ଟାଇଟନ୍କୁ ଯିବ ରୋଟରକ୍ରାଫ୍ଟ
ପୃଥିବୀରେ ଜୀବ ଜଗତ ଆରମ୍ଭ ହେବା ସମୟରେ ଯେଭଳି ବାୟୁମଣ୍ଡଳ ଥିଲା ତାହା ସେଠାରେ ରହିଛି ବୋଲି ନାସାର ଗବେଷକମାନେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ ଗବେଷକମାନେ ଟାଇଟନ୍କୁ ଏକ ଯାନ ପଠାଇବାର ଯୋଜନା କରିଛନ୍ତି…
ବିଭିନ୍ନ ରୋଗରୁ ବି ଦୂରେଇ ରଖେ କାନଫୁଲ…
କାନଫୁଲ ସୌନ୍ଦର୍ଯ୍ୟ ବଢାଇବା ସହିତ ଶରୀର ଉପରେ ଅନେକ ସକାରାତ୍ମକ ପ୍ରଭାବ ପକାଇଥାଏ। ଏହାଦ୍ୱାରା ପ୍ରଜନନ ଓ ମାସିକ ଋତୁସ୍ରାବ ସମସ୍ୟାକୁ ଦୂର ହୁଏ। ଆର୍ୟୁବେଦରେ କୁହାଯାଇଛି, ମହିଳାମାନଙ୍କ କର୍ଣ୍ଣବେଧ ଓ କାନରେ ସୁନା ଲଗାଇବା ଫଳରେ ସେମାନଙ୍କର ମାସିକ ଧର୍ମ…
ଏଲଓସି ଆକ୍ସନ ପରେ ପାକିସ୍ତାନ ଛାନିଆ: ଇମ୍ରାନ ଡକାଇଲେ ବୈଠକ
ଇସଲମାବାଦ୍, ୪।୮: ନିୟନ୍ତ୍ରଣ ରେଖା (ଏଲଓସି)ରେ ପାକିସ୍ତାନ ବର୍ଡର ଆକ୍ସନ ଟିମ (ବିଏଟି)ର ଏକ ଅନୁପ୍ରବେଶ ଯୋଜନାକୁ ଭାରତୀୟ ସେନା ପଣ୍ଡ କରିଛି। ସେନା କହିବା ଅନୁଯାୟୀ ଜୁଲାଇ ୩୧ ତାରିଖ ରାତିରେ ବିଏଟିର ସଦସ୍ୟମାନେ ଜାମ୍ମୁ-କାଶ୍ମୀରର କେରନ ସେକ୍ଟରରେ ଅନୁପ୍ରବେଶ…
ଜେଜେମା’ଙ୍କ ନିଷ୍ଠୁରତା, ପଡୋଶୀ ଘରେ ଖାଇବାରୁ ମା’ଛେଉଣ୍ଡ ନାତୁଣୀଙ୍କୁ ନିର୍ଦ୍ଧୁମ୍ ପିଟିଲେ
ବନ୍ତଳା, ୪।୮(ଡି.ଏନ.ଏ): ଜେଜେମା’ଙ୍କ ନିଷ୍ଠୁରତା। ପଡୋଶୀ ଘରେ ଯାଇ ଖାଇବାରୁ ତିନି ବର୍ଷର ଶିଶୁ କନ୍ୟାକୁ ଜେଜେମା ମାଡ଼ ମାରି ଘର ଭିତରେ ରଖି ତାଲା ପକାଇବା ଖବର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ଅନୁଗୋଳ ଜିଲା ବନ୍ତଳା ଥାନା ଗଡ଼…
ଡେଙ୍ଗୁ ଭଲ କରେ ଅମୃତଭଣ୍ଡା ପତ୍ର ଜୁସ୍
ବର୍ଷାଋତୁରେ ଡେଙ୍ଗୁ ବ୍ୟାପିବାର ଯଥେଷ୍ଟ ସମ୍ଭାବନା ତଥା ଭୟ ରହିଥାଏ। ଏପରିକି ବେଳେବେଳେ ଡେଙ୍ଗୁ ଜୀବନ ମଧ୍ୟ ନେଇଯାଇଥାଏ। ତେବେ ଏହି ମାରାତ୍ମକ ରୋଗରୁ ମୁକ୍ତି ପାଇବା ପାଇଁ ଘରୋଇ ଉପଚାର କଲେ ଫାଇଦା ମିଳିଥାଏ। ଜାଣନ୍ତୁ ଏହାର ଲକ୍ଷଣ ଏବଂ…
ମେଟଲ୍ ମିଟ୍ ଗ୍ରାଣ୍ଡ ଫିନାଲେ : ରାଉଣ୍ଡ ‘ଟିକ୍ଟାକ୍ଟୋ’ରେ ବାଜିମାରିଲା ୟୁନିଟ୍-୮ ଡିଏଭି
ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍ ମିଟ୍ ଜୁନିୟର ଗ୍ରୁପ୍ ଗ୍ରାଣ୍ଡ ଫିନାଲେ ଦ୍ୱିତୀୟ ରାଉଣ୍ଡ ତଥା ରାଉଣ୍ଡ୍ ‘ଟିକ୍ଟାକ୍ଟୋ’ରେ ବାଜି ମାରିଛି ୟୁନିଟ୍-୮ ଡିଏଭି ପବ୍ଲିକ୍ ସ୍କୁଲ୍। ସର୍ବାଧିକ ୭୩ ସ୍କୋର୍ କରି ଆଗରେ ରହିଛି ୟୁନିଟ୍-୮ ଡିଏଭି। ତେବେ ମଦର୍ସ ପବ୍ଲିକ୍ସ୍କୁଲ୍ସେହି ୭୦ରେ…
ଜୋତା କିଣିବାକୁ ଟଙ୍କା ନ ଥିଲା, ଏବେ ଭାରତ ପାଇଁ ଆଣିଲେ ସଫଳତା
ଲଡରହିଲ,୪।୮:ବିଶ୍ୱକପ ବିପର୍ଯ୍ୟୟ ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜର ପ୍ରଥମ ମ୍ୟାଚ ଖେଳି ବିଜୟ ହାସଲ କରିଛି। ଏହି ମ୍ୟାଚରେ ଭାରତ ପାଇଁ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ ଖେଳି ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ…
ମେଟଲ୍ ମିଟ୍ ଗ୍ରାଣ୍ଡ ଫିନାଲେ ଜୁନିୟର ଗ୍ରୁପ୍ ରାଉଣ୍ଡ-୧: ଆଗରେ ମଦର୍ସ ପବ୍ଲିକ ସ୍କୁଲ
ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍ ମିଟ୍-୨୦୧୯ ଜୁନିୟର ଗ୍ରୁପ୍ ଗ୍ରାଣ୍ଡ ଫିନାଲେର ରାଉଣ୍ଡ-୧ ଏହା ମଧ୍ୟରେ ଶେଷ ହୋଇଛି। ଏହି ‘ଇନ୍ଫିନାଇଟ୍’ ରାଉଣ୍ଡରେ ୧୬ଟି ପ୍ରଶ୍ନ ରହିଥିବା ବେଳେ ଏଥିରେ ସର୍ବାଧିକ ୭୦ ସ୍କୋର୍ କରି ଆଗରେ ରହିଛି ଭୁବନେଶ୍ୱରର ମଦର୍ସ ପବ୍ଲିକ୍ ସ୍କୁଲ।…
ସିଲିକନ ଭ୍ୟାଲି ଡବ୍ଲ୍ୟୁଟିଏ : ଝେଙ୍ଗ୍- ସାବାଲେଙ୍କା ଫାଇନାଲ
କାର୍ଲିଫର୍ନିଆ,୪।୮: ଏଠାରେ ଚାଲିଥିବା ସିଲିକନ ଭ୍ୟାଲି ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟରେ ଚାଇନାର ଝେଙ୍ଗ୍ ସାଇସାଇ ଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ଏହି ୫୫ ନମ୍ବର ଅଣସିଡ ଖେଳାଳି ଶନିବାର ସେମିଫାଇନାଲରେ ଗ୍ରୀସ୍ର ସପ୍ତମ ସିଡ ଖେଳାଳି ମାରିଆ ସାକାରିଙ୍କୁ ୭-୬, ୬-୨ ସେଟରେ…
୫ ପ୍ୟାକେଟ ବ୍ରାଉନସୁଗାର ଜବତ, ୫ ଗିରଫ
ରଣପୁର,୪।୮(ସ୍ବ.ପ୍ର.) : ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ନୟାଗଡ଼ ଜିଲାର ରଣପୁର ଥାନା ପୋଲିସ ରଣପୁର ବଜାର, ବିଭିନ୍ନ ସାହି, ମଣିନାଗ ପୀଠ ଓ ବ୍ଲକ ଅଞ୍ଚଳରେ ରବିବାର ଚଢ଼ାଉ ଜାରିରଖିଛି। ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ପୋଲିସ ରଣପୁର ସୁଆରସାହିର ବାପି ଖଟେଇ(୩୨)…
ଥାଇଲାଣ୍ଡ ଓପନ୍ ବ୍ୟାଡମିଣ୍ଟନ୍ : ସାତ୍ତ୍ୱିକ୍- ଚିରାଗଙ୍କୁ ଡବଲ୍ଡ ଟାଇଟଲ
ବ୍ୟାଙ୍କକ୍,୪।୮: ଥାଇଲାଣ୍ଡ ଓପନ୍ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟୀ ଡବଲ୍ସ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ପ୍ରଥମ ଭାରତୀୟ ଯୋଡି ଭାବେ ଏହି ଦୁଇ ଖେଳାଳି କୌଣସି ବିଡବ୍ଲ୍ୟୁଏଫ୍ ସୁପର ୫୦୦ ବ୍ୟାଡମିଣ୍ଟନ…
ହାତୀ ଉପଦ୍ରବ : ଫସଲ ଖାଇଲା, ଘର ଭାଙ୍ଗିଲା
ବଡ଼ଗାଁ,୪।୮(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ମାସେ ହେଲା ରହି ଆସୁଥିବା ହାତୀପଲ ମଧ୍ୟରୁ ଗୋଟିଏ ହାତୀ ଶନିବାର ରାତିରେ ଉପଦ୍ରବ ଘଟାଇଛି। ବିଳମ୍ବିତ ରାତିରେ କୁସୁମଡେଗୀ ନିକଟ ପାହାଡ଼ ଟୋଲିର ବିନୁ ଟପ୍ପୋ ଓ ଜନୁ ଟପ୍ପୋଙ୍କ…
Archives


