ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ପଦଯାତ୍ରା: ଭଦ୍ରକରେ ପହଞ୍ଚିଲେ ସତ୍ୟବ୍ରତ
ଭଦ୍ରକ ଅଫିସ, ୧।୮ – ଦୀର୍ଘଦିନ ଧରି ଓଡ଼ିଶାବାସୀଙ୍କ ଥିବା ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଜଗତସିଂହପୁର ଜିଲା ବାଲିକୁଦ ଅଞ୍ଚଳର ସତ୍ୟବ୍ରତ ଦାସ ନାମକ ଜଣେ ଯୁବକ ପଦଯାତ୍ରାରେ ବାହାରିଛନ୍ତି। ସେ ରାଜ୍ୟର ୩୧୪ଟି ବ୍ଲକ ମୁଖ୍ୟାଳୟ…
ପଥରରେ ଛେଚି ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ
କପ୍ତିପଦା,୧ା୮(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ କୁଳିଅଳମ ପଞ୍ଚାୟତ ନଛିପୁର ଗ୍ରାମରେ ଜଣେ ଯୁବକ ସେହି ଗ୍ରାମର ଜଣେ ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ସୁରସେନ ଦାସ ା ଏସଂକ୍ରାନ୍ତରେ ପୋଲିସ…
ଖୁବ୍ଶୀଘ୍ର ଗଠନ ହେବ ଜିଲା ଯୋଜନା କମିଟି
ଭୁବନେଶ୍ୱର,୧।୮(ବ୍ୟୁରୋ): ଖୁବ୍ଶୀଘ୍ର ଜିଲା ଯୋଜନା କମିଟି ଗଠନ ହେବ। ନିର୍ବାଚନ ଥିବାରୁ ଏହା ବିଳମ୍ବ ହୋଇଥିଲା। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଭୂପିନ୍ଦର…
୨୦୧୭ରୁ କେବିକେ ଯୋଜନା ବନ୍ଦ କରିଛି କେନ୍ଦ୍ର: ଏହି ଯୋଜନାରେ ରାଜ୍ୟ ସରକାର ପାଇଛନ୍ତି ୩୩୪୩. ୯୫ କୋଟି
ଭୁବନେଶ୍ୱର,୧।୮(ବ୍ୟୁରୋ): ଅବିଭକ୍ତ କୋରାପୁଟ, କଳାହାଣ୍ଡି, ବଲାଙ୍ଗୀର ଜିଲା ପାଇଁ କେନ୍ଦ୍ର ସରକାର ୧୯୯୮ରେ କେବିକେ ଯୋଜନା ଆରମ୍ଭ କରିଥିଲେ। ୨୦୧୭ରୁ ଏହି ଯୋଜନା ବନ୍ଦ ହୋଇଯାଇଛି। ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ କେବିକେର ୮ଟି ଜିଲାରେ ବିଜୁ କେବିକେ ଯୋଜନା କାର୍ଯ୍ୟକାରୀ…
ମନ୍ଦିରରେ ଯମରାଜା କରନ୍ତି ସ୍ବର୍ଗ କିମ୍ବା ନର୍କକୁ ଯିବାର ବିଚାର…
ସାଧାରଣରେ ବିଶ୍ୱାସ ରହିଛି ମନ୍ଦିର ବା ଦେବାଦେବୀଙ୍କ ପାଖକୁ ପ୍ରେତାତ୍ମା ଯାଆନ୍ତି ନାହିଁ। ହେଲେ ହିମାଚଳପ୍ରଦେଶର ଚମ୍ବାରେ ରହିଛି ଏଭଳି ମନ୍ଦିର ଯେଉଁଠିକୁ କେବଳ ପ୍ରେତାତ୍ମା ଯାଇଥାନ୍ତି ବୋଲି ଲୋକେ ବିଶ୍ୱାସ କରନ୍ତି॥ ରାଜଧାନୀ ଦିଲ୍ଲୀଠାରୁ ୫ ଶହ କିଲୋମିଟର ଦୂରରେ…
ରାମପୁରରେ ୧୪୪ ଧାରା ଜାରି
ଲକ୍ଷ୍ନୌ, ୧।୮: ରାମପୁର ଏମ୍ପି ଆଜମ ଖାନଙ୍କ ପୁଅ ତଥା ଏସପି ବିଧାୟକ ଅବଦୁଲା ଆଜମ ଖାନଙ୍କୁ ପୋଲିସ୍ ଅଟକ ରଖିବା ବିରୋଧରେ ଗୁରୁବାର ସମାଜବାଦୀ ପାର୍ଟି (ଏସପି) ପକ୍ଷରୁ ଧାରଣା ଦିଆଯାଇଛି। କାଉଡି ଯାତ୍ରା ଏବଂ ବକରୀ-ଇଦକୁ ଦୃଷ୍ଟିରେ ରଖି…
ରାମସୀତା ପରି ଯୋଡି ହ୍ରିତିକ୍, ଦୀପିକା
ହିନ୍ଦୁ ପୌରାଣିକ ଗ୍ରନ୍ଥ ‘ରାମାୟଣ’ ଉପରେ ଆଉ ଏକ ବଲିଉଡ୍ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ନିର୍ଦ୍ଦେଶକ ନିତେଶ୍ ତିଓ୍ବାରୀ ଏବଂ ରବି ଉଡୟାଭରଙ୍କ ଆଗାମୀ ଫିଲ୍ମ ‘ରାମାୟଣ’ ଉପରେ ଆଧାରିତ ହେବ ବୋଲି ଜଣାପଡିଛି। ଏହି ଫିଲ୍ମଟି ୩ଡିରେ ଶୁଟିଂ…
ବାଲି ଚୋରାଚାଲାଣ : ୫ ଟ୍ରାକ୍ଟର ଜବତ
ଚନ୍ଦ୍ରଗିରି,୧।୮(ଡି.ଏନ୍.ଏ.): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଖସଡ଼ା ରାମନଦୀରୁ ଗୁରୁବାର ବେଆଇନ ଭାବେ ବାଲି ଚୋରାଚାଲାଣ ହେଉଥିବା ଖବର ପାଇ ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ ଘଟଣାସ୍ଥଳରେ ପହଞ୍ଚି ୫ଟି ଟ୍ରାକ୍ଟରକୁ ଜବତ କରିଛନ୍ତି। ଏହି ସମୟରେ ଡ୍ରାଇଭରମାନେ…
ରହସ୍ୟ ଉପରୁ ପରଦା ଉଠାଇଲେ ଅମିରଙ୍କ ସ୍ତ୍ରୀ
ଲଣ୍ଡନ, ୧।୮: ଟେଷ୍ଟ କ୍ରିକେଟରୁ ନିକଟରେ ଅବସର ନେଇଥିବା ବୋଲର୍ ମହମ୍ମଦ ଅମିର ଏବେ ପାକିସ୍ତାନ ଛାଡି ବ୍ରିଟେନର ସ୍ଥାୟୀ ବାସିନ୍ଦା ହେବା ପାଇଁ ଉଦ୍ୟମ ଚଳାଇଛନ୍ତି। ଏନେଇ ପାକିସ୍ତାନ ଗଣାମାଧ୍ୟମଠାରୁ ଆରମ୍ଭ କରି ପୂର୍ବତନ ଖେଳାଳିମାନେ ତାଙ୍କୁ ସମାଲୋଚନା କରିବାକୁ…
ଚୋରି ବାଇକ୍ ଜବତ, ୨ ଗିରଫ
ବଡ଼ବିଲ,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମୃଣାଳ କଲୋନୀରୁ ଗତ ରବିବାର ପୂର୍ବାହ୍ନରେ ଚୋରି ହୋଇଥିବା ଏକ ବାଇକ୍କୁ ପୋଲିସ ଜବତ କରିବା ସହ ଘଟଣାରେ ସଂପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ…
ମୃତ୍ୟୁଞ୍ଜୟ ମହାପାତ୍ର ହେଲେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ:୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଦେଶର ସମସ୍ତ ଅଞ୍ଚଳ ହେବ ରାଡାର ପରିସରଭୁକ୍ତ
ନୂଆଦିଲ୍ଲୀ,୧।୮: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ଭାବେ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆସନ୍ତା ୫ ବର୍ଷ ପାଇଁ ସେ ଏହି ପଦବୀରେ କାର୍ଯ୍ୟ କରିବେ। ଦାୟିତ୍ୱଗ୍ରହଣ କରି ସେ କହିଛନ୍ତି ଯେ, ୨୦୨୨ ଅଗଷ୍ଟ…
୧୯୮୧ ଫୁଟ ଉଚ୍ଚରେ ତିଆରି ହେବ ହୋଟେଲ, ଯେତିକି ସୁନ୍ଦର ସେତିକି ଭୟଙ୍କର, ଜାଣନ୍ତୁ କେଉଁଠି…
ଏମିତି ଏକ ହୋଟେଲ ତିଆରି ହେବାକୁ ଯାଉଛି ଯାହା ଦେଖିବାକୁ ଯେତିକି ସୁନ୍ଦର ସେତିକି ଭୟଙ୍କର ମଧ୍ୟ। ଏମିତି ହୋଟେଲ ୟୁରୋପରେ ତିଆରି ହେବାକୁ ଯାଉଛି। ଏହି ହୋଟେଲକୁ ଦେଖିଲେ ଭୟରେ ଦେହ ଥରି ଉଠିବ। କିନ୍ତୁ ଏହାର ନିର୍ମାଣ ଶୈଳୀ…
Archives


