ଶ୍ରୀମନ୍ଦିର ସୂଚନା କେନ୍ଦ୍ର ହେବ ଯାତ୍ରୀ ସହାୟତା କେନ୍ଦ୍ର
ପୁରୀ ଅଫିସ, ୩୧ା୭: ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀମନ୍ଦିର ସମେତ ପୁରୀ ସହରର ଆଖପାଖ ଏବଂ ଜିଲାର ଅନ୍ୟ କେତେକ ଦର୍ଶନୀୟସ୍ଥଳ ସମ୍ପର୍କରେ ଜାଣିବାକୁ ଚାହିଁଥାନ୍ତି। ସେମାନେ ଘରୋଇ ଟୁର୍ ଅପରେଟର…
ଭୁଶୁଡ଼ି ପଡ଼ିଛି ସ୍ବାସ୍ଥ୍ୟ ସେବା: କର୍କଟ ରୋଗୀଙ୍କ ଗୋଡ଼ ଓ ଗୁପ୍ତାଙ୍ଗ ଖାଇଗଲେ ମୂଷା
ଧାନବାଦ୍,୩୧।୭: ଛତିଶଗଡ଼ରେ ସାଧାରଣ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। ସ୍ଥାନୀୟ ପାଟଳିପୁତ୍ର ମେଡିକାଲରେ ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ କର୍କଟ ରୋଗୀଙ୍କ ଗୋଡ଼ ଓ ଗୁପ୍ତାଙ୍ଗ ମୂଷା ଖାଇଦେଇଛନ୍ତି। କକର୍ଟରେ ପୀଡ଼ିତ ହୋଇଥିବା ୭୩ ବର୍ଷ ବୟସ୍କ ଶମିମ୍ ମଲ୍ଲିକ୍ ରାତିରେ…
ବଲୁଚିସ୍ତାନରେ ବୋମା ବିସ୍ଫୋରଣ: ୫ ମୃତ; ୩୮ ଆହତ
ଇସଲାମାବାଦ୍,୩୧।୭: ପାକିସ୍ତାନ ବଲୁଚିସ୍ତାନ ପ୍ରଦେଶରେ ବୋମା ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୩୮ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା…
ତୃପ୍ତି ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା : ପ୍ରତିବାଦରେ ଟାୟାର ଜାଳି ରାସ୍ତା ଅବରୋଧ, ଯାତାୟାତ ବାଧାପ୍ରାପ୍ତ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରସୁଲଗୁଡ଼ସ୍ଥିତ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟଙ୍କୁ ମଙ୍ଗଳବାର ରାତିରେ ଆକ୍ରମଣ କରି ସୁନାଚେନ୍, ବ୍ରେସଲେଟ୍ ଓ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏହାର ପ୍ରତିବାଦ ସହ ଅଭିଯୁକ୍ତଙ୍କ ଗିରଫ ଦାବିରେ ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ବାସିନ୍ଦା ଟାୟାର ଜାଳି…
ଆଫଗାନିସ୍ତାନରେ ବୋମା ବିସ୍ଫୋରଣ: ୩୪ ମୃତ
କାବୁଲ,୩୧।୭: ଆଫଗାନିସ୍ତାନରେ ବୋମା ବିସ୍ଫୋରଣରେ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ବୁଧବାର ହେରାତ୍-କନ୍ଧାହର ଜାତୀୟ ରାଜପଥ ନିକଟରେ ଏହି ବିସ୍ଫୋରଣ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଶିଶୁ ରହିଥିବା କୁହାଯାଉଛି। ଏହି ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ଚିକିତ୍ସା…
୧୨ କୋଟିରେ ବିକ୍ରି ହେବ ୬୬୦ ଏକର ପରିମିତ ଅଞ୍ଚଳରେ ଥିବା ନିର୍ଜନ ଦ୍ୱୀପ
ଏଡ଼ିନବରା, ୩୧।୭: ସ୍କଟ୍ଲାଣ୍ଡରେ ଥିବା ଏକ ନିର୍ଜନ ଦ୍ୱୀପ ୧୨ କୋଟି ଟଙ୍କାରେ ବିକ୍ରି ହେବ। ଏନେଇ ଘୋଷଣା ପ୍ରକାଶ ପାଇଛି। ଦ୍ୱୀପଟି ୬୬୦ ଏକର ପରିମିତ ଅଞ୍ଚଳରେ ରହିଛି। ଏହି ଦ୍ୱୀପ ହେଉଛି ଇଞ୍ଚ୍ମାନରୋକ୍। ଏଠାରେ ୪ ବେଡ୍ ରୁମ୍…
ତିନି ତଲାକ୍ ବିଲ୍କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍ କରିବ ମୁସଲିମ୍ ପର୍ସନାଲ୍ ଲ’ ବୋର୍ଡ
ନୂଆଦିଲ୍ଲୀ, ୩୧।୭: ବହୁ ଚର୍ଚ୍ଚିତ ଟ୍ରିପଲ ତଲାକ ବିଲ ବା ମହିଳା ସୁରକ୍ଷା (ବିବାହ ଅଧିକାର ଆଇନ) ୨୦୧୯ ଶେଷରେ ରାଜ୍ୟସଭାରେ ପାରିତ ହୋଇଯାଇଛି। ତତ୍କାଳ ଟ୍ରିପଲ ତଲାକକୁ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରିବାର ବ୍ୟବସ୍ଥା ଥିବା ଏହି ବିଲ…
ପିତା ହେବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର
ମୁମ୍ବାଇ, ୩୧।୭: ଭାରତୀୟ କ୍ରିକେଟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍ ଅଜିଙ୍କେ ରାହାଣେ ପିତା ହେବାକୁ ଯାଉଛନ୍ତି। ସ୍ତ୍ରୀ ରାଧିକାଙ୍କ ସହ ଇନ୍ଷ୍ଟାଗ୍ରାମରେ ଫଟୋ ଶେୟାର କରି ସେ ଏହି ଖୁସି ଖବର ନିଜ ଫ୍ୟାନ୍ଙ୍କୁ ଜଣାଇଛନ୍ତି। ଫଟୋରେ ଉଭୟ ମରାଠୀ ବେଶଭୂଷାରେ…
ହରତାଳରେ ବସିଲେ ୩ ଲକ୍ଷ ଡାକ୍ତର
ନୂଆଦିଲ୍ଲୀ, ୩୧।୭: ନ୍ୟାଶ୍ନାଲ ମେଡିକାଲ କାଉଂସିଲ୍ ବିଲ୍ ୨୦୧୯କୁ ବିରୋଧ କରି ବୁଧବାର ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍(ଆଇଏମଏ) ପକ୍ଷରୁ ଦେଶବ୍ୟାପୀ ହଡତାଳ ଘୋଷଣା କରାଯାଇଛି। ଏଥିରେ ୩ଲକ୍ଷରୁ ଅଧିକ ଡାକ୍ତର ଯୋଗଦେଇଛନ୍ତି। ଫଳରେ ଡାକ୍ତରଖାନାରେ ଓପିଡି ସେବା ବନ୍ଦ ରହିଛି। ନ୍ୟାଶ୍ନାଲ…
ରାଜ୍ୟ ସଭାରେ ତିନି ତଲାକ୍ ବିଲ୍ ପାସ୍ ହେବାର ଗୋଟିଏ ଦିନ ପରେ ସ୍ତ୍ରୀଙ୍କୁ ସ୍ବାମୀ ଦେଲେ ତଲାକ୍
ଅହମ୍ମଦାବାଦ୍,୩୧।୭: ରାଜ୍ୟ ସଭାରେ ତିନି ତଲାକ୍ ବିଲ୍ ମଙ୍ଗଳବାର ପାସ୍ ହୋଇଛି। ତେବେ ବୁଧବାର ଗୁଜରାଟ ଅହମ୍ମଦାବାଦ୍ରେ ସ୍ତ୍ରୀଙ୍କୁ ସ୍ବାମୀ ତିନି ତଲାକ୍ ଦେଇଛନ୍ତି। ଏହାପରେ ସ୍ତ୍ରୀ ଆତ୍ମହତ୍ୟା କରିବାର ଉଦ୍ୟମ କରିଥିବା କୁହାଯାଉଛି। ତାଙ୍କ ଅବସ୍ଥା ଗୁରୁତର ରହିଛି। ସ୍ଥାନୀୟ…
ସିଦ୍ଧାର୍ଥଙ୍କ ସହ ଯାହା ଘଟିଛି, ମୋ ସହ ବି ସେମିତି ହୋଇଥିଲା:ମାଲ୍ୟା
ଲଣ୍ଡନ, ୩୧।୭: ସୋମବାରଠାରୁ ନିଖୋଜ ଥିବା ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ୬୦ ବର୍ଷୀୟ ଭିଜି ସିଦ୍ଧାର୍ଥଙ୍କ ମୃତଦେହ ଉଦ୍ଧାର କରଯାଇଛି। ବ୍ୟବସାୟରେ କ୍ଷତି ହେଉଥିବାବେଳେ ବାରମ୍ବାର ଇନକମ ଟ୍ୟାକ୍ସ ଡିପାର୍ଟମେଣ୍ଟର ଚଢଉ ଯୋଗୁ ସେ ଆତ୍ମହତ୍ୟା କରିଥିବା ଏକ…
ବାୟୁସେନା ଓ୍ବିଙ୍ଗ୍ କମାଣ୍ଡର ଅଭିନନ୍ଦନଙ୍କ ପରାକ୍ରମ ଉପରେ ଭିଡ଼ିଓ ଗେମ୍କୁ ଲୋକାର୍ପିତ କଲେ ଧାନୋଓ୍ବା
ନୂଆଦିଲ୍ଲୀ,୩୧।୭: ଭାରତୀୟ ବାୟୁସେନା ଓ୍ବିଙ୍ଗ୍ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ପରାକ୍ରମ ଉପରେ ଏକ ଭିଡ଼ିଓ ଗେମ୍ ପ୍ରସ୍ତୁତ କରାଯାଇଛି। ଏହାର ରିଲିଜ୍ ବୁଧବାର କରାଯାଇଛି । ଏହାକୁ ବାୟୁସେନା ମୁଖ୍ୟ ବୀରେନ୍ଦ୍ର ସିଂ ଧାନୋଓ୍ବା ଲୋକାର୍ପିତ କରିଛନ୍ତି। ଭାରତୀୟ ବାୟୁସେନା ପକ୍ଷରୁ…
Archives


