Home

ସ୍ବିଡେନ୍‌ରେ ସ୍ବର୍ଣ୍ଣ ଜିତିଲେ ଚିତ୍ରା

ନୂଆଦିଲ୍ଲୀ, ୧୯ା୬ (ପି.ଟି.): ସ୍ବିଡେନ୍‌ର ସୋଲେନ୍‌ଟୁନାଠାରେ ଚାଲିଥିବା ଫୋକ୍‌ସାମ୍‌ ଗ୍ରାଁ ପ୍ରିରେ ଭାରତର ଏସିଆନ ଚାମ୍ପିୟନ ପି. ୟୁ. ଚିତ୍ରା ମହିଳା ୧୫୦୦ ମିଟର ଦୌଡ଼ରେ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଏପ୍ରିଲରେ ଦୋହାଠାରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଜିତିଥିବା…

ଓଜେଇଇ ଇଣ୍ଟିଗ୍ରେଟେଡ ଏମ୍‌ବିଏ ଟପ୍ପର ବଡବିଲ ଝିଅ ସ୍ବୀକୃତି

ବଡବିଲ, ୧୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲର ଝିଅ ସ୍ବୀକୃତି ମହାପାତ୍ର ଓଜେଇଇ ଇଣ୍ଟିଗ୍ରେଟେଡ ଏମବିଏରେ ର଼୍ୟାଙ୍କ ୱାନରେ ରହି ଟପ୍ପର ହେବାର ସୌଭାଗ୍ୟ ହାସଲ କରିଛନ୍ତି। ସେଥିପାଇଁ ତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି। ସ୍ବୀକୃତିଙ୍କ ବାପା ସୁବାଷ…

ଓଜେଇଇ ଟପ୍ପର ହେଲେ ଜଳଖିଆ ଦୋକାନୀଙ୍କ ପୁଅ ଭବାନୀଶଙ୍କର

କେନ୍ଦୁଝର/ ଢେଙ୍କିକେୋଟ, ୧୯ା୬(ଡି.ଏନ୍‌.ଏ.): ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷାର ଲାଟେରାଲ ଏଣ୍ଟ୍ରି ବିଟେକରେ କେନ୍ଦୁଝର ଜିଲାର ଘଟଗଁା ବ୍ଲକ ଅନ୍ତର୍ଗତ ପିପିଳିଆ ଗ୍ରାମର ଭବାନୀ ଶଙ୍କର ବେହେରା ରାଜ୍ୟରେ ଟପ୍ପର ହୋଇଥିବା ଜଣାପଡିଛି। ବୁଧବାର ଓଜେଇଇ ପ୍ରବେଶିକା ପରୀକ୍ଷା ଫଳ ପ୍ରକାଶ…

ମା’କୁ ଖୋଜୁଛି ଛୁଆ ହାତୀ

କେନ୍ଦୁଝର,୧୯ା୬ (ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ବନଖଣ୍ଡ ଭୂୟାଁ ଓ ଜୁଆଙ୍ଗ ପୀଢ ବନାଞ୍ଚଳ କାଞ୍ଜିପାଣି ଜଙ୍ଗଲରେ ଗୋଠରେ ଥିବା ମା’ଠାରୁ ଅଲଗା ହୋଇ ବାଟବଣା ହୋଇ ଏଣେତେଣେ ବୁଲୁଥିବା ଏକ ହାତୀ ଛୁଆ ମା ପାଖକୁ ଯାଉ ନ ଥିବାରୁ ବନ ବିଭାଗକୁ ନାକେଦମ…

ବିମାନରେ ଯାନ୍ତ୍ରିକ ତ୍ରୁଟି: ଆଜି ପହଞ୍ଚିବ ଶହୀଦ ଅଜିତ୍‌ଙ୍କ ମରଶରୀର

କାମାକ୍ଷାନଗର, ୧୯।୬(ଡି.ଏନ୍‌.ଏ.): ବିମାନରେ ଯାନ୍ତ୍ରିକ ତ୍ରୁଟି କାରଣରୁ ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଓଡ଼ିଶା ଆସିବାରେ ବିଳମ୍ବ ହେଉଛି। ଗୁରୁବାର ତାଙ୍କ ମୃତଦେହ ଭୁବନେଶ୍ୱରେ ପହଞ୍ଚିବ। ଜନ୍ମମାଟି କାମାକ୍ଷାନଗର ବ୍ଲକ ବଡ଼ସୁଅଁ।ଳ ଗ୍ରାମକୁ ଅଣାଯିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସେଠାରେ…

ଯୁବତୀଙ୍କୁ ପ୍ରତାରଣା ଅଭିଯୋଗ

ବଡ଼ଗାଁ, ୧୯।୬ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପାମରା ଗ୍ରାମର ଜନୈକା ଯୁବତୀଙ୍କୁ ପ୍ରତାରଣା କରାଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦର୍ଶାଯାଇଛି ଯେ, ୨୦୧୫ରୁ ଯୁବତୀଙ୍କ ସହିତ ଚାବୁରୀ ଗ୍ରାମର ସମୀର ସୁନାନୀଙ୍କ ପ୍ରେମ ସମ୍ପର୍କ…

ବୈତରଣୀକୁ ଧସିଲା ୧୦୦ ଫୁଟ ମାଟି ଅତଡ଼ା

ଆରଡ଼ି, ୧୯।୬ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କ ଖେଳପଡ଼ିଆ ନିକଟରେ ବୁଧବାର ସକାଳେ ପ୍ରାୟ ୧୦୦ ଫୁଟ ଲମ୍ବର ମାଟି ଅତଡ଼ା ବୈତରଣୀ ନଦୀଗର୍ଭକୁ ଧସିଛି। ସେଠାରେ ବୈତରଣୀ ନଦୀ ଧୀରେ ଧୀରେ ଆରଡ଼ି-ଯାଜପୁର ରାସ୍ତା ଆଡ଼କୁ ମୁହଁାଉଥିବା…

ବକେୟା ଟଙ୍କା ମାଗିବାରୁ ଆକ୍ରମଣ: ୯ ଜଣଙ୍କ ନଁ।ରେ ଥାନାରେ ମାମଲା

ଭଦ୍ରକ ଅଫିସ, ୧୯।୬: ବାହାଘରର ଫୁଲସଜ୍ଜା ବକେୟା ଟଙ୍କା ମାଗିବାରୁ ଦୋକାନୀ ସମେତ ୨ ସହଯୋଗୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ୩ ଜଣ ଭଦ୍ରକ ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଅପର୍ତ୍ତିବିନ୍ଧା ଗଁ।ର ଫୁଲ…

ଏନ୍‌ସିଏଲ୍‌ଟିରେ ଜେଟ୍‌ ଏୟାରଓ୍ବେଜ୍‌ ମାମଲା: ପାଇଲଟ, ୨ ବିଦେଶୀ ଭେଣ୍ଡର ଅଦାଲତ ଗଲେ

ନୂଆଦିଲ୍ଲୀ,୧୯।୬: ଜେଟ୍‌ ଏୟାରଓ୍ବେଜ୍‌ର ପାଇଲଟ, ଇଞ୍ଜିନିୟର ସଂଗଠନ ଏବଂ ନେଦରଲାଣ୍ଡର ୨ ଭେଣ୍ଟର ବୁଧବାର ଦେବାଳିଆ ଅଦାଲତ ଏନ୍‌ସିଏଲ୍‌ଟିରେ ପହଞ୍ଚତ୍ଛନ୍ତି। ନିଜକୁ ଜେଟ୍‌ର ଦେବାଳିଆ ପ୍ରକ୍ରିୟାରେ ସାମିଲ କରିବା ଲାଗି ସେମାନେ ଆବେଦନ ଦେଇଛନ୍ତି। ୨ ବିଦେଶୀ ଭେଣ୍ଡର ନିଜର ହିତର…

ଗ୍ରୁପ୍‌ କମ୍ପାନୀରେ ନିବେଶ: ଇପିଏଫଓ ଫଣ୍ଡ ମ୍ୟାନେଜରଙ୍କ ଉପରେ କଟକଣା

ନୂଆଦିଲ୍ଲୀ,୧୯।୬: ଗ୍ରୁପ୍‌ କମ୍ପାନୀରେ ନିବେଶ ନେଇ ଏମ୍ପ୍ଲୟି ପ୍ରୋଭିଡେଣ୍ଟ ଫଣ୍ଡ ଅଗାନାଇଜେଶନ(ଇପିଏଫ୍‌ଓ) ନିଜର ଆସେଟ ମ୍ୟାନେଜରଙ୍କ ଉପରେ କଟକଣା ଜାରି କରିଛି। ନିକଟ ଅତୀତରେ କେତେକ ଇନ୍‌ଭେଷ୍ଟମେଣ୍ଟର ମୂଲ୍ୟ ହ୍ରାସ ପାଇବା କାରଣରୁ ଇପିଏଫ୍‌ଓ ପକ୍ଷରୁ ଉକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି।…

ଏମ୍‌ଏସ୍‌ଏମ୍‌ଇ ସେକ୍ଟରରେ ସମସ୍ୟା: ଆର୍‌ବିଆଇକୁ ରିପୋର୍ଟ ଦେଲେ ସିହ୍ନା କମିଟି

ନୂଆଦିଲ୍ଲୀ,୧୯-୬: ଏମ୍‌ଏସ୍‌ଏମ୍‌ଇ ସେକ୍ଟରରେ ଦେଖାଦେଇଥିବା ଅଚଳାବସ୍ଥା ଦୂର କରିବା ତଥା ଏହାର ଅଭିବୃଦ୍ଧି ହାସଲ ନେଇ ପୂର୍ବତନ ସେବି ଅଧ୍ୟକ୍ଷ ୟୁ.କେ.ସିହ୍ନାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଇତିମଧ୍ୟରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କୁ ତାଙ୍କର ରିପୋର୍ଟ ଉପସ୍ଥାପନ କରିଛନ୍ତି। ଚଳିତବର୍ଷ…

ଉତ୍ତରାଖଣ୍ଡରେ ରାଜକୀୟ ବିବାହ: ୨ଶହ କୋଟି ରୟାଲ ଓ୍ବେଡିଂ ପାଇଁ ଲାଗିଲା ୫ଶହ କୋଟିର ଫୁଲ

ଡେରାଡୁନ,୧୯।୬: ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଉତ୍ତରାଖଣ୍ଡର ଅଲୀ ଏବେ ନବବଧୂ ଭଳି ସଜେଇ ହୋଇଛି। କାରଣ ଉତ୍ତରାଖଣ୍ଡରେ ଜୁନ ୨୦ ଓ ୨୨ରେ ଏକ ହାଇ ପ୍ରୋଫାଇଲ ବିବାହ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରବାସୀ ଭାରତୀୟ ବ୍ୟବସାୟୀ ଅଜୟ ଗୁପ୍ତା ବନ୍ଧୁଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri