Home

ଅଗଷ୍ଟ ୬ରେ ମୋଦିଙ୍କୁ ସାକ୍ଷାତ୍‌ କରିବେ ୟେଦୁରପ୍ପା

ନୂଆଦିଲ୍ଲୀ,୩।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ବିଏସ୍‌ ୟେଦୁରପ୍ପା ଆସନ୍ତା ୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିବାର କାର୍ଯ୍ୟକ୍ରମ ରହିଛି। ଭାଜପା ହାଇ କମାଣ୍ଡଙ୍କଠାରୁ ଗ୍ରୀନ୍‌ ସିଗ୍‌ନାଲ ମିଳିବା ପରେ ୟେଦୁରପ୍ପା ୩ ଦିନିଆ…

ଶ୍ରୀନଗରରୁ ଦିଲ୍ଲୀ ବିମାନ ଟିକେଟ ଆକାଶ ଛୁଆଁ: ବଢ଼ିଲା ୫ ଗୁଣା

ଶ୍ରୀନଗର,୩।୮: କେନ୍ଦ୍ର ସରକାର ଶୀଘ୍ର ଜମ୍ମୁ-କଶ୍ମୀର ଛାଡ଼ିବା ଲାଗି ନିର୍ଦ୍ଦେଶ ଜାରି କରିଛନ୍ତି। ଫଳରେ ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଏହାକୁ ଦେଖି ବିମାନ ପରିବହନ କମ୍ପାନୀଗୁଡ଼ିକ ଫାଇଦା ନେବାର ଉଦ୍ୟମ କରିଛନ୍ତି। ଶ୍ରୀନଗରରୁ ଦିଲ୍ଲୀ ଟିକେଟ…

‘ମେଟଲ୍‌ ମିଟ୍‌-୨୦୧୯’; ଗ୍ରାଣ୍ଡ ଫିନାଲେକୁ ଗଲେ ଜୁନିୟର ଟପ୍‌ ୮ ଟିମ୍‌: ଭୁବନେଶ୍ୱରର ସର୍ବାଧିକ ୬ ସ୍କୁଲ

ଭୁବନେଶ୍ୱର,୩।୮(ବ୍ୟୁରୋ): ଶେଷ ହୋଇଛି ‘ମେଟଲ୍‌ ମିଟ୍‌-୨୦୧୯’ର ପ୍ରିଲିମ୍ସ ରାଉଣ୍ଡ। ଗ୍ରାଣ୍ଡ ଫିନାଲେ ପାଇଁ ଚୁଡ଼ାନ୍ତ ହୋଇଛି ‘ଟପ୍‌-୮’ଟିମ୍‌। ଫାଇନାଲକୁ ଯାଇଥିବା ଜୁନିୟର ଟିମ୍‌ଗୁଡ଼ିକମଧ୍ୟରେ ଭୁବନେଶ୍ୱରର ସର୍ବାଧିକ ୬ଟି ଟିମ୍‌ ରହିଛି। ଏଥିସହ ରାଉରକେଲା ଓ କଟକର ଗୋଟିଏ ଗୋଟିଏ ଟିମ୍‌ ଫାଇନାଲ୍‌ରେ…

ରାଜ୍ୟପାଳଙ୍କୁ ଭେଟିଲେ ଓମାର ଅବଦୁଲା: କହିଲେ ଅନୁଚ୍ଛେଦ ‘୩୫-ଏ’କୁ ନେଇ ଲୋକଙ୍କ ମନରେ ରହିିଛି ଶଙ୍କା

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ଶନିବାର ରାଜ୍ୟପାଳ ସତ୍ୟପାଲ ମଲିକ୍‌ଙ୍କୁ ଭେଟିଛନ୍ତି। ସେ କହିଛନ୍ତି ଯେ, ଅନୁଚ୍ଛେଦ ‘୩୫-ଏ’କୁ ନେଇ ରାଜ୍ୟର ଲୋକଙ୍କ ମଧ୍ୟରେ ଶଙ୍କା ରହିଛି। ତେବେ ଅନୁଚ୍ଛେଦ ୩୭୦କୁ ନେଇ କୌଣସି ଘୋଷଣା କରାଯିବାର ଯୋଜନା…

ଅଭିଯୁକ୍ତଙ୍କ ଗିରଫ ଦାବିରେ ଗର୍ଭବତୀ ନାବାଳିକାଙ୍କ ଧାରଣା

ଅଫିସ, ୩।୮: ଭଦ୍ରକ ଜିଲା ତିହିଡ଼ି ଥାନା ଅଞ୍ଚଳରେ ଗତ ଦୁଇ ମାସ ପୂର୍ବେ ଜନୈକ ନାବାଳିକାଙ୍କୁ ବଳାତ୍କାର ହୋଇଥିଲା। ସମ୍ପୃକ୍ତା ପୀଡ଼ିତା ବର୍ତ୍ତମାନ ଗର୍ଭବତୀ ହେବା ପରେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଏସ୍‌ପିଙ୍କ ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି। ପୀଡ଼ିତାଙ୍କ…

ପରିବାର ସଦସ୍ୟଙ୍କ ହାତ,ଗୋଡ଼ ବାନ୍ଧି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର

ସାକ୍ଷୀଗୋପାଳ,୩।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ରେଳଷ୍ଟେଶନ ନିକଟ ଯାଦବ ନିବାସରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ପରିବାରର ୭ ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ ଲଗାଇ, ହାତଗୋଡ଼ ବାନ୍ଧି ଲକ୍ଷାଧିକ ଟଙ୍କା, ସୁନା,ରୁପା ଅଳଙ୍କାର ସହିତ ମୋବାଇଲ ଲୁଟି ନେଇଥିବା…

ଜମ୍ମୁ-କଶ୍ମୀର ଛାଡ଼ ନିର୍ଦ୍ଦେଶ: ଶ୍ରୀନଗର ବିମାନ ବନ୍ଦରରେ ଟିକେଟ ପାଇଁ ପର୍ଯ୍ୟଟକଙ୍କ ଭିଡ଼

ଶ୍ରୀନଗର,୩।୮: ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅମରନାଥ ଯାତ୍ରାକୁ ସ୍ଥଗିତ ରଖିବା ସହିତ ଶୀଘ୍ର ଜମ୍ମୁ-କଶ୍ମୀର ଛାଡିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବାପରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏଠାକୁ…

ପଟିଆ ଛକରୁ ବ୍ରାଉନ୍‌ସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକ ରୋଡ଼, ୩।୮(ଡି.ଏନ୍‌.ଏ.): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଶନିବାର ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ଅଧୀନ ପଟିଆ ଛକରୁ ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅଧୀନ ଇଞ୍ଜଣା ଗ୍ରାମର ସାମନ୍ତ ଦାସ। ସୂଚନା…

ମେଟଲ୍‌ ମିଟ୍‌-୨୦୧୯; ସରିଲା ଜୁନିୟର୍‌ ଗ୍ରୁପ୍‌ ପ୍ରିଲିମ୍ସ, ସିନିୟର ପ୍ରିଲିମ୍ସ ପାଇଁ ରେଜିଷ୍ଟ୍ରେଶନ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ଜୁନିୟର ଗ୍ରୁପ୍‌ର ପ୍ରିଲିମ୍‌ ରାଉଣ୍ଡ ଶନିବାର ଶେଷ ହୋଇଛି। କୁଇଜ ମାଷ୍ଟର ଅଜୟ ପୁନିଆଙ୍କ ଦମ୍‌ଦାର ପ୍ରଶ୍ନର ଉତ୍ତରକୁ ପିଲାମାନେ ଉତ୍ତର ଖାତାରେ ଲେଖିଥିବା ବେଳେ ଏବେ ରେଜଲ୍ଟକୁ ସମସ୍ତେ ଅପେକ୍ଷା କରି…

ହୀରାଧରବାଟି କେନାଲରେ ବୁଡ଼ି ବ୍ୟକ୍ତିଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ହୀରାଧରବାଟି କେନାଲରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୁଷୋତ୍ତମପୁର ଏନ୍‌ଏସି (ୱାର୍ଡ ନଂ.୮) କାଳୁଆବାଉରି ସାହିର ଦଣ୍ଡପାଣି ଦାସ (୫୫)। ପ୍ରକାଶ ଯେ, ଶୁକ୍ରବାର ସନ୍ଧ୍ୟାରେ ଦଣ୍ଡପାଣି ଗାଧୋଇବାକୁ…

ଭାଜପା ଏମ୍‌ପିଙ୍କ ପାଇଁ ପାଠଶାଳା: ଅଭ୍ୟାସ ବର୍ଗ ତାଲିମ୍‌ କାର୍ଯ୍ୟକ୍ରମରେ ଯୋଗଦେଲେ ଲୋକ ସଭା ଓ ରାଜ୍ୟ ସଭା ସଦସ୍ୟ

ନୂଆଦିଲ୍ଲୀ,୩।୮: ଭାଜପା ଏମ୍‌ପିଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଶନିବାରଠାରୁ ଆରମ୍ଭ କରିଛନ୍ତି ୨ ଦିନିଆ ପାଠଶାଳା। ଏହି ତାଲିମ୍‌ କାର୍ଯ୍ୟକ୍ରମର ନାମ ଅଭ୍ୟାସ ବର୍ଗ ରଖାଯାଇଛି। ଏହାର ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନ ପରିସରରେ କରିଛନ୍ତି।…

ମାଳଦ୍ୱୀପ ପୂର୍ବତନ ଉପରାଷ୍ଟ୍ରପତିଙ୍କ ରାଜନୈତିକ ଶରଣ ଆବେଦନକୁ ଅଗ୍ରାହ୍ୟ କଲେ ଭାରତ ସରକାର

ଚେନ୍ନାଇ,୩।୮: ମାଳଦ୍ୱୀପର ପୂର୍ବତନ ଉପରାଷ୍ଟ୍ରପତି ଅହମ୍ମଦ ଆଦେବ୍‌ ଅବଦୁଲ୍‌ ଗଫୁରଙ୍କ ରାଜନୈତିକ ଶରଣ ଆବେଦନକୁ ଭାରତ ସରକାର ଅଗ୍ରାହ୍ୟ କରିଛନ୍ତି। ଫଳରେ ସେ ତାମିଲ୍‌ନାଡୁର ଥୁଥୁକୁଡ଼ିଠାରୁ ନିଜ ଦେଶକୁ ଫେରି ଯାଇଛନ୍ତି। ତାଙ୍କ ପାଖରେ ଆବଶ୍ୟକ ବୈଧ କାଗଜପତ୍ର ନ ଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri