Home

ଖଣ୍ଡପଡ଼ା ସବ୍‌ ଜେଲରୁ ବିଚାରାଧୀନ କଏଦୀ ଫେରାର

ନୟାଗଡ଼ ଅଫିସ, ୩।୮: ନୟାଗଡ଼ ଜିଲା ଖଣ୍ଡପଡ଼ା ସବ୍‌ ଜେଲରୁ ଶନିବାର ପୂର୍ବାହ୍ନରେ ଜଣେ ବିଚାରାଧୀନ କଏଦୀ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ଫତେଗଡ଼ ଥାନା ଅନ୍ତର୍ଗତ ଫତେଗଡ଼ ଗ୍ରାମର ତପନ ରାଉତ। ଗତ କିଛି ବର୍ଷ ହେବ ତପନ ଏକ…

ଚାଷୀଙ୍କ ପୁଅଙ୍କୁ ଆମେରିକା ପ୍ରଦାନ କରିବ ଗ୍ରେନେଲ୍‌ ପୁରସ୍କାର: ମିଳିବ ୭୦ ଲକ୍ଷ ଟଙ୍କା

ପାଟନା, ୩।୮: ବିହାରରେ ଜଣେ ଚାଷୀଙ୍କ ପୁଅଙ୍କୁ ଉଲ୍ଲେଖନୀୟ ସାମାଜିକ କାର୍ଯ୍ୟ ପାଇଁ ସମ୍ମାନ ଜନକ ଗ୍ରେନେଲ୍‌ ପୁରସ୍କାର ପ୍ରଦାନ କରାଯିବ। ଗୟା ଜିଲାର ହମ୍‌ଜାପୁର ଗାଁର ଶଫିକୁର ରହେମାନ୍‌ଙ୍କୁ ଏଥିପାଇଁ ୭୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଭାରତୀୟ ବୋହୂଙ୍କ…

ଗୋଡ଼ଭଗାରେ ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ

ଅତାବିରା,୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଏଟିଏମ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌ ଭାଙ୍ଗିବାରେ ସଫଳ ହୋଇ ନ ଥିବା ଜଣାପଡ଼ିଛି। ଖବର ପାଇ ଗୋଡ଼ଭଗା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ରାଜଧାନୀରେ ଡବଲ ଏନ୍‌କାଉଣ୍ଟର, ୨ ଅପରାଧୀ ଗୁରୁତର

ଭୁବନେଶ୍ୱର, ୩।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଞ୍ଚଳରେ ୪ ସିରିଜ୍‌ ଲୁଟ୍‌ ପରେ କମିଶନରେଟ ପୋଲିସ ଶୁକ୍ରବାର ରାତିରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ରଙ୍ଗବଜାରରେ ଏନ୍‌କାଉଣ୍ଟର କରିଛି। ଏଥିରେ ୨ ଅପରାଧୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଅରୁଣ କୁମାର…

୨୦୨୦ରେ ହେବ ଜନଗଣନା: ୧ ଅପ୍ରେଲ୍‌ରୁ ସେପ୍ଟେମ୍ବର ୩୦ ମଧ୍ୟରେ ହେବ ତଥ୍ୟ ସଂଗ୍ରହ

ନୂଆଦିଲ୍ଲୀ,୩।୮: ଆସନ୍ତା ୨୦୨୦ରେ ଦେଶରେ ଜନଗଣନା କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ୧ ଏପ୍ରିଲ୍‌ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଏହା କରାଯିବ ବୋଲି କୁହାଯାଉଛି। ଘର ଘର ବୁଲି ନିୟୋଜିତ କର୍ମଚାରୀ ଆବଶ୍ୟକ ତଥ୍ୟ ସଂଗ୍ରହ…

ପାକିସ୍ତାନରେ ତାଲିବାନର ତୋଗଲକୀ ଆଦେଶ: ଶିଶୁଙ୍କୁ ଦିଆଯିବ ନି ପୋଲିଓ ବୁନ୍ଦା; ଅବମାନନା କଲେ ଭୋଗିବାକୁ ପଡ଼ିବ ପରିଣାମ

ଇସଲାମାବାଦ୍‌,୩।୮: ପାକିସ୍ତାନରେ ତାଲିବାନ ଆତଙ୍କବାଦୀ ସଂଗଠନ ପକ୍ଷରୁ ତୋଗଲକୀ ଆଦେଶ ଜାରି ହୋଇଛି। ମହିଳାଙ୍କୁ ଏକୁଟିଆ ବାହାରକୁ ଯିବା ପାଇଁ ବାରଣ କରାଯିବା ସହିତ ଅଧିକ ସାଉଣ୍ଡ ଦେଇ ଡିଜେ ବଜାଇବା ତଥା ଶିଶୁଙ୍କୁ ପୋଲିଓ ବୁନ୍ଦା ନ ଦେବାକୁ ସ୍ଥାନୀୟ…

ମେଟଲ୍‌ ମିଟ୍‌-୨୦୧୯; ଏଠାରେ କେହି ଲୁଜର୍‌ ନୁହନ୍ତି, ସମସ୍ତେ ଓ୍ବିନର୍‌: ତଥାଗତ ସତପଥୀ

ଭୁବନେଶ୍ୱର,୩।୮(ବ୍ୟୁରୋ): ଓଡ଼ିଶାରେ କୁଇଜିଂ କଲଚର୍‌କୁ ପ୍ରୋତ୍ସାହିତ କରିବା ‘ମେଟଲ୍‌ ମିଟ୍‌’ର ମୁଖ୍ୟ ଉଦ୍ଦେଶ୍ୟ। ଓଡ଼ିଶାରେ ନାଚ, ଗୀତ, ମଡେଲିଂ ଭଳି ବହୁ ଗ୍ଲାମର ଇଭେଣ୍ଟ ହେଉଥିବା ବେଳେ କୁଇଜିଂ ପାଇଁ କିନ୍ତୁ ଭଲ ପ୍ଲାଟ୍‌ଫର୍ମ ନ ଥିଲା। ଆମେ ସେହି ଖାଲିସ୍ଥାନକୁ…

ଛତିଶଗଡ଼ ଏନକାଉଣ୍ଟର: ୭ ମାଓବାଦୀ ମୃତ

ରାୟପୁର,୩।୮: ଛତିଶଗଡ଼ର ରାଜନନ୍ଦଗାଓଁରେ ଶନିବାର ହୋଇଥିବା ଏନ୍‌କାଉଣ୍ଟରରେ ୭ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାଗନାଡି ପୋଲିସ ଷ୍ଟେଶନ ଅଧିନରେ ଥିବା ସିତାଗୋଟା ଜଙ୍ଗଲରେ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ(ଡିଆର୍‌ଜି)ଙ୍କ ଦ୍ୱାରା କରାଯାଇଥିବା ଏନ୍‌କାଉଣ୍ଟରରେ ଉକ୍ତ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି…

ୟେମେନ୍‌ରେ ଅଲ୍‌-କାଏଦା ଆକ୍ରମଣ: ୧୯ ସୈନିକ ମୃତ

ସାନା,୩।୮: ୟେମେନ୍‌ରେ ଅଲ୍‌-କାଏଦା ଆତଙ୍କବାଦୀ ସଂଗଠନର ଆକ୍ରମଣରେ ୧୯ ସୈନିକଙ୍କ ମୃତ୍ୟୁ ଘଟିଛି। ଏଥିରେ କିଛି ସୈନ୍ୟ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦକ୍ଷିଣ ୟେମେନ୍‌ର ଆବୟାନ୍‌ ପ୍ରଦେଶର ଅଲ୍‌-ମହଫାଦ୍‌ ଅଞ୍ଚଳରେ ଥିବା ସୈନ୍ୟ ଶିବିର…

୩ ଗୁପ୍ତଚର ଧରାପଡ଼ିଲେ: ପାକିସ୍ତାନକୁ ଦେଉଥିଲେ ଗୁରୁତ୍ୱପୂର୍ଣ୍ଣ ସୂଚନା

ହିସାର,୩।୮: ହରିୟାଣାର ହିସାରରୁ ୩ ଗୁପ୍ତଚର ଧରାପଡ଼ିଛନ୍ତି। ସେମାନେ ପାକିସ୍ତାନକୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଯୋଗାଉଥିବା ଅଭିଯୋଗ ହୋଇଛି। ସେନାର ସୂଚନା ଆଧାରରେ ରାଗିବ୍‌, ମେହତାବ୍‌ ଏବଂ ଖାଲିଦଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ମୋବାଇଲ୍‌ ଫୋନ୍‌ ଓ କିଛି ଗୁରୁତ୍ୱପୂର୍ଣ୍ଣ ଫଟୋଗ୍ରାଫ୍‌ ମଧ୍ୟ…

ଅପରେଶନ୍‌ ଅଲ୍‌ଆଉଟ୍‌: ବାରପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ସୋପୋରରେ ଅପରେଶନ୍‌ ଅଲ୍‌ଆଉଟ୍‌ ଅନ୍ତର୍ଗତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀଙ୍କ ଗୁଳିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ସ୍ଥାନୀୟ ବାରପୋରାର ମାଲମାପାନ୍‌ପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ…

ଭାରତୀୟ ବଂଶୋଦ୍ଭବଙ୍କୁ ମିସ୍‌ ଇଂଲଣ୍ଡ ମୁକୁଟ

ଲଣ୍ଡନ: ଭାରତୀୟ ବଂଶୋଦ୍ଭବ ୨୩ବର୍ଷୀୟା ଡାକ୍ତର ଭାଷା ମୁଖାର୍ଜୀ ମିସ୍‌ ଇଂଲଣ୍ଡ ମୁକୁଟ ବିଜୟିନୀ ହୋଇଛନ୍ତି। ଇଂଲଣ୍ଡ ସୁନ୍ଦରୀ ପ୍ରତିଯୋଗିତାରେ ୧୨ଜଣ ମଡେଲଙ୍କୁ ପଛରେ ପକାଇ ସେ ମୁକୁଟ ଜିତିଛନ୍ତି। ଭାଷା ଦୁଇଟି ପୃଥକ୍‌ ମେଡିକାଲ ଡିଗ୍ରୀ ହାସଲ କରିବା ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri