Home

ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି: ସହରୀ ଭୋଟରଙ୍କ ଉପରେ ନଜର, ନିଯୁକ୍ତ ହେବେ ୱାର୍ଡ ଅଫିସର

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଥିବା ପ୍ରାୟ ସମସ୍ତ ମହାନଗର ନିଗମ, ପୌରପରିଷଦ ଏବଂ ବିଜ୍ଞାପିତ ଅଞ୍ଚଳ(ଏନ୍‌ଏସି) କାର୍ଯ୍ୟକାଳ ସମାପ୍ତ ହୋଇଛି। କୌଣସି ପୌର ପ୍ରଶାସନରେ ନିର୍ବାଚିତ ପ୍ରତିନିଧି କାର୍ଯ୍ୟ କରୁନାହାନ୍ତି। ହେଲେ ସହରାଞ୍ଚଳରେ ବିଭିନ୍ନ କାର୍ଯ୍ୟକ୍ରମକୁ ଅବ୍ୟାହତ ରଖିବା ପାଇଁ ରାଜ୍ୟ ସରକାର…

ପଶ୍ଚିମବଙ୍ଗରେ ହେବ କଂଗ୍ରେସ-ବାମଦଳ ମେଣ୍ଟ

କୋଲକାତା,୨୫ା୮(ପି.ଟି.): ଲୋକ ସଭା ନିର୍ବାଚନରେ ବିପର୍ଯ୍ୟୟ ପରେ ପଶ୍ଚିମବଙ୍ଗରେ ହେବାକୁ ଯାଉଥିବା ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ-ବାମଦଳ ମେଣ୍ଟକୁ ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସବୁଜ ସଙ୍କେତ ଦେଇଛନ୍ତି। ଶୁକ୍ରବାର ରାତିରେ ପଶ୍ଚିମବଙ୍ଗ କଂଗ୍ରେସ ସଭାପତି ସୋମେନ ମିତ୍ର ଦିଲ୍ଲୀରେ…

ରାଜ୍ୟରୁ ଉଭେଇଲାଣି ଝୋଟ: ପ୍ରୋତ୍ସାହନ ଅଭାବରୁ ମୁହଁ ମୋଡୁଛନ୍ତି ଚାଷୀ

ଭୁବନେଶ୍ୱର,୨୫।୮: ଏକଦା ଦେଶର ସର୍ବବୃହତ୍‌ ଝୋଟ ଉତ୍ପାଦନକାରୀ ରାଜ୍ୟ ଥିଲା ଓଡ଼ିଶା। ବିଶେଷକରି ଉପକୂଳ ଜିଲାଗୁଡ଼ିକରେ ଝୋଟ ଚାଷ ଏକ ଅର୍ଥକାରୀ ଫସଲର ମାନ୍ୟତା ଲାଭ କରିଥିଲା। ହେଲେ ସରକାରୀ ପ୍ରୋତ୍ସାହନ ଅଭାବରୁ ଏହି ଚାଷରୁ ଚାଷୀମାନେ ମୁହଁ ଫେରାଇ ନେଉଛନ୍ତି।…

୧୧ ବନ୍ୟାକ୍ଳିଷ୍ଟ ରାଜ୍ୟର ସ୍ଥିତି ଅନୁଧ୍ୟାନ କରିବ କେନ୍ଦ୍ରୀୟ ଟିମ୍‌

ନୂଆଦିଲ୍ଲୀ, ୨୫ା୮(ପି.ଟି.): ଦେଶର ବିଭିନ୍ନ ରାଜ୍ୟରେ ବନ୍ୟା ବିତ୍ପାତ ଦେଖାଦେବା ପରେ ଏହାର ସ୍ଥିତି ଅନୁଧ୍ୟାନ କରିବା ଲାଗି ଏକ କେନ୍ଦ୍ରୀୟ ଟିମ୍‌ ୧୧ ରାଜ୍ୟ ଗସ୍ତ କରିବେ। ଏହି କେନ୍ଦ୍ରୀୟ ଟିମ୍‌ରେ ସ୍ବରାଷ୍ଟ୍ର, ଅର୍ଥ, କୃଷି, ଓ ଶକ୍ତି ମନ୍ତ୍ରଣାଳୟର…

୨୦୨୧ ପୂର୍ବରୁ କଶ୍ମୀରରେ ନିର୍ବାଚନ ସମ୍ଭବ ନୁହେଁ

ଜମ୍ମୁ/ଶ୍ରୀନଗର,୨୫ା୮ (ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳରେ ୨୦୨୧ ପୂର୍ବରୁ ବିଧାନସଭା ନିର୍ବାଚନ ହେବା ସମ୍ଭବ ନୁହେଁ ବୋଲି ନିର୍ବାଚନ କମିଶନଙ୍କ ସୂତ୍ରରୁ ଜଣାପଡିଛି। କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ପୁନର୍ଗଠନ ଆଇନ ପ୍ରଣୟନ କରିଛନ୍ତି। ତଦନୁଯାୟୀ ଅକ୍ଟୋବର ମାସରୁ ଜମ୍ମୁ-କଶ୍ମୀର ଦୁଇଟି କେନ୍ଦ୍ରଶାସିତ…

ଜିଏସ୍‌ଟିରୁ ଜନଧନ ଯାଏ.. ମନେ ରହିବେ ଜେଟ୍‌ଲୀ

ନୂଆଦିଲ୍ଲୀ,୨୫-୮: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କର ଶନିବାର ପରଲୋକ ହୋଇଯାଇଛି। ସେ ଜଣେ ବିଦ୍ୱାନ, ପ୍ରଖର ବକ୍ତା ଭାବେ ପରିଚିତ। ତାଙ୍କର ଅର୍ଥ, ଆଇନ ଓ ରାଜନୈତିକ କ୍ଷେତ୍ରରେ ଅସୀମ ଜ୍ଞାନ ଥିଲା। ଛାତ୍ର ରାଜନୀତିରୁ କ୍ଷମତାର କେନ୍ଦ୍ରବିନ୍ଦୁରେ ପାଦ…

ଏୟାର ଇଣ୍ଡିଆର ୧୦୦% ଅଂଶଧନ ବିକ୍ରି ଲାଗି ପ୍ରସ୍ତୁତି

ନୂଆଦିଲ୍ଲୀ,୨୫-୮: କେନ୍ଦ୍ର ସରକାର ଏୟାର ଇଣ୍ଡିଆର ୧୦୦ ପ୍ରତିଶତ ଅଂଶଧନ ବିକ୍ରି ଲାଗି ଜୋରଦାର ଉଦ୍ୟମ ଚଳାଇଛନ୍ତି। କମ୍ପାନୀର ଆର୍ଥିକ ସ୍ଥିତି ବେହାଲ ହୋଇଯାଇଥିବା ବେଳେ ତୈଳ କମ୍ପାନୀଙ୍କର ପ୍ରାୟ ୫ହଜାର କୋଟି ଟଙ୍କା ବାକି ରହିଛି। ଆସନ୍ତା ସପ୍ତାହରେ ବିକ୍ରି…

ବିଦ୍ୟୁତୀକରଣ ଯୋଜନା ପ୍ରହସନ: ଖୁଣ୍ଟ ପୋତାରେ ଅଟକିଛି ସଂଯୋଗ

ବଅଁରପାଳ, ୨୫।୮ (ଡି.ଏନ୍‌.ଏ) – ଗରିବ ଲୋକଙ୍କୁ ରିହାତିରେ ବିଦ୍ୟୁତ୍‌ ସଂଯୋଗ ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ରାଜୀବ ଗାନ୍ଧୀ ଗ୍ରାମ୍ୟ ବିଦ୍ୟୁତୀକରଣ ଯୋଜନାର ସୁଫଳ ପାଇପାରୁନାହାନ୍ତି ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗୋତମରା ଗ୍ରାମର ଗୋଚ୍ଛାୟତସାହି…

ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ୍‌ ତାର

ଅନୁଗୋଳ ଅଫିସ, ୨୫।୮ – ଅନୁଗୋଳ ଜିଲା ବଅଁରପାଳ ଥାନା ତଳମୂଳ ପଞ୍ଚାୟତର ଶିମିଳିଛୁଇଁ ଗ୍ରାମରେ ମୁଣ୍ଡ ଉପରେ ଝୁଲି ରହିଛି ବିଦ୍ୟୁତ୍‌ ତାର। ଏ ନେଇ ବାରମ୍ବାର ସେସୁ ଅଫିସ୍‌ରେ ଅଭିଯୋଗ ପରେ ବି କେହି କର୍ଣ୍ଣପାତ କରୁ ନ…

ଜରାଜୀର୍ଣ୍ଣ ଅବସ୍ଥାରେ ଶତାୟୁ ବିଦ୍ୟାଳୟ

ପାଲଲହଡ଼ା, ୨୫ା୮(ଡି.ଏନ.ଏ.) – ଜରାଜୀର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହ। କେଉଁଠି କାନ୍ଥ ଫାଟି ଆଁ କରିଛି ତ କେଉଁଠି ବର୍ଷା ହେଲେ କୋଠରିରେ ପାଣି ଜମୁଛି। ଭିତ୍ତିଭୂମି ନ ଥିବା ସାଙ୍ଗକୁ ଶିକ୍ଷକ ଅଭାବ ଆଉ ଏକ ବଡ ସମସ୍ୟା ଅନୁଗୋଳ…

ଚତୁର୍ଥ ଶନିବାର ବିଭାଗୀୟ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ : ପ୍ରତି ସପ୍ତାହରେ ଲୋକଙ୍କ ନିକଟକୁ ଯିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୨୫।୮ – ଅଗଷ୍ଟ ମାସର ଚତୁର୍ଥ ଶନିବାରରେ ଅନୁଗୋଳ ଜିଲାପାଳ ବିଭିନ୍ନ ବିଭାଗର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମସ୍ତ ଅଧିକାରୀଙ୍କୁ ଜିଲାପାଳ ମନୋଜ କୁମାର ମହାନ୍ତି ୫-ଟି (ଟ୍ରାନ୍ସପରେନ୍ସି, ଟିମ୍‌ୱର୍କ, ଟେକ୍ନୋଲୋଜି, ଟ୍ରାନ୍ସଫର୍ମେଶନ ଓ ଟାଇମ୍‌୍‌)ର ଗୁରୁମନ୍ତ୍ର…

ଗଞ୍ଜାମର ୩୩୯ ଗଁ। କୁ ଯାଇପାରୁନି ଆମ୍ବୁଲାନ୍ସ : ଗର୍ଭବତୀ, ଶିଶୁଙ୍କୁ ମିଳୁଛି ୧ ହଜାର ଟଙ୍କା

ଛତ୍ରପୁର,୨୫ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାର ୩୩୯ ଗଁ।କୁ ଆମ୍ବୁଲାନ୍ସ ଯାଇପାରୁ ନ ଥିବା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସର୍ଭେ ପରେ ଚିହ୍ନଟ ହୋଇଛି। ଆମ୍ବୁଲାନ୍ସ ଉକ୍ତ ଗଁ।ଗୁଡିକୁ ଯାଇପାରୁ ନ ଥିବାରୁ ଗର୍ଭବତୀଙ୍କଠାରୁ ଆରମ୍ଭ କରି ଦିବ୍ୟାଙ୍ଗ, ଶିଶୁ ଏବଂ ଦୁର୍ଘଟଣାଗ୍ରସ୍ତଙ୍କୁ ହସ୍ପିଟାଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?