ମା’ବାପା ନ ଥିବାବେଳେ ନାତିଙ୍କୁ ଜେଜେମାଙ୍କ ନିର୍ମମ ମାଡ଼, ଭିଡିଓ ଭାଇରାଲ
ବସ୍ତା,୩।୮(ସ୍ବ.ପ୍ର.): ପିଲାଟିକୁ କେହି ବାଡ଼ାଇଲେ ସେ ଦୌଡ଼ି ଯାଇ ଜେଜେମା କୋଳରେ ପଶି ଯାଇଥାଏ। କିନ୍ତୁ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଭେଲୋରା ପଞ୍ଚାୟତର ଗଙ୍ଗାଧରପୁର ଗ୍ରାମରେ ଏହାର ଓଲଟା ଦୃଶ୍ୟ ଦେଖିବାକୁ ମିଳିଛି। ଖୋଦ୍ ଜେଜେମା ନିଜ ୬ ବର୍ଷର…
ବଦଳିପାରେ ପରେଡ୍ ସ୍ଥାନ
ଭୁବନେଶ୍ୱର, ୩।୮(ବ୍ୟୁରୋ): ଆସନ୍ତା ସ୍ବାଧନତା ଦିବସ ଅବସରରେ ରାଜ୍ୟସ୍ତରୀୟ ପରେଡ୍ ସ୍ଥାନ ବଦଳିପାରେ। ବିକଳ୍ପଭାବେ ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ପ୍ରଦର୍ଶନୀ ପଡ଼ିଆ, ଜନତା ମଇନାନ ଓ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରୁଛନ୍ତି। ଏହି ସମୟରେ ଡିଜିଙ୍କ ସହ ପୋଲିସ…
ମେଡିକାଲ ପାଇଁ ସ୍ପଟ୍ ଆଡମିଶନ
ଭୁବନେଶ୍ୱର,୩।୮(ବ୍ୟୁରୋ): ଖାଲିଥିବା ମେଡିକାଲ ଓ ଡେଣ୍ଟାଲ କଲେଜ ପାଇଁ ସ୍ପଟ୍ ଆଡମିଶନ ହେବ। ରବିବାରଠାରୁ ୩ ଦିନ ଧରି ଏହି ସ୍ପଟ୍ ଆଡମିଶନ ଚାଲିବ। ବର୍ତ୍ତମାନ ୮ଟି ମେଡିକାଲ କଲେଜ ଓ ୨ଟି ଡେଣ୍ଟାଲ କଲେଜରେ ୧୮୦ ସିଟ୍ ଖାଲି ରହିଥିବା…
ଚଳିତ ବର୍ଷରୁ ମିଳିବ ଗରିମା ପୁରସ୍କାର: ‘ମୋ ସ୍କୁଲ’ ଅଭିଯାନରେ ୮୯୫୧ ସ୍କୁଲ ପାଇଛନ୍ତି ୮୯କୋଟି ଟଙ୍କା
ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ ସ୍କୁଲଗୁଡ଼ିକରେ ଗୁଣାତ୍ମକ ଶିକ୍ଷା ବୃଦ୍ଧି କରିବା ଲାଗି ରାଜ୍ୟ ସରକାର ‘ମୋ ସ୍କୁଲ’ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଯୋଜନାର ମୂଳ ଲକ୍ଷ୍ୟ, ସ୍କୁଲର ବିକାଶରେ ଜନସାଧାରଣ ଓ ପୁରାତନ ଛାତ୍ରୀଛାତ୍ରଙ୍କୁ ସାମିଲ କରିବା। ୨୦୧୮-୧୯ରେ ଏହି ଯୋଜନାରେ…
ରାଜ୍ୟରେ ୧୩ ନିଗମ କ୍ଷତିରେ ଚାଲିଛି: ଖର୍ଚ୍ଚ କମାଇବା ପାଇଁ ସ୍ବେଚ୍ଛାକୃତ ଅବସର ଯୋଜନା
ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ ୩୬ଟି ନିଗମ ଅଛି। ସେଥିରେ ୧୦,୪୭୩ ପଦବୀ ଖାଲି ରହିଛି। ନିଗମଗୁଡ଼ିକ ମଧ୍ୟରୁ ୨୩ଟି ଲାଭ କରୁଥିବା ବେଳେ ୧୩ଟି କ୍ଷତିରେ ଚାଲୁଛି। ଶନିବାର ପ୍ରଶ୍ନୋତ୍ତର ବେଳେ ସରକାରୀ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା…
ରାଜ୍ୟରେ ଆଉ ନିର୍ମାଣ ହେବ ୪ ପ୍ଲାନେଟାରିୟମ,ଖର୍ଚ୍ଚ ହେବ ୩୦ କୋଟି
ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟର ୩୦ଟି ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ ଏହି ପାର୍କ ନିର୍ମାଣ କରାଯିବ। ଏଥିସହ ୪ଟି ସ୍ଥାନରେ ନୂତନ ପ୍ଲାନେଟାରିୟମ ନିର୍ମାଣ କରାଯିବ। ସେଗୁଡ଼ିକ ହେଲେ ବାରିପଦା, କେନ୍ଦୁଝର, ରାୟଗଡ଼ା ଓ ଗୋପାଳପୁର।…
ଟ୍ରାଫିକ ଜାମ୍ରେ ଫସିଲେ: ସ୍କୁଲ ଯାଇ ନ ପାରି ଫାଣ୍ଡିରେ ବସିଲେ ଛାତ୍ରୀଛାତ୍ର
ଯୋଡ଼ା, ୩।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନମ୍ବର ଜାତୀୟ ରାଜପଥର ବିଲେଇପଦା, ଯୋଡ଼ା, ଭଦ୍ରାସାହି, ବଡ଼ବିଲ ରାସ୍ତାରେ ଟ୍ରାଫିକ ସମସ୍ୟା ଦେଖାଦେଇଛି । ପ୍ରଶାସନର ଅବହେଳା ଯୋଗୁ ଏହି ସମସ୍ୟା ସୁଧୁରିବା ପରିବର୍ତ୍ତେ ଦିନକୁ ଦିନ ବୃଦ୍ଧି ପାଇବାରେ…
ଲାଇମ୍ ଲାଇଟ୍ରୁ ଦୂରେଇ ଯାଇଥିଲେ ଏହି ଅଭିନେତ୍ରୀ, ଫେରିବା ପରେ ଚିହ୍ନି ହେଉନି
ଟେଲି ଅଭିନେତ୍ରୀ ଶମା ସିକନ୍ଦର ୪ ଅଗଷ୍ଟରେ ୩୮ତମ ଜନ୍ମଦିବସ ପାଳନ କରିବେ। ଶମା ନିଜର ହଟ୍ ଲୁକ୍ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କିଛିଦିନ ତଳେ ଶମା ସମୁଦ୍ରକୂଳରେ ବିକ୍ନୀ ପିନ୍ଧି ବୁଲୁଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।…
ବୟଫ୍ରେଣ୍ଡ୍ ନ ଥିଲେ ଚିନ୍ତା କରନ୍ତୁନି, ଏକଲାପଣ ଦୂର କରିବ ‘ବୟଫ୍ରେଣ୍ଡ୍ ହଗ୍ ସ୍ପିକର୍ସ’
ବୟଫ୍ରେଣ୍ଡ୍ ନ ଥିଲେ ଆଦୌ ଚିନ୍ତା କରନ୍ତୁନି। ଏକଲାପଣ ଦୂର କରିବା ପାଇଁ ଜାପାନର ଏକ ଭିଡିଓ ଗେମ୍ କମ୍ପାନୀ ‘ଲେବଲ-୫’ ଓତୋମେ ୟୁଶା ସହିତ ମିଶି ନକଲି ବୟଫ୍ରେଣ୍ଡ୍ ପ୍ରସ୍ତୁତ କରିଛି। ଯୁବତୀମାନେ ଏହି ନକଲି ବୟଫ୍ରେଣ୍ଡ୍ର ବାହୁବନ୍ଧନରେ ବାନ୍ଧି…
ଭାଜପା ସରକାର କିଛି ନୂଆ କରିପାରିବ ନାହିଁ: ରାହୁଲ
ନୁଆଦିଲ୍ଲୀ,୩।୮: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରିହାସ କରିଛନ୍ତି। ଶନିବାର ରାହୁଲ ଟୁଇଟ୍ କରି କହିଛନ୍ତି ଭାଜପା ସରକାର କିଛି ନୂଆ ପରିପାରିବ ନାହିଁ ବରଂ ଯାହା କଠିନ ପରିଶ୍ରମରେ ତିଆରି କରାଯାଇଥିଲା…
ଗଞ୍ଜେଇ ବୋଝେଇ ବୋଲେରୋ ଜବତ, ୩ ଗିରଫ
ଚନ୍ଦ୍ରଗିରି,୩।୮(ଡି.ଏନ୍.ଏ.): ଗଜପତି ଜିଲା ମୋହନା ପୋଲିସ ଶୁକ୍ରବାର ରାତିରେ ପେଟ୍ରୋଲିଂ ବେଳେ ରାଇସିଂ ଛକରୁ ୫୯.୫୦୦ କେଜି ଗଞ୍ଜେଇ ବୋଝେଇ ଏକ ବୋଲେରୋ(ଓଡି୦୭କ୍ୟୁ୪୪୫୦) ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ଆର୍…
ଭଲ ବର୍ଷା ପାଇଁ ଦେବୀଙ୍କୁ ଲାଗି ହେଲା ୨ ହଜାର କିଗ୍ରା ଫଳ
କୋଏମ୍ବାଟୁର,୩।୮: ତାମିଲନାଡୁର ମହାଳି ଆମନ୍ ମନ୍ଦିରରେ ଦେବୀଙ୍କୁ ୨ ହଜାର କିଲୋଗ୍ରାମ୍ ଫଳ ଲାଗି ହୋଇଛି। ‘ଆଦି’ ଉତ୍ସବ ଅବସରରେ ଶୁକ୍ରବାର ଶ୍ରଦ୍ଧାଳୁ ଏପରି କରିଛନ୍ତି। ତାମିଲ୍ ପଞ୍ଜିକା ଅନୁସାରେ ‘ଆଦି’ ମାସର ପରବର୍ତ୍ତୀ ମାସ ସାଓ୍ବନରେ ଭଲ ବର୍ଷା ପାଇଁ…
Archives


