Home

NASA ଦେଲା ବଡ଼ ଅପ୍‌ଡେଟ୍‌: ବୁଧବାର ପୃଥିବୀପୃଷ୍ଠକୁ ଫେରିବେ ସୁନୀତା, ଜାଣନ୍ତୁ ପୂରା ମିଶନ…

ଓ୍ବାଶିଂଟନ,୧୭ା୩: ଦୀର୍ଘ ୯ ମାସର ପ୍ରତୀକ୍ଷା ପରେ ଘଟିବ ଅନ୍ତ। ସୁନୀତା ଓ୍ବିଲିୟମ୍ସଙ୍କ ପୃଥିବୀ ଫେରିବା ନେଇ ସୋମବାର ବଡ଼ ସୂଚନା ଦେଇଛି ନାସା। ଆସନ୍ତା ବୁଧବାର ଭୋର ୩.୩୦ ମିନିଟ୍‌ରେ ମହାକାଶରୁ ଫେରି ପୃଥିବୀପୃଷ୍ଠରେ ପହଞ୍ଚିବେ ସୁନୀତା ଓ୍ବିଲିୟମ୍ସ ଏବଂ…

ରମାକାନ୍ତଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆଜି ସ୍ବର୍ଗଦ୍ୱାରରେ ହେବ ଶେଷକୃତ୍ୟ

ଭୁବନେଶ୍ୱର,୧୭ା୩: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଖାରବେଳନଗସ୍ଥିତ ତାଙ୍କ ବାସଭବନରେ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ସୂଚନାଯୋଗ୍ୟ, ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ…

ସ୍ବାସ୍ଥ୍ୟୋପକାରୀ କଳା ଚାଉଳ

କଳା ଧାନର ବୈଜ୍ଞାନିକ ନାମ ‘ଓରାଇଜା ସାଟାଇଭା ଏଲ୍‌’ ଅଟେ। ଏଥିରେ ଆନ୍ଥୋସାୟାନିନ, ଫେନୋଲିକ୍‌ ଏସିଡ୍‌ ଏବଂ ଅନ୍ୟାନ୍ୟ ଶକ୍ତିଶାଳୀ ଆଣ୍ଟିଅକ୍ସିଡାଣ୍ଟର ସମୃଦ୍ଧ ଉପାଦାନ ରହିଛି। ଏଥିରେ ବାର୍ଦ୍ଧକ୍ୟ-ପ୍ରତିରୋଧ କ୍ଷମତା ରହିଛି। ତା’ସହ ଚର୍ମ ପାଇଁ ଏହା ମଧ୍ୟ ଉପକାରୀ। ଗବେଷଣାରୁ…

ଶଗଡ଼କୁ ଧକ୍କା ଦେଇ XUV ଫେରାର, ବୃଦ୍ଧାଙ୍କ ସମେତ ବଳଦ ମୃତ

ଦେବଗଡ଼,୧୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ ଛତାବର ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ ଶଗଡ଼କୁ ଧକ୍କା ଦେଇ XUV ଗାଡି ଫେରାର ହୋଇଯାଇଛି। ଏହି ଦୁର୍ଘଟଣାରେ ଜଣେ ବୃଦ୍ଧାଙ୍କ ସମେତ ବଳଦର ମୃତ୍ୟୁ ଘଟିଛି।…

ଦିନେ ଛାଡ଼ି ଦିନେ ହେଉଛି ପାନୀୟ ଜଳ ଯୋଗାଣ: ବର୍ଷା ଅପେକ୍ଷାରେ ଅଞ୍ଚଳବାସୀ

ରାଇକିଆ,୧୭ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସହରର ପାନୀୟ ଜଳ ଯୋଗାଣ ହେଉଛି ଏକ ପ୍ରମୁଖ ସମସ୍ୟା। ସହରବାସୀଙ୍କ ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଏବେବି ଅପହଞ୍ଚ ହୋଇ ରହିଛି । ୩୦ ବର୍ଷ ତଳର ପୁରୁଣା ଜଳ ଯୋଗାଣ…

ଏଇ ଭାରତରେ

ଟଙ୍କା ଏଭଳି ଏକ ଜିନିଷ ଯାହା ବେଳେବେଳେ ଭାଇ ଭାଇଙ୍କ ମଧ୍ୟରେ ସାଙ୍ଗ ମଧ୍ୟରେ ଏମିତି କି ବାପା ପୁଅ ମଧ୍ୟରେ ବି ଝଗଡ଼ା ସୃଷ୍ଟି କରାଇ ଦିଏ। ହେଲେ ଆଜିର ସମାଜରେ ଏମିତି କେତେଜଣ ଭଦ୍ର ଓ ସଚ୍ଚୋଟପଣିଆର ବ୍ୟକ୍ତି…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ କଖାରୁଫୁଲ

କଖାରୁଫୁଲ ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଏଥିରେ ଅନେକ ପ୍ରକାର ଭିଟାମିନ୍‌ ଭରିରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ ବୋଲି ଜଣାପଡ଼ିଛି। ‘ରୋଗ ପ୍ରତିରୋଧକ ଶକ୍ତି ଓ କଖାରୁଫୁଲ’…

ଗଛ ଅଛି ଫଟୋରେ, ଗଛ ନାହିଁ ମାଟିରେ

ପ୍ରତିବର୍ଷ କିଛି କିଛି ବୃକ୍ଷ ରୋପଣ କରି ଆମ ଅବକ୍ଷୟମୁଖୀ ପରିବେଶକୁ ସୁରକ୍ଷା କରିବା ନିହାତି ଆବଶ୍ୟକ। ପ୍ରତିବର୍ଷ ପାଳନ କରାଯାଉଥିବା ବନମହୋତ୍ସବର ଲକ୍ଷ୍ୟ ହେଲା ୧-ଜଙ୍ଗଲର ଗୁରୁତ୍ୱ ବିଷୟରେ ଲୋକଙ୍କୁ ସଚେତନ କରିବା। ୨-ଜଙ୍ଗଲ କ୍ଷୟର କ୍ଷତିକାରକ ପ୍ରଭାବ ବିଷୟରେ…

ଏକ ଅନ୍ତର୍ମୁଖୀ ଜୀବନ

ଲଣ୍ଡନ ସହରର ପଶ୍ଚିମ ଦିଗରେ ପ୍ରାୟ ୨୨୫ କିଲୋମିଟର ଦୂରରେ ବନ୍ଦର-ନଗର ବ୍ରିଷ୍ଟଲ ଅବସ୍ଥିତ। ଏହି ସହରରେ ଅନେକ ବରପୁତ୍ର ଜନ୍ମ ହୋଇଛନ୍ତି। ବିଂଶ ଶତାବ୍ଦୀର ବିଖ୍ୟାତ ବ୍ୟକ୍ତିମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ ହଲିଉଡ୍‌ ଅଭିନେତା କେରି ଗ୍ରାଣ୍ଟ (୧୯୦୪-୧୯୮୬), ଯିଏକି ଦୁଇ…

ଅଗ୍ନିକାଣ୍ଡରେ ସର୍ବସ୍ବାନ୍ତ ୭ ପରିବାର: ବିପନ୍ନଙ୍କୁ ସହାୟତା ଦେଲେ ବିଧାୟକ

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ଦୋମୁହାଣୀ ପଞ୍ଚାୟତର ବଞ୍ଜର ସାହି ନିକଟସ୍ଥ ତିନିସାହିରେ ରବିବାର ଅଗ୍ନିକାଣ୍ଡ ଘଟି ୭ଟି ପରିବାରର ୧୦ ବଖରା ପୋଡ଼ି ପାଉଁଶ ହୋଇଯାଇଥିଲା। ଏଥିସହ ସେମାନଙ୍କର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ…

ପାକିସ୍ତାନରେ ପୁଣି ଆତଙ୍କବାଦୀ

ଆତଙ୍କବାଦୀଙ୍କୁ ପ୍ରଶ୍ରୟ ଦେଇଆସୁଥିବା ପାକିସ୍ତାନ ଏବେ ଘୋର ବିପଦର ସମ୍ମୁଖୀନ ହୋଇଛି। ବେଲୁଚିସ୍ତାନ ପ୍ରଦେଶରେ ମାର୍ଚ୍ଚ ୧୧ରେ ବାଲୋଚ ଲିବରେଶନ ଆର୍ମି(ବିଏଲ୍‌ଏ) କ୍ୱେଟାରୁ ପେଶାଓ୍ବାର ଯାଉଥିବା ଜାଫର ଏକ୍ସପ୍ରେସ୍‌କୁ ଅପହରଣ କରି ନେଇଥିଲା। ୪୦୦ରୁ ୫୦୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି…

ନବ ଦାସ ହତ୍ୟା ମାମଲା: ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ୍‌

ଭୁବନେଶ୍ୱର,୧୭ା୩: ନବ ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରିଛନ୍ତି ନବ ଦାସଙ୍କ ସ୍ତ୍ରୀ। ସେ ଇ-ମେଲ୍‌ ଜରିଆରେ ସାକ୍ଷାତକାରର ସମୟ ମାଗିଛନ୍ତି। ଇ-ମେଲ୍‌ ସହ ପୋଷ୍ଟାଲରେ ମଧ୍ୟ ଏକ ଚିଠି ପଠାଇ ସମୟ ମାଗିଛନ୍ତି ନବ ଦାସଙ୍କ ସ୍ତ୍ରୀ। ସିବିଆଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri