ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି ଜୋର
ବାରିପଦା ଅଫିସ, ୩୦।୬- ବିଶ୍ୱ ବିଖ୍ୟାତ ପୁରୀ ରଥଯାତ୍ରା ପରେ ବାରିପଦା ସ୍ବତନ୍ତ୍ର ଗୁରୁତ୍ୱ ରଖୁଥିବାରୁ ଏହାକୁ ‘ଦ୍ୱିତୀୟ ଶ୍ରୀକ୍ଷେତ୍ର’ ମାନ୍ୟତା ପ୍ରଦାନ ଦାବି ଜୋର ଧରିଛି। ବାରିପଦା ଜଗନ୍ନାଥ ମନ୍ଦିରର ସେବାୟତମାନେ ଶନିବାର ଭୁବନେଶ୍ୱର ଯାଇ ରାଜ୍ୟ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ…
ଅଷ୍ଟ୍ରେଲିଆର ବୃହତ୍ ବିଜୟ
ଲଡର୍ସ,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍ର ୩୭ତମ ମ୍ୟାଚ୍ରେ ଶନିବାର ଅଷ୍ଟ୍ରେଲିଆ ୮୬ ରନରେ ପଡୋଶୀ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହତ ପ୍ରଥମଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଥିବା ଅଷ୍ଟ୍ରେଲିଆ ୮ଟି ମ୍ୟାଚ୍ ଖେଳି ୭ ବିଜୟ ଓ ଗୋଟିଏ ପରାଜୟ ସହ…
ୱାଲର୍ଡ ୟୁନିଭର୍ସିଟି ଗେମ୍ସ: ଭାରତୀୟ ଦଳର ନେତୃତ୍ୱ ନେବେ ଦୂତୀ
ଭୁବନେଶ୍ୱର ୩୦।୬(ସ୍ପୋଟର୍ସ ବ୍ୟୁରୋ)-ଇଟାଲିର ନାପୋଲିଠାରେ ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ୩୦ତମ ୱାଲ୍ଡର୍ର୍ ୟୁନିଭର୍ସିଟି ଗେମ୍ସ ଅନୁଷ୍ଠିତ ହେବ। ଏଥିରେ ସ୍ପ୍ରିଣ୍ଟ କୁଇନ ତଥା କିଟ୍ରେ ଅଧ୍ୟୟନରତ ଦୂତୀ ଚାନ୍ଦ ଭାରତୀୟ ବିଶ୍ୱବିଦ୍ୟାଳୟ ଦଳର ନେତୃତ୍ୱ ନେବେ। ଉଦ୍ଘାଟନୀ ଉତ୍ସବରେ ଦୂତୀ…
ନେଦରଲାଣ୍ଡ୍ସ ସେମିଫାଇନାଲରେ
ଭାଲେନ୍ସିଜ (ଫ୍ରାନ୍ସ), ୩୦ା୬ (ଏଏଫ୍ପି)- ନେଦରଲାଣ୍ଡ୍ସ ମହିଳା ଫୁଟ୍ବଲ ବିଶ୍ୱକପ୍ ଇତିହାସରେ ପ୍ରଥମ ଥର ସେମିଫାଇନାଲରେ ପ୍ରବେଶ କରିଛି। ଏଠାରେ ଶନିବାର ଅନୁଷ୍ଠିତ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଦଳ ୨-୦ ଗୋଲରେ ଇଟାଲୀକୁ ପରାସ୍ତ କରିଛି। ଦଳ ପକ୍ଷରୁ ଭିଭିଆନି ମିଡେମା…
ପାରାଲିସିସ୍ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ସକାଳୁ ଖାଲି ପେଟରେ ଦୁଇକୋଲା ରସୁଣ ଚୋବାଇ ଖାଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟଲର ପରିମାଣ ହ୍ରାସ ପାଏ। ହୃଦ୍ଘାତରେ ଏହା ମହୌଷଧୀ ଭଳି କାମ କରେ। ତେବେ ରସୁଣ ସହିତ ମହୁ ମିଶାଇ ଖାଇଲେ ପାରାଲିସିସ୍ରୁ ସହଜରେ…
ଡ୍ରାଭିଡଙ୍କୁ ନୂଆ ଦାୟିତ୍ୱ
ନୂଆଦିଲ୍ଲୀ, ୨୯।୬(ପି.ଟି.)- ପ୍ରାକ୍ତନ ଭାରତୀୟ ଅଧିନାୟକ ତଥା ଜୁନିୟର ଦଳର କୋଚ୍ ରାହୁଲ ଡ୍ରାଭିଡଙ୍କୁ ଜୁଲାଇ ୧ରୁ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ। ବାଙ୍ଗାଲୋରସ୍ଥିତ ଜାତୀୟ କ୍ରିକେଟ୍ ଏକାଡେମୀ (ଏନ୍ସିଏ)ର ‘ହେଡ୍ ଅଫ୍ କ୍ରିକେଟ୍’ ଭାବେ ଡ୍ରାଭିଡ ଆଗାମୀ ୨…
‘ଧୋନୀ ୪ ନମ୍ବର ସ୍ଥାନରେ ବ୍ୟାଟିଂ କରିବା ଉଚିତ୍’
ମୁମ୍ବାଇ, ୨୯।୬(ପି.ଟି.)-ଚଳିତ ବିଶ୍ୱକପ୍ର ବଳକା ମ୍ୟାଚ୍ ଲାଗି ଭାରତୀୟ ଦଳର ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ ଧୋନୀ ଗୁରୁତ୍ୱପୂର୍ଣ୍ଣ ୪ ନମ୍ବର ସ୍ଥାନରେ ବ୍ୟାଟିଂ କରିବା ଉଚିତ୍ ବୋଲି ପୂର୍ବତନ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ ଡିନ୍ ଜୋନ୍ସ କହିଛନ୍ତି। ନିକଟରେ ଆଫଗାନିସ୍ତାନ ଓ…
ନଳକୂପରୁ ବାହାରୁଛି ଲୁଣାପାଣି : ପାନୀୟ ଜଳ ପାଇଁ ବିଡିଓଙ୍କୁ ଘେରିଲେ ମହିଳା
ବାସୁଦେବପୁର, ୨୯।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତ ତେନ୍ତୁଳିଆଡିଆ ଗ୍ରାମ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ଗ୍ରାମବାସୀ ପାନୀୟ ଜଳ ପାଇଁ ହନ୍ତସନ୍ତ ହେଉଛନ୍ତି। ଏହି ଗ୍ରାମ ସଂଲଗ୍ନ ଅଞ୍ଚଳରେ ମଧୁର ପାନୀୟ ଜଳ…
୪ ଶହ ବର୍ଷ ହେଲା ଗାଁରେ ହୋଇନି କୌଣସି ଶିଶୁଙ୍କ ଜନ୍ମ…
ମଧ୍ୟପ୍ରଦେଶ ରାଜଗଡ଼ ଜିଲା ସଙ୍କ୍ ଶ୍ୟାମ୍ ଜୀ ଗାଁରେ ଗତ ୪ ଶହ ବର୍ଷ ଧରି କୌଣସି ଶିଶୁଙ୍କ ଜନ୍ମ ହୋଇନି। ଭୋପାଳଠାରୁ ଏହି ଗାଁର ଦୂରତା ପ୍ରାୟ ୧୩୦ କିଲୋମିଟର। ପ୍ରସବ ସମୟ ହେଲେ ଗର୍ଭବତୀ ମହିଳାଙ୍କୁ ଗାଁ ବାହାରେ…
ଦୁର୍ଲଭ ବ୍ରହ୍ମକମଳ ଦେଖିବାକୁ ପଣସପଡ଼ିରେ ଭିଡ଼
ବାଲିଗୁଡ଼ା,୨୯।୬(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନ୍ର ପଣସପଡ଼ି ସାହି ଅଞ୍ଚଳରେ ଦେଖିବାକୁ ମିଳିଛି ବ୍ରହ୍ମକମଳ ଫୁଲ। ପଣସପଡ଼ି ସାହି ନିବାସୀ ନୀଳମାଧବ ପଣ୍ଡାଙ୍କ ବାସଭବନରେ ଦୀର୍ଘ ଦୁଇବର୍ଷ ପରେ ଏହି ବ୍ରହ୍ମକମଳ ଫୁଟିଥିବା ଯୋଗୁ ଆଖପାଖ ଗ୍ରାମର ଲୋକେ ଦେଖିବା ପାଇଁ…
ଦ୍ରୁତ ଗତିରେ ଚାଲିଛି ବାଲିଗୁଡ଼ା ରଥକାମ
ବାଲିଗୁଡ଼ା,୨୯।୬(ଡି.ଏନ୍.ଏ.): ରଥଯାତ୍ରା ଉପଲକ୍ଷେ କନ୍ଧମାଳ ଜିଲା ବାଲିଗୁଡ଼ାରେ ମଧ୍ୟ ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ରଥ ନିର୍ମାଣ କାର୍ଯ୍ୟ ଜଗନ୍ନାଥ ମନ୍ଦିର ନିକଟ ଜଗନ୍ନାଥ ମାର୍କେଟ ପରିସର ମଧ୍ୟରେ ଦ୍ରୁତ ଗତିରେ ଚାଲିଛି। ଏହି ପରିପ୍ରେକ୍ଷୀରେ ସମଗ୍ର ଅଞ୍ଚଳ ଚଳଚଞ୍ଚଳ…
ଓଡ଼ିଶାରେ ମଧ୍ୟ ଜଗା-କାଳିଆଙ୍କ ଚିକିତ୍ସା ଖର୍ଚ୍ଚ ଉଠାଇବେ ରାଜ୍ୟ ସରକାର: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଓଡ଼ିଶା ଫେରିବା ପରେ ଜଗା-କାଳିଆଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜଗା-କାଳିଆ ଓଡ଼ିଶା ଫେରିବା ନେଇ କଥା ଉଠିବା ପରେ ଶନିବାର ମନ୍ତ୍ରୀ କହିଛନ୍ତି, ସେମାନେ ଆସିଲେ ଭୁବନେଶ୍ୱରର…
Archives


