ବଧିରଙ୍କୁ କର୍ମ ନିଯୁକ୍ତି ଦେବା ପାଇଁ ‘ସାଇଲେଣ୍ଟ କାଫେ’
ବଧିର ବ୍ୟକ୍ତିମାନଙ୍କୁ କର୍ମନିଯୁକ୍ତି ଦେବା ପାଇଁ ଷ୍ଟାରବକ୍ସ ନାମକ ଏକ କମ୍ପାନୀ ଏଇ କିଛିଦିନ ତଳେ ଚାଇନାର ଗୁଆଙ୍ଗଝୁଠାରେ ସାଇଲେଣ୍ଟ କାଫେର ଶୁଭାରମ୍ଭ କରିଛି। ଏହି କାଫେର ଅଧିକାଂଶ କର୍ମଚାରୀ ହେଉଛନ୍ତି ବଧିର। ଗ୍ରାହକମାନଙ୍କଠାରୁ ଅର୍ଡର ରଖିବା, ଖାଦ୍ୟ ପରଷିବା ତଥା…
ରାମବିଳାସ ପାସଓ୍ବାନ ନିଖୋଜ ପୋଷ୍ଟର ଲଗାଇଲେ ଗ୍ରାମବାସୀ: ଖୋଜି ଆଣିଲେ ପୁରସ୍କାର ୧୫ ହଜାର
ବୈଶାଳୀ,୨୩।୬: ବିହାରର ବୈଶାଳୀ ଅନ୍ତର୍ଗତ ହରିବଂଶପୁର ଗ୍ରାମର ବାସିନ୍ଦା ଏମ୍ପି ରାମବିଳାସ ପାସଓ୍ବାନ ନିଖୋଜ ଲେଖା ଥିବା ପୋଷ୍ଟର ଲଗାଇଛନ୍ତି। ଗ୍ରାମରେ ନାନା ପ୍ରକାର ସମସ୍ୟା ରହିଥିଲେ ମଧ୍ୟ ପାସଓ୍ବାନ ଥରେ ମାତ୍ର ଗାଁରେ ପାଦ ଦେବାକୁ ଆସୁ ନାହାଁନ୍ତି। ଇତିମଧ୍ୟରେ…
ଦିଲ୍ଲୀ ସରକାରଙ୍କର ହୋମ୍ ଡେଲିଭରି ସେବାରେ ଯୋଡି ହେବ ଆଉ ୩୦ ସେବା
ନୂଆଦିଲ୍ଲୀ,୨୩।୬: ଦିଲ୍ଲୀ ସରକାରଙ୍କର ଆଉ ୩୦ଟି ସରକାରୀ ସେବା ହୋମ୍ ଡେଲିଭରି ମାଧ୍ୟମରେ ମିଳିପାରିବ ବୋଲି ଜଣାପଡିଛି। ଏଥିପାଇଁ ଏବେଠାରୁ କାମ ଆରମ୍ଭ ହୋଇଥିବା କୁହାଯାଇଛି। ପୂର୍ବରୁ ସରକାରଙ୍କର ୪୦ଟି ସେବାକୁ ହୋମ୍ ଡେଲିଭରି କରାଯାଉଥିବା ବେଳେ ଏବେ ଏହା ୭୦କୁ…
ଶାନ୍ତିବନରେ ସଞ୍ଜୟ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମାନେକା ଓ ବରୁଣ
ନୂଆଦିଲ୍ଲୀ,୨୩।୬: ସଞ୍ଜୟ ଗାନ୍ଧୀଙ୍କ ୩୯ତମ ପୁଣ୍ୟତିଥିରେ ରବିବାର ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶାନ୍ତିବନଠାରେ ଥିବା ସଞ୍ଜୟଙ୍କ ସମାଧିସ୍ଥଳରେ ଅନ୍ୟ ରାଜନେତା ମଧ୍ୟ ସଞ୍ଜୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ୧୯୮୦ ଜୁନ୍ ୨୩ରେ ସଫଦରଜଙ୍ଗସ୍ଥିତ ଫ୍ଲାଇଙ୍ଗ୍ କ୍ଲବ୍ରେ…
ଆମେରିକା ରିପୋର୍ଟକୁ ଭାରତର ଖଣ୍ଡନ: ଦେଶ ଧର୍ମନିରପେକ୍ଷତା ଏବଂ ସହନଶୀଳତାକୁ ଦିଏ ଗୁରୁତ୍ୱ
ନୂଆଦିଲ୍ଲୀ,୨୩।୬: ଆମେରିକା ଦ୍ୱାରା ପ୍ରକାଶିତ ଏକ ରିପୋର୍ଟକୁ ଭାରତ ଖଣ୍ଡନ କରିଛି। ଏହା ସହିତ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଭିଶ୍ କୁମାର ଦେଶ ସବୁବେଳେ ଧର୍ମନିରପେକ୍ଷତା ଏବଂ ସହନଶୀଳତାକୁ ଦିଏ ଗୁରୁତ୍ୱ ଦେଇଥାଏ ବୋଲି ସୂଚନା ଦେଇଛନ୍ତି। ଆମେରିକା ଦ୍ୱାରା…
ମୂକସାକ୍ଷୀ ବରଗଛ: ନାମକରଣରେ ଯୋଡ଼ି ହୋଇଛି ଅଲୌକିକ, ରୋମାଞ୍ଚଭରା କାହାଣୀ
ଗାଁରୁ ସହର ଅନେକ ଛକସ୍ଥାନର ପ୍ରହରୀ ଓ ବହୁ କଥାର କାହାଣୀ ବରଗଛ। ମଶାଣି ପଦାରୁ- ମେଳାପଡ଼ିଆ ସବୁଠାରେ ସବୁବେଳେ ଲାଗିଥାଏ ପ୍ରାଣୀଙ୍କ ସେବାରେ । ତାରି ପାଖରେ ବସେ ନ୍ୟାୟ ନିଶାପ। ତା’ ମୂଳରେ ସ୍ଥାପନା ହୁଅନ୍ତି ଗ୍ରାମଦେବତୀ ।…
୩୫ ବର୍ଷ ତଳର କଳା ରବିବାର: ମଝି ଆକାଶରେ ବିମାନ ବିସ୍ଫୋରଣରେ ୩୨୯ ଲୋକଙ୍କ ଘଟିଥିଲା ମୃତ୍ୟୁ
ନୂଆଦିଲ୍ଲୀ, ୨୩।୬: ଆଜିକୁ ୩୫ ବର୍ଷ ତଳେ ଜୁନ୍ ୨୩ର କଳା ରବିବାରରେ ମଝି ଆକାଶରେ ବିମାନ ଦୁର୍ଘଟଣାରେ ୩୨୯ ଲୋକଙ୍କ ମୃତ୍ୟୁ ଘଟିଥିଲା। ୩୦୭ ଯାତ୍ରୀ ଏବଂ ୨୨ ଜଣ ବିମାନ କର୍ମଚାରୀଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି…
ଶୋପିଆନ୍ରେ ଏନ୍କାଉଣ୍ଟର: ୪ ଆତଙ୍କବାଦୀ ନିହତ
ଶ୍ରୀନଗର,୨୩।୬: ଜମ୍ମୁ-କଶ୍ମୀର ଶୋପିଆନ୍ ଜିଲାରେ ରବିିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୪ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ କଶ୍ମୀରର କିଗମ୍ର ଦରମଦୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଭୋର୍ ସମୟରେ ଘେରାବନ୍ଦୀ ଆରମ୍ଭ…
ପି.ଏନ. କଲେଜ ଖୋର୍ଦ୍ଧା: ସଂସ୍କୃତରେ ୨୯ ଛାତ୍ରୀଛାତ୍ର ଫେଲ; ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ
ଖୋର୍ଦ୍ଧା ଅଫିସ, ୨୩ା୬: ଖୋର୍ଦ୍ଧା ପି.ଏନ. କଲେଜ ଯୁକ୍ତ ୨ ଇଚ୍ଛାଧୀନ ସଂସ୍କୃତ ବିଷୟରେ ୨୯ ଛାତ୍ରୀଛାତ୍ରଙ୍କୁ ପରୀକ୍ଷାରେ ଫେଲ କରି ଦିଆଯାଇଛି। ସେମାନଙ୍କୁ ଅନୁପସ୍ଥିତ ଦର୍ଶାଯାଇ ଫେଲ୍ କରାଯିବା ପରେ କାଉନ୍ସିଲ୍ କର୍ତ୍ତୃପକ୍ଷଙ୍କ ସଂସ୍କାରମୂଳକ ପଦକ୍ଷେପ ପ୍ରହସନ ପାଲଟିଛି। ତ୍ରୁଟି…
ଆଇସିସି ବିଶ୍ୱକପ୍: ପାକିସ୍ତାନ- ଦକ୍ଷିଣ ଆଫ୍ରିକା ସମ୍ମାନ ଲଢ଼େଇ
ଲଣ୍ଡନ,୨୩।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ରେ ପାକିସ୍ତାନ ଓ ଦକ୍ଷିଣ ଆଫ୍ରିକା ଏକପ୍ରକାର ସେମିଫାଇନାଲ ଦୌଡ଼ରୁ ବାଦ୍ ପଡିସାରିଥିଲେ ମଧ୍ୟ ରବିବାର ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ଐତିହାସିକ ଲଡର୍ସ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ରେ ଉକ୍ତ…
ପାକିସ୍ତାନକୁ ଚେତାଇଲା ଭାରତ :ଆତଙ୍କବାଦ ବିରୋଧରେ ଶକ୍ତ ହୁଅ
ନୂଆଦିଲ୍ଲୀ,୨୩ା୬(ପି.ଟି.) : ପାକିସ୍ତାନ ଆତଙ୍କବାଦ ବିରୋଧରେ ଶକ୍ତହୋଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାରତ କହିଛି। ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ଓ ସେମାନଙ୍କୁ ନିଜ ମାଟିରେ ପ୍ରୋତ୍ସାହନ ଦେବା ବନ୍ଦ ନ କଲେ ପରିଣାମ ଭୟାବହ ହେବ ବୋଲି…
ଅଣସର ସମୟର ନିଷିଦ୍ଧ ନିୟମ: ବିବାହିତ ଝିଅ ବାପଘରକୁ ଆସନ୍ତି ନାହିଁ
ପୁରୀ ଅଫିସ, ୨୩ା୬: ସରିଛି ସ୍ନାନଯାତ୍ରା। ଜ୍ୱରରେ ପୀଡ଼ିତ ମହାପ୍ରଭୁଙ୍କର ଅଣସର ଘରେ ଚାଲିଛି ଗୁପ୍ତସେବା। ଚତୁର୍ଦ୍ଧାବିଗ୍ରହଙ୍କ ସେବାରେ ଗୋଷ୍ଠୀଗତ ଭାବେ ଲାଗିପଡ଼ିଛନ୍ତି ଦଇତାପତି ସେବକ। ବେଶ୍ ନିଷ୍ଠା ଓ ଏକାଗ୍ରତାର ସହ ରହୁଛନ୍ତି। ଏହି ଅଣସର ସମୟରେ ଦଇତାପତି ପରିବାରର…
Archives


