ଥାନା ହାଜତରେ ଛେଳି
ପୁରୁଣା ଭୁବନେଶ୍ୱର,୨୨ା୬ (ଡି.ଏନ.ଏ.): ଥାନା ହାଜତରେ ଅପରାଧୀଙ୍କୁ ଅଟକ ରଖିବାକୁ କମିଶନରେଟ୍ ପୋଲିସ ପଛାଉଥିବା ବେଳେ ଧଉଳି ଥାନାରେ ଛେଳିକୁ ହାଜତ ଭିତରେ ରଖିବା ଫଟୋ ଭାଇରାଲ ହୋଇଛି। ଖବର ନେବାରେ ଜଣାପଡ଼ିଛି, ନିଆଳି ଥାନା ଅଧୀନ ନୂଆ ବାବ୍ଜା ଗଁାର…
ଆସିଲା ମୌସୁମୀ, ଘାରିଲା ଜଳବନ୍ଦୀ ଚିନ୍ତା: କଣ୍ଟ ପୂରିଲା, କାମ ସରିଲାନି
ଭୁବନେଶ୍ୱର, ୨୨ା୬(ବ୍ୟୁରୋ): ବର୍ଷରେ ଥରେ ଡ୍ରେନ ସଫା କରିବାକୁ ମନେପଡ଼େ। ପ୍ରତ୍ୟେକ ବର୍ଷ ମୌସୁମୀ ଆସିବା ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଡ୍ରେନେଜ୍ ବିଭାଗୀୟ ଅଧିକାରୀମାନେ ମୁଖ୍ୟ ଡ୍ରେନ ଓ ସବ୍ଡ୍ରେନକୁ ସଫା କରିବାକୁ ମନ ବଳାନ୍ତି। ତାହା ବି…
ବାରକୋଟ୍ରୁ କଲରାପତରିଆ ବାଘଛାଲ ଜବତ: ଏସ୍ଟିଏଫ୍ ଜାଲରେ ର଼୍ୟାକେଟର ୩ ସଦସ୍ୟ
ଭୁବନେଶ୍ୱର, ୨୨ା୬(ବ୍ୟୁରୋ): ବାଘଛାଲ ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ୍ କରିଛି କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍ଟିଏଫ୍)। ବୁଧବାର ବିଳମ୍ବିତ ରାତିରେ ଏସ୍ଟିଏଫ ପକ୍ଷରୁ ଦେବଗଡ଼ ଜିଲା ବାରକୋଟ୍ ଅଞ୍ଚଳରେ ଚଢାଉ କରାଯାଇ ଲକ୍ଷାଧିକ ଟଙ୍କା ମୂଲ୍ୟର କଲରାପତରିଆ ବାଘଛାଲ ଜବତ କରାଯିବା…
ଅତ୍ୟଧିକ ପାଣି ପିଇବା କ୍ଷତିକାରକ
ଦୈନିକ ଠିକ୍ ଅନୁପାତରେ ପାଣି ପିଇବା ଜରୁରୀ। ଏହା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ମାତ୍ର ଆବଶ୍ୟକତାଠାରୁ ଅଧିକ ପାଣି ପିଇବା ଫଳରେ ଶରୀର ଉପରେ ଏହାର ଖରାପ ପ୍ରଭାବ ପଡିଥାଏ। ଦିନକୁ ୯ରୁ ୧୩ ଗ୍ଲାସ୍ ପାଣି ପିଇବା ଉଚିତ।…
ଫନୀ: ଶତାଧିକ ସ୍କୁଲଗୃହର ପୁନରୁଦ୍ଧାର କାର୍ଯ୍ୟ ସରୁନି; କମ୍ୟୁନିଟି ସେଣ୍ଟର, ବାତ୍ୟା ଆଶ୍ରୟସ୍ଥଳ, କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର ହେଲା ୨୮ ବିଦ୍ୟାଳୟ
ନିମାପଡ଼ା,୨୨ା୬(ଡି.ଏନ୍.ଏ.): ପ୍ରଳୟଙ୍କରୀ ବାତ୍ୟା ଫନୀର ବିଭୀଷିକାରେ ନିମାପଡ଼ା ବ୍ଲକ ଓ ଏନ୍ଏସି ଅଞ୍ଚଳରେ ୨୬୦ଟି ବିଦ୍ୟାଳୟ ଭାଙ୍ଗିରୁଜି କ୍ଷତିଗ୍ରସ୍ତ ହୋଇଛି। ଅଦ୍ୟାବଧି ଶତାଧିକ ବିଦ୍ୟାଳୟର ପୁନରୁଦ୍ଧାର, ମରାମତି କାର୍ଯ୍ୟ ଶେଷ ହୋଇପାରି ନ ଥିବାରୁ ନିମାପଡ଼ା ଅଞ୍ଚଳର ୧୫ହଜାର ୫ଶହ ଛାତ୍ରୀଛାତ୍ର…
ଅପ୍ରୀତିକର ମନ୍ତବ୍ୟ ପାଇଁ ବଲିଉଡ୍ରୁ ଦୂରେଇଲି
ମୁମ୍ବାଇ: ଅପ୍ରୀତିକର ମନ୍ତବ୍ୟ ପାଇଁ ବଲିଉଡ୍ରୁ ଦୂରେଇ ରହିଛନ୍ତି ପଞ୍ଜାବୀ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ଅଭିନେତ୍ରୀ ନୀରୁ ବାଜ୍ଓ୍ବା। ୧୯୯୮ରେ ଦେବାନନ୍ଦଙ୍କ ‘ମେଁ ସୋଲା ବରସ୍ କୀ’ ହିନ୍ଦୀ ଫିଲ୍ମରେ ସେ କ୍ୟାରିୟର ଆରମ୍ଭ କରିଥିଲେ। ଏହି ଅଭିନେତ୍ରୀଙ୍କର ଶେଷ ପଞ୍ଜାବୀ…
ସରିଲା ଶ୍ରୀଅଙ୍ଗ ଫିଟା ନୀତି: ମହାପ୍ରଭୁଙ୍କୁ ଆଜି ଫୁଲୁରୀ ତେଲ ଲାଗି
ପୁରୀ ଅଫିସ, ୨୨ା୬: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ। ଚାଲିଛି ଉପଚାର। ତେବେ ଅଣସର ସମୟରେ ଠାକୁରଙ୍କ…
ସର୍ବବୃହତ୍ ଉଠା ଜଳସେଚନ ପ୍ରକଳ୍ପ ଉଦ୍ଘାଟିତ
ହାଇଦ୍ରାବାଦ,୨୨ା୬(ପି.ଟି.) : ବିଶ୍ୱର ସର୍ବବୃହତ୍ ବହୁମୁଖୀ ଉଠା ଜଳସେଚନ ପ୍ରକଳ୍ପ କାଲେଶ୍ୱରମ୍ (କେଏଲ୍ଆଇପି)କୁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ(କେସିଆର) ଶୁକ୍ରବାର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଇ.ଏସ୍.ଏଲ. ନରସିଂନ୍, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ୍ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ…
ନିଜେ ଟ୍ୟୁଶନ କରି ପଢ଼ା ଖର୍ଚ୍ଚ ତୁଲାଉଥିଲେ
କଟକ ଅଫିସ,୨୨ା୬: ଆମର ସମସ୍ତ ସ୍ବପ୍ନ ପୂରଣ ହେବ, ଯଦି ଆମେ ସେ ସ୍ବପ୍ନ ପଛରେ ସବୁବେଳେ ଧାଇଁବା… ଆମେରିକୀୟ ଉଦ୍ୟୋଗୀ, ସିନେ ପ୍ରଯୋଜକ ତଥା ବିଶ୍ୱର ବେଶ୍ ପରିଚିତ ଆନିମେଟର ୱାଲଟ୍ ଡିଜନୀଙ୍କର ଏହା ଏକ ଯୁଗାନ୍ତକାରୀ ମତ। ନିଜକୁ…
ଏଇଏସ୍-ଲିଚୁ ସମ୍ପର୍କର ତଦନ୍ତ ନିର୍ଦ୍ଦେଶ
ପାଟନା,୨୨ା୬: ବିହାରରେ ମସ୍ତିଷ୍କ ଜ୍ୱର ୧୫୦ରୁ ଊର୍ଦ୍ଧ୍ୱ ଶିଶୁଙ୍କ ଜୀବନ ନେଲାଣି। ରାଜ୍ୟର ୧୬ଟି ଜିଲାକୁ ଏହି ରୋଗ ବ୍ୟାପିଥିବାବେଳେ ଛତିଶଗଡ଼ରେ ମଧ୍ୟ ୩ ଶିଶୁ ଏଇଏସ୍ (ଆକ୍ୟୁଟ୍ ଏନ୍ସେଫାଲାଇଟ୍ସ ସିଣ୍ଡ୍ରୋମ୍)ରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ବିହାର ସ୍ବାସ୍ଥ୍ୟ ବିଭାଗ ତଥ୍ୟ…
୨୪୩ ଯାତ୍ରୀଙ୍କ ସହ ଜାହାଜ ନିଖୋଜ
ନୂଆଦିଲ୍ଲୀ,୨୨ା୬ : କେରଳର ଏର୍ନାକୁଲମ୍ ଜିଲାର ଏକ ବନ୍ଦରରୁ ଯାତ୍ରାରମ୍ଭ କରିଥିବା ଏକ ଯାତ୍ରୀବାହୀ ଜାହାଜ ନିଖୋଜ ହୋଇଯାଇଛି। ଏଥିରେ ୨୪୩ ଯାତ୍ରୀ ଥିଲେ। ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଏହା ନିଖୋଜ ହୋଇଯାଇଥିବା ଅନୁମାନ କରାଯାଉଛି। କେରଳ ସରକାରଙ୍କଠାରୁ ସୂଚନା ପାଇବା…
ବ୍ରିଟିଶ୍ ହେରାଲ୍ଡ ରିଡର୍ସ ପୋଲ୍:ମୋଦି ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି
ଲଣ୍ଡନ, ୨୨ା୬: ବ୍ରିଟେନର ଅଗ୍ରଣୀ ପତ୍ରିକା ବ୍ରିଟିଶ୍ ହେରାଲ୍ଡ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୨୦୧୯ରେ ବିଶ୍ୱର ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି ବୋଲି ଘୋଷଣା କରିଛି। ରିଡର୍ସ ପୋଲ୍ରେ ସେ ଅନେକ ବିଶ୍ୱ ନେତା ଓ ରାଜନେତାଙ୍କୁ ପରାସ୍ତ କରି ବିଜୟୀ ହୋଇଥିବା…
Archives


