ମୋଦିଙ୍କ ସହ ଯୋଗ କଲେ ମୋଟୁ ପତଲୁ: ଭିଡିଓ ଭାଇରାଲ
ରାଞ୍ଚି,୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଦେଶର ମନ୍ତ୍ରୀ, ବଲିଉଡ୍ କଳାକାର ଓ ଯବାନ, ସାଧାରଣ ଲୋକେ ଓ ଛୋଟ ପିଲାମାନେ ଯୋଗ କରିଛନ୍ତି। ଝାରଖଣ୍ଡର ରାଜଧାନୀ…
ଯୋଗାସନ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି
କଲୋମ୍ବୋ,୨୧।୬: ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ଶିରସେନା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାସନ କରିଛନ୍ତି। ଯୋଗ କରୁଥିବାର ଏକ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଅବସରରେ ସାରା ବିଶ୍ୱକୁ ଯୋଗର ମହତ୍ୱ ବୁଝାଇବା ପାଇଁ ସେ ପ୍ରଧାନମନ୍ତ୍ରୀ…
ଲୋକ ସଭାରେ ଆଗତ ହେଲା ଟ୍ରିପଲ୍ ତଲାକ୍ ବିଲ୍: ବିରୋଧୀଙ୍କ ହଙ୍ଗାମା
ନୂଆଦିଲ୍ଲୀ, ୨୧।୬: ଶୁକ୍ରବାର ଲୋକ ସଭାରେ ‘ଟ୍ରିପଲ ତଲାକ’ ବିଲ୍ ଆଗତ କରାଯାଇଛି। କେନ୍ଦ୍ର ଆଇନ୍ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି ସଂସଦରେ ଉପସ୍ଥାପନ କରିଛନ୍ତି। ମହିଳାଙ୍କୁ ନ୍ୟାୟ ଦେବାରେ ଏହା ଏକ ବଡ ପଦକ୍ଷେପ ବୋଲି ଆଇନ୍ ମନ୍ତ୍ରୀ କହିଛନ୍ତି।…
ମୋଦିଙ୍କୁ ଭେଟିଲେ କେଜରିଓ୍ବାଲ
ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଂସଦ ଭବନରେ ଭେଟିଛନ୍ତି। ଏହି ଅବସରରେ ସେ ଗତ ଲୋକ ସଭା ନିର୍ବାଚନରେ ଭାଜପାର ଐତିହାସିକ ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଦେଶର ରାଜଧାନୀ ଦିଲ୍ଲୀର ବିକାଶ…
ସରିଲା ଖରାଛୁଟି, ଖୋଲିଲା ସ୍କୁଲ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଶେଷ ହେଲା ଖରାଛୁଟି। ଶୁକ୍ରବାର ଖୋଲିଛି ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ସହ ଘରୋଇ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଖୋଲିଛି। ତେବେ ସରକାରୀ ବିଦ୍ୟାଳୟଗୁଡ଼ିକରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ କ୍ଲାସ ହେବ। ସେହିଭଳି ଘରୋଇ ସ୍କୁଲଗୁଡ଼ିକ…
ଏହି ଗାଁରେ ଝିଅ ବାହା ଦେବାକୁ ରାଜି ନାହାନ୍ତି ମାତାପିତା
ଜୟପୁର, ୨୧।୬: ରାଜସ୍ଥାନର ସିକର ନିକଟସ୍ଥ କିରୋ କି ଢାଣି ଗ୍ରାମକୁ ଝିଅ ବାହା ଦେବାକୁ ରାଜି ନାହାନ୍ତି ମାତାପିତା। ଏହି ଗାଁରେ ଯୁବକଙ୍କ ବିବାହ ବୟସ ବୃଦ୍ଧି ପାଉଥିଲେ ମଧ୍ୟ ଝିଅ ମିଳୁନାହାନ୍ତି। ଏହା ପଛରେ କାରଣ ହେଉଛି ଜଳସଙ୍କଟ।…
ଦିଲ୍ଲୀ କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀର କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ ଫର୍ଣ୍ଣିଚର ମାର୍କେଟରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ସକାଳେ ଉକ୍ତ ମାର୍କେଟରେ ଲାଗିଥିବା ନିଅଁ। ଏତେ ଭୟଙ୍କର ଥିଲା ଯେ ଏହାକୁ ଆୟତ କରିବା କଷ୍ଟକର ହୋଇପଡ଼ିଥିଲା। ଘଟଣାସ୍ଥଳରେ…
୭୭ ବର୍ଷରେ ଯୋଗ: ପାଣିରେ ପଦ୍ମାସନ-ଶବାସନ କରି ଚର୍ଚ୍ଚାରେ ଶିବାଜୀ
କଟକ ଅଫିସ,୨୧।୬: ଶୁକ୍ରବାର ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ କଟକ ଚାନ୍ଦିନିଚୌକ ବ୍ରାହ୍ମଣସାହିର ଜଣେ ବୃଦ୍ଧ ପାଣିରେ ଯୋଗ କରିଛନ୍ତି। ସେ ହେଲେ ଶିବାଜୀ ସିଂହ। ତାଙ୍କୁ ଏବେ ୭୭ବର୍ଷ।…
କର୍ନାଟକରେ ହୋଇପାରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ: ଦେବଗୌଡା
ବେଙ୍ଗାଲୁରୁ.୨୧।୬: କର୍ନାଟକରେ ଯେକୌଣସି ମୂହୁର୍ତ୍ତରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ଘୋଷଣା ହୋଇପାରେ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜନତା ଦଳ ସିକ୍ୟୁଲାର୍(ଜେଡିଏସ) ନେତା ଏଚଡି.ଦେବଗୌଡା ସୂଚନା ଦେଇଛନ୍ତି। କଂଗ୍ରେସ ଦଳର କାର୍ଯ୍ୟକୁ ଜନତା ଦେଖୁଛନ୍ତି ତେଣୁ ଜେଡିଏସ ସହ ମେଣ୍ଟ କେତେଦିନ ପର୍ଯ୍ୟନ୍ତ…
ଟ୍ରମ୍ପ୍,ପୁଟିିନଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି ହେଲେ ମୋଦି
ନୂଆଦିଲ୍ଲୀ, ୨୧।୬: କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜଲ୍ଓ୍ବା ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍, ରୁଷ ରାଷ୍ଟ୍ରପତି ଭ୍ଲାଡିମିର୍ ପୁଟିନ ଏବଂ ଚାଇନା ରଷ୍ଟ୍ରପତି ସି ଜିନ୍ପିଙ୍ଗ୍ଙ୍କୁ ପଛରେ ପକାଇ ମୋଦି…
ବିହାରରେ ଘାତକ ସାଜିଛି ମସ୍ତିଷ୍କ ଜ୍ୱର: ଗଲାଣି ୧୪୦ ନିରୀହ ଶିଶୁଙ୍କ ଜୀବନ
ପାଟଣା, ୨୧।୬: ବିହାରରେ ମସ୍ତିଷ୍କ ଜ୍ୱର ବା ଆକ୍ୟୁଟେ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ ଯୋଗୁ ଏଯାଏ ୧୪୦ ଜଣ ନିରୀହ ଶିଶୁଙ୍କ ମୃତ୍ୟୁ ଘଟିଛି। କେବଳ ମୁଜାଫରପୁରରେ ୧୨୨ଜଣ ଶିଶୁ ମୃତ୍ୟୁବରଣ କରିଛନ୍ତି। ଶିଶୁ ମୃତ୍ୟୁ ସଂଖ୍ୟ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ…
ହିମାଚଳ ପ୍ରଦେଶ ବସ୍ ଦୁର୍ଘଟଣା: ୪୦ ଯାତ୍ରୀଙ୍କ ମୃତଦେହ ଉଦ୍ଧାର
ଶିମଲା, ୨୧।୬:ହିମାଚଳ ପ୍ରଦେଶର କୁଲ୍ଲୁ ଜିଲାରେ ଏକ ଘରୋଇ ବସ୍ ୫୦୦ ଫୁଟ ତଳକୁ ଖସିପଡ଼ିଛି। ଏପର୍ଯ୍ୟନ୍ତ ୪୦ଜଣଙ୍କ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ ୩୫ ଜଣ ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ବସ୍ରେ ପାଖାପାଖି…
Archives


