ବେଦୀ, ଚୌହାନଙ୍କୁ ଗମ୍ଭୀରଙ୍କ ସମାଲୋଚନା
ନୂଆଦିଲ୍ଲୀ, ୫ା୮ (ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ଭାରତ ପକ୍ଷରୁ ପଦାର୍ପଣ କରିଥିବା ଦ୍ରୁତ ବୋଲର ନବଦୀପ ସଇନି ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ୍ରେ ସେ ୧୭ ରନ ବିନିମୟରେ ୩ ଉଇକେଟ୍ ଅକ୍ତିଆର କରିବା ସହ…
ଜେଲରୁ କଏଦୀ ଚମ୍ପଟ : ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ
ନୟାଗଡ଼ ଅଫିସ,୫ା୮: ନୟାଗଡ଼ ଜିଲା ସଦର ବ୍ଲକର ଖୁଣ୍ଟବନ୍ଧସ୍ଥିତ ସବ୍ଜେଲରୁ ରବିବାର ଜଣେ କଏଦୀ ଚମ୍ପଟ ମାରିଛନ୍ତି। ସେ ହେଲେ ଟାଉନ ଥାନା ଲେଖନପୁର ଗ୍ରାମର ହିମାଂଶୁ ନାୟକ (୨୧)। ଏ ନେଇ ଜେଲ ଅଧୀକ୍ଷକ ଉମେଶ ପ୍ରସାଦ ବଳବନ୍ତରାୟ ସଦର…
ସହରକୁ ସ୍ବଚ୍ଛ ରଖିବା ଯୋଜନା : ପ୍ରତିଷ୍ଠା ହେବ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ
ନୟାଗଡ଼ ଅଫିସ,୫ା୮: ସହର ସ୍ବଚ୍ଛ ରଖିବାକୁ ନୟାଗଡ଼ ପୌରପାଳିକା ପକ୍ଷରୁ ଯୋଜନା କରାଯାଇଛି। ଏଥିଲାଗି ସହର ଉପକଣ୍ଠ କ୍ଷେତ୍ରୀବରପୁରଠାରେ ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ପ୍ରଥମେ ସହରରେ ରହୁଥିବା ପରିବାରଗୁଡ଼ିକରୁ ଓଦା ଓ ଶୁଖିଲା ବର୍ଜ୍ୟବସ୍ତୁ ପୌରସଂସ୍ଥା ଦ୍ୱାରା ନିୟୋଜିତ…
ଶ୍ରୀ ନୀଳମାଧବଙ୍କ ସିଂହଦ୍ୱାରକୁ ଲାଗି ଶୌଚାଳୟ :ପରମ୍ପରା ବିରୋଧ ନେଇ ଅସନ୍ତୋଷ, ନିର୍ମାଣ ବନ୍ଦ ଦାବି
ଖଣ୍ଡପଡ଼ା,୫ା୮(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବେ ପରିଚିତ କଣ୍ଟିଲୋ ଶ୍ରୀ ନୀଳମାଧବ ଜୀଉଙ୍କ ମନ୍ଦିର ପୂର୍ବ ଦ୍ୱାର ତଥା ସିଂହଦ୍ୱାରକୁ ଲାଗି ୨ଟି ପାଇଖାନା ନିର୍ମାଣ କରାଯାଉଛି। ଏଥିଯୋଗୁ ମନ୍ଦିର ନିୟମ ଓ ପରମ୍ପରା ଭଙ୍ଗ ହେଉଥିବା ଅଭିଯୋଗ ହୋଇ…
ନୂଆ ଜଗନ୍ନାଥ ସଡ଼କ ପାର୍ଶ୍ୱରେ ୬୦୦ ଚାରା ରୋପଣ
ରଣପୁର,୫।୮(ସ୍ବ.ପ୍ର.): ସ୍ବଚ୍ଛ ଓ ଉତ୍ତମ ପରିବେଶ ସ୍ଥାପନ ଲକ୍ଷ୍ୟରେ ଶ୍ମଶାନକୁ ସଫା କରି ଚାରା ରୋପଣ ପରେ ଏବେ ନୂଆ ଜଗନ୍ନାଥ ସଡ଼କ ପାର୍ଶ୍ୱରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ନୟାଗଡ଼ ଜିଲା ଶରଣକୂଳ ଲଡୁବାବାଙ୍କ ଧାମରୁ ଶ୍ରୀକ୍ଷେତ୍ର ଧାମ…
ପାଣି ପାଇଁ ଦୁଇ ଗ୍ରାମ ମଧ୍ୟରେ ସଂଘର୍ଷ: ତୀରମାଡ଼ରେ ଯୁବକ ମୃତ
ନରସିଂହପୁର, ୫ା୮(ଡି.ଏନ.ଏ./ସ୍ବ.ପ୍ର.): କଟକ ଜିଲା ନରସିଂହପୁର ଥାନା ଅଧୀନ ସାଗର ଏବଂ ପାଞ୍ଚଗୋଚ୍ଛିଆ ଗ୍ରାମବାସୀଙ୍କ ମଧ୍ୟରେ ରବିବାର ପାଣି ପାଇଁ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ତୀର ମାଡ଼ରେ ସାଗର ଗ୍ରାମର ଶ୍ରୀଧର ସାମଲ(୪୦)ଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ…
ଯାଜପୁର ରୋଡ-ଧାମରା ରେଳପଥ ନିର୍ମାଣ ଦାବିରେ ଗଣ ସମ୍ମଳନୀ : ଆଗାମୀ ଦିନରେ ଜୋରଦାର କରାଯିବ ଆନ୍ଦୋଳନ
ଯାଜପୁର ରୋଡ,୫ା୮(ନି.ପ୍ର.): ଯାଜପୁର ରୋଡ୍ସ୍ଥିତ ଭୀମସେନ ପ୍ୟାଲେସଠାରେ ରବିବାର ଯାଜପୁର ରୋଡ-ଧାମରା ରେଳପଥ ସଂଗ୍ରାମ ସମିତି ପକ୍ଷରୁ ଏକ ଗଣ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ, ଯାଜପୁର ରୋଡ ଧାମରା ରେଳପଥ ସଂଗ୍ରାମ ସମିତି…
ଭ୍ୟାନିଟ୍ ବ୍ୟାଗ୍ ନେଇ କାର ଡ୍ରାଇଭର ଫେରାର ଘଟଣା : ଯାଜପୁରରୋଡ ଷ୍ଟେଶନ ବାଜାରରୁ ଡ୍ରାଇଭର ଗିରଫ
ଧର୍ମଶାଳା,୫ା୮(ଡି.ଏନ୍.ଏ.) : ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବାରବାଟି ନିକଟରେ ମହିଳା ଯାତ୍ରୀଙ୍କୁ ଅଧାବାଟରେ ଛାଡି ଚମ୍ପଟ ମାରିଥିବା କାର୍ ଡ୍ରାଇଭରକୁ ରବିବାର ପୋଲିସ ଗିରଫ କରିଛି। ଏଥିସହ ଲୁଟ୍ ହୋଇଥିବା ମହିଳାଙ୍କ ଭ୍ୟାନିଟ୍…
ମେହବୁବା, ଓମାର ଗୃହବନ୍ଦୀ
ଶ୍ରୀନଗର,୫ା୮: ରାଷ୍ଟ୍ରପତି ଶାସନ ଜାରି ହୋଇଥିବା ଜମ୍ମୁ-କଶ୍ମୀରରେ କେନ୍ଦ୍ର ସରକାର ଓ ରାଜ୍ୟର ରାଜନୈତିକ ଦଳଗୁଡ଼ିକ ମୁହାଁମୁହିଁ ଅବସ୍ଥାରେ ପହଞ୍ଚତ୍ଛନ୍ତି। ଶ୍ରୀନଗରରେ ସର୍ବଦଳୀୟ ବୈଠକରେ ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦ ଉଦ୍ୟମ ବିରୋଧରେ ଲଢ଼େଇ କରିବାକୁ ପ୍ରସ୍ତାବ ଗୃହୀତ…
ଦମ୍ପତିଙ୍କୁ ମାଡ଼ ମାରି ଲୁଟ୍
ଧର୍ମଶାଳା,୫ା୮(ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ପଣ୍ଡୁଆ ମୌଜାରେ ରାମଚନ୍ଦ୍ର ପ୍ରଧାନଙ୍କ ଘରେ ଶନିବାର ବିଳମ୍ବିତ ରାତିରେ ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ ସହ ସ୍ତ୍ରୀଙ୍କୁ ମାଡ଼ ମାରି ଗଡ଼ରେଜରେ ଥିବା ଟଙ୍କା ଓ ସୁନା ଅଳଙ୍କାର ନେଇ ପଳାଇଥିବା…
ସାଧାରଣ ଲୋକଙ୍କ ପାଇଁ ବନ୍ଦ ହେଲା ତୈଳ ବିଶୋଧନାଗାର ରାସ୍ତା
ପାରାଦୀପ,୫ା୮(ସ୍ବ.ପ୍ର.): ପାରାଦୀପ ତୈଳ ବିଶୋଧନାଗାର ରାସ୍ତାରେ ଫାଟକ ଲଗାଇବାକୁ ନେଇ ୨ବର୍ଷ ତଳେ ଅନେକ ବିବାଦ ମୁଣ୍ଡ ଟେକିଥିଲା। ଏପରି କି ଇଡ୍କୋ ଉକ୍ତ ଫାଟକକୁ ନେଇ ଆପତ୍ତି ଉଠାଇବା ସହ ରାସ୍ତାକୁ ମୁକ୍ତ ରଖିବାକୁ ସେତେବେଳେ ବିଶୋଧନାଗାର କର୍ତ୍ତୃପକ୍ଷଙ୍କୁ ଚିଠି…
ଚାଷୀଙ୍କ କାମରେ ଲାଗୁନି ସ୍ଲୁଇସ ଗେଟ୍
ନାଉଗାଁ,୫ା୮(ସ୍ବ.ପ୍ର.): ଚାଷ ଓ ଚାଷୀଙ୍କ ଉନ୍ନତି ପାଇଁ ସରକାର ଅନେକ ଯୋଜନା କରିବା ସହ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସର୍ବ ପ୍ରଥମ ଆବଶ୍ୟକତା ଜଳସେଚନ ସୁବିଧା ନ ଥିବାରୁ ଚାଷୀ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ନାଉଗାଁ ବ୍ଲକରେ ସାଧାରଣତଃ ଚାଷୀଙ୍କ…
Archives


