Home

ରାଜଧାନୀରେ ଶିଶୁକନ୍ୟାଙ୍କୁ ବଳାତ୍କାର ମାମଲା:୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୨୨ା୮(ବ୍ୟୁରୋ)- ଗତ ମଙ୍ଗଳବାର ରାଜଧାନୀରେ ଘଟିଥିଲା ଏକ ଲୋମଟାଙ୍କୁରା ଘଟଣା। ଚନ୍ଦ୍ରଶେଖରପୁର ଥାନା ନିଳାଦ୍ରିବିହାର ଅଞ୍ଚଳରେ ଜଣେ ୬ବର୍ଷର ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମଁୁ ବଳାତ୍କାର କରିଥିଲେ। ଅଭିଯୋଗ ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାକୁ ନେଇ…

ଆଶ୍ରମ ସ୍କୁଲ ଛାତ୍ରୀ ଗର୍ଭବତୀ ମାମଲା: ଅଭିଯୁକ୍ତ ରୋଷେୟାଙ୍କୁ ଆଜୀବନ କାରାଦଣ୍ଡ

ମାଲକାନଗିରି, ୨୨।୮ (ଡି.ଏନ୍‌.ଏ.): କୋରୁକୋଣ୍ଡା ଅଞ୍ଚଳର ଏକ ଆଶ୍ରମ ବିଦ୍ୟାଳୟରେ ଜଣେ ଅନ୍ତେବାସୀ ଛାତ୍ରୀଙ୍କୁ ଗର୍ଭବତୀ କରିବା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। ମାଲକାନଗିରି ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଜ୍ଞା ନଳିନୀ ମିଶ୍ର ଅଭିଯୁକ୍ତ ପର୍ଶୁରାମ ପଡିଆମୀଙ୍କୁ ଆଜୀବନ କାରାଦଣ୍ଡ…

ଏସ୍‌ଏଚ୍‌ଜିଙ୍କ ଦ୍ୱାରା ଧାନକିଣାକୁ ବିରୋଧ କଲେ ଚାଷୀ

ଜୟପୁର,୨୨ା୮(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ବ୍ଲକ କଙ୍ଗା ଓ ଜାମୁଣ୍ଡା ପଞ୍ଚାୟତର ଚାଷୀଙ୍କ ଖରିଫ ଧାନ ଅମଳ ପରେ ମଣ୍ଡିରେ ଏହାକୁ ସ୍ବୟଂ ସହାୟକ ଗୋଷ୍ଠୀ କିଣିବେ। ଜିଲା ପ୍ରଶାସନ ନେଇଥିବା ଏଭଳି ନିଷ୍ପତ୍ତିକୁ ଏବେ ବିରୋଧ ଆରମ୍ଭ ହୋଇଛି। ଉଭୟ ପଞ୍ଚାୟତର କେତେକ…

ସାବିତ୍ରୀଙ୍କ ପ୍ରଶ୍ନ: ୭୫ ହେଲାଣି, କୋଉ ବୟସରେ ମିଳିବ ଆବାସ

କୁନ୍ଦୁରା,୨୨ା୮(ଡି.ଏନ୍‌.ଏ.): ବୟସ ପ୍ରାୟ ୭୫ ପାଖାପାଖି । ଚାଲିବାକୁ ଅସମର୍ଥ ହୋଇପଡିଥିବା ସତ୍ତ୍ୱେ ଜୀବନ ଯୁଦ୍ଧରେ ହାରି ନ ଯାଇ ଧଇଁସଇଁ ହୋଇ ବଞ୍ଚତ୍ଛନ୍ତି, ଚାଲିଛନ୍ତି ସାବିତ୍ରୀ। କୋରାପୁଟ ଜିଲା କୁନ୍ଦୁରା ବ୍ଲକ ନବଗଠିତ ପଖନାଗୁଡା ସଦର ମହକୁମାର ସାବିତ୍ରୀ ବିଷୋୟୀ।…

୨୦୧୮-୧୯ ଆର୍ଥିକ ବର୍ଷ : ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୪୨୭ କୋଟି ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୨।୮(ବ୍ୟୁରୋ)- ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ୨୦୧୮-୧୯ ଆର୍ଥିକ ବର୍ଷରେ ୪୨୭ କୋଟି ଟଙ୍କାର ସେସ୍‌ ସଂଗୃହୀତ କରାଯାଇଛି, ଯାହାକି ବିଗତ ବର୍ଷଗୁଡ଼ିକ ତୁଳନାରେ ସର୍ବାଧିକ। କଲ୍ୟାଣ ବୋର୍ଡର ଅଦ୍ୟାବଧି ମୋଟ ୧୯୨୦ କୋଟି ଟଙ୍କା ସେସ୍‌ ସଂଗୃହୀତ ହୋଇଛି…

ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବିକଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅମରିନ୍ଦର ତାଙ୍କ ଚିଠିରେ…

ଜୋନାଥନ ହଲ୍‌ ଆଇସିସିର ଜେନେରାଲ କନସେଲ୍‌

ଦୁବାଇ, ୨୨ା୮ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଗୁରୁବାର ଜେନାଥନ ହଲ୍‌ଙ୍କୁ ଏହାର ଜେନେରଲ କନ୍‌ସଲ ଏବଂ କମ୍ପାନୀ ସେକ୍ରେଟାରୀ ଭାବେ ମନୋନୀତ କରିଛି। ହଲ୍‌ଙ୍କର ଲୌରିଅସ୍‌ ଏବଂ ୟୁନିୟନ ଅଫ୍‌ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ୍ସ (ୟୁଫା) ସମେତ ବହୁ…

ସଲଙ୍ଗାବାହାଲ ବଜାର ରାସ୍ତା ମରାମତି: ବିଭାଗ କଲାନି, ପୋଲିସ କର୍ମଚାରୀ କରାଇଲେ

କୁଆଁରମୁଣ୍ଡା,୨୨।୮(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର-ସଲଙ୍ଗାବାହାଲ ପୂର୍ତ୍ତ ବିଭାଗ ରାସ୍ତାର ସଲଙ୍ଗାବାହାଲ ବଜାର ନିକଟରେ ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଗତ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ହେଲା ରାସ୍ତା ମରଣଯନ୍ତା ପାଲଟି ଥିଲେ ମଧ୍ୟ ବିଭାଗ ପକ୍ଷରୁ ଏହାର ମରାମତି କାର୍ଯ୍ୟ କରାଯାଉ…

ଜନନୀ ଯନ୍ତ୍ରଣା : ଷ୍ଟ୍ରେଚରରେ ୧୨ କି.ମି. ବୁହା ହେଲେ ଗର୍ଭବତୀ

ଭବାନୀପାଟଣା,୨୨।୮(ସ୍ବ.ପ୍ର.): ରାସ୍ତା ଓ ପୋଲ ନ ଥିବାରୁ ଜଙ୍ଗଲ ରାସ୍ତା ଦେଇ ନାଳ ପାର କରି ଜଣେ ଗର୍ଭବତୀଙ୍କୁ ୧୨ କି.ମି. ଷ୍ଟ୍ରେଚରରେ ବୋହି ଡାକ୍ତରଖାନା ନିଆଯାଇଥିଲା। କଳାହାଣ୍ଡି ଜିଲାର ଦୁର୍ଗମ ତଥା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ…

ଭତ୍ତା ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ୬ ଅଭିଯୁକ୍ତ ଗିରଫ, ଜଣେ ଫେରାର

ମନମୁଣ୍ଡା, ୨୨।୮ (ଡି.ଏନ.ଏ): ବୌଦ୍ଧ ଜିଲା ଲମ୍ବସରି ଗ୍ରାମପଞ୍ଚାୟତ ଭତ୍ତା ଟଙ୍କା ଲୁଟ ଘଟଣାର ପର୍ଦ୍ଦାଫାଶ ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ କଣ୍ଟାମାଳ ବ୍ଲକ ଘିକୁଣ୍ଡି ପଞ୍ଚାୟତର ପୂର୍ବତନ…

୭ ଦିନ ପରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ

ଖଲ୍ଲିକୋଟ,୨୨ା୮(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ କୈଠଡ଼ା ଗ୍ରାମର ଜୟ ଦଳେଇଙ୍କ ଗତ ଶୁକ୍ରବାର ଦୁବାଇରେ ମୃତ୍ୟୁ ହୋଇଥିବା ସେ କାମ କରୁଥିବା କମ୍ପାନୀ କର୍ତ୍ତୃପକ୍ଷ ଫୋନ କରି ଜଣାଇଥିଲେ। ଜିଲା ପ୍ରଶାସନର ଉଦ୍ୟମ ଫଳରେ ୭ଦିନ ପରେ ଗୁରୁବାର ଜୟଙ୍କ ମୃତଦେହ ଗ୍ରାମରେ…

ଜନନୀ ଏକ୍ସପ୍ରେସ ଡ୍ରାଇଭରଙ୍କ ଦୁର୍ବ୍ୟବହାର ନେଇ ଉତ୍ତେଜନା: ଘରୋଇ ଭ୍ୟାନ୍‌ରେ ଗଲେ ଆସନ୍ନ ପ୍ରସବା

ରୂପ୍‌ସା, ୨୨।୮(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଉତ୍ତେଜନା ଦେଖାଦେଇଛି। ଜଣେ ଆସନ୍ନ ପ୍ରସବାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବାକୁ ଆସିଥିବା ଜନନୀ ଏକ୍ସପ୍ରେସ୍‌ (୧୦୨ ଆମ୍ବୁଲାନ୍ସ) ଡ୍ରାଇଭରଙ୍କ ଦୁର୍ବ୍ୟବହାର ଓ ଟଙ୍କା ମାଗିବା ଘଟଣାରେ ଅପ୍ରୀତିକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?