Home

୨୬ ପର୍ଯ୍ୟନ୍ତ ଚିଦାମ୍ବରମଙ୍କୁ ଗିରଫ କରିପାରିବନି ଇଡି

ନୂଆଦିଲ୍ଲୀ,୨୪।୮(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମନିଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ପି.ଚିଦାମ୍ବରମଙ୍କୁ ଗିରଫରୁ ସୁରକ୍ଷା ଦେଇଛନ୍ତି। ୨୬ ତାରିଖରେ ମାମଲାର ଶୁଣାଣି ଥିବାରୁ ସେ ପର୍ଯ୍ୟନ୍ତ ତାଙ୍କୁ ଇଡି ଗିରଫ କରିପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ ଶୁକ୍ରବାର…

‘ବାଲାକୋଟ-ଦି ଟ୍ରୁ ଷ୍ଟୋରି’ରେ ବିବେକ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ ପରେ ଅଭିନେତା ବିବେକ ଓବେରୟ ବାଲାକୋଟ ଏୟାରଷ୍ଟ୍ରାଇକ୍‌ ଉପରେ ନିର୍ମାଣ ହେବାକୁ ଯାଉଥିବା ଫିଲ୍ମରେ ଅଭିନୟ କରିବେ। ବାଲାକୋଟର ଆତଙ୍କବାଦୀ ଶିବିର ଉପରେ ଭାରତୀୟ ବାୟୁସେନାର ଆକାଶମାର୍ଗରୁ ଆକ୍ରମଣ ଭଳି ଏକ ସତ୍ୟକାହାଣୀ ଆଧାରିତ…

ପ୍ରିୟଙ୍କା ବ୍ୟକ୍ତିଗତ ମତ ଦେଇପାରିବେ: ଜାତିସଂଘ

ଜତିସଂଘ: ୟୁନିସେଫ୍‌ ଗୁଡଓ୍ବିଲ୍‌ ଆମ୍ବାସାଡର (ସଦିଚ୍ଛାମୂଳକ ରାଷ୍ଟ୍ରଦୂତ)ଭାବେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କର ବ୍ୟକ୍ତିଗତ ମତ ଦେବା ଅଧିକାର ରହିଛି ବୋଲି ଜାତିସଂଘ ମୁଖପାତ୍ର ପ୍ରକାଶ କରିଛନ୍ତି। ପ୍ରିୟଙ୍କା ଭାରତୀୟ ବାୟୁସେନାକୁ ଉତ୍ସାହିତ କରିବାଭଳି ଏକ ଟୁଇଟ୍‌ କରିବା ପରେ ପାକିସ୍ତାନ ପକ୍ଷରୁ…

ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ବିସ୍ଫୋରକ ବୟାନ: ଖରାପ ସ୍ଥିତିରେ ଭାରତୀୟ ଅର୍ଥନୀତି

ନୂଆଦିଲ୍ଲୀ,୨୪ା୮: କେନ୍ଦ୍ର ସରକାରଙ୍କ ଥିଙ୍କ ଟ୍ୟାଙ୍କ କୁହାଯାଉଥିବା ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ନେଇ ଗୁରୁବାର ବିସ୍ଫୋରକ ବୟାନ ଦେଇଛନ୍ତି। ଆର୍ଥିକ କ୍ଷେତ୍ରରେ ବର୍ତ୍ତମାନ ଦେଖାଦେଇଥିବା ସ୍ଥିତି ଉପରେ ମତବ୍ୟକ୍ତ କରି ସେ କହିଛନ୍ତି…

ଜିଲା ସଡ଼କ ସୁରକ୍ଷା ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

ନୟାଗଡ଼ ଅଫିସ,୨୪ା୮: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କ ସଦ୍‌ଭାବନା ଗୃହରେ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡ. ପୋମା ଟୁଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଡ଼କ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା।…

କାଳିଆ ଯୋଜନା: ଜିଲାରେ ୧୭, ୮୮୨ ହିତାଧିକାରୀ ଅଯୋଗ୍ୟ

ଭଦ୍ରକ ଅଫିସ, ୨୪।୮- କାଳିଆ ଯୋଜନାରେ ଟଙ୍କା ପାଇବା ପାଇଁ ସାଧାରଣ ନିର୍ବାଚନ ପୂର୍ବରୁ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ସତେ ଯେପରି ଏକପ୍ରକାର ପ୍ରତିଯୋଗିତା ଲାଗିରହିଥିଲା। ଭଦ୍ରକ ଜିଲାରେ ହିତାଧିକାରୀଙ୍କୁ ବର୍ତ୍ତମାନ ସୁଦ୍ଧା ଦୁଇଥର କାଳିଆ ଯୋଜନା ଟଙ୍କା…

‘ନିର୍ବାଚନ ବାତିଲ, ଗଣତନ୍ତ୍ରର ହତ୍ୟା’

ବ୍ରହ୍ମପୁର ଅଫିସ୍‌,୨୪ା୮-କ୍ୟାମ୍ପସ୍‌ରେ ବିଶୃଙ୍ଖଳା ଆଶଙ୍କାରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବନ୍ଦକରି ଦିଆଯାଇଛି। ଏହାକୁ ଅନେକ ଛାତ୍ର ସଂଗଠନ ନିନ୍ଦା କରୁଥିବା ବେଳେ ଆଉ କେତେକ ସ୍ବାଗତ କରୁଛନ୍ତି। ବ୍ରହ୍ମପୁରରେ ମିଶ୍ର ପ୍ରତିକ୍ରିୟା ଦେଖିବାକୁ…

ଏଫ୍‌ଡି ସୁଧ ହାର କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୨୪-୮: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ଏଫ୍‌ଡି ଉପରେ ସୁଧ ହାର ହ୍ରାସ ଘୋଷଣା କରିଛି। ଏଣିକି ସମସ୍ତ ପ୍ରକାର ଏଫ୍‌ଡି ଉପରେ ସୁଧ ହାର କମିବ। ଏହା ଉଭୟ ବଲ୍କ ଓ ରିଟେଲ ଜମା ଉପରେ ଆସନ୍ତା ୨୬ରୁ ଲାଗୁ…

ଶସ୍ତା ହେବ ଅଟୋ, ଗୃହ ଋଣ;ବ୍ୟାଙ୍କଗୁଡ଼ିକୁ ମିଳିବ ୭୦ ହଜାର କୋଟି

ନୂଆଦିଲ୍ଲୀ,୨୪-୮: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ୭୦ ହଜାର କୋଟି ଟଙ୍କା ପ୍ରଦାନ କରିବେ। ବ୍ୟାଙ୍କର ପୁଞ୍ଜି ଉପଲବ୍ଧତା ବୃଦ୍ଧି ସହ ଋଣ ପ୍ରଦାନ କ୍ଷମତାକୁ ବଢ଼ାଇବା ଉଦ୍ଦେଶ୍ୟରେ ସରକାର ଏହି ପଦକ୍ଷେପ ନେବାକୁ ଯାଉଛନ୍ତି। ସରକାରଙ୍କ ଏହି ପଦକ୍ଷେପ ଯୋଗୁ…

ତେଲ କମ୍ପାନୀଙ୍କ ୫ ହଜାର କୋଟି ବାକି ରଖିଛି ଏୟାର ଇଣ୍ଡିଆ

ନୂଆଦିଲ୍ଲୀ, ୨୪-୮: ଏୟାର ଇଣ୍ଡିଆ ଉପରେ ୩ ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡିକର ୫ ହଜାର କୋଟି ଟଙ୍କାର ବାକି ରହିଛି। ଗତ ଆଠ ମାସ ଧରି ଏହି ବିମାନ କମ୍ପାନୀ ଇନ୍ଧନ ବିଲ୍‌ ପ୍ରଦାନ କରି ନାହିଁ ବୋଲି ଇଣ୍ଡିଆନ ଅଏଲ…

ଲୋକଙ୍କ ପାଇଁ ମୋ ଦୁଆର ସର୍ବଦା ଖୋଲା ରହିବ

୨୦୧୩ ବ୍ୟାଚ ଆଇପିଏସ୍‌ ଅଫିସର ଜଗମୋହନ ମୀନା ଶୁକ୍ରବାର ଅନୁଗୋଳ ଜିଲାର ୧୪ତମ ଏସ୍‌ପି ଭାବେ ଦାୟିତ୍ୱଗ୍ରହଣ କରିଛନ୍ତି। ରାଜସ୍ଥାନର ଆଲୱାରଠାରେ ୧୯୮୯ରେ ଜନ୍ମଗ୍ରହଣ କରିଥିବା ମୀନା ଆଇଆଇଟି କାନପୁରରେ ବି.ଟେକ୍‌ ଓ ଏମ୍‌. ଟେକ୍‌ କରିବା ପରେ ୨୦୧୩ରେ ୟୁପିଏସ୍‌ସିରେ…

ଆବାସ ଯୋଜନାରୁ ବଁଚିତ୍‌ ଲାଲଦୀପ: ପରହର ବାରନ୍‌ଡାରେ ବିତୁଛେ ଜୀବନ୍‌

ଖପ୍ରାଖୋଲ, ୨୪।୮(ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ଅନେକ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ଭିନେ ଭିନେ କାରନ୍‌ରୁ ହକ୍‌ଦାର ହିତାଧିକାରୀ ଯୋଜନାର ସୁଫଲ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତାଥି ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?