ଜୀବନର ଆଶା- ସୁପର ଆର୍ଥ
ନୂଆଦିଲ୍ଲୀ: ନାସାର ବୈଜ୍ଞାନିକମାନେ ଏକ ଗ୍ରହ ଠାବ କରିଛନ୍ତି ଯେଉଁଠି ବସବାସ ସମ୍ଭବ ବୋଲି କହାଯାଇଛି। ଏହି ଗ୍ରହ ଆମ ସୌରମଣ୍ଡଳ ବାହାରେ ରହିଛି। ପୃଥିବୀଠାରୁ ୩୧ ଆଲୋକବର୍ଷ ଦୂରରେ ଥିବା ଏହି ‘ସୁପର ଆଥର୍’ ଗ୍ରହର ନାମ ଦିଆଯାଇଛି ଜିଜେ୩୫୭-ଡି…
ଦେଶରେ ପ୍ରଥମ: ମୋହାଲିରେ ଥ୍ରୀ-ଡି ଅଟୋମେଟିକ ଲାଇଟ ଦ୍ୱାରା ଟ୍ରାଫିକ କଣ୍ଟ୍ରୋଲ
ଚଣ୍ଡିଗଡ :ମୋହାଲିରେ ଥ୍ରୀ-ଡି ଅଟୋମେଟିକ ସିଗ୍ନାଲ ଲାଇଟ ଦ୍ୱାରା ଟ୍ରାଫିକ କଣ୍ଟ୍ରୋଲ କରାଯାଇଛି । ଏହି ସିଷ୍ଟମ ବ୍ୟବହାର କରିବାରେ ପଞ୍ଜାବ ଦେଶର ପ୍ରଥମ ରାଜ୍ୟ। ଏବକାର ସିଷ୍ଟମରେ ଗାଡି ଭିଡ ନଥିଲେ ବି ୬୦ ସେକେଣ୍ଡ ଅଟକିବାକୁ ପଡୁଛି। କିନ୍ତୁ…
ନୂଆ ବାୟୋମେଟ୍ରିକ ଲେନ୍ସ: ପାଖ ଦୂର ଜିନିଷ ଦେଖିହେବ
କାଲିଫର୍ନିଆ ବିଶ୍ୱବିଦ୍ୟାଳୟ ଗବେଷକମାନେ ଏକ ସ୍ବତନ୍ତ୍ର ଧରଣର ଲେନ୍ସ ପ୍ରସ୍ତୁତ କରିଛନ୍ତି ଯାହା ମାଧ୍ୟମରେ ଦୂର କିମ୍ବା ପାଖ ଜିନିଷ ଭଲ ଭାବରେ ଦେଖିହେବ। ଯେଉଁମାନଙ୍କର ଦୃଷ୍ଟିଶକ୍ତି ପୂରା କମ୍ ସେମାନଙ୍କ ପାଇଁ ଏହା ଉପଯୋଗୀ ହେବ ବୋଲି ଗବେଷକମାନେ କହିଛନ୍ତି।…
ସ୍ବର ନିୟନ୍ତ୍ରିତ ଏଆଇ ସାଇକେଲ
ଚାଇନା: ଚାଇନାର ଶିଙ୍ଗୁଆ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସି (ଏଆଇ) ସାଇକେଲ ପ୍ରସ୍ତୁତ କରିଛନ୍ତି। ଏହି ସାଇକେଲ ସ୍ବର ଦ୍ୱାରା ନିୟନ୍ତ୍ରଣ ହୋଇପାରୁଛି। ଚାଳକ ମାଇକ୍ରୋଫୋନ ସ୍ବରରେ ଏହାକୁ ନିୟନ୍ତ୍ରଣ କରେ। ସାଇକେଲରେ ଏକ ଭଏସ୍ ଆସିଷ୍ଟାଣ୍ଟ୍ ଆଲେକ୍ସା ଲଗାଯାଇଛି ଯାହା…
ଡକାୟତି ଯୋଜନା ବିଫଳ : ୩ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ
ବାଲେଶ୍ୱର ଅଫିସ, ୩।୮: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଗଳାପୋଲ ନିକଟସ୍ଥ ଭଟ୍ଟରମିଲ୍ ପରିସରରେ ଶୁକ୍ରବାର ମଧ୍ୟରାତ୍ରିରେ ୮ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ଏକାଠି ହୋଇ ଡକାୟତି ଯୋଜନା କରୁଥିବା ବେଳେ ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନଙ୍କ ସହ ଥିବା…
ହତ୍ୟା ମାମଲାରେ ୪ ନିର୍ଦ୍ଦୋଷରେ ଖଲାସ
ବାଲେଶ୍ୱର ଅଫିସ, ୩।୮: ଏକ ହତ୍ୟା ମାମଲାର ବିଚାର କରି ବାଲେଶ୍ୱର ଅତିରିକ୍ତ ସେସନ୍ସ ଜଜ୍ ଗିରିଜା ଶଙ୍କର ମହାପାତ୍ର ଉପଯୁକ୍ତ ସାକ୍ଷ୍ୟପ୍ରମାଣ ଅଭାବରୁ ବାଲେଶ୍ୱର ଜିଲା ଖଇରା ଥାନା କଡ଼ମିଆଁ ଗ୍ରାମର ବୁଧିରାମ ରାଉତ (୬୦), ମୃଦୁଲତା ରାଉତ (୪୫),…
ନବବଧୂଙ୍କୁ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ
ତିହିଡ଼ି, ୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ବାହାବଳପୁର ପଞ୍ଚାୟତ ପାଳସାହି ଗ୍ରାମର ଦେବକୀ ବାରିକ ନାମ୍ନୀ ଜଣେ ନବବଧୂ ଯୌତୁକ ପାଇଁ ନିର୍ଯାତନା ଦିଆଯାଇଥିବା ନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଶୁକ୍ରବାର ଏ ସମ୍ପର୍କରେ…
ଦୁର୍ଘଟଣାଗ୍ରସ୍ତ କାର୍ ଛାଡ଼ି ଚାଳକ ଫେରାର, ମୃତାହତଙ୍କ ସୁରାକ ମିଳିନି
ଦାରିଙ୍ଗବାଡ଼ି,୩।୮(ଡି.ଏନ୍.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗାଁ ଶେଷମୁଣ୍ଡରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । କାର୍ଟିର ନମ୍ବର ନ ଥିବା ବେଳେ ଅଦ୍ୟାବଧି କେଉଁ ପରିସ୍ଥିତିରେ ଦୁର୍ଘଟଣା ଘଟାଇ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ସେନେଇ ପୋଲିସ…
ପଡ଼ିରହିଛି କୁଢ଼କୁଢ଼ ଆବର୍ଜନା, କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା
ଜମନକିରା,୩।୮(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ ସଦରମହକୁମାର ଚାରିଆଡ଼େ ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇଥିବାବେଳେ ପଞ୍ଚାୟତ କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା ସାଜିଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ପ୍ରତିକାର ବ୍ୟବସ୍ଥା କରାଯାଉନାହିଁ। ଟାଳଟୁଳ ନୀତି ଅବଲମ୍ବନ କରାଯାଉଥିବା ଅଭିଯୋଗ ହେଉଛି। ସୂଚନା ଅନୁସାରେ, ଜମନକିରା…
ଅର୍ଶ, ପେଟ ଦରଜ ଦୂର କରେ ଡାଳିମ୍ବ ଚୋପା
ସାଧାରଣତଃ ଆମେ ଫଳ ଖାଇସାରିବା ପରେ ଏହାର ଚୋପା ଫିଙ୍ଗି ଦେଇଥାଉ। ଯେଉଁଥିରେ କି ଔଷଧୀୟ ଗୁଣ ଭରି ରହିଥାଏ। ଏହି ଯେମିତି ଡାଳିମ୍ବ ଖାଇ ଆମେ ଚୋପା ଫିଙ୍ଗି ଦେଉ। କିନ୍ତୁ ଡାଳିମ୍ବ ଚୋପାରେ ଅନେକ ଔଷଧୀୟ ଗୁଣ ରହିଛି।…
ଏଠି ହେଉଛି ପଥର ବର୍ଷା…
ଆକାଶରୁ ସାଧାରଣତଃ ବର୍ଷା ହୋଇଥାଏ। ତେବେ ଆକାଶରୁ ପଥର ବର୍ଷା ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ମହାରାଷ୍ଟ୍ର ଗଢ଼ଚିରୋଲିଠାରେ ଥିବା ଆରମୋରିରେ ଏଭଳି ଅଭାବନୀୟ ଘଟଣା ଘଟିଥାଏ। ଏଠାରେ ପ୍ରତିଦିନ ରାତି ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଏଭଳି…
‘ମେଟଲ୍ ମିଟ୍-୨୦୧୯’; ଘୋଷଣା ହେଲା ସିନିୟର ଟପ୍-୮, ଏଥର ୩ ନୂଆ ଟିମ୍କୁ ମିଳିଲା ଫିନାଲେ ଟିକେଟ୍
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍ ମିଟ୍-୨୦୧୯’ର ସିନିୟର ବିଭାଗର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଏହି ବିଭାଗରେ ଶ୍ରେଷ୍ଠ ୮ ଟିମ୍ ଫିନାଲେ ଟିକେଟ୍ ପାଇଛନ୍ତି । ପ୍ରିଲିମ୍ସରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରି ଗ୍ରାଣ୍ଡ୍ ଫିନାଲେରେ ପ୍ରବେଶକରିଛନ୍ତି…
Archives


