Home

ଜନତାଙ୍କୁ ଲୁଚୁଛନ୍ତି ଯୋଗୀ ଆଦିତ୍ୟନାଥ: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୭: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପୁଣିଥରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରିଛନ୍ତି। ମୁରଦାବାଦ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଖବରଦାତାଙ୍କୁ ଗୋଟିଏ ଘରେ ବନ୍ଦ କରିଦେବା ଖବରକୁ ନେଇ ବର୍ଷିଛନ୍ତି ପ୍ରିୟଙ୍କା। ଏହାକୁ ନେଇ…

ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଫଳରେ ବାଚସ୍ପତି ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ କଂଗ୍ରେସ ବିଧାୟକମାନେ କୃଷି ଓ କୃଷକଙ୍କ ସମସ୍ୟାକୁ…

ମହଙ୍ଗା ପଡ଼ିଲା ତୃତୀୟ ବିବାହ : ବାହାବେଦିରୁ ବରକୁ ଉଠାଇନେଲା ପୋଲିସ

ବାଳକାଟୀ,୧ା୭(ଡି.ଏନ୍‌.ଏ.) : ରାଜଧାନୀ ଉପକଣ୍ଠ ବାଳକାଟୀ ଅଞ୍ଚଳରେ ରବିବାର ତୃତୀୟ ବିବାହ ପାଇଁ ଉଦ୍ୟମ କରୁଥିବା ଜଣେ ଯୁବକଙ୍କୁ ହିନସ୍ତା ହେବାକୁ ପଡ଼ିଛି। ମନ୍ଦିରରେ ବିବାହ ଆରମ୍ଭ ହେଉ ହେଉ ଦ୍ୱିତୀୟ ସ୍ତ୍ରୀଙ୍କ ଅଭିଯୋଗକ୍ରମେ ପୋଲିସ ତାଙ୍କୁ ଉଠାଇ ନେଇ ଥାନାରେ…

ହାରିଗଲା ଭାରତ, ଫଶିଲା ପାକିସ୍ତାନ

ବର୍ମିଂହାମ, ୧।୭:ଚଳିତ ଆଇସିସି ବିଶ୍ୱକପରେ ଫେଭରାଇଟ ବିବେଚିତ ହେଉଥିବା ବିରାଟ କୋହଲିଙ୍କ ଭାରତୀୟ ଦଳ ପ୍ରଥମ ପରାଜୟବରଣ କରିଛି। ରବିବାର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୩୮ତମ ମ୍ୟାଚରେ ଇଂଲଣ୍ଡ ୩୧ ରନରେ ଭାରତକୁ ପରାସ୍ତ କରିଛି। ଇଂଲଣ୍ଡଠାରୁ ଭାରତ ପରାସ୍ତ ହେବାପରେ…

ବାଇକ୍‌ ଚାଳକଙ୍କୁ ପିଛା କଲା ବାଘ: ଭିଡ଼ିଓ ଭାଇରାଲ

ଓ୍ବାଇନାଡ୍‌,୧।୭: କେରଳ ଓ୍ବାଇନାଡ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ମୁଥାଙ୍ଗ୍‌ ଅଭୟାରଣ୍ୟ ନିକଟରେ ଥିବା ରାସ୍ତାରେ ବାଘ ବାଇକ୍‌ ଚାଳକଙ୍କ ପିଛା କରୁଥିବା ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଏହି ଭିଡ଼ିଓ ଜଙ୍ଗଲ…

ଜର୍ସି ଯୋଗୁ ଭାରତ ହାରିଲା: ମେହବୁବା ମୁଫତି

ଶ୍ରୀନଗର, ୧।୭:ଆଇସିସି ବିଶ୍ୱକପରେ ଭାରତର ବିଜୟ ରଥକୁ ରୋକିବାରେ ସମର୍ଥ ହୋଇଛି ଆୟୋଜକ ଇଂଲଣ୍ଡ। ରବିବାର ବର୍ମିଂହାମରେ ଖେଳାଯାଇଥିବା ଏକ ମ୍ୟାଚ୍‌ ଭାରତକୁ ୩୧ରନରେ ପରାସ୍ତ କରି ଘରୋଇ ଦଳ ସେମିଫାଇନାଲ ଖେଳିବା ଆଶା ଉଜ୍ଜୀବିତ କରିଛି। ଭାରତ ପରାସ୍ତ ହେବା…

ଅସରାଏ ବର୍ଷାରେ ଜଳମଗ୍ନ ରାଜଧାନୀ : ଇସ୍କନ ମନ୍ଦିର ସମ୍ମୁଖରେ ଭାସିଲା କାର

ଭୁବନେଶ୍ୱର, ୧।୭ (ବ୍ୟୁରୋ): ରବିବାର ସନ୍ଧ୍ୟାରେ ପ୍ରାୟ ୧ ଘଣ୍ଟାର ବର୍ଷା ଦେଶର ୧ ନମ୍ବର ସ୍ମାର୍ଟସିଟି ଭୁବନେଶ୍ୱରର ଅବସ୍ଥାକୁ କଦର୍ଯ୍ୟ କରିଦେଇଥିଲା। କେଉଁଠି ଅଣ୍ଟାଏ, କେଉଁଠି ଆଣ୍ଠୁଏ ପାଣି ଜମି ରହିଥିଲା। ଜାତୀୟ ରାଜପଥରେ ଥିବା ଫ୍ଲାଏଓଭରର ସ୍ଥାନେ ସ୍ଥାନେ…

ସରକାରୀ ବାବୁଙ୍କୁ ଉପହାର ମନା

ଲକ୍ଷ୍ନୌ,୧।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ସରକାରୀ ବାବୁଙ୍କ ପାଇଁ ଗୋଟିଏ ପରେ ଗୋଟିଏ ଆଇନ ଲାଗୁ କରିବା ଜାରି ରଖିଛନ୍ତି। ପ୍ରଥମେ ସରକାରୀ ମିଟିଂରେ ମୋବାଇଲ୍‌ ଉପରେ ପ୍ରତିବନ୍ଧକ ଲଗାଇବା ପରେ ସେ ସରକାରୀ କର୍ମଚାରୀ ସକାଳ ୯ଟା…

ଅମରନାଥ ଯାତ୍ରା: ୨୬ ବର୍ଷରେ ୧୪ ଆତଙ୍କବାଦୀ ଆକ୍ରମଣରେ ୬୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ ବେସ୍‌ କ୍ୟାମ୍ପଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ଗତ ୨୬ ବର୍ଷ ମଧ୍ୟରେ ଅମରନାଥ ଯାତ୍ରା ସମୟରେ ତୀର୍ଥଯାତ୍ରୀଙ୍କ ଉପରେ ୧୪ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୬୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ…

ଖାଇକୁ ଖସିଲା ବସ୍‌: ୩୫ ଯାତ୍ରୀ ମୃତ

ଶ୍ରୀନଗର,୧।୭: ଜମ୍ମୁ-କଶ୍ମୀର କିରତଓ୍ବାଡ୍‌ରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍ଥାନୀୟ କେଶବନ୍‌ ଅଞ୍ଚଳରେ ଏକ ଯାତ୍ରୀବାହୀ ମିନି ବସ୍‌ ଗଭୀର ଖାଇକୁ ଖସି ପଡ଼ିଛି। ଏହି ଘଟଣାରେ ୩୫ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…

ପହଲ୍‌ଗାମ୍‌ରୁ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳଙ୍କ ଯାତ୍ରା ଆରମ୍ଭ

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ୧୨୫୦ ତୀର୍ଥଯାତ୍ରୀ ବେସ୍‌ କ୍ୟାମ୍ପ୍‌ରୁ ଯାତ୍ରା ଆରମ୍ଭ କରିଥିବା କୁହାଯାଉଛି। ଅନନ୍ତନାଗ ଜିଲା ବିକାଶ ଆୟୁକ୍ତ ଖାଲିଦ୍‌ ଜାହାଙ୍ଗୀର୍‌ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଛନ୍ତି।…

ବୁଡି ଗଲାଣି ମାୟାନଗରୀର ଟ୍ରେନ୍‌ ଟ୍ରାକ୍‌

ମୁମ୍ବାଇ,୧।୭: ଗତ ୩ ଦିନ ଧରି ମୁମ୍ବାଇରେ ଲଗାଣ ବର୍ଷା ଫଳରେ ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହେବା ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ସିଅନ ଓ ମୁଟୁଙ୍ଗା ମଧ୍ୟରେ ରେଲଓ୍ବେ ଟ୍ରାକ୍‌ରେ ପାଣି ଜମି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri