ଭାରତରେ ଭିଡ଼ହିଂସା, ଆମେରିକାରେ ବିକ୍ଷୋଭ: ସଂଖ୍ୟାଲଘୁଙ୍କୁ ନ୍ୟାୟ ମିଳୁ
ନୂଆଦିଲ୍ଲୀ/ଓ୍ବାଶିଂଟନ,୧ା୭: ଗୋସୁରକ୍ଷା ନାମରେ ଓ ଜୋର୍ଜବରଦସ୍ତ ‘ଜୟ ଶ୍ରୀରାମ’ କୁହାଇବା ଲାଗି ଭାରତରେ ଭିଡ଼ହିଂସା ବଢ଼ିବାରେ ଲାଗିଛି। ସଂଖ୍ୟାଲଘୁ ଓ ଦଳିତ ସମ୍ପ୍ରଦାୟର ଲୋକଙ୍କୁ ତଥାକଥିତ ହିନ୍ଦୁତ୍ୱବାଦୀମାନେ ଟାର୍ଗେଟ କରୁଛନ୍ତି। ଏହାକୁ ନେଇ ଦେଶରେ ରାଜନୀତି ଜୋର୍ ଧରିଥିବାବେଳେ ବିଦେଶରେ ବିକ୍ଷୋଭ…
ଚେନ୍ନାଇରେ ଜଳସଙ୍କଟ ଉତ୍କଟ: ଇଡ୍ଲି ପିଠଉ କିଣିଲେ ପାଣି ମାଗଣା
ଚେନ୍ନାଇ,୧ା୭: ଚେନ୍ନାଇ ସମେତ ଦେଶର ବିଭିନ୍ନ ଅଞ୍ଚଳରେ ଜଳସଙ୍କଟ ଉତ୍କଟ ରୂପ ଧାରଣ କରିଥିବାବେଳେ ଟ୍ରିପ୍ଲିକେନ୍ର ଜଣେ ବ୍ୟବସାୟୀ ପାଣି ପାଇଁ ବିଚିତ୍ର ଘୋଷଣାନାମା କରିଛନ୍ତି। ବାଲଟିଏ ପାଣି ମାଗଣାରେ ନେବାକୁ ହେଲେ ଗ୍ରାହକଙ୍କୁ ୧ କିଲୋଗ୍ରାମ ଇଡ୍ଲି-ଦୋସା ପିଠଉ କିଣିବାକୁ…
ନୂଆ ଘରୋଇ ବସ୍ଷ୍ଟାଣ୍ଡ ଛେଳି ଗୁହାଳ
ବରଗଡ଼ ଅଫିସ୍,୧।୭: ବରଗଡ଼ ସହରର ନୂଆ ଘରୋଇ ବସ୍ଷ୍ଟାଣ୍ଡ ଉଦଘାଟନକୁ ୭ ମାସ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ସେହି ବସଷ୍ଟାଣ୍ଡ ପରିସରରେ ବସ୍ର ଚକ ବି ଗଡ଼ିନାହିଁ । ଅନ୍ୟପଟେ ବସଷ୍ଟାଣ୍ଡଟି ଏବେ ଛେଳି ଗୁହାଳ ପାଲଟିଛି । କେବଳ ସେତିକି…
କମ୍ଲା ହାରିସ୍ ଅନ୍ଲାଇନରେ ବର୍ଣ୍ଣବୈଷମ୍ୟର ଶିକାର
ଓ୍ବାଶିଂଟନ,୧ା୭(ପି.ଟି.): ଆଗାମୀ ୨୦୨୦ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲାଗି ଡେମୋକ୍ରାଟ ପ୍ରାର୍ଥୀ ଦୌଡ଼ରେ ଥିବା ଭାରତୀୟ ବଂଶୋଦ୍ଭବ ସିନେଟର କମଲା ହାରିସ୍ ତାଙ୍କ ପରିଚୟ ପାଇଁ ଅନ୍ଲାଇନ୍ରେ ବର୍ଣ୍ଣବୈଷମ୍ୟର ଶିକାର ହୋଇଛନ୍ତି। ସେ ଜଣେ ଆମେରିକୀୟ ଅଣଶ୍ୱେତାଙ୍ଗ ନୁହନ୍ତି ବୋଲି ଗଣମାଧ୍ୟମରେ…
ଅନୁକୂଳ ପାଣିପାଗ: ଖରିଫ ଚାଷ ପାଇଁ ଚାଷୀ ତତ୍ପର
ଉଲୁଣ୍ଡା, ୧ା୭(ଡି.ଏନ.ଏ.) ରୋହିଣୀ ତାତେ, ମୃଗଶିରା ମାତେ, ଆରଦ୍ରା କରେ ଛନ୍ ଛନ୍, ଚାଷୀ ବଇଲା ଚଷାନୀଲୋ ଇ ବଛର କେନନ ରଖମା ଧାନ। ବିଶ୍ୱାସ ଅନୁସାରେ ରୋହିଣୀ ନକ୍ଷତ୍ର (ମେ ୨୨- ଜୁନ ୭) ପ୍ରଚଣ୍ଡ ଖରାରେ ଧରାପୃଷ୍ଠକୁ ତତାଇ…
ପ୍ରଧାନମନ୍ତ୍ରୀଙ୍କ ମନ୍ କୀ ବାତ୍ର ଦ୍ୱିତୀୟ ସଂସ୍କରଣ: ଜଳ ସଂରକ୍ଷଣ ପାଇଁ ଆହ୍ବାନ
ନୂଆଦିଲ୍ଲୀ,୧ା୭(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମର ଦ୍ୱିତୀୟ ସଂସ୍କରଣ ରବିବାର ଆରମ୍ଭ କରିଛନ୍ତି। ଏହି ସଂସ୍କରଣର ପ୍ରଥମ ଅଭିଭାଷଣରେ ସେ ଦେଶବାସୀଙ୍କୁ ଜଳ ସଂରକ୍ଷଣ କରିବା ଲାଗି ଆହ୍ବାନ ଦେଇଛନ୍ତି। ଦେଶର ବୃହତ ଜଳଭଣ୍ଡାର ଏବଂ ନଦୀଗୁଡ଼ିକରେ…
୧୦୦ କୋଟିର ବ୍ରାଉନ୍ ସୁଗାର ଜବତ
ଇମ୍ଫାଲ,୧ା୭:ମଣିପୁରର ଥୋଉବାଲ ଜିଲାରୁ ୧୧୧.୨ କେ.ଜି.ର ବ୍ରାଉନ୍ ସୁଗାର ଜବତ ହୋଇଛି। ଲିଲୋଙ୍ଗ ଗ୍ରାମରେ ବ୍ରାଉନ୍ ସୁଗାର ପ୍ରସ୍ତୁତି ଚାଲିଥିବାବେଳେ ନାର୍କୋଟିକ୍ସ ଆଣ୍ଡ ଆଫେୟାର୍ସ ଅଫ୍ ବର୍ଡର ସମେତ ମଣିପୁର ପୋଲିସ ଶନିବାର ବିଳମ୍ବିତ ରାତିରେ ସେଠାରେ ଚଢ଼ାଉ କରି ଏହାକୁ…
ରାଜଧାନୀରେ ଭିକାରିଙ୍କୁ ହତ୍ୟା, ୨ ବସ୍ ପୋଡ଼ି ଘଟଣା : ୨ବର୍ଷ ପରେ ବି ଅଭିଯୁକ୍ତଙ୍କୁ ପାଇନି ପୋଲିସ
କଟକ ରୋଡ,୧ା୭(ଡି.ଏନ୍.ଏ.) : ରାଜଧାନୀରେ ବଡଗଡ଼ ଥାନା ଅଞ୍ଚଳରେ ୨ବର୍ଷ ପୂର୍ବରୁ ଘଟିଥିବା ଅନେକ ଚର୍ଚ୍ଚିତ ୨ ପ୍ରମୁଖ ଅପରାଧ ଘଟଣାର ପୋଲିସ ଏଯାବତ ସୁରାକ ପାଇପାରି ନାହିଁ। ଘଟଣାର କିଛିଦିନ ପର୍ଯ୍ୟନ୍ତ ତଦନ୍ତ ଜୋରସୋର ହେବା ପରେ କୌଣସି ତଥ୍ୟ…
ଆଦର୍ଶ ସ୍କୁଲ କ୍ୟାମ୍ପସ ନିର୍ମାଣ ସରିଲାନି; ଛେଣ୍ଡିପଦା ହାଇସ୍କୁଲରେ ଶିକ୍ଷାଦାନ
ଛେଣ୍ଡିପଦା,୧।୭(ଡି.ଏନ.ଏ.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଟେଣ୍ଟୁଲୋଇ ପଞ୍ଚାୟତ ଗୋପୀନାଥପୁର ଗ୍ରାମଠାରେ ଚଳିତ ବର୍ଷ ନୂତନ କରି ଆଦର୍ଶ ବିଦ୍ୟାଳୟରେ ଶିକ୍ଷାଦାନ ପାଇଁ ପ୍ରବେଶିକା ପରୀକ୍ଷା ହୋଇଥିଲା। ପ୍ରଥମ କରି କେବଳ ଷଷ୍ଠ ଶ୍ରେଣୀରେ ପାଠପଢା ଆରମ୍ଭ ହୋଇଥିବାବେଳେ ମୋଟ ୮୧ ଜଣ…
ରୁଷିଆରୁ ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବ ଭାରତ
ନୂଆଦିଲ୍ଲୀ,୧ା୭: ବାଲାକୋଟ ଏୟାରଷ୍ଟ୍ରାଇକ୍ ଭଳି ପରିସ୍ଥିତିରେ ନିଜକୁ ପ୍ରସ୍ତୁତ ରଖିବା ଲାଗି ରୁଷିଆରୁ ଟ୍ୟାଙ୍କ ବିଧ୍ୱଂସୀ କ୍ଷେପଣାସ୍ତ୍ର କିଣିବା ଲାଗି ଭାରତ ରାଜିନାମା ସ୍ବାକ୍ଷର କରିଛି। ଷ୍ଟ୍ରମ୍ ଅଟାକା ନାମକ ଏହି କ୍ଷେପଣାସ୍ତ୍ର ଏମ୍ଆଇ-୩୫ ଲଢ଼ୁଆ ହେଲିକପ୍ଟରରେ ମୁତୟନ କରାଯିବ। ଜରୁରିକାଳୀନ…
କମ୍ପାନୀ କର୍ମଚାରୀଙ୍କ କଲୋନୀରେ ସରକାରୀ ବାବୁ, ପୋଲିସ; ନାଲ୍କୋ ଉପରେ ଚାପ ଚର୍ଚ୍ଚା
ଅନୁଗୋଳ ଅଫିସ/ବଅଁରପାଳ, ୧।୭(ଡି.ଏନ.ଏ.) କର୍ମଚାରୀଙ୍କ ପାଇଁ କଲୋନୀ ନିର୍ମାଣ କରିଛି ନାଲ୍କୋ। ହେଲେ ପ୍ରାୟ ଶତାଧିକ କ୍ୱାର୍ଟର୍ସରେ ରହୁଛନ୍ତି ସରକାରୀ ଅଧିକାରୀ ଓ ପୋଲିସ। ଭଡ଼ା ଦେଉଥିଲେ ବି ସେମାନେ ଏଠାରେ ରହିବା ନିୟମ ବହିର୍ଭୂତ। ତଥାପି ନାଲ୍କୋ ଉପରେ ଚାପ ପକାଇ…
ରାଜ୍ୟରେ ଲାଗୁହେବ ‘ଏକ ଦେଶ, ଏକ ରାଶନ କାର୍ଡ’
ଭୁବନେଶ୍ୱର,୧।୭(ବ୍ୟୁରୋ): ଦେଶର ଯେକୌଣସି ସ୍ଥାନରେ ଖାଉଟିମାନେ ଶସ୍ତାରେ ରାଶନ ପାଇ ପାରିବା ପାଇଁ କେନ୍ଦ୍ର ସରକାର ଲାଗୁ କରିଛନ୍ତି ‘ଏକ ଦେଶ, ଏକ ରାଶନ କାର୍ଡ’ ଯୋଜନା। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଯୋଜନାରେ ଓଡ଼ିଶା ଭଳି କେତେକ ରାଜ୍ୟ ସାମିଲ…
Archives


