Home

ଜାଣିଥିଲି କେବଳ ମୋଦି ହିଁ ଏଭଳି ନିଷ୍ପତ୍ତି ନେଇପାରିବେ: କଙ୍ଗନା

ଜମ୍ମୁ-କଶ୍ମୀରରେ ୩୭୦ ଧାରା ଉଚ୍ଛେଦ ପରେ ବଲିଉଡରେ ଖୁସିର ଲହରୀ ଖେଳିଯାଇଛି। କେତେକ କଳାକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଲାମ କରିଛନ୍ତି। ଏହି କ୍ରମରେ ସାମିଲ ହୋଇଛନ୍ତି ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌। ସେ କହିଛନ୍ତି, ଜାଣିଥିଲି କେବଳ ମିଷ୍ଟର ମୋଦି ହିଁ…

ନିର୍ମାଣ କାର୍ଯ୍ୟ ମାସେ ନ ପୂରୁଣୁ ଭାଙ୍ଗିଲା ଆନନ୍ଦପୁର ବ୍ରିଜ୍‌ ଛକ ରାସ୍ତା

ଆନନ୍ଦପୁର,୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍‌ ଛକ ରାସ୍ତା ଫାଟି ଧସେଇ ଯାଇଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ନିମ୍ନମାନର ରାସ୍ତା ନିର୍ମାଣ କାର୍ଯ୍ୟ ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଯୋଗ୍ୟ, ଦୀର୍ଘ…

ଝାଡେଶ୍ୱର ମହେଶଙ୍କ ପୀଠରେ ବୋଲ୍‌ବମ୍‌ ଭକ୍ତଙ୍କ ଭିଡ଼

ଆନନ୍ଦପୁର,୫। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଝାଡ଼େଶ୍ୱର ମନ୍ଦିର ପରିସରରେ ବୋଲଭମ୍‌ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଶ୍ରାବଣ ମାସର ତୃତୀୟ ସୋମବାର କାଉଡ଼ିଆମାନେ ଝାଡ଼େଶ୍ୱର ମହେଶଙ୍କ ନିକଟରେ ଜଳଲାଗି କରିଥିଲେ। ନିଜର ମାନସିକ ପୂରଣ ପାଇଁ କାଉଡ଼ିଆମାନେ ବହୁ ଦୂର…

୩୭୦ ଧାରା କ’ଣ, କାହିଁକି ତାକୁ ନେଇ ଉଠୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୫।୮:କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି ବିଜ୍ଞପ୍ତିକୁ ଅନୁମୋଦନ ଦେଇଥିବା ସମ୍ପର୍କରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ କହିଛନ୍ତି। ଜମ୍ମୁ-କଶ୍ମୀର ଏବଂ ଲଦାଖ ଦୁଇଟି ଅଲଗା…

କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ ଏବଂ ଲଦାଖରେ ରହିବ ୨ ଜିଲା

ଶ୍ରୀନଗର, ୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଐତିହାସିକ ଘୋଷଣା ପରେ ଏଣିକି କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ଟି ଜିଲା ରହିବ। ସେହିପରି ଲଦାଖରେ ୨ ଜିଲା ରହିବ। ଏହି ନୂତନ ଘୋଷଣା ଦ୍ୱାରା ନିୟନ୍ତ୍ରଣ ରେଖା ନିକଟରେ ବାସ କରୁଥିବା…

ଆଖୁବାଡ଼ିରେ ନିଆଁ ଲଗାଇବା ସମୟରେ ଜୀବନ୍ତ ଦଗ୍ଧ

ବସ୍ତା,୫।୮(ସ୍ବ.ପ୍ର) : ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଜୋଡ଼ି ଗ୍ରାମରେ ସୋମବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଏହି ଗ୍ରାମର କାଳୀଚରଣ ଜେନା(୬୭) ନିଜ ଆଖୁବାଡ଼ିକୁ ଯାଇ ଅମଳ ପରେ ଥିବା ଆଖୁପାଳରେ ନିଆଁ ଲଗାଇ…

କ୍ଷମତା ନିଶାରେ ଧାରା ୩୭୦କୁ ହଟାଇଛି ଭାଜପା: ଗୁଲାମ୍‌ ନବୀ ଆଜାଦ୍‌

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରୁ ୩୭୦ ଧାରା ହଟାଇବା ନେଇ କଂଗ୍ରେସର ବରିଷ୍ଠ ନେତା ଗୁଳାମ୍‌ ନବୀ ଆଜାଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ସମାଲୋଚନା କରିଛନ୍ତି। କ୍ଷମତା ନିଶାରେ ଭାଜପା ଏଭଳି କରିଥିବା ଗୁଲାମ୍‌ ନବୀ ଅଭିଯୋଗ କରିଛନ୍ତି। ଏହାଦ୍ୱାରା ଗଣତନ୍ତ୍ର ତଥା…

ଉତ୍କଳ ସମ୍ମିଳନୀ ପକ୍ଷରୁ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୫।୮(ବ୍ୟୁରୋ): ଉତ୍କଳ ସମ୍ମିଳନୀ ପକ୍ଷରୁ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଉତ୍କଳ ସମ୍ମିଳନୀର ପୂର୍ବତନ ସଭାପତି ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜନ୍ମ ଦିବସ ଅବସରରେ ସୋମବାର ପୂର୍ବାହ୍ନରେ ପିଏମ୍‌ଜି ଛକସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଉତ୍କଳ ସମ୍ମିଳନୀ ପକ୍ଷରୁ ମଞ୍ଚେଶ୍ୱର…

ବଡ଼ ଭାଇଙ୍କୁ ନେଇ ଧୋନୀ ମୁହଁ ଖୋଲନ୍ତି ନାହିଁ କାହିଁକି

ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ପାଇଁ ଦୂରେଇ ଯାଇଛନ୍ତି। ଏହି ସମୟ ମଧ୍ୟରେ ନିଜକୁ ସେନାରେ ସାମିଲ କରିଛନ୍ତି ମାହି। କେବଳ କ୍ରିକେଟ ନୁହେଁ, ଫୁଟବଲ୍‌ ଖେଳିବାରେ ମଧ୍ୟ ସେ ମାହିର୍‌। ଧୋନୀଙ୍କ…

୪୪ ବର୍ଷ ପୂର୍ବେ ଷ୍ଟାଡିୟମରେ ପଶି ଏହି ଭାରତୀୟ ଖେଳାଳିଙ୍କୁ ଚୁମ୍ବନ ଦେଇଥିଲେ ଶାଢ଼ି ପିନ୍ଧା ମହିଳା

ଏବେ ସୋସିଆଲ ମିଡିଆରେ ଶାଢ଼ି ଟ୍ରେଣ୍ଡ୍‌ ଚାଲିଛି। ସେଲିବ୍ରିଟିମାନେ ଶାଢ଼ି ପିନ୍ଧି ଫଟୋ ଶେୟାର କରୁଛନ୍ତି। ଏସବୁ ଭିତରେ ଏବେ ଏକ ଶାଢ଼ି ପିନ୍ଧା ମହିଳାଙ୍କ ୪୪ ବର୍ଷ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଶାଢି ପିନ୍ଧି…

ହଟିବ ୮୭ ବର୍ଷ ପୁରାତନ ରଣବୀର ଦଣ୍ଡ ସଂହିତା: ଆରମ୍ଭ ହେବ ଭାରତୀୟ ଦଣ୍ଡ ସଂହିତା

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟାଇ ନିଆଯାଇଛି। ଫଳରେ ଏଠାରେ ୧୯୩୨ଠାରୁ ପ୍ରଚଳିତ ଥିବା ୮୭ ବର୍ଷ ପୁରାତନ ରଣବୀର ଦଣ୍ଡ ସଂହିତା(ଆର୍‌ପିସି) ବଦଳରେ ଏବେ ଭାରତୀୟ ଦଣ୍ଡ ସଂହିତା(ଆଇପିସି)ର ପ୍ରଚଳନ ହେବ। ରଣବୀର ଦଣ୍ଡ ସଂହିତା ରାଜା ରଣବୀର ସିଂଙ୍କ…

ଜମ୍ମୁ-କଶ୍ମୀର ଜନସାଧାରଣଙ୍କ ସହିତ ବିଶ୍ୱାସଘାତକତା କରିଛନ୍ତି ମୋଦି ସରକାର: ଓମାର ଅବଦୁଲା

ଶ୍ରୀନଗର,୫।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଜମ୍ମୁ-କଶ୍ମୀରରେ ୩୭୦ ଧାରା ହଟିବା ନେଇ ଘୋଷଣା କରିଛନ୍ତି। ଏହା ସହିତ ଜମ୍ମୁ-କଶ୍ମୀରକୁ ଲଦାଖଠାରୁ ମଧ୍ୟ ଅଲଗା କରାଯାଇଥିବା ନେଇ ସୂଚନା ଦେଇଛନ୍ତି। ଏହାକୁ ନେଇ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ପ୍ରଧାନମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri