Home

ଆଶେସ: ରୋରିଙ୍କ ଶତକ

ବର୍ମିଂହାମ,୩।୮(ପି.ଟି.)- ସ୍ଥାନୀୟ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଆଶେସ୍‌ ଟେଷ୍ଟରେ ଘରୋଇ ଇଂଲଣ୍ଡ ପ୍ରାରମ୍ଭିକ ଝଟ୍‌କା ଖାଇବା ସତ୍ତ୍ୱେ ଭଲ ପ୍ରଦର୍ଶନ କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ଇନିଂସରେ ଅଭିଜ୍ଞ ଷ୍ଟିଭ୍‌ ସ୍ମିଥ୍‌ଙ୍କ ୧୪୪ ରନର ଶତକୀୟ…

ଏମିତି ମନ୍ଦିର, ଯେଉଁଠି ମାନବମୁଖରେ ପୂଜାପାନ୍ତି ଭଗବାନ ଶ୍ରୀଗଣେଶ

ସାଧାରଣତଃ ପ୍ରତ୍ୟେକ ମନ୍ଦିରରେ ଭଗବାନ ଶ୍ରୀଗଣେଶଙ୍କ ଗଜମୁଖ ସ୍ବରୂପ ପ୍ରତିମା ସ୍ଥାପିତ ହୋଇଥାଏ। କିନ୍ତୁ ଦକ୍ଷିଣ ଭାରତସ୍ଥିତ ଏକ ମନ୍ଦିରରେ ଏହାର ପରିବର୍ତ୍ତନ ଦେଖିବାକୁ ମିଳିଛି। ଏଠାରେ ଗଜମୁଖ ପରିବର୍ତ୍ତେ ମାନବମୁଖରେ ଗଜାନନ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ…

ଦିଲ୍ଲୀରେ କଂଗ୍ରେସକୁ ଝଟ୍‌କା

ନୂଆଦିଲ୍ଲୀ,୨।୮: ଦିନକୁ ଦିନ କଂଗ୍ରେସ ତା’ର ଶକ୍ତି ହରାଉଛି ବୋଲି ଆଲୋଚନା ହେଉଛି। କାରଣ ଲୋକ ସଭା ନିର୍ବାଚନ ପୂର୍ବରୁ ହେଉ ଅବା ପରେ କଂଗ୍ରେସର ନେତାମାନେ ଅନେକ ସମୟରେ ଦଳ ତ୍ୟାଗ କରୁଥିବା ଦେଖିବାକୁ ମିଳୁଛି। ଏପର୍ଯ୍ୟନ୍ତ ଦଳର ଅଧ୍ୟକ୍ଷ…

ତେଲେଙ୍ଗାନାରେ କେସିଆର୍‌ଙ୍କ ଦ୍ୱାରା ପରିଚାଳିତ ହେଉଛି ଭାଜପା: କଂଗ୍ରେସ

ହାଇଦ୍ରାବାଦ,୨।୮: ତେଲେଙ୍ଗାନା କଂଗ୍ରେସର କାର୍ଯ୍ୟକାରୀ ସଭାପତି ପୁନମ ପ୍ରଭାକର ଗୌଡ ଶୁକ୍ରବାର କହିଛନ୍ତି ତେଲେଙ୍ଗାନାରେ ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଦ୍ୱାରା ପରିଚାଳିତ ହେଉଛି। ସେ କହିଛନ୍ତି ଭାଜପାର ଚାବିକାଠି କେସିଆର୍‌ଙ୍କ ହାତରେ। ତେଣୁ ଦଳକୁ ମଜଭୁତ…

ନରମିଲେ ବିଷ୍ଣୁ, ଟ୍ରିପଲ୍‌ ତଲାକ୍‌ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ

ଭୁବନେଶ୍ୱର, ୨।୮(ବ୍ୟୁରୋ): ଟ୍ରିପଲ୍‌ ତଲାକ୍‌ ଉପରେ ବିବାଦୀୟ ବୟାନ ଲାଗି ଦୁଃଖପ୍ରକାଶ କରିଛନ୍ତି ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ। ଗୁରୁବାର ବିଧାନସଭା ଶୂନ୍ୟକାଳରେ ସେ ଟ୍ରିପଲ୍‌ ତଲାକ୍‌ ଏବଂ ମୁସ୍‌ଲିମ ମହିଳାଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପାଇଁ…

ମାଲକାନଗିରିରେ ଲଗାଣ ବର୍ଷା: ୨ ଦିନ ପାଇଁ ସବୁ ସ୍କୁଲ ଛୁଟି

ମାଲକାନଗିରି, ୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ସମସ୍ତ ସ୍କୁଲକୁ ଦୁଇଦିନ ଅର୍ଥାତ୍‌ ଶୁକ୍ରବାର ଓ ଶନିବାର ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସ୍ଥିତି ପୁଣି ବେହାଲ ହୋଇପଡ଼ିଛି।…

ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ…

ସେପ୍ଟେମ୍ବରରେ ଏକାଠି ବୈଠକ କରିବେ ଆର୍‌ଏସ୍‌ଏସ୍‌-ଭାଜପା

ନୂଆଦିଲ୍ଲୀ,୨।୮: ରାଜସ୍ଥାନର ପୁଷ୍କରରେ ଆସନ୍ତା ସେପ୍ଟେମ୍ବର ୭-୯ ମଧ୍ୟରେ ଆର୍‌ଏସ୍‌ଏସ୍‌ ଓ ଭାଜପା ମଧ୍ୟରେ ଏକ ୩ ଦିନିଆ ବୈଠକ ଆୟୋଜନ କରାଯିବ ବୋଲି ସୂଚନା ମିଳିଛି। ଏଥିରେ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ ଓ ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି…

ସ୍ତ୍ରୀଙ୍କୁ ବାଡ଼େଇ ହତ୍ୟା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ବର୍ଷ ଜେଲ

ଯାଜପୁର ରୋଡ, ୨।୮(ନି.ପ୍ର.): ୨୦୧୫ ମସିହାରେ ଯାଜପୁର ରୋଡ ଥାନା ଅନ୍ତର୍ଗତ ଦାନଗଦି ନୂଆଗାଁ ଗ୍ରାମର କୁନା ସିଂ ସ୍ତ୍ରୀ ରଜନୀ ମୁଣ୍ଡାଙ୍କୁ ବାଡେଇ ହତ୍ୟା କରିଥିଲେ। ଏ ନେଇ ପୋଲିସ କେସ (ନଂ ୩୧୮/୧୫)ରେ ଏକ ହତ୍ୟା ମାମଲା ରୁଜୁକରିବା…

ଲଗାଣ ବର୍ଷା ଯୋଗୁ କୋରୁକୋଣ୍ଡା ଅଞ୍ଚଳର ଅନେକ ପୋଲ ଉପରେ ବର୍ଷା ଜଳ ପ୍ରବାହିତ

କୋରୁକୋଣ୍ଡା, (ଡି.ଏନ୍‌.ଏ.)୨।୭: ଗୁରୁବାର ରାତିରୁ ଲଗାଣ ବର୍ଷା ହେତୁ ମାଲକାନଗିରି ଜିଲା କୋରୁକୋଣ୍ଡା ଅଞ୍ଚଳରେ ଅନେକ ନଦୀ ଓ ନାଳରେ ବନ୍ୟା ଜଳ ପ୍ରବାହିତ ହେଉଛି। କୋରୁକୋଣ୍ଡା ନଦୀ ଏବଂ ଚାଲାଣଗୁଡ଼ା ନିକଟସ୍ଥ ତମସା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଏମ୍‌ଭି-୩୭…

ମକା ଖାଇ ପାଣି ପିଉଛନ୍ତି କି? ହୋଇପାରେ ଏହିସବୁ ରୋଗ

ମକା ଖାଇବାକୁ ଅଧିକାଂଶ ଲୋକ ପସନ୍ଦ କରନ୍ତି। ମନସୁନ୍‌ରେ ଲୋକେ ବଡ଼ ସଉକରେ ଏହାର ସେବନ କରିଥାନ୍ତି। ବର୍ଷା ପାଗକୁ ଗରମ ଗରମ ମକାରେ ଲେମ୍ବୁ ପକାଇ ଖାଇବାର ମଜା ଥାଏ ଅଲଗା। ଏହାକୁ ଖାଇବା ପରେ ପ୍ରଚୁର ଶୋଷ ହୋଇଥାଏ।…

କନଷ୍ଟେବଳଙ୍କୁ ଭ୍ୟାନ୍‌ ଚଢ଼ାଇ ହତ୍ୟା ଉଦ୍ୟମ: ଗାଡ଼ି ମାଲିକ ଗିରଫ

ପଦ୍ମପୁର, ୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ପାଣିଗ୍ରାହୀଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଗୁରୁବାର ମଧ୍ୟ ରାତିରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଗାଡ଼ି ମାଲିକଙ୍କୁ ଗିରଫ କରିଛି। ସେ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri