Home

ଇଂଲଣ୍ଡ ପ୍ରଥମ ଇନିଂସ ଅଗ୍ରଣୀ

ବର୍ମିଂହାମ,୪।୮(ଏଏଫ୍‌ପି)- ଅଷ୍ଟ୍ରେଲିଆ ବିପକ୍ଷ ଆଶେସ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଇଂଲଣ୍ଡ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ଅଭିଜ୍ଞ ଷ୍ଟିଭ୍‌ ସ୍ମିଥ୍‌ଙ୍କ ୧୪୪ ରନର ଶତକ ସହାୟତାରେ…

ପ୍ରଥମ ଟି୨୦: ଭାରତ ୪ ଉଇକେଟରେ ବିଜୟୀ

ଲଡରହିଲ,୪।୮(ପି.ଟି.)- ବିଶ୍ୱକପ୍‌ ବିପର୍ଯ୍ୟୟ ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳି ବିଜୟ ହାସଲ କରିଛି। ସ୍ଥାନୀୟ ସେଣ୍ଟ୍ରାଲ ବ୍ରୋଓ୍ବାର୍ଡ ରିଜିଓନାଲ ପାର୍କ ଷ୍ଟାଡିୟମର ଟର୍ଫ ଗ୍ରାଉଣ୍ଡରେ ଶନିବାର ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଲୋ-ସ୍କୋରିଂ…

ପିଏସ୍‌ବିଙ୍କ ପାଇଁ ଆର୍‌ବିଆଇ ଗାଇଡ୍‌ଲାଇନ;ବ୍ୟାଙ୍କ ବୋର୍ଡରେ ରହିପାରିବେନି ଏମ୍‌ପି, ବିଧାୟକ

ମୁମ୍ବାଇ,୪-୮: କେଉଁମାନେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ବୋର୍ଡରେ ରହିପାରିବେ ସେନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଏକ ଗାଇଡଲାଇନ ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ, ଏମ୍‌ପି, ବିଧାୟକ, ମ୍ୟୁନିସିପାଲିଟି ଅବା କର୍ପୋରେଶନର ମୁଖ୍ୟମାନେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ(ପିଏସ୍‌ବି)ର ବୋର୍ଡ ଅଫ୍‌ ଡାଇରେକ୍ଟରରେ ସାମିଲ…

୧୫ରୁ ଲାଗୁ ହେବ କିଷାନ ପେନସନ ସ୍କିମ୍‌ ଯୋଜନା

ନୂଆଦିଲ୍ଲୀ,୪-୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସରୁ କିଷାନ ପେନସନ ସ୍କିମ୍‌କୁ ଲାଗୁ ହେବା ନେଇ ଘୋଷଣା କରିିବାକୁ ଯାଉଛନ୍ତି। କୃଷି ସଚିବ ରାଜ୍ୟଗୁଡ଼ିକୁ ପତ୍ର ଲେଖି ଏହି ସ୍କିମ୍‌ ଲାଗୁ କରିବାର ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପେନସନ…

୨୦୦୦ ଷ୍ଟେଶନରେ ମାଗଣା ଓ୍ବାଇଫାଇ

ନୂଆଦିଲ୍ଲୀ,୪-୮: ଦେଶର ୨ ହଜାର ରେଳ ଷ୍ଟେଶନରେ ମାଗଣା ଓ୍ବାଇ-ଫାଇ ଆରମ୍ଭ କରାଯାଇଛି। ଶନିବାର ଜଣେ ବରିଷ୍ଠ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ରାଜସ୍ଥାନର ଆଜମେର ଡିଭିଜନର ରାଣା ପ୍ରତାପ ନଗର ରେଳ ଷ୍ଟେଶନ ମାଗଣା ଓ୍ବାଇ-ଫାଇ ସେବା ଯୋଗାଇବାରେ…

ଘର କ୍ରେତାଙ୍କୁ ମାଲିକାନା ନେବାକୁ ବାଧ୍ୟ କରାଯାଇପାରିବନି

ନୂଆଦିଲ୍ଲୀ,୪-୮: ବିଳମ୍ବିତ ହାଉସିଂ ପ୍ରକଳ୍ପରେ ନିର୍ମିତ ଘରର ମାଲିକାନା ନେବା ଲାଗି ବିଲ୍ଡର ବାଧ୍ୟ କରିପାରିବ ନାହିଁ। ଏହା ଘର ମାଲିକଙ୍କ ଇଚ୍ଛାଧୀନ। ଫ୍ଲାଟ୍‌ ନିର୍ମାଣ ସରିଥିବାରୁ ଘର କ୍ରେତାଙ୍କୁ ଟଙ୍କା ଫେରସ୍ତ ଦେବ ନାହିଁ ବୋଲି ବିଲ୍ଡର କହିପାରିବ ନାହିଁ।…

ଦୁର୍ନୀତି ଜଣାଇବାରେ ବିଳମ୍ବ;୯ ବ୍ୟାଙ୍କକୁ ରିଜର୍ଭ ବ୍ୟାଙ୍କର ଜରିମାନା

ମୁମ୍ବାଇ,୪-୮: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ସମେତ ୯ ବାଣିଜି୍ୟକ ବ୍ୟାଙ୍କଠାରୁ ଜରିମାନା ଆଦାୟ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଏସ୍‌ବିଆଇ) ନିର୍ଦ୍ଦେଶ ଦେଇଛି। ବିଭିନ୍ନ ଦୁର୍ନୀତି,ଜାଲିଆତି, ଠକାମୀ ସମ୍ପର୍କରେ ଠିକ୍‌ ସମୟରେ କେନ୍ଦ୍ରୀୟ ବ୍ୟାଙ୍କକୁ ସୂଚନା ଦେଇ ନ ଥିବାରୁ ଏହି ଜରିମାନା…

୨୦୨୧ରେ ଜନଗଣନା;ମୋବାଇଲ ଫୋନ, ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ନିଆଯିବ

ନୂଆଦିଲ୍ଲୀ,୪-୮: ଭାରତ ସରକାର ଜନଗଣନା କରିବାକୁ ଯାଉଛନ୍ତି। ୨୦୨୧ରେ ଦେଶରେ ଜଣଗଣନା ହେବ। ଏହି ପ୍ରକ୍ରିୟାରେ ସରକାରୀ କର୍ମଚାରୀ ଘରକୁ ଘର ବୁଲି ପରିବାରଠାରୁ ସମ୍ପୂର୍ଣ୍ଣ ତଥ୍ୟ ସଂଗ୍ରହ କରିବେ। ପରିବାରରେ ଲୋକସଂଖ୍ୟା, ଆର୍ଥିକ ସ୍ତର, ଧର୍ମ, ପରିବାରର ପ୍ରତ୍ୟେକ ସଦସ୍ୟଙ୍କ…

ଦିନସାରା ଫ୍ରେଶ୍‌ ଲାଗିବା ପାଇଁ କରନ୍ତୁ ଏପରି…

ଗାଧୋଇବା ପରେ ପୁରା ଦିନ ଫ୍ରେଶ୍‌ ଲାଗେ ବୋଲି ଅଧିକାଂଶ ଲୋକଙ୍କର ରହିଛି ବିଶ୍ୱାସ। ତେବେ କିଛି ଲୋକ ଗାଧୋଇବା ପରେ ମଧ୍ୟ ଫ୍ରେଶ୍‌ ଅନୁଭବ କରନ୍ତି ନାହିଁ । ଗାଧୋଇବା ଅଭ୍ୟାସରେ କିଛି ପରିବର୍ତ୍ତନ ଆଣିଲେ ଦିନସାରା ଫ୍ରେଶ୍‌ ଲାଗିବ…

ବ୍ୟାଟିଂ କୋଚ୍‌ ପାଇଁ ରାଠୋରଙ୍କ ଆବେଦନ

ନୂଆଦିଲ୍ଲୀ, ୩।୮ (ପି.ଟି.)- ପୂର୍ବତନ ଜାତୀୟ ଚୟନକର୍ତ୍ତା ବିକ୍ରମ ରାଠୋର ଭାରତୀୟ ସିନିୟର କ୍ରିକେଟ୍‌ ଦଳର ବ୍ୟାଟିଂ କୋଚ୍‌ ପାଇଁ ଆଶାବାଦୀ ରହିଛନ୍ତି। ଏହି ସମ୍ମାନଜନକ ପଦ ଲାଗି ସେ ଆବେଦନ କରିଥିବା ଜଣାପଡ଼ିଛି। ପୂର୍ବରୁ ଆଇପିଏଲ୍‌ ଦଳ ଦିଲ୍ଲୀ ଡେୟାରଡେଭିଲ୍ସ…

ଟପ୍‌ ୫ରେ ତିସିତ୍‌ସିପାସ୍‌

ଓ୍ବାଶିଂଟନ, ୩ା୮ (ଏଏଫ୍‌ପି)- ଏଠାରେ ଚାଲିଥିବା ଓ୍ବାଶିଂଟନ ଏଟିପି ଓପନ୍‌ ଟୁର୍ନାମେଣ୍ଟରେ ଭଲ ପ୍ରଦର୍ଶନ ଯୋଗୁ ତିନିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଆଣ୍ଡି ମୁରେ ସିଙ୍ଗଲ୍ସକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଅଧିକ ସ୍ପଷ୍ଟ ହୋଇଛି। ଅନ୍ୟପକ୍ଷରେ ଗ୍ରୀସ୍‌ର ଷ୍ଟିଫାନସ ତିସିତ୍‌ସିପାସ୍‌ ବିଶ୍ୱର ଟପ୍‌…

ଲକ୍ଷାଧିକ ଟଙ୍କାର ପଲିଥିନ୍‌, ଗୁଟ୍‌ଖା, ପ୍ଲାଷ୍ଟିକ ସାମଗ୍ରୀ ଜବତ

ବାଲିଗୁଡ଼ା,୩।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପକ୍ଷରୁ ଶନିବାର ବାଲିଗୁଡା ଇଲେକ୍ଟ୍ରି ସାହିର ଟୁକୁନା ପାତ୍ରଙ୍କ ଗୋଦାମ ଘରେ ଅଚାନକ ଚଢ଼ାଉ କରାଯାଇଛି । ସେଠାରୁ ଲକ୍ଷାଧିକ ଟଙ୍କାର ପଲିଥିନ,ଗୁଟୁଖା ଓ ପ୍ଲାଷ୍ଟିକ ସାମଗ୍ରୀ ଜବତ କରାଯାଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ ବାଲିଗୁଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri