ଅଯୋଧ୍ୟା ମଧ୍ୟସ୍ଥ କମିଟି ରିପୋର୍ଟ ଦାଖଲ: ସୁପ୍ରିମକୋର୍ଟରେ ଶୁଣାଣି ଆଜି
ନୂଆଦିଲ୍ଲୀ, ୨।୮(ପି.ଟି.):ସୁପ୍ରିମକୋର୍ଟରେ ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲାର ଶୁଣାଣି ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ରେ ହେବ। ଅଦାଲତଙ୍କ ହ୍ବାରା ନିଯୁକ୍ତ ମଧ୍ୟସ୍ଥ କମିଟି ସୋମବାର ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟରେ ଅନ୍ତରୀଣ ରିପୋର୍ଟ ଜଉମୁଦା ଲଫାପାରେ ଦାଖଲ କରିଥିଲେ। ଶୁକ୍ରବାର ସର୍ବୋଚ୍ଚ…
ନାବାଳିକା ଗଣବଳାତ୍କାର ଓ ହତ୍ୟା ମାମଲା:ଦୋଷୀଙ୍କୁ ମୃତ୍ୟୁ ଦଣ୍ଡାଦେଶ
ନୂଆଦିଲ୍ଲୀ, ୨।୮(ପି.ଟି.):ନାବାଳିକା ଗଣବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ସୁପ୍ରିମକୋର୍ଟ ଅପରାଧୀ ମନୋହରନ୍ଙ୍କ ମୃତ୍ୟୁଦଣ୍ଡାଦେଶକୁ ଗୁରୁବାର କାଏମ ରଖିଛନ୍ତି। ୨୦୧୦ରେ କୋଏମ୍ବାଟୁର୍ରେ ଜନୈକା ୧୦ ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର କରାଯିବା ସହ ତାଙ୍କୁ ଓ ତାଙ୍କ ୭ ବର୍ଷର ସାନଭାଇଙ୍କୁ…
ସ୍ତ୍ରୀଙ୍କୁ ରାଜନୀତିକୁ ଆଣିବାରୁ ଶତ୍ରୁତା
ଲକ୍ଷ୍ନୌ,୨।୮ (ଆଇଏଏନ୍ଏସ୍):୨୦୧୮ ଏପ୍ରିଲ ୮ରେ ଉନ୍ନାଓ ବଳାତ୍କାର ପୀଡ଼ିତା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରୀ ବାସଭବନ ଆଗରେ ଆମତ୍ଦାହ ଉଦ୍ୟମ କରି ନ ଥିଲେ କୁଲଦୀପ ସିଂ ସେନ୍ଗର ଉତ୍ତରପ୍ରଦେଶ ବିଧାନସଭାର ୪୦୩ ବିଧାୟକଙ୍କ ମଧ୍ୟରୁ ଜଣେ ହୋଇ ରହିଯାଇଥାନ୍ତେ। ପ୍ରଥମେ…
ମିଶନ ଚନ୍ଦ୍ରୟାନ : ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଇଥିଲେ ବୈଜ୍ଞାନିକ
ପୁରୀ ଅଫିସ, ୨।୮ : ମିଶନ ଚନ୍ଦ୍ରୟାନ-୨ର ସଫଳତା ପଛରେ ରହିଛି ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଉପଦେଶ। ମହାକାଶ ବିଜ୍ଞାନ ବୈଦିକ ଗଣିତ ଆଧାରରେ ଚାଲୁଛି। ତେଣୁ ଏହାକୁ କିପରି ଉପଯୋଗ କରାଯାଇପାରିବ ସେ ନେଇ…
ଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବ
ପୁରୀ ଅଫିସ, ୨।୮ : ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର…
ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି
ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ ପୁରୀ…
ଓଭରବ୍ରିଜ୍ କଡ଼ ପାଲଟିଛି ଆବର୍ଜନା ସ୍ଥଳ
କୋରେଇ,୨|୮(ସ୍ବ.ପ୍ର.)- ପାଣିକୋଇଲି ଓଭର ବ୍ରିଜ୍ ପାର୍ଶ୍ୱ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଏଠାରେ ରହିଥିବା ବିଭିନ୍ନ ବ୍ୟବସାୟୀମାନେ ପ୍ରତ୍ୟହ ଆବର୍ଜନାକୁ ପୋଡିବା ପରିବର୍ତ୍ତେ ଓଭରବ୍ରିଜ କଡ଼ରେ ଗଦା କରୁଛନ୍ତି। ଏପରକିି ବ୍ରିଜ୍ ଦେଇ ଯାଉଥିବା ଯାତ୍ରୀମାନେ ମଧ୍ୟ ଏଠାରେ ଅବର୍ଜନା ପକାଉଥିବାବେଳେ…
ଦୋକାନ ବାରଣ୍ଡାରେ ଦିବ୍ୟାଙ୍ଗ ପରିବାର ମୁଣ୍ଡ ଗୁଞ୍ଜିବା ଘଟଣା: କ୍ଷେତ୍ର ପରିଦର୍ଶନ କରି ସ୍ଥିତି ସମୀକ୍ଷା କଲେ ତହସିଲଦାର
ରସୁଲପୁର,୨|୮(ଡିଏନ୍ଏ)- ରସୁଲପୁର ତହସିଲ ଅନ୍ତର୍ଗତ ମଙ୍ଗରାଜପୁର ପଞ୍ଚାୟତ ଖଣ୍ଡାସ ରାଜସ୍ବ ଗ୍ରାମର ସରକାରୀ ଜାଗାରେ ବାସ କରୁଥିବା ଦିବ୍ୟାଙ୍ଗ ଦେବକୀ ପରିବାର ଫନୀ ବାତ୍ୟା ଯୋଗୁ ବାସହରା ହୋଇଯାଇଥିଲେ। ଏହା ଭିତରେ ୩ମାସ ବିତିଯାଇଥିଲେ ହେଁ ଉକ୍ତ ପରିବାରକୁ କୌଣସି ସରକାରୀ…
ମଞ୍ଜୁର ହେଲା ଅର୍ଥ, ବିଦ୍ୟାଳୟ ମରାମତି ନୋହିଲା
ଗଣିଆ,୨।୮(ଡି.ଏନ.ଏ.)-ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ଗଣିଆ ବ୍ଲକ ଛାମୁଣ୍ଡିଆସ୍ଥିତ କୁଞ୍ଜବିହାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାତ୍ୟାର ତିନି ମାସ ପରେ ବି ମରାମତି ହୋଇପାରିନି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ମେ ମାସ ପ୍ରଥମ ସପ୍ତାହରେ ଫନୀ…
ସାମୁଦ୍ରିକ ଥାନା ଜଳ ସୀମାକୁ ନେଇ ଦ୍ୱନ୍ଦ୍ୱ
ପାରାଦୀପ,୨ା୮(ସ୍ବ.ପ୍ର.): ପାରାଦୀପରେ ଦୁଇଟି ସାମୁଦ୍ରିକ ଥାନା ରହିଛି। ଗୋଟିଏ ହେଲା ନେହେରୁ ବଙ୍ଗଳାରେ ଥିବା ସାମୁଦ୍ରିକ ଥାନା ଓ ଅନ୍ୟଟି ହେଲା ନୂଆ ବଜାରସ୍ଥିତ ଜଟାଧାର ମୁହାଣ ସାମୁଦ୍ରିକ ଥାନା। ସ୍ଥଳଭାଗରେ ଦୁଇ ଥାନାର ସୀମା ନିର୍ଦ୍ଧାରଣ କରାଯାଇଛି। ଯେପରି କି…
ବିପର୍ଯ୍ୟସ୍ତ ଅବସ୍ଥାରେ ମାର୍କେଟ କମ୍ପ୍ଲେକ୍ସ : ଭଡ଼ା ଅର୍ଥ କିଏ ନେଉଛି ଜଣାନାହିଁ
ନାଉଗାଁ,୨ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳର ବେକାର ଯୁବକମାନଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ସରକାର ବିଭିନ୍ନ ପଞ୍ଚାୟତର ଛକ ଜାଗା, ବଜାର ଆଦି ସ୍ଥାନରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରୁଛନ୍ତି। ଏସବୁ ମାର୍କେଟ କମ୍ପ୍ଲେକ୍ସର ତଦାରଖ ଦାୟିତ୍ୱ ପଞ୍ଚାୟତକୁ ପ୍ରଦାନ କରାଯାଇଛି। ହେଲେ ନାଉଗଁା ବ୍ଲକରେ…
ରକ୍ଷଣାବେକ୍ଷଣ ଅଭାବ, ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ମରାମତି ହୋଇନାହିଁ: ମରଣଯନ୍ତ୍ରା ପାଲଟିଛି ନୂଆଗୁଡା-ଭେଜିପଦର ରାସ୍ତା
ଜୁନାଗଡ,୨।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନୂଆଗୁଡା-ଭେଜିପଦର ଗ୍ରାମକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ରକ୍ଷଣାବେକ୍ଷଣ ଅଭାବ ଏବେ ମରଣଯନ୍ତ୍ରା ପାଲଟିଛି। ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ରାସ୍ତା ମରାମତି କରାଯାଇ ନ ଥିବାରୁ ଏପରି ହୋଇଥିବା ଜଣାପଡିଛି। ଏହାକୁ…
Archives


