ଗାଁ ସମସ୍ୟା ବୁଝିବାକୁ ୫ କି.ମି. ଚାଲିଲେ ବିଡିଓ
ପାପଡାହାଣ୍ଡି,୨୦। ୬(ଡି.ଏନ.ଏ.): ଦୀର୍ଘ ଦିନ ହେଲା ଗ୍ରାମରେ ଲାଗି ରହିଛି ବିଭିନ୍ନ ସମସ୍ୟା । ପାନୀୟ ଜଳ, ବିଦ୍ୟୁତ୍, ଶିକ୍ଷା, ଆବାସ ଯୋଜନା ଆଦି ପହଞ୍ଚିିପାରିନି। ଗ୍ରାମର ବିକାଶରେ ବାଧକ ସାଜିଛି ରାସ୍ତା। ଜଙ୍ଗଲ ମୂଳକରେ ଭଗବାନ ଭରସାରେ ଜୀବନ ବିତାଉଛନ୍ତି…
ଗ୍ରୁପ୍ କମ୍ପାନୀରେ ନିବେଶ: ଇପିଏଫଓ ଫଣ୍ଡ ମ୍ୟାନେଜରଙ୍କ ଉପରେ କଟକଣା
ନୂଆଦିଲ୍ଲୀ,୨୦।୬: ଗ୍ରୁପ୍ କମ୍ପାନୀରେ ନିବେଶ ନେଇ ଏମ୍ପ୍ଲୟି ପ୍ରୋଭିଡେଣ୍ଟ ଫଣ୍ଡ ଅଗାନାଇଜେଶନ(ଇପିଏଫ୍ଓ) ନିଜର ଆସେଟ ମ୍ୟାନେଜରଙ୍କ ଉପରେ କଟକଣା ଜାରି କରିଛି। ନିକଟ ଅତୀତରେ କେତେକ ଇନ୍ଭେଷ୍ଟମେଣ୍ଟର ମୂଲ୍ୟ ହ୍ରାସ ପାଇବା କାରଣରୁ ଇପିଏଫ୍ଓ ପକ୍ଷରୁ ଉକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି।…
ଗୋଟିଏ ଚରିତ୍ର ପସନ୍ଦ ନୁହେଁ
ନୂଆଦିଲ୍ଲୀ : ଲୋକପ୍ରିୟ ଟେଲିଭିଜନ ଶୋ’ ‘ଜିତ୍’, ଗନ୍ସ ଆଣ୍ଡ୍ ରୋଜେସ୍’ରେ ଅଭିନୟ କରିଥିବା ଅଭିନେତ୍ରୀ ନୀରୁ ବାଜଓ୍ବା ଗୋଟିଏ ଚରିତ୍ରରେ ଅଭିନୟ କରିବା ମୋର ପସନ୍ଦ ନୁହେଁ ବୋଲି କହିଛନ୍ତି। ଏଥିଲାଗି ମୁଁ ଟିଭି ଛାଡ଼ିଲି ବୋଲି ସେ ପ୍ରକାଶ…
ସୁବ୍ରମଣ୍ୟନ୍ଙ୍କ ଅଭିଯୋଗକୁ ଇଏସିଙ୍କ ଖଣ୍ଡନ
ନୂଆଦିଲ୍ଲୀ,୨୦।୬: ପ୍ରଧାନମନ୍ତ୍ରୀଙ୍କ ଆର୍ଥିକ ଉପଦେଷ୍ଟା କମିଟି(ଇଏସି-ପିଏମ୍) ବୁଧବାର ପୂର୍ବତନ ମୁଖ୍ୟ ଆର୍ଥିକ ଉପଦେଷ୍ଟା(ସିଇଏ) ଅରବିନ୍ଦ ସୁବ୍ରମଣ୍ୟନ୍ଙ୍କ ଜିଡିପି ଡାଟାକୁ ନେଇ ଉଠାଇଥିବା ବିବାଦକୁ ଖଣ୍ଡନ କରିଛନ୍ତି। ଇଏସି-ପିଏମ୍ଙ୍କ ପକ୍ଷରୁ କୁହାଯାଇଛି ଯେ, ବର୍ତ୍ତମାନ ଦେଶର ଜିଡିପି ଆକଳନ ପଦ୍ଧତି ଏକ ଉତ୍ତରଦାୟୀ,…
ଦଳ ପ୍ରଦର୍ଶନକୁ ନେଇ ପିସିବି ତର୍ଜମା କରିବ
କରାଚୀ,୨୦।୬(ପି.ଟି.)- ଦଳର ପ୍ରଦର୍ଶନକୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବେ ବେଶ୍ ଗୁରୁତ୍ୱ ଦେବା ଆରମ୍ଭ କରିଛି। ଜାତୀୟ ଦଳ ସହ ସପୋର୍ଟ ଷ୍ଟାଫ୍, ହେଡ୍ କୋଚ୍ ମିକି ଆର୍ଥରଙ୍କ ପ୍ରଦର୍ଶନକୁ ନେଇ ପିସିବି ଏବେ ତର୍ଜମା କରିବ। ବିଶ୍ୱକପ୍…
ଅଣସର ଘରେ ମହାପ୍ରଭୁ: କମିଲା ଶ୍ରୀମନ୍ଦିର ହୁଣ୍ଡି ଅର୍ଥ
ପୁରୀ ଅଫିସ,୨୦ା୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ଦଇତାପତି ସେବକମାନେ ସେବା କରୁଛନ୍ତି। ଅନ୍ୟପଟେ ଅଣସର ତାଟିରେ ପୂଜା ପାଉଛନ୍ତି ପଟିଦିଅଁ। ଏଥିପାଇଁ…
ଜେଲ୍ ଯିବେ ନିଶାଗ୍ରସ୍ତ ଡ୍ରାଇଭର
ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ନିଶାଦ୍ରବ୍ୟ ସେବନ କରି ଗାଡ଼ି ଚଳାଉଥିବା ଡ୍ରାଇଭରମାନଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଧରାପଡିଲେ ଏଣିକି ଜେଲ ଯିବାକୁ ପଡିବ। କେବଳ ଜରିମାନା ଆଦାୟ କରି ନିଶାସକ୍ତ ଡ୍ରାଇଭରଙ୍କୁ ଛଡ଼ାଯିବ ନାହିଁ। ତୁରନ୍ତ ସେମାନଙ୍କୁ କୋର୍ଟ ଚାଲାଣ କରାଯିବ।…
ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୦ା୬(ପି.ଟି.): ଗୁଜରାଟରେ ଦୁଇଟି ରାଜ୍ୟ ସଭା ଆସନ ଲାଗି ଅଲଗା ଉପନିର୍ବାଚନ କରିବା ନିମନ୍ତେ ନିର୍ବାଚନ କମିଶନ (ଇସି) ନିଷ୍ପତ୍ତି ନେଇଥିବାବେଳେ ରାଜ୍ୟ କଂଗ୍ରେସ ପକ୍ଷରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ଜବାବ ଦାଖଲ ଲାଗି…
‘ରାଜନୈତିକ ପ୍ରଭାବରୁ ଦୂରେଇ ରହୁ ନ୍ୟାୟପାଳିକା’
ନୂଆଦିଲ୍ଲୀ,୨୦ା୬(ପି.ଟି.): ସ୍ବାଧୀନତା ନ୍ୟାୟପାଳିକାର ଆତ୍ମା। ବିଚାର ବ୍ୟବସ୍ଥା ଜନତାଙ୍କ ଆସ୍ଥା ଜୁଟାଇବାରେ ବିଫଳ ହେଲେ କଦାପି ନ୍ୟାୟ ସ୍ଥାପନ କରିପାରିବ ନାହିଁ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ କହିଛନ୍ତି। ଲୋକଙ୍କୁ ପ୍ରଲୋଭିତ କରୁଥିବା ତତ୍ତ୍ୱଙ୍କ ବିରୋଧରେ ନ୍ୟାୟପାଳିକା…
ପରାଜିତ ଯାଇ ନ ପାରନ୍ତି ରାଜ୍ୟ ସଭା
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସଭାରେ ଖାଲି ହୋଇଥିବା ଓଡିଶାର ୩ ଆସନକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର୍ ଧରିଛି। ବିଧାନସଭା ସଂଖ୍ୟା ଦୃଷ୍ଟିରୁ ଦେଖିଲେ ଏହି ୩ଟି ଯାକ ଆସନ ବିଜେଡି ହାତକୁ ଯିବା ଏକ ପ୍ରକାର ନିଶ୍ଚିତ। ମାତ୍ର ୩…
ପ୍ୟାନେଲ ଗଠନ କରାଯିବ
ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଏକକାଳୀନ ନିର୍ବାଚନ ପାଇଁ ସମୟବଦ୍ଧ ଭାବେ ପ୍ରସ୍ତାବ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ପ୍ୟାନେଲ ଗଠନ କରିବାକୁ ଯାଉଛନ୍ତି ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ବୁଧବାର ସୂଚନା ଦେଇଛନ୍ତି। ସର୍ବଦଳୀୟ ବୈଠକ ପରେ ଗଣମାଧ୍ୟମକୁ ସମ୍ବୋଧିତ…
ଖାସୋଗିଙ୍କ ହତ୍ୟାରେ କ୍ରାଉନ୍ ପ୍ରିନ୍ସ ସମ୍ପୃକ୍ତ
ଜେନେଭା/ରିୟାଧ,୨୦ା୬ (ଏଏଫ୍ପି): ସୌଦି ସାମ୍ବାଦିକ ଜମାଲ ଖାସୋଗିଙ୍କ ହତ୍ୟାକାଣ୍ଡରେ କ୍ରାଉନ୍ ପ୍ରିନ୍ସ ମହମ୍ମଦ ବିନ୍ ସଲମାନ୍ ସମ୍ପୃକ୍ତ ବୋଲି ବୁଧବାର ଜାତିସଂଘର ଜଣେ ବିଶେଷଜ୍ଞ ରିପୋର୍ଟ ଦେଇଛନ୍ତି। ଏଥିସହ ବିଦେଶରେ ଥିବା ପ୍ରିନ୍ସଙ୍କ ବ୍ୟକ୍ତିଗତ ସମ୍ପତ୍ତି ଉପରେ କଟକଣା ଜାରି କରିବା…
Archives


