Home

ମଧୁମେହରେ କିଡ୍‌ନୀ ସମସ୍ୟା

”ଡାଇବେଟିସ୍‌(ମଧୁମେହ) ରୋଗୀଙ୍କ କିଡ୍‌ନୀ ଆକ୍ରାନ୍ତ ହେଲେ ସର୍ବପ୍ରଥମେ ପରିସ୍ରାରେ ଅଧିକ ମାତ୍ରାରେ ଆଲ୍‌ବୁମିନ୍‌ ନାମକ ଏକ ପ୍ରୋଟିନ ନିଷ୍କାସିତ ହୋଇଥାଏ। ତେଣୁ ପ୍ରତ୍ୟେକ ଡାଇବେଟିସ ରୋଗୀଙ୍କ ବର୍ଷକୁ ଥରେ ପରିସ୍ରାରେ ଆଲ୍‌ବୁମିନ୍‌ ପରୀକ୍ଷା କରିବା ଉଚିତ। ରାତିରେ ବାରମ୍ବାର ପରିସ୍ରା ଯିବା…

ଭୁଲ ଇଞ୍ଜେକ୍‌ସନ ଦେବାରୁ ନାବାଳିକା ମୃତ : କ୍ଲିନିକ୍‌ରେ ଭଙ୍ଗାରୁଜା, ଡାକ୍ତର ଅଟକ

ନିଆଳି,୨୬ା୮(ଡି.ଏନ୍‌.ଏ.)ନିଆଳି ଥାନା ଅଧୀନ ନିଆଳି ପବ୍ଲିକ କ୍ଲିନିକ୍‌ରେ ରବିବାର ଅପରାହ୍ନରେ ଚିକିତ୍ସାଧିନ ଅବସ୍ଥାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଲିପାଟଣା ଥାନା ଅଧୀନ ଦରଡା ଗ୍ରାମର କ୍ରିଷ୍ଣା ନାୟକ(୭)। ଡାକ୍ତର ଭୁଲ୍‌ ଇଞ୍ଜେକଶନ ଦେବାରୁ କ୍ରିଷ୍ଣାଙ୍କ ମୃତ୍ୟୁ ଘଟିଲା…

ପୁରୀକୁ ଆବଶ୍ୟକ ବିମାନବନ୍ଦର

ପୁରୀ ଅଫିସ,୨୬ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ସୁଦୃଢ଼ ହେବ ପର୍ଯ୍ୟଟନ ଭିତ୍ତିଭୂମି। ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଲାଗି ବିଶ୍ୱସ୍ତରୀୟ ସୁବିଧା ସୁଯୋଗ କରାଯିବ। ଶ୍ରୀକ୍ଷେତ୍ରକୁ ନେଇ ଏମିତି ନାନା ପରିକଳ୍ପନା କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି…

ସ୍ବଚ୍ଛତାରେ ତଳକୁ ଖସିପାରେ ଭୁବନେଶ୍ୱର ରେଳଷ୍ଟେଶନ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ସ୍ବଚ୍ଛତା ପାରାମିଟର ପର୍ଯ୍ୟବେକ୍ଷଣ ଲାଗି ରବିବାର କ୍ୱାଲିଟି କାଉନ୍‌ସିଲ ଅଫ୍‌ ଇଣ୍ଡିଆ (କ୍ୟୁସିଆଇ)ର ଦୁଇଜଣିଆ ଟିମ୍‌ ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ପହଞ୍ଚତ୍ଛି। ଷ୍ଟେଶନରେ ସଫେଇ, ବର୍ଜ୍ୟବସ୍ତୁ ପରିଚାଳନା, ମଇଳା ପାଣି ପରିଚାଳନା, ଗ୍ରୀନ୍‌ ସାର୍ଟିଫିକେଟ, ଶକ୍ତି ସଂରକ୍ଷଣ,…

ସରକାରୀ ବିଭାଗର ଟୁଇଟର ହ୍ୟାଣ୍ଡେଲ : ଉପଯୁକ୍ତ ପରିଚାଳନା ହୋଇପାରୁନି

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ଜନସାଧାରଣଙ୍କ ସମସ୍ୟା ତଥା ଅଭିଯୋଗକୁ ଗ୍ରହଣ କରି ତାହାର ସମାଧାନ କରିବା ପ୍ରଶାସନର ପ୍ରାଥମିକ ଦାୟିତ୍ୱ। ହେଲେ ପ୍ରଶାସନ ନିକଟରେ ପ୍ରତ୍ୟକ୍ଷ ଭାବେ ହାଜର ନ ହୋଇ ମଧ୍ୟ ସମସ୍ୟା/ଅଭିଯୋଗ ଜଣାଇହେବ। ଏଥିପାଇଁ ବୈଷୟିକ ବିଦ୍ୟା(ଟେକ୍ନୋଲୋଜି)କୁ ଉପଯୋଗ କରାଯାଇଛି।…

ଭାଜପାର ସହଯୋଗୀ ଦଳ ପାଇଁ ପ୍ରଚାର କରିବେ ସଞ୍ଜୟ

ମୁମ୍ବାଇ,୨୬।୮: ମହାରାଷ୍ଟ୍ରରେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଭାଜପାର ସହଯୋଗୀ ଦଳ ରାଷ୍ଟ୍ରୀୟ ସମାଜ ପକ୍ଷ(ଆର୍‌ଏସ୍‌ପି) ପାଇଁ ପ୍ରଚାର କରିବେ ବୋଲି ସୂଚନା ମିଳିଛି। କେନ୍ଦ୍ରମନ୍ତ୍ରୀ ମହାଦେବ ଜନକର ରବିବାର ଏହି ସୂଚନା ଦେଇଛନ୍ତି। ଶିବାଜୀ…

ଶ୍ରୀଲିଙ୍ଗରାଜଙ୍କ ନାମଫଳକ ଫିଙ୍ଗି ନିର୍ମାଣ କଲେ ଘର

ପୁରୁଣା ଭୁବନେଶ୍ୱର,୨୬ା୮(ଡି.ଏନ.ଏ.) : ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମାଲିକାନା ଲିଖିତ ଫଳକ ଫିଙ୍ଗି ଦେଇ ସେହି ସ୍ଥାନରେ ବେଆଇନ ଭାବେ ଗୃହ ନିର୍ମାଣ କାମ ଜୋରସୋର ଚାଲିଛି। ଏଥିରେ ଭୋଗ ଦଖଲ ନ ଥିବା ଜବରଦଖଲକାରୀମାନେ ମନ୍ଦିର ପ୍ରଶାସନକୁ ଚକମା ଦେଇ କେତେଜଣ…

ମୋଦି-ଗୁଟେରେସ୍‌ ଆଲୋଚନା

ବିଆରିଜ୍‌,୨୬ା୮(ପି.ଟି./ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ଏହି ଅବସରରେ ସେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ଙ୍କ ସହିତ ବିଭିନ୍ନ ପାରସ୍ପରିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ସେହିପରି ବ୍ରିଟେନ ପ୍ରଧାନମନ୍ତ୍ରୀ…

କାର୍ଯ୍ୟରେ ଯୋଗଦେଲେ ଟ୍ରାଫିକ ଡିସିପି ସାଗରିକା ନାଥ : ଟ୍ରାଫିକ୍‌ ବ୍ୟବସ୍ଥାରେ ଆସିବ ସୁଧାର

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ଭୁବନେଶ୍ୱରର ଟ୍ରାଫିକ ଡିସିପି ଭାବେ ରବିବାର କାର୍ଯ୍ୟରେ ଯୋଗଦେଇଛନ୍ତି ୨୦୧୬ ବ୍ୟାଚ୍‌ର ଓଡିଆ କ୍ୟାଡ୍‌ର ଆଇପିଏସ୍‌ ଅଫିସର ସାଗରିକା ନାଥ। ସେ କମିଶନରେଟ ପୋଲିସ ମୁଖ୍ୟାଳୟସ୍ଥିତ ତାଙ୍କ ଅଫିସକୁ ଯାଇ ଦାୟିତ୍ୱ ଗ୍ରହଣ କରିବା ପରେ ରାଜଧାନୀରେ ଅସଜଡା…

ଟେକାମାଡ଼ରେ ଟ୍ରକ୍‌ ଡ୍ରାଇଭର ମୃତ

ଶ୍ରୀନଗର,୨୬ା୮(ପି.ଟି.): ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲା ଜରାଦିପୋରା ଉରାନହାଲ୍‌ ଅଞ୍ଚଳରେ ରବିବାର ରାତିରେ ଟେକାମାଡ଼ରେ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ୪୨ ବର୍ଷୀୟ ନୁର ମହମ୍ମଦ ଦାର୍‌ ଘରକୁ ଫେରୁଥିବାବେଳେ ସ୍ଥାନୀୟ ବିକ୍ଷୋଭକାରୀମାନେ ତାଙ୍କ ଟ୍ରକ୍‌କୁ ସୁରକ୍ଷା ବଳର ମନେକରି…

ପୁଣି ଲୁଟେରା ମାତିଲେ : ପିସ୍ତଲ ଦେଖାଇ ଟଙ୍କା, ମୋବାଇଲ ଲୁଟି ନେଲେ

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : କମିଶନରେଟ୍‌ ପୋଲିସକୁ ଖୋଲାଖୋଲି ଚ୍ୟାଲେଞ୍ଜ ଦେଇ ପୁଣି ଲୁଟେରା ମାତିଛନ୍ତି। ପାତ୍ରପଡା ଅଞ୍ଚଳରେ ଥିବା ଦୋକାନରେ ପଶି ମୁଣ୍ଡରେ ପିସ୍ତଲ ଲଗାଇ ଟଙ୍କା ଓ ମୋବାଇଲ ଲୁଟ୍‌ କରିବା ଘଟଣା ଆତଙ୍କ ଖେଳାଇ ଦେଇଛି। ସିସିଟିଭିରେ କଏଦ ସମ୍ପୂର୍ଣ୍ଣ…

କେନ୍ଦ୍ର ନିଷ୍ପତ୍ତିର କୋଡ଼ିଏ ଦିନ ପରେ:କୁହୁଳୁଛି କଶ୍ମୀର, ନିଆଁକୁ ଡର

ଠିକ୍‌ କୋଡ଼ିଏ ଦିନ ତଳେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଥିଲେ। ରାଜ୍ୟକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଇଦେଇ ଜମ୍ମୁ-କଶ୍ମୀର ଏବଂ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନର ନିଷ୍ପତ୍ତି ନେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?