରପତି ଶିବାଜୀ ମହାରାଜ ଏବଂ ମୋଗଲ ଶାସକ ଔରଙ୍ଗଜେବଙ୍କୁ ନେଇ ମହାରାଷ୍ଟ୍ରରେ ହଙ୍ଗାମା ଚାଲିଛି। ଏବେ ଜଣେ ଭାଜପା ଏମ୍‌ପି ଶିବାଜୀ ମହାରାଜଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି, ଯାହାକୁ ନେଇ ବିତର୍କ ଆରମ୍ଭ ହୋଇଯାଇଛି। ଓଡ଼ିଶାର ବରଗଡ଼ର ଭାଜପା…

China Xi Jinping: ନିଜ ଦେଶରେ ବିଦ୍ରୋହର ସାମ୍ନା କରୁଛନ୍ତି ଜିନପିଙ୍ଗ: ଡ୍ରାଗନର ହଜିଲା ନିଦ

ବେଜିଂ,୧୮।୩: ଚାଇନାର ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ)ରେ ସମ୍ପ୍ରତି ଅନେକ ବଡ଼ ପରିବର୍ତ୍ତନ ଦେଖାଯାଇଛି। ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନେତୃତ୍ୱରେ ଦୁର୍ନୀତି ଦୂରୀକରଣ ଅଭିଯାନର ଅଂଶ ସ୍ବରୂପ ଅନେକ ବରିଷ୍ଠ ସାମରିକ ଅଧିକାରୀଙ୍କୁ ଗିରଫ କରାଯାଇଛି, କିନ୍ତୁ ଏହି ପଦକ୍ଷେପ ପ୍ରଶ୍ନ…

ବହୁପ୍ରସିଦ୍ଧ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ: ରତ୍ନଗିରି ପାହାଡ ପ୍ରକମ୍ପିତ

ପୁରୁଷୋତ୍ତମପୁର, ୧୮।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଛି । ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି। ଦର୍ଶନ କରିବା ନିମନ୍ତେ ମଧ୍ୟରାତ୍ରରୁ ମା’ଙ୍କ ପୀଠରେ ଭକ୍ତଙ୍କ…

ପଞ୍ଚଭୂତରେ ବିଲୀନ ହେଲେ ଦେବେନ୍ଦ୍ର: ପୁଅ ଦେଲେ ମୁଖାଗ୍ନି

ପୁରୀ,୧୮ା୩ (ଅଜିତ୍‌ କୁମାର ମହାନ୍ତି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ମଙ୍ଗଳବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ସମେନ୍ଦ୍ର ପ୍ରଧାନ ମୁଖାଗ୍ନି ଦେଇଥିଲେ। ଶେଷକୃତ୍ୟ…

ବ୍ରେକ୍‌ଫାଷ୍ଟରେ ସାମିଲ କରନ୍ତୁ ଏହି ଖାଦ୍ୟ: ରହିବେ ସୁସ୍ଥ

ଅଧିକାଂଶ ମହିଳା ସକାଳ ଜଳଖିଆ ସ୍କିପ୍‌ କରୁଥିବା ଦେଖିବାକୁ ମିଳେ। ଅପରପକ୍ଷେ କାର୍ଯ୍ୟବ୍ୟସ୍ତତା ହେଉ ଅବା ଅନ୍ୟ କାରଣ ପାଇଁ ଏପରି ବଦଭ୍ୟାସ ଗ୍ୟାସ୍‌, ଏସିଡିଟିଠାରୁ ଆରମ୍ଭ କରି ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। ତେଣୁ ଦିନସାରା ଶରୀରକୁ ଏନର୍ଜେଟିକ୍‌…

ଏଥର ମାଗଣାରେ ଦେଖିପାରିବେ IPL ମ୍ୟାଚ୍‌: ଜିଓ ଆଣିଲା ଧମାକାଦାର୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୮।୩:: ମୁକେଶ ଅମ୍ବାନୀ ପରିବାରର କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ବଜାରରେ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏକ ଚମତ୍କାର ଅଫର ଆଣିଛି। ଜିଓ ସିମ ୟୁଜର୍ସମାନେ ୨୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟରେ ରିଚାର୍ଜ କଲେ ପୂରା ଆଇପିଏଲ ୨୦୨୫ ସିଜିନ…

ଔରଙ୍ଗଜେବଙ୍କ କବରସ୍ଥଳକୁ ହଟାଯାଉ, ନଚେତ୍‌ ଭାଙ୍ଗିଦେବୁ: ହିନ୍ଦୁ ସଙ୍ଗଠନଗୁଡ଼ିକର ଚେତାବନୀ

ଛତ୍ରପତି ସମ୍ଭାଜିନଗର, ୧୭।୩ :ମୋଗଲ ସମ୍ରାଟ୍‌ ଔରଙ୍ଗଜେବଙ୍କ କବରକୁ ନେଇ ମହାରାଷ୍ଟ୍ରରେ ବିବାଦ ଦେଖାଦେଇଛି। ଔରଙ୍ଗାବାଦ ଜିଲାର ଖୁଲଦାବାଦ ସହରସ୍ଥିତ ଔରଙ୍ଗଜେବଙ୍କ କବରସ୍ଥଳକୁ ହଟାଇବା ପାଇଁ ପ୍ରମୁଖ ହିନ୍ଦୁ ସଙ୍ଗଠନ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ଓ ବଜରଙ୍ଗ ଦଳ ରାଜ୍ୟର…

ପାକିସ୍ତାନରେ ଖେଳଣା ବନ୍ଧୁକ ଉପରେ ଲାଗିଲା ପ୍ରତିବନ୍ଧକ: ଜାଣନ୍ତୁ କାହିଁକି

ପେଶାୱର,୧୭।୩: ପାକିସ୍ତାନର ପେଶାୱର ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହେଉଥିବାରୁ ସ୍ଥାନୀୟ ପ୍ରଶାସନ ଖେଳଣା ବନ୍ଧୁକ ଏବଂ ଫୋଟକା ଉପରେ ସମ୍ପୂର୍ଣ୍ଣ ନିଷେଧ ଜାରି କରିଛି। ମସଜିଦରେ ବୋମା ବିସ୍ଫୋରଣରେ ମୁଫତି ମୁନିର ଶାକିରଙ୍କ ମୃତ୍ୟୁର ଗୋଟିଏ ଦିନ ପରେ…

ସୋସିଆଲ୍‌ ମିଡିଆ ‘ଟ୍ରୁଥ୍‌’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ମୋଦି: ପ୍ରଥମେ ଏହି ୨ ଜଣଙ୍କୁ କଲେ ଫଲୋ

ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଯୋଗ ଦେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଯୋଗଦେବା ପରେ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ସ୍ବତନ୍ତ୍ର…

ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ: ପରିସ୍ଥିତି ଅଣାୟତ

ପାଟଣା,୧୭।୩(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ କ୍ଷୀରେଇ ଟାଙ୍ଗିରୀ ସେକ୍ସନ ୪୯ନମ୍ବର ଜାତୀୟ ରାଜପଥ ହାତୀ ବାରୀ ଗ୍ରାମ୍ୟ ଜଙ୍ଗଲରେ ସୋମବାର ରାତିରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଫଳରେ ଆକାଶିଆ ଓ କାଜୁ ଗଛ ଗୁଡ଼ିକ ହୁତୁହୁତୁ ହୋଇ ଜଳିବାରେ ଲାଗିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri