ଜବରଦଖଲରେ ରାଜାରାଜୁଡା ଅମଳର ବାବୁରକଟା
ଜାମଟିକ୍ରା,୧।୮(ଡି.ଏନ.ଏ): ବରଗଡ ଜିଲା ଅତାବିରା ବ୍ଳକ ବୁଗବୁଗା ପଞ୍ଚାୟତର ଜାମଟିକ୍ରା ଉପକଣ୍ଠରେ ଥିବା ୧୦୨ ଏକର ବିଶିଷ୍ଟ ବାବୁରକଟା ଏବେ ଜବରଦଖଲକାରୀଙ୍କ କବ୍ଜାରେ ରହିଛି । ସେହିପରି ରାଜାରାଜୁଡା ଅମଳର ଏହି ବିରାଟ କଟାର ଜରାଜୀର୍ଣ୍ଣ ଅବସ୍ଥା ଯୋଗୁ ସ୍ଥାନୀୟ ଅଞ୍ଚଳରେ…
ଅବ୍ୟବସ୍ଥାରେ ଚାଲିଛି କେନ୍ଦୁପତ୍ର ରେଞ୍ଜ ଅଫିସ
ଗୁଡଭେଲା, ୧ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ଏନଏସି ଅଧିନ ମହିପୁରଠାରେ ଥିବା କେନ୍ଦୁପତ୍ର ରେଞ୍ଜ କାର୍ଯ୍ୟାଳୟ ଏବେ ନାନା ଅବ୍ୟବସ୍ଥା ମଧ୍ୟଦେଇ ଗତି କରୁଛି । ଏହି ରେଞ୍ଜ ଅଧିନରେ ୬୨ଟି କେନ୍ଦୁପତ୍ର ଫଡି ରହିଛି ା ସେଥିମଧ୍ୟରୁ ୨୪ଟିର ସ୍ଥାୟୀ…
ସୂଚନା ଅଧିକାର ସଂଶୋଧନ ବିଲ୍ ପ୍ରତ୍ୟାହାର ଦାବି: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ
ରାୟଗଡ଼ା ଅଫିସ,୧ା୮- ରାୟଗଡ଼ା ଜିଲା ସୂଚନା ଅଧିକାର ଅଭିଯାନ ତରଫରୁ ସୂଚନା ଅଧିକାର ସଂଶୋଧନ ବିଲ ପ୍ରତ୍ୟାହାର ଦାବିରେ ଏକ ସ୍ମାରକପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କୁ ପ୍ରଦାନ କରାଯାଇଛି। ସମଗ୍ର ଦେଶରେ କୌଣସି ବିତର୍କ ନ କରାଇ…
ଏହି ମନ୍ଦିରରେ ଅଭିଶାପରୁ ପୂଜା ପାଉଛନ୍ତି ଦେବୀ ଦୁର୍ଗା
ବିଶ୍ୱର ବିଭିନ୍ନ ସ୍ଥାନରେ ଭଗବାନ ଶଙ୍କରଙ୍କ ମନ୍ଦିର ରହିଛି। ଏଭଳି ଏକ ପ୍ରାଚୀନ ଶିବ ମନ୍ଦିର ଇଣ୍ଡୋନେସିଆରେ ମଧ୍ୟ ରହିଛି। ୧୦ମ ଶତାବ୍ଦୀରେ ନିର୍ମିତ ଏହି ଶିବ ମନ୍ଦିରର ନାମ ରହିଛି ପ୍ରମ୍ବାନନ। ସହରଠାରୁ ପ୍ରାୟ ୧୭ କିମି ଦୂରରେ ଅବସ୍ଥିତ…
ଭଡ଼ା ବାକିଥିବା ଦୋକାନରେ ଝୁଲିଲା ତାଲା
କାମାକ୍ଷାନଗର,୧।୮(ଡି.ଏନ୍.ଏ.)-କାମାକ୍ଷାନଗର ଏନ୍ଏସି ପକ୍ଷରୁ ବ୍ୟବସାୟ ପାଇଁ ଲିଜ୍ସୂତ୍ରରେ ଦିଆଯାଇଛି ଦୋକାନ ଗୃହ। ହେଲେ ବ୍ୟବସାୟୀମାନେ ବର୍ଷ ବର୍ଷ ଧରି ଭଡ଼ା ଦେଉନାହାନ୍ତି। ବାରମ୍ବାର ନୋଟିସ୍ ଦିଆଯିବା ସତ୍ତ୍ୱେ ଏହାକୁ ଅଣଦେଖା କରି ଚାଲିଛନ୍ତି। ଫଳରେ ଆକ୍ସନ ମୁଡ଼କୁ ଆସିଛନ୍ତି ଏନ୍ଏସି କର୍ତ୍ତୃପକ୍ଷ।…
ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଆଇଆଇସିଙ୍କୁ ଆକ୍ରମଣ ମାମଲାରେ ୧୩ ଗିରଫ
ବାଲିଆପାଳ,୧।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଥାନା ଇଡ଼କୋଛକ ସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୭ଦିନ ପୂରିଲାଣି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଢାବା ମାଲିକ ସାହାବୁଦ୍ଦିନ ସାହାଙ୍କ ଟେର୍ ପାଇପାରିନି ପୋଲିସ। ଅନ୍ୟପକ୍ଷରେ ବାଲିଆପାଳ ଆଇଆଇସି ପ୍ରଭୁ…
ବଧୁ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୧୦, ନଣନ୍ଦଙ୍କୁ ୭ ବର୍ଷ ଜେଲ
ଆନନ୍ଦପୁର, ୧। ୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ କୃଷ୍ଣପୁର ଗ୍ରାମର ଏକ ବଧୂ ହତ୍ୟା ମାମଲାରେ ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବାମୀ, ଶାଶୁ , ଶ୍ୱଶୁରଙ୍କୁ ୧୦ ବର୍ଷ ଓ ନଣନ୍ଦଙ୍କୁ ୭ ବର୍ଷ ଜେଲଦଣ୍ଡାଦେଶ ହୋଇଛି। ଆନନ୍ଦପୁର…
ପଞ୍ଚାୟତ ଅଫିସ୍ ତାଲା ଭାଙ୍ଗି ଚୋରି
ସଜନାଗଡ଼, ୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଫିସ୍ରୁ ବୁଧବାର ରାତ୍ରିରେ ତାଲା ଭାଙ୍ଗି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ସରପଞ୍ଚଙ୍କ ଅଫିସ୍ କବାଟ ତାଲା ଭାଙ୍ଗି ଭିତରକୁ ପଶି ଥିଲେ। ଅଫିସ୍ ଭିତରେ ଥିବା ୨ଟି ଆଲମିରାର…
ବାସୋପଯୋଗୀ ଗ୍ରହର ସନ୍ଧାନ କରିବ ବୃହତ୍ତମ ଟେଲିସ୍କୋପ୍
ବେଜିଂ: ବିଶ୍ୱର ସର୍ବବୃହତ୍ ରେଡିଓ ଟେଲିସ୍କୋପ୍ ମହାକାଶରେ ପୃଥିବୀ ଭଳି ଗ୍ରହର ସନ୍ଧାନ କରିବା ସହ ଏଲିଅନ୍ଙ୍କ ସଙ୍କେତକୁ ଖୋଜିପାଇବ। ଏହି ସେନ୍ସିଟିଭ୍ ଟେଲିସ୍କୋପ୍ ମହାକାଶରେ ପୃଥିବୀଠାରୁ ୧୦୦ ଆଲୋକ ବର୍ଷ ଦୂରରେ ପୃଥିବୀ ଭଳି ଚୁମ୍ବକୀୟ କ୍ଷେତ୍ର ରହିଥିବା ଅନ୍ୟ…
ଆପ୍ରୁ ନଦୀ ସମ୍ପର୍କରେ ଜାଣିହେବ ତଥ୍ୟ
ଡବ୍ଲ୍ୟୁଡବ୍ଲ୍ୟୁଏଫ୍ (ଓ୍ବାର୍ଲଡ ଓ୍ବାଇଲ୍ଡଲାଇଫ୍ ଫଣ୍ଡ୍) ରିଭର୍ ଆପ୍ ବାସ୍ତବ ଦୁନିଆର ଅନୁଭବ କରାଇ ପାରୁଥିବା ଏକ ଆପ୍ । ଏହା ମୁଖ୍ୟତଃ ନଦୀର ସୌନ୍ଦର୍ଯ୍ୟ ତଥା ବିଭିନ୍ନ ତଥ୍ୟ ସମ୍ପର୍କରେ ଜଣାଇଦେବ। ଏହା ନଦୀର ସମତଳ ଶଯ୍ୟାକୁ ପୂରା ଏକ ସୌନ୍ଦର୍ଯ୍ୟମୟ…
ନକଲି ମାର୍କଶିଟ୍ରେ ୩୮ ବର୍ଷ ଚାକିରି: ଅବସର ଦିନ ଧରାପଡ଼ିଲେ କର୍ମଚାରୀ
କୋଟା: ନକଲି ମାର୍କଶିଟ୍ ଦେଇ ଚାକିରି କରିବା ଘଟଣା ଭାରତରେ କିଛି ନୂଆ ନୁହେଁ। କିନ୍ତୁ ଚାକିରି କରିବା ପରେ ଏହି ଘଟଣା ସାମ୍ନାକୁ ଆସିବା ପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ଦୃଷ୍ଟାନ୍ତ ଦେଖିବାକୁ ମିଳେ। କିନ୍ତୁ ନକଲି…
ଅଧିକ ଦିନ ହେଲା କାଶ ଲାଗିରହିଛି କି, ସତର୍କ ହୋଇଯାନ୍ତୁ
ଚିକିତ୍ସକଙ୍କ ମତରେ, କାଶ କୌଣସି ରୋଗ ନୁହେଁ ବରଂ ଏହା ଶରୀରର ସାମାନ୍ୟ ପ୍ରତିକ୍ରିୟା ଅଥବା କୌଣସି ରୋଗର ସଂକେତ। ତେଣୁ କାଶକୁ ଅଣଦେଖା କରିବା ଘାତକ ହୋଇପାରେ। କାରଣ କାଶ ଯୋଗୁ ଫୁସ୍ଫୁସ, ଶ୍ୱାସନଳୀ ଏବଂ ଗଳାରେ ସଂକ୍ରମଣ ହୋଇଥାଏ।…
Archives


