Home

ବୟଫ୍ରେଣ୍ଡ୍‌ଙ୍କ ମୃତ୍ୟୁକୁ ଗ୍ରହଣ କରିପାରୁନାହାନ୍ତି ସଞ୍ଜୟଙ୍କ ଝିଅ ତ୍ରିଶାଳା, ଫଟୋ ଶେୟାର କରି ଲେଖିଲେ ହୃଦୟସ୍ପର୍ଶୀ ବାର୍ତ୍ତା

ସଞ୍ଜୟ ଦତ୍ତଙ୍କ ଝିଅ ତ୍ରିଶାଳା ବୟଫ୍ରେଣ୍ଡ୍‌ଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ବୟଫ୍ରେଣ୍ଡ୍‌ଙ୍କ ମୃତ୍ୟୁ ପରେ ସେ ବହୁ ଭାଙ୍ଗି ପଡ଼ିଛନ୍ତି। ନର୍ମାଲ ସ୍ଥିତିକୁ ଆସିବା ପାଇଁ ବହୁ ଚେଷ୍ଟା କରୁଥିଲେ ମଧ୍ୟ ପାରୁନାହାନ୍ତି ତ୍ରିଶାଳା। ଖାସ୍‌ କରି ସମ୍ପର୍କକୁ ତାଜା…

ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ୮୦୦ କିମି ପଛୁଆ ଚାଲି ଚାଲି ଆସୁଛନ୍ତି ଏହି ବ୍ୟକ୍ତି

ଜାକର୍ତ୍ତା: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ମେଦି ବସ୍ତୋନୀ(୪୩ ବର୍ଷ) ନାମକ ଜଣେ ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ଏକ ଅଭିନବ ଉପାୟ ଆପଣାଇଛନ୍ତି। ପଛୁଆ ୮୦୦ କିମି ଚାଲି ଚାଲି ସେ ରାଷ୍ଟ୍ରପତି…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ରିଞ୍ଜା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କର୍ଲାମୁଣ୍ଡା,୨।୮ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତ ସରପଞ୍ଚ ଭୋଜବନ୍ତୀ ସାହୁଙ୍କ ବାସଭବନରେ ଶୁକ୍ରବାର ଭୋରରୁ କଳାହାଣ୍ଡି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ଡିଏସ୍‌ପି ସତ୍ୟବାନ୍‌ ମହାନନ୍ଦଙ୍କ ନେତୃତ୍ୱରେ ସରପଞ୍ଚଙ୍କ ନିଜ ବାସଭବନ ଟକାରୁମାଲ ଓ…

ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉ: ମଦ କାରବାରରେ ସମ୍ପୃକ୍ତ ୪ ଗିରଫ

କେନ୍ଦୁଝର, ୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ପୋଲିସ ଗୁରୁବାର ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉକରି ବହୁ ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୪ ଜଣଙ୍କୁ ପୋଲିସ ଗିରଫକରି ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଶୁଆକାଠି ଗ୍ରାମର…

ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟିଲେ ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ, ୨।୮: ସଂସଦରେ ଗୃହୀତ ନ୍ୟାସନାଲ ମେଡିକାଲ କମିଶନ (ଏନଏମସି) ବିଧେୟକକୁ ବିରୋଧ କରି ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ପକ୍ଷରୁ ଅନିଶ୍ଚିତ କାଳ ପାଇଁ ବନ୍ଦ ଡାକରା ଦିଆଯାଇଛି। ଦିଲ୍ଲୀରେ ଡାକ୍ତରଙ୍କ ଏକ ପ୍ରତିନିଧିମଣ୍ଡଳ ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଭେଟିଛନ୍ତି।…

ନଦୀରେ ଭାସୁଛି ୫ ମହଲା ବିଶିଷ୍ଟ ହୋଟେଲ, ଭିଡିଓ ଭାଇରାଲ

ଚାଇନାର ୟାଙ୍ଗ୍‌ଜି ନଦୀରେ ୫ମହଲା ବିଶିଷ୍ଟ ହୋଟେଲ ଭାସୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ଦେଖିଲେ ଲାଗିବ ଯେମିତି ବଢ଼ିପାଣିରେ ହୋଟେଲଟି ଭାସି ଯାଉଛି। କିନ୍ତୁ ଭିଡିଓ ଭାଇରାଲ ହେବା ପରେ ଲୋକଙ୍କ ବିଶ୍ୱାସ ହେଲା…

ଏହି ଗାଁରେ ୯ ବର୍ଷ ହେଲା ଖାଲି ଜନ୍ମ ନେଉଛନ୍ତି ଝିଅ, ପୁଅ ଜନ୍ମ ହେଲେ ମିଳିବ ପୁରସ୍କାର

ପୋଲାଣ୍ଡର ମିଜେସ୍କେ ଔନ୍ଦ୍ରଜେନ୍‌ସ୍କି ନାମକ ଏକ ଗାଁରେ ଦୀର୍ଘ ୯ ବର୍ଷ ହେବ କେବଳ ଝିଅ ଜନ୍ମ ହେଉଛନ୍ତି। ୨୦୧୦ ମସିହାରେ ଏହି ଗାଁରେ କେବଳ ଜଣେ ମାତ୍ର ପୁତ୍ରସନ୍ତାନ ଜନ୍ମନେଇଛି। ସେବେଠାରୁ ଆଜିପର୍ଯ୍ୟନ୍ତ କୌଣସି ପୁଅ ଜନ୍ମ ନେଇନାହାନ୍ତି। ଖାସ୍‌…

ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ ହେବ ଉନ୍ନାଓ ପୀଡ଼ିତାଙ୍କ ଚିକିତ୍ସା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୮: ଉତ୍ତରପ୍ରଦେଶର ବହୁ୍‌ଚର୍ଚ୍ଚିତ ଉନ୍ନାଓ ପୀଡିତା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ପୀଡିତାଙ୍କ ଚିକିତ୍ସା ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ କରାଯିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୀଡିତାଙ୍କ ପରିବାର ଲକ୍ଷ୍ନୌରେ ଚିକିତ୍ସା ଚାହୁଁଛନ୍ତି ବୋଲି…

ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ, ୨।୮: ଇଷ୍ଟର ବୋମା ବିସ୍ଫୋରଣ ପରେ ଶ୍ରୀଲଙ୍କାକୁ ସମସ୍ତ ସହାୟତା ଯୋଗାଇ ଦେଇଥିଲା ଭାରତ। ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରନିଲ୍‌ ବିକ୍ରମସିଂଘେ ଏଥିପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ଏଭଳି ବିପଦ ସମୟରେ ପଡୋଶୀ ଭାରତ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ଜମନକିରା,୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମାସ୍ଥିତ ମୁଖ୍ୟ ଛକ ଦେଇ ଯାଇଥିବା ଭୋଜପୁର ରାସ୍ତା କଡ଼ରେ ୨ ବର୍ଷରୁ ଅଧିକ ହେବ ଏକ ବିଦ୍ୟୁତ୍‌ ଖୁଣ୍ଟ ଝୁଲନ୍ତା ଅବସ୍ଥାରେ ରହିଛି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ବିଦ୍ୟୁତ୍‌ ବିଭାଗ…

ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ, ୨।୮: ପୁଣି ଥରେ ସରକାରକୁ ଫେରିବା ପରେ ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରାଯିବ ବୋଲି ଘୋଷଣା କରିଛନ୍ତି। ୨୦୨୨ ଭିତରେ ସମସତ୍କୁ ଘର ଯୋଗଦିଆଯିବ। ଏଥିପାଇଁ ବେଙ୍ଗାଲୁରୁରେ ୧୦୦୦ ଏକ ଜମି ଚିହ୍ନଟ କରାଯାଇଛି ବୋଲି…

ସାମ୍ବାଦିକ ରବୀଶ କୁମାର ମାଗସେସେ ପୁରସ୍କାର ପାଇଁ ମନୋନୀତ

ନୂଆଦିଲ୍ଲୀ, ୨।୮: ଏସିଆର ନୋବେଲ ପୁରସ୍କାର କୁହାଯାଉଥିବା ରମନ ମାଗସେସେ ପୁରସ୍କାର ୨୦୧୯ ପାଇଁ ଭାରତୀୟ ସାମ୍ବାଦିକ ରବୀଶ କୁମାରଙ୍କ ସମେତ ଏସିଆର ୫ଜଣ ମନୋନୀତ ହୋଇଛନ୍ତି। ଦୀର୍ଘ ୧୨ ବର୍ଷ ପରେ ଜଣେ ଭାରତୀୟ ଏହି ପୁରସ୍କାର ପାଇଁ ଯୋଗ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri