Home

ଭାରତ ପାଇଁ ଖେଳିବି ବୋଲି ଭାବି ନ ଥିଲି : ସଇନି

ଲଡରହିଲ(ଆମେରିକା),୪।୮(ପି.ଟି.): ଭାରତ ପାଇଁ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ବେଶ୍‌ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶନିବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ପଦାର୍ପଣ କରି ୨୬…

କର୍ନାଟକରେ ଖୁବ୍‌ଶୀଘ୍ର ହେବ ନିର୍ବାଚନ: କୁମାରସ୍ବାମୀ

ବେଙ୍ଗାଲୁରୁ,୪।୮: କର୍ନାଟକରେ ଭାଜପା ଶାସନ କ୍ଷମତା ହାତକୁ ନେଇଥିବା ବେଳେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ୍‌) ନେତା ଏଚ୍‌ଡି କୁମାରସ୍ବାମୀ କହିଛନ୍ତି କର୍ନାଟକରେ ଭାଜପା ବେଶୀଦିନ ଶାସନ କ୍ଷମତାରେ ରହି ପାରିବ ନାହିଁ। କୁମାରସ୍ବାମୀ କହିଛନ୍ତି ଅଯୋଗ୍ୟ ଘୋଷିତ ହୋଇଥିବା…

୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯିବେ ଶାହ

ନୂଆଦିଲ୍ଲୀ, ୪।୮: ଜମ୍ମୁ-କଶ୍ମୀରରେ ସାଧାରଣ ଲୋକଙ୍କ ମଧ୍ୟରେ କେନ୍ଦ୍ର ସରକାରଙ୍କ ନୀତି ନେଇ ଶଙ୍କା ସୃଷ୍ଟି ହୋଇଛି। ତେବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଚଳିତ ମାସରେ ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ମଦ୍ୟପ ପ୍ରଧାନଶିକ୍ଷକ ପିଲାଙ୍କୁ ଡରାଇବା ଘଟଣା : ବଦଳିଲେ ୩ ଶିକ୍ଷକ

ବାଲିଗୁଡ଼ା,୪।୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନଶିକ୍ଷକ ବିଦ୍ୟାଳୟକୁ ମଦ୍ୟପାନ କରି ଆସି ପାଠ ପଢ଼ିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବାରୁ ପିଲାମାନେ ମଧ୍ୟାହ୍ନଭୋଜନ ସମୟରେ ଭୟରେ ଘରକୁ ଫେରି ଆସିଥିଲେ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…

ସୁପର ଆର୍ଥ ‘ଜିଜେ ୩୫୭-ଡି’ର ମିଳିଲା ସନ୍ଧାନ: ଜୀବନସତ୍ତା ଥିବା ଅନୁମାନ

ଓ୍ବାଶିଂଟନ,୪।୮: ନାସା ପକ୍ଷରୁ ପୃଥିବୀଠାରୁ ବୃହତ୍ତମ ଗ୍ରହର ସନ୍ଧାନ କରାଯାଇଛି। ସୁପର ଆର୍ଥ ‘ଜିଜେ ୩୫୭-ଡି’ରେ ଜୀବନସତ୍ତା ଥିବାର ଅନୁମାନ କରାଯାଉଛି। ଏପରି ହେଲେ ପୃଥିବୀ ଭଳି ଏଠାରେ ମଧ୍ୟ ଜୀବ ଜଗତ ତିଷ୍ଠି ରହିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି…

ଓ୍ବାଶିଂଟନ ଫାଇନାଲରେ କିର୍ଗିୟସ୍‌

ଓ୍ବାଶିଂଟନ,୪।୮(ଏଏଫ୍‌ପି): ଏଠାରେ ଚାଲିଥିବା ଏଟିପି ଓ୍ବାଶିଂଟନ ଓପନ୍‌ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆର ନିକ୍‌ ଗିର୍ଗିୟସ୍‌ ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍‌ରେ କିର୍ଗିୟସ ଟପ୍‌ ସିଡ ଗ୍ରୀସ୍‌ର ଷ୍ଟିଫାନୋସ ସିଟ୍‌ସିପାସଙ୍କୁ ପରାସ୍ତ କରି ଫାଇନାଲକୁ ଉଠିଛନ୍ତି। ବିଶ୍ୱ ର଼୍ୟାଙ୍କିଙ୍ଗର ୫୨ତମ…

ବିଶ୍ୱର ସବୁଠୁ ଛୋଟ ଲାପ୍‌ଟପ୍‌ : ସ୍କ୍ରିନ୍‌୧ ଇଞ୍ଚ, ଡିସ୍‌ପ୍ଲେ ୦.୯୬ ସେ.ମି.

ଆମେରିକାର ଆଇଟି ଇଞ୍ଜିନିୟର ପଲ୍‌ କ୍ଲିଙ୍ଗର ବିଶ୍ୱର ସବୁଠୁ ଛୋଟ ଲାପ୍‌ଟପ୍‌ ତିଆରି କରିଛନ୍ତି। ଏହି ଲାପ୍‌ଟପ୍‌ର ସ୍କ୍ରିନ୍‌ ମାତ୍ର ୧ ଇଞ୍ଚ। ଏହାର ଡିସ୍‌ପ୍ଲେ ୦.୯୬ ସେ.ମି.। ଏହାକୁ ତିଆରି କରିବା ପାଇଁ ପଲଙ୍କୁ ୭ ଦିନ ଲାଗିଥିଲା। ଏଥିରେ…

ଚାଇନାରେ ଓ୍ବାଇଫା ବାତ୍ୟା: ରାସ୍ତାରେ ଖେଳିଲେ ମାଛ

ବେଜିଂ,୪।୮: ଚାଇନାରେ ଓ୍ବାଇଫା ବାତ୍ୟା ଯୋଗୁ ରାସ୍ତା ଘାଟ ପାଣିରେ ଭରି ଯାଇଛି। ଫଳରେ ରାସ୍ତାରେ ବଡ଼ ବଡ଼ ମାଛ ଖେଳୁଥିବା ଦେଖିବାକୁ ମିଳିଛି। ଲୋକେ ଉଦ୍ଧାର କାର୍ଯ୍ୟରେ ବ୍ୟବହୃତ ବୋଟ୍‌ରେ ବସି ମାଛ ଧରୁଥିବା ଦୃଶ୍ୟ ଚାଇନା ଜାତୀୟ ଟେଲିଭିଜନରେ…

ଶ୍ରୀନଗରରୁ ଦିଲ୍ଲୀ ପାଇଁ ବିମାନ ଭଡ଼ା ଧାର୍ଯ୍ୟ କଲା ଏୟାର ଇଣ୍ଡିଆ: ଟିକେଟ ଦାମ ୬ ହଜାର ୭ଶହ ୧୫

ଶ୍ରୀନଗର,୪।୮: କେନ୍ଦ୍ର ସରକାର ଶୀଘ୍ର ଜମ୍ମୁ-କଶ୍ମୀର ଛାଡ଼ିବା ଲାଗି ନିର୍ଦ୍ଦେଶ ଜାରି କରିବା ଫଳରେ ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଏହାକୁ ଦେଖି ବିମାନ ପରିବହନ କମ୍ପାନୀଗୁଡ଼ିକ ଟିକେଟ ଦାମ ବଢ଼ାଇ ଫାଇଦା ନେବାର ଉଦ୍ୟମ କରୁଥିବାବେଳେ…

ଓ୍ବାଲମାର୍ଟ ଷ୍ଟୋରରେ ଗୁଳିକାଣ୍ଡ: ୨୦ ମୃତ

ଓ୍ବାଶିଂଟନ,୪।୮: ଆମେରିକା ଟେକ୍ସାସ୍‌ରେ ଥିବା ଓ୍ବାଲମାର୍ଟ ଷ୍ଟୋରରେ ଗୁଳିକାଣ୍ଡ ଘଟି ୨୦ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୬ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଷ୍ଟୋରରେ କିଛି ସନ୍ଦିଗ୍ଧ ଥିବା ପୋଲିସ…

ଆତଙ୍କବାଦୀଙ୍କ ମୃତଦେହ ନେଇ ଯିବାକୁ ପାକିସ୍ତାନକୁ ଭାରତ ଦେଲା ପ୍ରସ୍ତାବ

ଶ୍ରୀନଗର,୪।୮: ଜମ୍ମୁ-କଶ୍ମୀର କେରନ୍‌ ସେକ୍ଟରରେ ଭାରତୀୟ ସେନାଙ୍କ ଗୁଳିରେ ବ୍ୟାଟ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କର ମୃତଦେହ ନେଇଯିବାକୁ ଭାରତ ପାକିସ୍ତାନକୁ ପ୍ରସ୍ତାବ ଦେଇଛି। ଏଥିପାଇଁ ପାକିସ୍ତାନ ସୈନ୍ୟ ଧଳା ପତାକା ଧରି ଆସିବାକୁ ଭାରତୀୟ ସେନା କହିଛି। ତେବେ ପାକିସ୍ତାନ…

ନିଲାମ ହେବ ବିଶିଷ୍ଟ ଚିତ୍ରଶିଳ୍ପୀଙ୍କ କଳାକୃତି

ନୂଆଦିଲ୍ଲୀ: ବିଶିଷ୍ଟ ଚିତ୍ରଶିଳ୍ପୀ ଏମ୍‌.ଏଫ୍‌. ହୁସେନ, ଅମ୍ରିତା ଶେର-ଗିଲ, ଏସ୍‌.ଏଚ୍‌. ରାଜା, ଯାମିନୀ ରଏ ଏବଂ ଏଫ୍‌.ଏନ୍‌. ସୁଜାଙ୍କ କଳାକୃତି ଆସନ୍ତା ସପ୍ତାହରେ ନିଲାମ ହେବାକୁ ଯାଉଛି। ଏହିସବୁ କଳାକୃତି ବର୍ତ୍ତମାନ ଦିଲ୍ଲୀର ହୋଟେଲ ତାଜ ପ୍ୟାଲେସର ଶୋଭାମଣ୍ଡନ କରୁଛି। ଉକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri