Home

ରିୟଲ ମାଡ୍ରିଡକୁ ହରାଇଲା ଆଟଲେଟିକୋ

ନ୍ୟୁୟର୍କ,୨୭ା୭(ଏଏଫ୍‌ପି)- ସ୍ଥାନୀୟ ମେଟ୍‌ଲାଇଫ୍‌ ଷ୍ଟାଡିୟମରେ ଏକ ପ୍ରାକ୍‌ ସିଜନ ବନ୍ଧୁତ୍ୱପୂର୍ଣ୍ଣ ଫୁଟ୍‌ବଲ ମ୍ୟାଚରେ ଡିଏଗୋ କୋଷ୍ଟାଙ୍କ ୪ ଗୋଲ ସହାୟତାରେ ଆଟ୍‌ଲେଟିକୋ ମାଡ୍ରିଡ୍‌ ଏହାର ଲା ଲିଗା ପ୍ରତିଦ୍ୱନ୍ଦ୍ୱୀ ରିୟଲ ମାଡ୍ରିଡକୁ ୭-୩ ଗୋଲରେ ପରାସ୍ତ କରିଛି। ଖେଳର ୬୩ତମ ମିନିଟ୍‌ରେ…

ଜାତୀୟ ମହିଳା ଚେସ୍‌ ଚାମ୍ପିୟନଶିପ୍‌ : ଟାଇଟଲ ବଜାୟ ରଖିଲେ ଭକ୍ତି କୁଲକର୍ନୀ

କାରାଇକୁଡି, ୨୭ା୭ (ପି.ଟି.)- ଗତଥରର ଚମ୍ପିୟନ ତଥା ଏୟାର ଇଣ୍ଡିଆର ଭକ୍ତି କୁଲକର୍ନୀ ଏଠାରେ ଚାଲିଥିବା ୪୬ତମ ଜାତୀୟ ମହିଳା ଚେସ୍‌ ଚାମ୍ପିୟନଶିପ୍‌ରେ ତାଙ୍କ ଟାଇଟଲ ବଜାୟ ରଖିଛନ୍ତି। ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ କରିବା ସହ ୧୧ରାଉଣ୍ଡ ଖେଳରୁ ୧୦ ପଏଣ୍ଟ…

୨୮୫୦ ଫଟୋ ପୋଷ୍ଟ ଲାଗି ରାଜେନ୍ଦ୍ରଙ୍କୁ ମୋବାଇଲ ଉପହାର

ସିମୁଳିଆ, ୨୭।୭(ଡି.ଏନ.ଏ.)- ଓଡ଼ିଶାର ଗ୍ରାମାଞ୍ଚଳ ସମେତ ବିଭିନ୍ନ ଅଞ୍ଚଳର ଫଟୋ ଉଠାଇ ଇନ୍‌ଷ୍ଟାଗ୍ରାମ ଓ ଫେସ୍‌ବୁକ ପରି ସୋସିଆଲ ମିଡ଼ିଆରେ ପ୍ରଚାର କରିବା ଯୋଗୁ ରାଜେନ୍ଦ୍ର କୁମାରଙ୍କୁ ଗୁଗଲ ପିକ୍ସସେଲ ମୋବାଇଲ ଉପହାର ଦେଇଛି। ରାଜେନ୍ଦ୍ର ଇନ୍‌ଷ୍ଟାଗ୍ରାମରେ ୧୮ଶହ ୫୦ ଓ…

ଆଶାକର୍ମୀଙ୍କୁ ଘରେ ବାନ୍ଧିବା ଘଟଣାପ୍ରତିବାଦରେ ସିଡିଏମ୍‌ଓଙ୍କ ଅଫିସ୍‌ ଘେରାଉ

ବାଲେଶ୍ୱର ଅଫିସ,୨୭।୭- ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଜୁଆରୀ ପଞ୍ଚାୟତ ଅନ୍ତର୍ଗତ ଆଳୁମେଦା ଗ୍ରାମର ଆଶାକର୍ମୀଙ୍କୁ ଘରେ ବାନ୍ଧି ରାତିସାରା ଅଟକ ରଖିବା ଏବଂ ତାଙ୍କୁ ନିର୍ଯାତନା ଦେବା ଅଭିଯୋଗକୁ ଥାନାଧିକାରୀ ଅବହେଳା କରିବା ପ୍ରତିବାଦରେ ଓଡ଼ିଶା ରାଜ୍ୟ ଆଶା…

କେନାଲରେ ବୁଡି ୨ଛାତ୍ର ମୃତ୍ୟୁ ଘଟଣା : ଉଭୟଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଖଇରା, ୨୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ରଟିଣା ପ୍ରହଲ୍ଲାଦ ନୋଡାଲ ହାଇସ୍କୁଲର ୨ଜଣ ୭ମ ଶ୍ରେଣୀ ଛାତ୍ର କେନାଲରେ ବୁଡି ପ୍ରାଣ ହରାଇବା ଘଟଣାରେ ସହାୟତା ଘୋଷଣା କରାଯାଇଛି। ମୃତକଙ୍କ ପରିବାରକୁ ସରକାରୀ ସ୍ତରରେ ୪ଲକ୍ଷ ଏବଂ ରେଡକ୍ରସରୁ ୧୦ହଜାର…

ଲବଙ୍ଗରେ ରହିଛି ବହୁ ଔଷଧୀୟ ଗୁଣ

ସାଧାରଣତଃ ଲୋକେ ଲବଙ୍ଗକୁ ମସଲା ରୂପେ ବ୍ୟବହାର କରିଥନ୍ତି। ଲବଙ୍ଗ ଖାଲି ଖାଦ୍ୟର ସ୍ବାଦ ବଢ଼ାଇ ଥାଏ। ଲବଙ୍ଗର ବହୁ ଉପକାରୀ ତଥା ଔଷଧୀୟ ଗୁଣ ରହିଛି। ଯାହା ଶରୀର ପାଇଁ ଲାଭଦାୟକ। ୧. ଏକ କପ୍‌ ପାଣିରେ ୪-୫ଟି ଲବଙ୍ଗ…

ବର୍ଷାଦିନେ ଓଜନ କମାଇବାର ସହଜ ଉପାୟ

ବର୍ଷାଦିନେ ଯଦି ଓଜନ କମାଇବା ପାଇଁ ଚାହୁଁଛନ୍ତି ତେବେ ଏହି ଫୁଡ୍‌ ଟିପ୍ସ୍‌ ଉପରେ ଗୁରୁତ୍ୱ ଦିଅନ୍ତୁ *ବର୍ଷାଦିନେ ତେଲଭାଜି ଖାଦ୍ୟ ଖାଇଲେ ଓଜନ ବୃଦ୍ଧି ହୋଇଥାଏ। ଏଣୁ ଏହା ବଦଳରେ ଓଜନ କମ୍‌ କରିବାକୁ ପୋଡା ମକା,ବାଦାମ କିମ୍ବା ଗଜା…

ଚିକୁନଗୁନିଆକୁ ରୋକିବ ଯନ୍ତ୍ର

ନ୍ୟୁୟର୍କ: ୟୁଏସ୍‌ ସେଣ୍ଟର୍ସ ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେନଶନ(ସିଡିଓ)ର ଗବେଷକମାନେ ଏକ ଡିଭାଇସ୍‌ ବିକାଶ କରିଛନ୍ତି ଯାହା ମାଈ ମଶାଙ୍କୁ ଆକର୍ଷିତ କରିପାରିବ। ମଶା ଅଣ୍ଡା ଦେବାକୁ ଜାଗା ଖୋଜୁଥିବା ସମୟରେ ଏହି ଯନ୍ତ୍ର ମଶାକୁ ଟ୍ରାପ୍‌ କରିିବ। ଜର୍ନାଲ…

ୱାର୍ଡସଭ୍ୟାଙ୍କୁ ଦୁର୍ବ୍ୟବହାର, ମାଡ଼ ଅଭିଯୋଗ

ବାସୁଦେବପୁର, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତର ଜଣେ ୱାର୍ଡସଭ୍ୟାଙ୍କୁ ଶୁକ୍ରବାର ଜଣେ ଯୁବକ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ବାସୁଦେବପୁର ଥାନା ପୋଲିସ ଘଟଣାର ପ୍ରାଥମିକ…

ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ

ଆନନ୍ଦପୁର,୨୭।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ୧୨ନଂ. ଜୋନ୍‌ର ୮ଟି ପଞ୍ଚାୟତର ହିତାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ରାମଚନ୍ଦ୍ରପୁର, ଅଳତୀ, ଗଡ଼ବାନ୍ଧଗୋଡ଼ା, ପୁରୁଣାବାନ୍ଧଗୋଡ଼ା, ଗଁପୁର, ତରୁଆଁ, ଶାଳଦେଇ, ବାତୋ ପ୍ରଭୃତି ପଞ୍ଚାୟତର ୯୮୩ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ…

ମନ୍ଦିରରୁ ଚୋରି ସାମଗ୍ରୀ ଉଦ୍ଧାର ଲାଗି ତତ୍ପରତା ନାହିଁ, ଭକ୍ତ ମହଲରେ ଅସନ୍ତୋଷ

ଆନନ୍ଦପୁର,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଦଧିବାମନଜୀଉଙ୍କ ମନ୍ଦିରରୁ ରାଧା ଓ କୃଷ୍ଣଙ୍କ ପିତ୍ତଳ ମୂର୍ତ୍ତି ଆଜକୁ ୧୧ ଦିନ ତଳେ ଚୋରି ହେଇଥିଲା। ହେଲେ ଏହି ଚୋରି ସାମଗ୍ରୀର ଉଦ୍ଧାର ପାଇଁ ଦେବୋତ୍ତର ବିଭାଗଠାରୁ ଆରମ୍ଭ କରି ପୋଲିସ ପ୍ରଶାସନ, ମନ୍ଦିର…

ହାର୍ଟ ଆଟାକ୍‌ ଆଶଙ୍କା ବି କମାଏ ଅଗରବତୀ…

ଅଗରବତୀ ଜାଳିବା ପଛରେ ଆଧ୍ୟାତ୍ମିକ କାରଣ ରହିଛି । ଅଗରବତୀ ଜଳାଇବା ଦ୍ୱାରା ସେଥିରୁ ବାହାରୁଥିବା ଧୂଆଁ ମନରେ ଆଣିଥାଏ ଶାନ୍ତି ଆଉ ଏଥିଯୋଗୁ ପରିବେଶରେ ସୃଷ୍ଟି ହୁଏ ଶୁଦ୍ଧ ବାତାବରଣ। ତେବେ ମନୋବୈଜ୍ଞାନିକ ଦୃଷ୍ଟିରୁ ବିଭିନ୍ନ ରୋଗର ଚିକିତ୍ସା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri